• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

Manoranjan Behera

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରା ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।

less

Posts by Manoranjan Behera

Health Services
ହସ୍ପିଟାଲରେ ବେଡ୍ ନାହିଁ, ବାରଣ୍ଡାରେ ଚାଲିଛି ରୋଗୀସେବା

ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର, ହସ୍ପିଟାଲରେ ବେଡ୍ ନାହିଁ, ବାରଣ୍ଡାରେ ଚାଲିଛି ରୋଗୀସେବା ।

Train Accident
୬ ଦିନ ପରେ ବିବାହ ବାର୍ଷିକୀ ,ସ୍ୱାମୀ ଅପେକ୍ଷାରେ ସ୍ତ୍ରୀ

ଆଉ ୬ ଦିନ ଯାଇଥିଲେ ହୋଇଥାନ୍ତା ପ୍ରଥମ ବିବାହ ବାର୍ଷିକୀ । ଝିଅ ଦେହ ଖବର ପାଇଁ ଘରକୁ ଆସୁଥିଲେ । ବାପ ଛେଉଣ୍ଡ ହୋଇଗଲା ଦେଢ ମାସର ଶିଶୁ କନ୍ୟା ।

Today Panchang 19th May 2023
Today Panchang 5th June 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତରେ ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ସୋମବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ପ୍ରାତଃ ୦୬.୩୯ ଗତେ ୨ୟା ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମିଥୁନ,...

weekly horoscope
ସାପ୍ତାହିକ ରାଶିଫଳ: ଜୁନ୍‌ ୫ ରୁ ଜୁନ୍ ୧୧, ୨୦୨୩: ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ

ଏହି ସପ୍ତାହରେ ଆକସ୍ମିକ ଖୁସି ଖବର ଶୁଣି ଆପଣଙ୍କ ଖୁସି ଆହୁରି ବଢିଯିବ । ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ । ଏହି ସପ୍ତାହରେ ଭ୍ରମଣର ଯୋଗ ରହିଛି । ଏହି ସପ୍ତାହରେ ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ।

Train Accident
ବାହାନଗା ହିରୋ: NDRF ଓ ODRAF ପହଞ୍ଚିବା ଆଗରୁ ବଢ଼ାଇଥିଲେ ସହାୟତାର ହାତ

କିଟିକିଟି ଅନ୍ଧାର ଭିତରେ ଅଗ୍ନିଶମ, ଓଡ୍ରାଫ କି NDRF ଟିମ୍ ପହଞ୍ଚିବା ପୂର୍ବରୁ ବାହାନଗା ଗାଁର ଯୁବକମାନେ ହିଁ ଓଲଟି ପଡ଼ିଥିବା ବଗି ଭିତରୁ ଆହତ ଯାତ୍ରୀଙ୍କୁ ଉଦ୍ଧାର କରିଛନ୍ତି।

Daily Horoscope
Daily Horoscope 5th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ସୋମବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ପ୍ରାତଃ ୦୬.୩୯ ଗତେ ୨ୟା ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମିଥୁନ, ପୁଷ୍କର...

Railway Board
ବଡ଼ ଖବର; ସିଗନାଲ୍‌ ଭୁଲ୍‌ ପାଇଁ ଟ୍ରାକ୍‌ରୁ ଖସିଲା କରମଣ୍ତଳ, ଘଣ୍ଟା ପ୍ରତି ବେଗ ଥିଲା..

କରମଣ୍ଡଳ ଏକସପ୍ରେସ୍ ଘଣ୍ଟାପ୍ରତି ୧୨୮ କିଲୋମିଟର ବେଗରେ ଯାଇ ମାଲଗାଡ଼ିକୁ ଧକ୍କା ଦେଇଥିଲା ।

Train Accident
ଆସିଲା ସଠିକ୍‌ ତଥ୍ୟ; ‘ମୃତ୍ୟୁ ସଂଖ୍ୟା ୨୮୮ ନୁହେଁ ୨୭୫’

ଦୁର୍ଘଟଣାର ସଠିକ୍ ମୃତ୍ୟୁ ସଂଖ୍ୟା ୨୭୫ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

US President Joe Biden
ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣାରେ ମର୍ମାହତ ଆମେରିକା ରାଷ୍ଟ୍ରପତି; କହିଲେ..ଏମିତି ଭୟଙ୍କର ଦୁର୍ଘଟଣା..

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ଆମେରିକାର ପ୍ରଥମ ମହିଳା ଡକ୍ଟର ଜିଲ୍‌ ବାଇଡେନ୍‌ ଦୁର୍ଘଟଣାରେ ମୃତାହତ ଏବଂ ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । 

CM Naveen Patnaik
ଓଡ଼ିଶା ଟ୍ରେନ୍‌ ଟ୍ରାଜେଡି: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରାଯାଇଥିବା ବେଳେ ଗୁରୁତରଙ୍କ ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି ।

CM Naveen Patnaik, PM Modi
ମୋଦିଙ୍କୁ ଫୋନ୍‌ କଲେ ନବୀନ; କହିଲେ..ଜୀବନ ବଞ୍ଚାଇବାକୁ ଚାଲିଛି କସରତ

ବାହାନଗା ଟ୍ରେନ୍‌ ଟ୍ରାଜେଡି ନେଇ ମୋଦିଙ୍କ ସହ କଥା ହେଲେ ନବୀନ ।

BMC
BMC ୱେବସାଇଟ୍‌ରେ ମୃତକଙ୍କ ଫଟୋ ଓ ବିବରଣୀ

ବାଲେଶ୍ୱର ବାହାନଗାରେ ଭୟଙ୍କର ରେଳ ଦୁର୍ଘଟଣାର ମୃତଦେହ ସଂପର୍କରେ ଜାଣିବାକୁ ବିଏମ୍‌ସି ପକ୍ଷରୁ ହେଲପ ଲାଇନ ଜାରି କରଯାଇଛି ।

Train Accident
ଓଡ଼ିଶା ଟ୍ରେନ୍‌ ଟ୍ରାଜେଡି; ସାରା ବିଶ୍ୱରୁ ଛୁଟୁଛି ସମବେଦନାର ସୁଅ

ଗତକାଲିଠାରୁ ପୁରା ବିଶ୍ୱର ନଜର ରହିଛି ବାହାନଗାର ଭୟଙ୍କର ଟ୍ରେନ୍ ଟ୍ରାଜେଡି ଉପରେ ।

Train Accident
ଏମାନେ ଯମଦ୍ୱାରର ଦେବଦୂତ; ମୃତ୍ୟୁର ମାୟାଜାଲରୁ ବଞ୍ଚାଉଥିଲେ ଜୀବନ

କାହା ନିର୍ଦ୍ଦେଶକୁ ଅପେକ୍ଷା ଏବଂ ସାଜ ସରଞ୍ଜାମକୁ ଉପେକ୍ଷା କରି ଯେତେ ସମ୍ଭବ ଆହତଙ୍କ ଜୀବନ ବଞ୍ଚାଇବାକୁ ନିଜ ଜୀବନକୁ ବାଜି ଲଗାଇ ଦେଇଥିଲେ ଲୋକେ ।

Train Accident
ରେଳ ଇତିହାସରେ କଳା ରାତି; କନ୍ଦେଇ ଦେଲା କରମଣ୍ତଳ

ସେଇ କରମଣ୍ଡଳ, ସେଇ କଳା ଶୁକ୍ରବାର । ଦିଆସିଲି ଖୋଳ ଭଳି ଛିନଛତ୍ର ଦୁର୍ଘଟଣାଗସ୍ତ ଟ୍ରେନ୍‌ର ବଗି ଗୁଡ଼ିକ । ଧାଡ଼ି ଧାଡ଼ି କରି ଶୁଆଇ ଦିଆଯାଇଛି ଯାତ୍ରୀଙ୍କ ମୃତଦେହ । କାଲି ରାତି ଥିଲା, ତେଣୁ ଜଣାପଡ଼ିନଥିଲା ।

PM Modi
ମନୁଷ୍ୟକୃତ କି ବାହାନଗା ଟ୍ରେନ୍‌ ଟ୍ରାଜେଡି ? ମୋଦି ଦେଲେ ଚେତାବନୀ

ଦୋଷୀକୁ ଆଦୌ ଛଡ଼ା ଯିବ ନାହିଁ । ଏହି ଭୟଙ୍କର ରେଳ ଦୁର୍ଘଟଣା ପଛରେ ଯିଏ ବି ଥିବ, ଚରମ କାର୍ଯ୍ୟାନୁଷ୍ଠାନ ହେବ ।

Bus Accident
ବିପଦ ପିଛା ଛାଡୁନି; ଟ୍ରେନ୍‌ ଦୁର୍ଘଟଣାରୁ ବଞ୍ଚିଲେ, ଏବେ ବସ୍‌ ଦେଲା ଧକ୍କା..

କୁହାଯାଏ ବିପଦ ଯେତେବେଳେ ଆସେ, ତାର ଭାଇ ବନ୍ଧୁ କୁଟୁମ୍ବକୁ ଧରି ଆସେ ଓ ପୀଡ଼ିତଙ୍କୁ ଚାରିଆଡୁ ମାଡ଼ି ବସେ ।

PM Modi
ବାହାନଗା ରେଳ ଦୁର୍ଘଟଣା; ଟିକିନିକି ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବାଲେଶ୍ୱର ବାହାନଗାରେ ଘଟିଥିବା ଛାତିଥରା ରେଳ ଦୁର୍ଘଟଣାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନା ହେଲିକପ୍ଟରରେ ଆସି ସେ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି । କ୍ଷତିଗ୍ରସ୍ତ ବଗି ବୁଲି ଦେଖିବା ସହ ସ୍ଥିତିର ଅନୁଧ୍ୟାନ କରିଛନ୍ତି ମୋଦି ।

Mamata Banerjee, Aswini Vaishnaw
Odisha Train Tragedy: ଦିଦି କହିଲେ ୫ ଶହ, ଅଶ୍ୱିନୀ କହିଲେ ୨୩୮

ମୃତକଙ୍କ ସଂଖ୍ୟା ନେଇ କଥା କଟାକଟି ହେଲେ ଦୁଇ ନେତା ।

Drowning Death
ନିଖୋଜ ଥିଲେ..ସମୁଦ୍ରରୁ ଉଦ୍ଧାର ହେଲା ପ୍ରଜ୍ଞାଙ୍କ ମୃତଦେହ

ନିଖୋଜ ପ୍ରଜ୍ଞାରାଣୀ ତ୍ରିପାଠୀଙ୍କ ମୃତଦେହ ବି ଉଦ୍ଧାର ହୋଇଛି ।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।