ବର୍ତ୍ତମାନ ଯୁଗରେ ବାପାମାଆ ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ଥିବା ବେଳେ କହ୍ନେୟା ଶର୍ମା ଯୁବପିଢ଼ିଙ୍କ ପାଇଁ ପ୍ରେରଣା ସାଜିଛନ୍ତି । ଜାଣନ୍ତୁ କିଏ ଏହି କହ୍ନେୟା ଶର୍ମା..
ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଗରିବ ପିଲାଙ୍କ ପଢ଼ା ନେଇ ପ୍ରକାଶ ରାଓଙ୍କ ଅବଦାନ କଥା ସ୍ମରଣ କରିବା ସହ ସମାଜ ପ୍ରତି ତାଙ୍କ ଅବଦାନ ଅତୁଳନୀୟ ଥିଲା ବୋଲି ମୋଦି କହିଛନ୍ତି ।
ନିଶା ସେବନ ପାଇଁ ଟଙ୍କା ନଦେବାରୁ ବୃଦ୍ଧ ବାପାକୁ ପିଟି ପିଟି ମାରି ଦେଲା ପୁଅ। କଟକ ଜିଲ୍ଲା ଆଠଗଡ଼ ଥାନା ବେଣ୍ଟପଦା ଗାଁରେ ଘଟିଛି ଏହି ଘଟଣା।
ଗିୟାସପୁରାର ଏକ ଫ୍ୟାକ୍ଟ୍ରିରୁ ଗ୍ୟାସ୍ ଲିକ୍ ଯୋଗୁଁ ଏହି ଅଘଟଣ ଘଟିଛି ।
OUAT ପକ୍ଷରୁ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ଅବସରରେ ଚିତ୍ତାକର୍ଷକ ଘୋଡା ଦୌଡ ସହ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।
ଆଜି ଦେଶବାସୀଙ୍କୁ ମୋଦି କ’ଣ କହିବେ, ଏଥିପାଇଁ ସାରା ଦେଶରେ ଉତ୍ସାହ ଥିବା ବେଳେ, ବିଜେପି ପକ୍ଷରୁ ଦେଶବ୍ୟାପୀ ହୋଇଛି ସ୍ୱତନ୍ତ୍ର ଆୟୋଜନ ।
କୋଟିଆର ତଳସେମ୍ବି, ଉପରସେମ୍ବିରେ ଏଭଳି ପୋଷ୍ଟର ଲଗାଇବା ସହ ଘର ନମ୍ବର କରିଛି ଆନ୍ଧ୍ର ପ୍ରଶାସନ ।
ଯିଏ ମଥାରେ ସିନ୍ଦୂର ଦେଇ ସାତ ଜନ୍ମର ସାଥୀ ହେବ ବୋଲି ହାତ ଧରିଥିଲା ସିଏ ହିଁ ନିର୍ଦ୍ଦୟ ପାଲଟିଗଲା। ଯେଉଁ ମୁଣ୍ଡରେ ସିନ୍ଦୂର ଦେଇଥିଲା, ସେହି ମୁଣ୍ଡକୁ କାଟିବା ସହ ୨ ହାତକୁ ବି ଶରୀରରୁ ଅଲଗା କରିଦେଲା।
‘ତୁମେ ତ ଚାଲିଗଲ, ମୋତେ ବି ସାଙ୍ଗରେ ନେଇ ଯାଅ । ଆଉ ଏ ଜୀବନ ରଖି ଲାଭ କ’ଣ । ମୁଁ ବି ତୁମ ସହ ମରିବାକୁ ଚାହୁଁଛି ।’ ଛତିଶଗଡରେ ଗତ ବୁଧବାର ହୋଇଥିବା ନକ୍ସଲ ଆକ୍ରମଣରେ ସହିଦ ହୋଇଥିବା ଜଣେ ଯବାନଙ୍କ ଶେଷକୃତ୍ୟ ବେଳେ...
ଅଭିନେତ୍ରୀ ଜିୟା ଖାନ୍ଙ୍କ ଆତ୍ମହତ୍ୟା ମାମଲାରେ ଆଜି ‘ସିବିଆଇ’ର ସ୍ବତନ୍ତ୍ର ଅଦାଲତ ଅଭିନେତା ଆଦିତ୍ୟ ପାଞ୍ଚୋଲିଙ୍କ ପୁତ୍ର ସୂରଜ ପାଞ୍ଚୋଲିଙ୍କୁ ଦୋଷମୁକ୍ତ କରିଛନ୍ତି।
କେତେବେଳେ ସେ ଧୋନି ତ କେତେବେଳେ କିଙ୍ଗ୍ଖାନ୍ ତ କେତେବେଳେ ବିଗ୍ ବି । ମେକ୍ଅପ୍ ଦ୍ୱାରା ପାଲଟିଯାଉଛନ୍ତି ଚର୍ଚ୍ଚିତ ସେଲିବ୍ରିଟି । ଦେଖନ୍ତୁ ଭିଡିଓ..
ଏମିତି ଏକ ଦେଶ ଯେଉଁଠି ପ୍ରତିଦିନ ଘଟୁଛି ହିଂସାକାଣ୍ତ । ଶହ ଶହ ସଂଖ୍ୟାରେ ଯାଉଛି ଲୋକଙ୍କ ଜୀବନ । ପୋଲିସ୍ ଆଗରେ ଲୋକଙ୍କୁ ଜିଅନ୍ତା ଜାଳିଦେଉଛନ୍ତି । ଜାଣନ୍ତୁ କେଉଁଠି..
୨୦୦୮ରୁ ଏଯାଁଏ ଆଇପିଏଲ୍ କୌଣସି ସଂସ୍କରଣରେ ବି ଆର୍ସିବି ଟ୍ରଫି ଜିତି ନାହିଁ । ପୂର୍ବରୁ ଦଳ ଆଇପିଏଲ୍ ଫାଇନାଲ ଖେଳିଥିଲେ ମଧ୍ୟ ଟ୍ରଫି ହାତେଇବାରେ ଅସମର୍ଥ ହୋଇଛି । ଯାହାକୁ ନେଇ ଲୋକେ ସୋସିଆଲ୍ ମିଡିଆରେ ବାରମ୍ବାର ଟ୍ରୋଲ କରୁଥିବାର ମଧ୍ୟ ଦେଖିବାକୁ ମିଳିଛି । ଯେତେ ବି...
ସ୍ୱାଧୀନତାର ୭ ଦଶନ୍ଧି ପରେ ମଧ୍ୟ କୋରାପୁଟ ଜିଲ୍ଲାର ଆନ୍ଧ୍ର ଓଡ଼ିଶା ସିମାନ୍ତ ପଟାଙ୍ଗି ବ୍ଳକ ଅନ୍ତର୍ଗତ ପେଟ୍ରୁ ପଞ୍ଚାୟତର ଜିଲ୍ଲାଗୁଣ୍ଠା ବାସୀଙ୍କ ପାଇଁ ପାନୀୟ ଜଳ ଦିବା ସ୍ଵପ୍ନ । ଜଳ ସଙ୍କଟ ଯୋଗୁଁ ଗ୍ରାମବାସୀ ନାହିଁ ନଥିବା ସମାସ୍ୟାର ସମୁଖୀନ ହେଉଛନ୍ତି। ଜିଲ୍ଲା ପ୍ରଶାସନ,...
ଏବେ ବି ଅପହଞ୍ଚ ଗଜପତି ଜିଲ୍ଲାର ବହୁ ଦୁର୍ଗମ ଅଞ୍ଚଳ । ନେଟୱର୍କ୍ ନ ଥିବାରୁ ପାହାଡ ଉପରେ ଚାଲିଛି ଜନ ସେବା କେନ୍ଦ୍ର । ଜନ ସାଧାରଣ ବ୍ୟାଙ୍କିଙ୍ଗ ସେବା ସମେତ ବାର୍ଦ୍ଧକ୍ୟ ଭତ୍ତା, ବିକଳାଙ୍ଗ ଭତ୍ତା, ମନରେଗା ଯୋଜନାରେ ଆସୁଥିବା ଟଙ୍କା ଉଠାଣ, ମୋବାଇଲ୍ ଓ...
ହାତରେ ସାଇକେଲ.. ସାଇକେଲ ଉପରେ ଷ୍ଟେସନାରୀ ସାମଗ୍ରୀ.. ଆଉ ଏସବୁକୁ ବିକ୍ରି କରିବା ପାଇଁ ବାହାରିଛନ୍ତି ଦୃଷ୍ଟିବାଧିତ ଲକ୍ଷ୍ମଣ ଶବର.. ଗାଁ ଗାଁ ବୁଲି ବିକ୍ରି କରି ପଇସା ଆଣିଲେ ପରିବାର ଚଳିବ..
ଅଚଳ ହୋଇପଡ଼ିଛି ପୂରା ଶରୀର.. ଏପଟେ ଅସହ୍ୟ ଯନ୍ତ୍ରଣା ସହିହେଉନି..ସ୍ତ୍ରୀ ପିଲାଙ୍କ ମୁହଁକୁ ଦେଖିଲେ ଛାତି ଫାଟିଯାଉଛି..ମେରୁଦଣ୍ଡ ଭଲ କରିଦିଅ ବୋଲି ହାତ ଯୋଡ଼ି କରୁଛନ୍ତି ଗୁହାରି..
ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ୪ବର୍ଷ ହେଲା ଭଙ୍ଗା ଗୋଡ଼ରେ ଘରେ ପଡି ପଡି ଗୋଡ଼ରେ କିଡ ହେବା ପରେ ଗ୍ରାମବାସୀ ଓ ପଣ୍ଡିତଙ୍କ ପରାମର୍ଶ କ୍ରମେ ଶେଷରେ ରୋଗ ଭଲ ପାଇଁ ନିକଟସ୍ଥ ଶୈବ ମନ୍ଦିରରେ ମୁଣ୍ଡନ ହେବାସହ ପୂଜାର୍ଚନା କରି ପ୍ରାୟଶ୍ଚିତ...