ଆଜି ଘୋଷଣା ହେବ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶନ ତାରିଖ । କଟକ ବୋର୍ଡ କାର୍ଯ୍ୟାଳୟରେ ଦିନ ୧୧ଟା ୩୦ରେ ଘୋଷଣା ହେବ । ଏନେଇ ସୂଚନା ଦେଲେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ।
ଗତବର୍ଷର ଚାମ୍ପିୟନ ଗୁଜରାଟ ଟାଇଟନ୍ସ ପ୍ରଥମ ଦଳ ଭାବେ ଚଳିତ ଆଇପିଏଲ୍ର ପ୍ଲେ ଅଫ୍ରେ ପ୍ରବେଶ କରିଛି ।
ଭାରତରେ ଚା’ର ଚାହିଦା ବହୁତ ଅଧିକ । ଚା’ ବେପାରରୁ ଲୋକେ ଅଧିକ ଲାଭବାନ ମଧ୍ୟ ହେଉଛନ୍ତି । ତେଣୁ ଏବେ ପ୍ରାୟ ଯୁବପିଢ଼ି ଚା’ ବେପାର କରିବାକୁ ଆଗ୍ରହ ଦେଖାଉଛନ୍ତି ।
ବନ୍ଧୁକ ମୂନରେ ଡରାଇ ଗହଣା ଲୁଟି ଚମ୍ପଟ ମାରିଛନ୍ତି ୭ଜଣ ଡକାୟତ ।
ବିନା ଟଙ୍କାରେ ମାଗଣା ଆମ୍ବୁଲାନ୍ସ ସେବା ଯୋଗାଡ଼ ନ ହୋଇ ପାରିବାରୁ ଶେଷରେ ଏକ ବ୍ୟାଗରେ ଛୁଆର ମୃତଦେହକୁ ରଖି ବସ୍ରେ ୨ଶହ କିମି ଯାତ୍ରା କଲେ ବାପା ।
ଏବେବି କମୁନି ଧୋନି କ୍ରେଜ୍ । ମାହିଙ୍କ ଅଟୋଗ୍ରାଫ୍ ପାଇଁ ଧାଡି ଲଗାନ୍ତି ଲକ୍ଷାଧିକ ଫ୍ୟାନ୍ସ । ଏହି ଧାଡ଼ିରେ ସାମିଲ ହୋଇଛନ୍ତି ଜଣେ କ୍ରିକେଟ୍ କିମ୍ବଦନ୍ତୀ । ଜାଣନ୍ତୁ ସେ କିଏ ?
ଆଜେକ୍ସଙ୍କ ମୋବାଇଲରୁ ଅନେକ ଫଟୋ, ଭିଡିଓ ଚାର୍ଟ ଡିଲିଟ ହୋଇଥିବା ଅଭିଯୋଗ କରିଛନ୍ତି ଆଜେକ୍ସଙ୍କ ବାପା ଓ ମାଆ ।
ଏଭଳି ମାଆଙ୍କୁ ସାଲ୍ୟୁଟ୍, ଯିଏ କି ନିଜ ପୁଅ-ବୋହୂଙ୍କୁ ହେଲମେଟ୍ ପିନ୍ଧିଥିବାରୁ ବିଚ୍ ରାସ୍ତାରେ ପିଟୁଛନ୍ତି ।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର (RMRC) ପରିସରରେ ରବିବାର ଅଗ୍ନିକାଣ୍ଡ ଘଟିଛି। RMRC ପରିସରରେ ଥିବା ଏକ ଷ୍ଟୋର ରୁମ୍ରେ ନିଆଁ ଲାଗି ଯାଇଥିଲା।
ଆଇପିଏଲ୍ର ଚଳିତ ସଂସ୍କରଣରେ ୧୨ଟି ମ୍ୟାଚ୍ରୁ ୮ଟିରେ ପରାଜୟ ପରେ ପ୍ଲେ ଅଫ୍ରୁ ବାଦ ପଡ଼ିଛି ଦିଲ୍ଲୀ କ୍ୟାପିଟାଲ୍ସ ।
ଚଳିତବର୍ଷ ଚଳିତବର୍ଷ ପ୍ରାୟ ୨ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଆଇସିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଦେଇଛନ୍ତି ।
ଭେଣ୍ଡିଆ ପୁଅକୁ ଜେଜେ ମାଆ ପାଖରେ ଛାଡି ଦେଇ ଆଖି ବୁଜିଲା ବୋହୂ । ଯିଏ ଦିନେ ଜେଜେ ମାଆ ହୋଇଥିଲେ, ଆଜି ସିଏ ମାଆ ହେଲେ । ଦିବ୍ୟାଙ୍ଗ ନାତି ଟୋକାର ଏମିତି ଯତ୍ନ ନେଉଛନ୍ତି ନଦେଖିଲେ ବିଶ୍ୱାସ ହେବନି ।
ମାଆ, ଏକ ଅନାବିଳ ଶବ୍ଦ । ଯେଉଁ ଶବ୍ଦ ଉଚ୍ଚାରଣ କରିବା ମାତ୍ରେ ଝରି ଆସେ ସ୍ନେହ । ଦିନେ ଯିଏ ପିଲାର ହାତ ଧରି ଦୁନିଆ ଦେଖାଇଥିଲା, ଆଜି ସେହି ପିଲାର ଯନ୍ତ୍ରଣା ଦେଖି ଜୀବନକୁ ଜଳାଞ୍ଜଳି ଦେବାକୁ ବି ପଛାଇ ନାହିଁ ।
ଲୋକେ ଟଙ୍କା ଖର୍ଚ୍ଚ କରି ଷ୍ଟାଡିୟମ ମ୍ୟାଚ୍ ଦେଖିବାକୁ ଯାଆନ୍ତି । ହଜାର ହଜାର ଲୋକ ଟିମ୍କୁ ଚିୟର୍ସ ମଧ୍ୟ କରିଥାନ୍ତି । କିନ୍ତୁ ଏହି ବ୍ୟକ୍ତି ଜଣକ ଗ୍ୟାଲେରୀରେ ଶୋଇ ନିଜ ମୋବାଇଲ୍ରେ ମ୍ୟାଚ୍ ଦେଖୁଛନ୍ତି ।
ଆପ୍ ନେତା ରାଘବ ଚଢାଙ୍କ ସହ ପରିଣୀତିଙ୍କ ନିର୍ବନ୍ଧ ସଂପନ୍ନ । ଦିଲ୍ଲୀ କପୁରତାଲାରେ ରାଘବଙ୍କ ଘରେ ଦୁହିଁଙ୍କ ନିର୍ବନ୍ଧ ହୋଇଛି । ଉତ୍ସବରେ ଯୋଗଦେଇଛନ୍ତି ନାମିଦାମୀ ସେଲିବ୍ରିଟି ।
ଏବେବି ଥମିନି ବିରାଟ-ଗମ୍ଭୀର ବିବାଦ । ପଡ଼ିଆରେ ଦୁହିଁଙ୍କ ମଧ୍ୟରେ ତୁତୁ ମେଁ ମେଁ ଚାଲିଥିବା ବେଳେ ବିରାଟଙ୍କ ଫ୍ୟାନ୍ସ ମଧ୍ୟ ଗମ୍ଭୀରଙ୍କୁ ଚିଡ଼ାଇବାକୁ ପଛାଇ ନାହାନ୍ତି ।
ପିଆଜ, କେବେ ଖାଉଟୀଙ୍କୁ କନ୍ଦାଏ ତ ଆଉ କେବେ ଚାଷୀଙ୍କୁ । ବଜାର ବ୍ୟବସ୍ଥା ଏବଂ ସଂରକ୍ଷଣ ସୁବିଧା ଅଭାବରୁ ହାଣ୍ଡିଶାଳର ଅତି ଦରକାରୀ ପରିବା ଯେ ହୀନ ଦରରେ ବିକ୍ରି ହେବ ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଛି ।
ବେଙ୍ଗାଳୁରୁର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରୁ ନୂଆଦିଲ୍ଲୀର ଏଆଇସିସି କାର୍ଯ୍ୟାଳୟ, ଭୁବନେଶ୍ୱରରୁ ଗୌହ୍ୱାଟି, ରାୟପୁରରୁ ଥିରୁବନନ୍ତପୁରମ ସବୁଠି ସେଲିବ୍ରେସନ୍ ମାହୋଲ ।
ଫିଲ୍ମର ଷ୍ଟାରମାନେ କୋଟି କୋଟି ଟଙ୍କା ମୂଲ୍ୟର ଦାମୀ ପୋଷାକ ପିନ୍ଧନ୍ତି । ତେବେ ଆପଣ କେବେ ଚିନ୍ତା କରିଛନ୍ତି କି ଫିଲ୍ମର ସୁଟିଂ ପରେ ଏହି ଦାମୀ ପୋଷାକ ଗୁଡ଼ିକ କ’ଣ କରାଯାଏ ?