ଶାରିରୀକ ଭାବେ ଫିଟ୍ ହେବା ପରେ ପୁଣି ଥରେ ଆଉ ଏକ ସିଜନ୍ ଖେଳିବେ ବୋଲି କହିଛନ୍ତି MSD ।
ପିକ୍ଅପ୍ ଟ୍ରକ୍କୁ ଧକ୍କା ଦେଲା ଦ୍ରୁତଗତିରେ ଆସୁଥିବା ଏସ୍ୟୁଭି ଗାଡ଼ି । ଏଥିରେ ୭ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ହୋଇଛି ।
ପାଇଲଟ୍ ଜଣକ ସିଢ଼ିରେ କକ୍ପିଟ୍ ଝରକା ପର୍ଯ୍ୟନ୍ତ ଚଢ଼ିଛନ୍ତି । ଏହାପରେ ସେହି ଛୋଟ ଝରକା ଦେଇ ବିମାନ ମଧ୍ୟକୁ ପ୍ରବେଶ କରୁଛନ୍ତି ।
ଏହି ଯୋଜନାରେ ହିତାଧିକାରୀ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସର୍ବାଧିକ ବ୍ୟାଙ୍କଋଣ ପାଇପାରିବେ ।
ବର୍ଷା ଲାଗି ରହିବାରୁ ଗତ କାଲି ମ୍ୟାଚ୍ ଖେଳିବା ସମ୍ଭବ ହୋଇପାରିନଥିଲା । ଏପରିକି ଟସ୍ ମଧ୍ୟ ପଡିପାରିନଥିଲା । ଯଦି ଆଜି ବି ସେଭଳି ହୁଏ, ତ କ’ଣ କରିବେ ଅମ୍ପାୟାର..ଜାଣନ୍ତୁ..
ଆଜି ରାତି ୮ଟାରେ ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମ ଉପରେ ରହିବ ସାରା ଦେଶର ନଜର ରହିବ । କାହିଁକି ନା ଆଜି ଟ୍ରଫି ପାଇଁ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ।
ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘରେ ହୋଇଛି ଭିଜିଲାନ୍ସ ଚଢ଼ାଉ।
ଦୁଇ ଗଞ୍ଜେଇ ମାଫିଆ ଝାଡ଼ଖଣ୍ଡ ଧାନବାଦରୁ ଏକ ଟ୍ରକ୍ ରେ ଗଞ୍ଜେଇ ଧରି ଆସୁଥିବା ବେଳେ NCB ର ଭୁବନେଶ୍ୱର ଜୋନାଲ୍ ୟୁନିଟ୍ ସେମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି ।
ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆଜିଠୁ ଆବେଦନ ଆରମ୍ଭ ହେବ । ଛାତ୍ରଛାତ୍ରୀମାନେ ଆସନ୍ତା ଜୁନ ୨୦ ଯାଏ ଆବେଦନ କରିପାରିବେ । ୨୮ ଜୁନରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ ।
‘ପାଣି ବିନା ଆମେ କେମିତି ବଞ୍ଚିବୁ ? ଆମ ଜୀବନ ସହ କାହିଁକି ଖେଳୁଛ ? କି ଦୁର୍ନୀତି ଏଠି ଚଲେଇଛ.. ?’ ଜନତାଙ୍କ ପ୍ରଶ୍ନ, ସରକାର ଜବାବ୍ ଦିଅ..
କୁଅଖାଇ ବ୍ରିଜକୁ ନେଇ ବଢୁଛି ଚିନ୍ତା । ବିପଦରେ କଟକରୁ ଭୁବନେଶ୍ବରକୁ ସଂଯୋଗ କରୁଥିବା କୁଆଖାଇ ବ୍ରିଜ୍। ଭୁଶୁଡି ଯିବନି ତ କୁଆଖାଇ ବ୍ରିଜ୍।
ସୁଖର ଗଙ୍ଗା ଭିତରେ ଦୁଃଖର ନାଆକୁ ନେଇ ଜୀବନ ବିତାଉଥିବା ଝାନ୍ସିଙ୍କ ପ୍ରତି ସମସ୍ତଙ୍କ ସହଯୋଗ ଓ ସହାୟତା ଲୋଡ଼ା ହୋଇ ପଡିଛି ।
କହୁ କହୁ ସୁର ଭାଇ ଏମିତି କହିଦେଲେ.. ସତ କହୁଛି କହି କହି ବିରୋଧୀଙ୍କୁ କଲେ ପ୍ରଶଂସା..
ପାଣିରେ ପଡ଼ିଥିବା ଦାମୀ ଫୋନକୁ ବାହାର କରିବା ପାଇଁ କାଙ୍କେର ଜିଲ୍ଲାର ଖାଦ୍ୟ ନିରୀକ୍ଷକ ୨୧ ଲକ୍ଷ ଲିଟର ପାଣି ନଷ୍ଟ କରିଥିବା ଜଣାପଡ଼ିଛି ।
ବାଲେଶ୍ୱର ସହରବାସୀଙ୍କୁ ୧୨ ବର୍ଷ ତଳେ ଲଲିପପ୍ ଧରେଇ ଦେଇଥିଲେ କି ମୁଖ୍ୟମନ୍ତ୍ରୀ ? ହେଲେ ୧୨ ବର୍ଷ ପରେ ଏବେ ଦେଖିଲା ବେଳକୁ ସେ ଅତ୍ୟାଧୁନିକ ବସ୍ଷ୍ଟାଣ୍ତ ତ ହେଲାନି, ସେଇ ଯାଗାରେ ବାଲେଶ୍ୱର-ଭଦ୍ରକ ଅର୍ବାନ୍ ଟ୍ରାନ୍ସପୋର୍ଟର ୧୦, ୧୫ଟି ସିଟିବସ୍ ରହଣି ପାଇଁ ନିର୍ମାଣ କାମ...
ନାଚ ଗୀତରେ ଦୁଲୁକୁଛି ସାରା ସହର । ରାଜରାସ୍ତାରେ ପାରମ୍ପରିକ ସହ ଆଧୁନିକ ନୃତ୍ୟ ପରିବେଷଣ କରୁଛନ୍ତି ଶହ ଶହ କଳାକାର । ଦେବ ଦମ୍ପତ୍ତିଙ୍କ ଯୁଗଳ ଦର୍ଶନ ଶୋଭାଯାତ୍ରା ଅବସରରେ ସମ୍ବଲପୁରରେ ଦେଖିବାକୁ ଦେଖିବାକୁ ମିଳିଛି ଓଡ଼ିଶା ସହ ବିଭିନ୍ନ ରାଜ୍ୟର ଲୋକନୃତ୍ୟ ଓ ଲୋକଗୀତର ସମ୍ଭାର...
ଅଧାପନ୍ତରିଆ ଅବସ୍ଥାରେ ପରିକ୍ରମା ପ୍ରକଳ୍ପ । ଏଣେ ମୁଣ୍ଡ ଉପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା । କେମିତି ବଡ଼ଦାଣ୍ଡରେ ଛିଡ଼ା ହୋଇ ସ୍ନାନବେଦୀରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଭକ୍ତ ?
ଜମି କିଣାବିକାରେ ବଦଳିଲା ନିୟମ । ଏଣିକି ଜମି ରେଜିଷ୍ଟ୍ରେସନ ପାଇଁ ବାଧ୍ୟତାମୂଳକ ଅନଲାଇନ ସ୍ଲଟ୍ ବୁକିଂ । ବିନା ସ୍ଲଟ ବୁକିଂରେ ହୋଇ ପାରିବନି ଜମି କିଣାବିକା । ଇନସ୍ପେକ୍ଟର ଜେନେରାଲ ଅଫ ରେଭେନ୍ୟୁ ପକ୍ଷରୁ ପ୍ରକାଶିତ ହୋଉଛି ଏହି ବିଜ୍ଞପ୍ତି।