ଆଜି ଲୋକାରଣ୍ୟ ଶ୍ରୀକ୍ଷେତ୍ରରେ ବିଭୋର ସମସ୍ତେ..ଲୀଳାମୟଙ୍କୁ ଅଶ୍ରୁଳ ନୟନରେ କିଏ ଜଣାଇଛି ଅନ୍ତରର ଅପ୍ରକାଶିତ ଦୁଃଖ ତ ଆଉ କିଏ ଚର୍ମଚକ୍ଷୁରେ ଦର୍ଶନ କରି ଆତ୍ମ ବିଭୋର, ଭାବ ବିହ୍ୱଳ ।
ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ଦିଅଁ । ଏକାକାର ହୋଇଛନ୍ତି ଭକ୍ତ ଓ ଭଗବାନା କେହି ବି ଏହି ଦିବ୍ୟ ସୁଯୋଗକୁ ହାତ ଛଡ଼ା କରିବାକୁ ଚାହିଁ ନାହାନ୍ତି ।
ରାଜ୍ୟର ଅନ୍ୟ ପ୍ରମୁଖ ସ୍ଥାନରେ ଭକ୍ତି ଭାବର ସହିତ ରଥ ଟଣା ଯାଇଛି ।
ବରିଷ୍ଠ ଆଇପିଏସ୍ ଅଧିକାରୀ ରବି ସିହ୍ନା ହେବେ ଭାରତୀୟ ଗୁଇନ୍ଦା ସଂସ୍ଥା ରିସର୍ଚ୍ଚ ଆଣ୍ଡ ଆନାଲିସିସ୍ ୱିଙ୍ଗ (RAW)ର ପରବର୍ତ୍ତୀ ମୁଖ୍ୟ।
ଭାରତୀୟ ‘ବର୍ଫି’ର ମଜା ନେଲେ ୟୁକ୍ରେନ ରାଷ୍ଟ୍ରପତି ଭ୍ଲୋଡମିର ଜେଲେନସ୍କି । ତାହାକୁ ପୁଣି ପ୍ରସ୍ତୁତ କରିଥିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ମା’ ।
ଡାକୁ ହସିନାଙ୍କୁ ଧରିବା ପଞ୍ଜାବ ପୋଲିସ୍ ପାଇଁ ଏକ ଚ୍ୟାଲେଞ୍ଜ ପାଲଟିଥିଲା ତାଙ୍କୁ ଧରିବାରେ ବହୁତ ସାହାଯ୍ୟ କଲା ୧୦ ଟଙ୍କିଆ ‘କୋଲ୍ଡ ଡ୍ରିଙ୍କସ୍’ ।
ସଇତାନ ସ୍ୱାମୀ। ନିଜ ହାତରେ ନିଜେ ସ୍ତ୍ରୀକୁ ହତ୍ୟା କଲା।
ମୁମ୍ବାଇର ସୁବୁରବନ୍ ଗୋବନ୍ଦୀ ଅଞ୍ଚଳରେ ଥିବା ଗୋଟାଏ ଘରୋଇ ଡାକ୍ତରଖାନାରେ ଜଣେ ବ୍ୟକ୍ତି ଡାକ୍ତର ସାଜି ଜଣେ ମହିଳାଙ୍କ ସହିତ ଅସଦାଚରଣ କରୁଥିବା ଅବସ୍ଥାରେ ଧରାପଡ଼ିଛନ୍ତି ।
5T ସଚିବଙ୍କୁ ବିରୋଧୀ ଟାର୍ଗେଟ ପରେ ଥମୁନି ରାଜନୀତି । ଟ୍ୱିଟ୍ କରି ପ୍ରଶ୍ନ ଉଠାଇଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ।
ଜାପାନର ଏହି ମନ୍ଦିର ସାରା ବିଶ୍ୱରେ ପ୍ରସିଦ୍ଧ । ଏହି ମନ୍ଦିରଟି ୬୦୦ ବର୍ଷ ପୁରୁଣା, ଯାହାକୁ ମାତ୍ସୁଗାଓକା ଟୋକିଜି ମନ୍ଦିର ବୋଲି ମଧ୍ୟ କୁହାଯାଏ । ଏହାକୁ କେହି କେହି ଡିଭୋର୍ସ ଟେମ୍ପଲ ମଧ୍ୟ କୁହନ୍ତି ।
ଆଦିପୁରୁଷର ଚରିତ୍ର ଚିତ୍ରଣ ଏବଂ ଡାଇଲଗକୁ ନେଇ ବିବାଦ ଦେଖା ଦେଇଛି ।
ଚଳିତବର୍ଷ ୩୬ ହଜାର ୨୦୪ ଜଣ ଛାତ୍ର ଓ ୭୫୦୯ ଜଣ ଛାତ୍ରୀ JEE ଆଡଭାନସଡ୍ ପରୀକ୍ଷାରେ ସଫଳ ହୋଇଛନ୍ତି ।
ରଥଯାତ୍ରା ପାଇଁ ଆଗୁଆ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ।
କି ପୂର୍ବ, କି ପଶ୍ଚିମ, ଉତ୍ତର ହେଉ କି ଦକ୍ଷିଣ ସବୁଠି ଅଗ୍ନିବର୍ଷା ସାଙ୍ଗକୁ ଅସମ୍ଭବ ଗୁଳୁଗୁଳି । କିଏ କହୁଛି ଭାଜି ହେଉଛି, ଆଉ କିଏ କହୁଛି ସିଝି ଯାଉଛି । ପଥିକଙ୍କ ପାଇଁ ଗଛ ଛାଇ ବି ସ୍ୱର୍ଗ ଭଳି ଲାଗୁଛି ।
ଗଜପତି କହିଛନ୍ତି, ବିଧି ଓ ଶାସ୍ତ୍ର ଅନୁଯାୟୀ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ହିଁ ରଥଯାତ୍ରା ହେବା କଥା। ସ୍ଥଳ ବିଶେଷରେ ଆଷାଢ଼ ଶୁକ୍ଳ ଦ୍ୱିତୀୟାରୁ ତ୍ରୟୋଦଶୀ ତିଥି ମଧ୍ୟରେ ରଥଯାତ୍ରା ହୋଇପାରିବ। ଖଜାର ବ୍ୟବସାୟୀକରଣ, ନିର୍ମାଲ୍ୟ ବିକ୍ରି ଓ ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ରନ୍ଧନ କରି...
ପେଷା ତାଙ୍କ ପରିବା ବ୍ୟବସାୟ । ନିଶା କିନ୍ତୁ କିଛି ଅଲଗା, କିଛି ସ୍ୱତନ୍ତ୍ର । ସାଧାରଣ ଲୋକଙ୍କଠାରୁ ତାଙ୍କ କାମ-କାଇଦା ଟିକିଏ ଭିନ୍ନ । ଗଞ୍ଜାମ ବେଗୁନିଆପଡ଼ା ବ୍ଲକ୍ ସୁମଣ୍ଡଳ ଗାଁର ବିଜୟ କୁମାର ଗୌଡ଼ ।
କି ପୂର୍ବ, କି ପଶ୍ଚିମ, ଉତ୍ତର ହେଉ କି ଦକ୍ଷିଣ ସବୁଠି ଅଗ୍ନିବର୍ଷା ସାଙ୍ଗକୁ ଅସମ୍ଭବ ଗୁଳୁଗୁଳି । କିଏ କହୁଛି ଭାଜି ହେଉଛି, ଆଉ କିଏ କହୁଛି ସିଝି ଯାଉଛି । ମୁଣ୍ଡ ଉପରକୁ ସୂର୍ଯ୍ୟ ନଯାଉଣୁ, ଖାଁ ଖାଁ ରାସ୍ତା, ସହର ବଜାରରେ ଅଘୋଷିତ କର୍ଫ୍ୟୁ ।
ରତ୍ନଭଣ୍ଡାର ଅସୁରକ୍ଷିତ ଥିବା କଥା ଆଜିର ନୁହେଁ । ରହସ୍ୟମୟ ରତ୍ନଭଣ୍ଡାରରେ ଫାଟ ଏବଂ ପାଣି ଗଳିବା ଘଟଣା ଗତ ୫ ବର୍ଷ ତଳୁ ଜଣାପଡ଼ିଲାଣି ।
ପ୍ରେମରେ ପାଗଳ ନାବାଳିକା ପ୍ରେମିକା । ବୟଫ୍ରେଣ୍ତକୁ ଦେଖା କରିବା ପାଇଁ ସାତ ଶହ କିମି ପାର୍ କଲା ପ୍ରେମିକା । ତଥାପି ମିଳିଲାନି ପ୍ରେମିକର ଦେଖା । ରାଗରେ ନିଜ ହାତ କାଟିବାକୁ ପଛାଇଲାନି ପ୍ରେମିକା । ହାତ କାଟି ଥାନାରେ ପହଞ୍ଚିଲା ନାବାଳିକା ।