ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ନୂଆ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ବିଜେଡି ପାଖରେ ଅଛି କି କଳାଧନ ? ଦଳ ହୋର୍ଡିଂ କରିଛି କି ୨ ହଜାର ଟଙ୍କିଆ ନୋଟ ? ୨ ହଜାର ଟଙ୍କିଆ ନୋଟ ପ୍ରତ୍ୟାହାର ପରେ ବିଜେଡି ଚିନ୍ତାରେ ଥିବା ଚର୍ଚ୍ଚା ।
ପଶ୍ଚିମ ଓଡ଼ିଶାର ଟାଣୁଆ ନେତାଙ୍କ ହତ୍ୟାକୁ ଆସନ୍ତା ମେ ୨୮ ତାରିଖରେ ପୂରିବ ୧୨୦ ଦିନ । ହେଲେ ଏଯାଏଁ ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚ ଦାଖଲ କରି ପାରିଲାନି ମାମଲାର ଚାର୍ଜସିଟ୍ ।
ଯେ କୌଣସି ମୁହୁର୍ତ୍ତରେ ଆସିପାରେ କଲ୍ । ରିଙ୍ଗ୍ ହୋଇପାରେ ବିଧାୟକଙ୍କ ମୋବାଇଲ ଫୋନ। ରାଜ୍ୟ ମନ୍ତିମଣ୍ଡଳ ଅଦଳବଦଳ ଓ ସଂପ୍ରସାରଣର ସମ୍ଭାବ୍ୟ ପ୍ରକ୍ରିୟା ଭିତରେ ଏବେ ନବୀନଙ୍କ କଲ୍ କୁ ବିଧାୟକଙ୍କ ଅପେକ୍ଷା।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ତାତି ଆହୁରି ୫ ଦିନ ରହିବ ।
ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ପ୍ରଥମଥର ପାଇଁ କୌଣସି ଏକ ଦ୍ୱୀପକୁ ଯାତ୍ରା କରିଛନ୍ତି ।
ମଧୁବାବୁ ପେନସନ୍ ଯୋଜନା(MBPY)ରେ ମିଳୁଥିବା ଭତ୍ତା ଆଉ ଆକାଉଣ୍ଟକୁ ଯିବ ନାହିଁ।
ଦୁଇ ହଜାର ଟଙ୍କିଆ ବନ୍ଦ ପାଇଁ RBIର ଘୋଷଣା ପରଠୁ ଏହାର ପ୍ରଭାବକୁ ନେଇ ଏବେ ସବୁଠି ଚର୍ଚ୍ଚା । ଏହାରି ମଧ୍ୟରେ ୨ ହଜାର ଟଙ୍କିଆ ନୋଟ ବଦଳାଇବା ପାଇଁ ଷ୍ଟେଟ ବ୍ୟାଙ୍କର ନୂଆ ଗାଇଡ ଲାଇନ ଲାଗୁ କରିଛି ।
ରିଙ୍କୁ ସିଂଙ୍କୁ ନେଇ ଏବେ କ୍ରିକେଟ୍ ମହଲରେ ଚର୍ଚ୍ଚା । କୋଲକାତା ନାଇଟ ରାଇଡର୍ସ ପାଇଁ ଜଣେ ପାୱାର ହିଟର୍ ଏବଂ ଫିନିସର୍ର ଭୂମିକା ତୁଲାଉଛନ୍ତି ବାମହାତୀ ବ୍ୟାଟ୍ସମ୍ୟାନ୍ ରିଙ୍କୁ ସିଂ ।
ଦେହରେ ବାଜିଲେ କୁଣ୍ଡେଇ ହେଉଛି, ଘା ଭଳି ଫଳି ଯାଉଛି । ସମୁଦ୍ର ସ୍ନାନକୁ ଡରିଲେଣି ପର୍ଯ୍ୟଟକ, ଟେନସନରେ ପରିବେଶବିତ୍ । ପୁରୀ ସମୁଦ୍ରକୂଳରେ ବିକ୍ଷିପ୍ତ ହୋଇ ମରି ପଡ଼ିଛନ୍ତି ଶହ ଶହ ହ୍ବାଇଟ୍ ଜେଲିଫିସ୍ ।
କେଉଁ ଉପାୟରେ ଓଟିପି ନେଇ ଆଇଏସଆଇ ଓ ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଅପରେଟ୍ କରୁଥିଲେ ଓଡ଼ିଶା ଫୋନ୍ ନମ୍ବର ? ରାକେଟର ମାଷ୍ଟରମାଇଣ୍ଡ ପଠାଣି ସାମନ୍ତ ଲେଙ୍କାକୁ ଆସନ୍ତାକାଲି ରିମାଣ୍ଡରେ ଆଣି ଗୋଟି ଗୋଟି କରି ସତ ଓଗାଳିବାକୁ ଚେଷ୍ଟା କରିବ କ୍ରାଇମବ୍ରାଞ୍ଚ ଏସଟିଏଫ୍।
OPSC ପକ୍ଷରୁ ପ୍ରକାଶିତ ASO ମେରିଟ୍ ଲିଷ୍ଟ ଖାରଜ। ASO ନିଯୁକ୍ତି ଅନିୟମିତତା ନେଇ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଲିଖିତ ପରୀକ୍ଷାର ମୋଟ୍ ମାର୍କ ଆଧାରରେ ୨ ମାସ ମଧ୍ୟରେ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ଓପିଏସସିକୁ କୁହାଯାଇଛି।
ମୋଦିଙ୍କୁ ପ୍ରଶଂସା କରି ରାଜ୍ୟ ବିଜେପି ଆକ୍ରମଣକୁ ଗୌଣ କରିବାକୁ ଚାଲ୍ ଖେଳୁଛି କି ବିଜେଡି। କାହିଁକିନା ରାଜ୍ୟ ବିଜେପି ଉପରେ ବିଜେଡିର ଘନଘନ ଆକ୍ରମଣ । ହେଲେ କେନ୍ଦ୍ର ବିଜେପି ନେତୃତ୍ବ ପ୍ରତି ନରମ ଆଭିମୁଖ୍ୟ ।
ସ୍ବର୍ଣ୍ଣାଭ ବେଳାଭୂମୀରେ ଜେଲିଫିସ୍ ମଡ଼କ । ଦେହରେ ବାଜିଲେ କୁଣ୍ଡେଇ ହେଉଛି, ଘା ଭଳି ଫଳି ଯାଉଛି । ସମୁଦ୍ର ସ୍ନାନକୁ ଡରିଲେଣି ପର୍ଯ୍ୟଟକ, ଟେନସନରେ ପରିବେଶବିତ୍ ।
କେଉଁ ଧାରାରେ ଚାଲୁଛି ବିଜେଡି ? ବଦଳୁଛି କି ଦଳର ଆଭିମୁଖ୍ୟ ? ମୋଦିଙ୍କ ଆଡ଼କୁ ଢଳୁଛନ୍ତି କି ନବୀନ ? ରାଜ୍ୟରେ ବିଜେପି ସହ କଳି..କେନ୍ଦ୍ରରେ କୋଳାକୋଳି !
ଆଜି ଦିନବେଳେ ରାଜ୍ୟର ପ୍ରାୟ ୧୮ଟି ସହରରେ ପାରଦ ୪୦ ଡିଗ୍ରୀ ପାର୍ କରିଛି । ଅପରାହ୍ନରେ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ଝଡ଼ ସହ ହାଲୁକା ବର୍ଷା ରେକର୍ଡ କରାଯାଇଛି।
ରାତି ପାହିଲେ ସାବିତ୍ରୀ ବ୍ରତ। ପତିର ଦୀର୍ଘ ଆୟୁଷ ସହ ମଙ୍ଗଳ ମନାସି ସଧବା ପାଳନ କରିବେ ସାବିତ୍ରୀ । ଏଣେ ପୂଜା ପାଇଁ ଭଳିକି ଭଳି ଫଳ କିଣିଲାବେଳକୁ କରେଣ୍ଟ ମାରୁଛି ଆକାଶଛୁଆଁ ଦର ।
ସ୍ପଷ୍ଟ ହୋଇଛି କର୍ଣ୍ଣାଟକ ଚିତ୍ର। ନୂଆ ମୁଖ୍ୟମନ୍ତ୍ରୀ ହେବେ କଂଗ୍ରେସ୍ ଭେଟରାନ୍ ସିଦ୍ଦରମେୟା । ବହୁମତ ହାସଲ ପରେ ମୁଖ୍ୟମନ୍ତ୍ରୀ ହେବାକୁ ନେଇ ଡିକେ ଶିବକୁମାର ଓ ସିଦ୍ଦରମେୟାଙ୍କ ଭିତରେ ଲାଗି ରହିଥିବା ଛକାପଞ୍ଝାର ଅବସାନ ଘଟିଛି ।
ସହରାଞ୍ଚଳ ବସ୍ତି ବାସିନ୍ଦା ସମ୍ମାନର ସହ ବଞ୍ଚିବାକୁ ରାଜ୍ୟ ସରକାର ୨୦୧୭ରେ ଆରମ୍ଭ କରିଥିବା ବିଶ୍ୱର ସର୍ବବୃହତ ଥଇଥାନ ଯୋଜନା ଜାଗା ମିଶନର ସ୍ଥିତି କଣ ? ଯୋଜନା ଆରମ୍ଭ ହେବାର ୬ ବର୍ଷ ଭିତରେ କେତେଲୋକ ଉପକୃତ ହୋଇଛନ୍ତି ?