ପାୱାର କଟ୍ ନୁହେଁ ଓଭର ଲୋଡିଂ ପାଇଁ ହେଉଛି ଟ୍ରିପ୍। ଅଘୋଷିତ ବିଜୁଳି କାଟ୍ ନେଇ ଜନତାଙ୍କ ଅସନ୍ତୋଷ ଭିତରେ ଶକ୍ତିମନ୍ତ୍ରୀ ଦେଇଛନ୍ତି ଏଭଳି ସ୍ପଷ୍ଟୀକରଣ। ଯାହାକୁ ନେଇ ରାଜ୍ୟ ବିଦ୍ୟୁତ୍ ଉପଭୋକ୍ତା ସଂଘ ସିଧା ସରକାରଙ୍କୁ ନିଶାନା କରି ଏହାର ସମାଧାନ ଦାୟିତ୍ୱ କାହାର ବୋଲି ପ୍ରଶ୍ନ...
୨୦୩୩ ଯାଏଁ ଭାରତୀୟ ହକି ଦଳର ପ୍ରାୟୋଜକ ଭାବେ ଓଡ଼ିଶା ଖଣି ନିଗମ ରହିବ ବୋଲି ଆଜି କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
ଓଡ଼ିଶା ଷ୍ଟାଫ୍ ସିଲେକସନ କମିଶନ(OSSC)ଙ୍କ ନୂଆ ଓଡ଼ିଆ ପ୍ରଶ୍ନପତ୍ର ଦେଖିଲେ ଆପଣଙ୍କ ମୁଣ୍ତ ବୁଲାଇଦେବ । ଏମିତିକି ପ୍ରଶ୍ନପତ୍ର ଦେଖି ପରୀକ୍ଷାର୍ଥୀଙ୍କ ମୁଣ୍ତ ବୁଲାଇ ଦେଉଛି ।
ସେ କ୍ରିକେଟ୍ର ଭଗବାନ । କିମ୍ବଦନ୍ତୀ କ୍ରିକେଟର ଏବଂ ଭାରତୀୟ କ୍ରିକେଟର କୋହିନୁର। ବିଶ୍ବର ବଡ଼ ବଡ଼ ଦୁର୍ଦ୍ଦଷ ବୋଲରଙ୍କ ନିଦ ହଜାଇଛନ୍ତି, କୋଟି କୋଟି ଫ୍ୟାନ୍ସଙ୍କ ମୁହଁରେ ହସ ଭରିଛନ୍ତି । କ୍ରିକେଟ ତାଙ୍କ ପାଇଁ ଜୀବନ । ସତେ ଯେମିତି କ୍ରିକେଟ ପାଇଁ ହିଁ ତାଙ୍କର...
ପ୍ରାଥମିକ ବିଦ୍ୟାଳୟ ଅଛି କିନ୍ଚୁ ଶ୍ରେଣୀ ଗୃହ ନାହିଁ.. ରାଜ୍ୟରେ ଏମିତି ଚାଲିଛି ପାଠ ପଢା
ରେଷ୍ଟୁରାଣ୍ଟ ଷ୍ଟାଇଲରେ ଚା’ ଦୋକାନ ପୁଣି କମ ଦାମରେ..ରାଜଧାନୀର ଏହି ନିଆରା ରେଷ୍ଟୁରାଷ୍ଟରେ ସବୁବର୍ଗର ଲୋକଙ୍କ ଭିଡ଼
ମହିଳାଙ୍କୁ ସ୍ୱାବଲମ୍ବୀ ହେବାର ନିଶା କରାଇଛି ସଫଳ...ଗଢୁଛନ୍ତି ମାଟି ପାତ୍ରର ସାମଗ୍ରୀ..
ପଞ୍ଜାବ ମୋଗା ପୋଲିସ ଷ୍ଟେସନରେ ଅମୃତପାଲ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି ।
ଆଗକୁ ଯୁବମୋର୍ଚ୍ଚାର ଆନ୍ଦୋଳନ ଆହୁରି ତେଜିବ- ଇରାଶିଷ ଆଚାର୍ଯ୍ୟ ।
ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି ।
ଦୁଇ ମାସ ତଳେ କଂଗ୍ରେସରେ ଯୋଗ ଦେଇଥିବା ରାଜ୍ୟର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ଦଳ ଦେଇଛି ବଡ଼ ଦାୟିତ୍ୱ।
ଚିରସ୍ରୋତା ନଦୀରେ ପାଣିର ଶୁଖିଲା ଧାର। ହାତେ ଦୂରରେ ଖାଲି ବାଲି ଆଉ ପଥର । ଦୂର ଦୂର ଯାଏଁ ବିସ୍ତୀର୍ଣ୍ଣ ବାଲୁକାଶଯ୍ୟା।
ସ୍କୁଲରେ ପିଲା ନାହାଁନ୍ତି, ହେଲେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ରୂପାନ୍ତରୀକରଣ ହେଉଛି । ଆଉ ନୂଆ ରୂପ ପାଉ ପାଉ କମ୍ ଉପସ୍ଥାନ ଦର୍ଶାଇ ସ୍କୁଲକୁ ବନ୍ଦ କରାଯାଉଛି । ସରକାରୀ ତହବିଲରୁ ଏମିତି ଚାଲିଛି ଅର୍ଥ ଶ୍ରାଦ୍ଧ ।
‘ମୋଦି ସରନେମ’ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଲୋକସଭା ସଦସ୍ୟ ପଦ ହରାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ଶନିବାର ଦିଲ୍ଲୀର ୧୨ ତୋଗଲକ ରୋଡ୍ ସ୍ଥିତ ତାଙ୍କ ସରକାରୀ ବାସଭବନ ଖାଲି କରି ଦେଇଛନ୍ତି।
ପୁଣିଥରେ ଫ୍ୟାନ୍ସଙ୍କୁ ନିରାଶ କରିଛନ୍ତି ଧୋନି । ଧୋନିଙ୍କ ମନ୍ତବ୍ୟରେ ଭାବପ୍ରବଣ ହୋଇଉଠିଲେ ଫ୍ୟାନ୍ସ । ନିଜର ଅବସର ନେଇ ଦେଲେ ଇସାରା ।
ଚିଲିକା ଭିତରେ ପବନ ଅଧିକ ଥିବାରୁ ନିଆଁ ଆଖପାଖ ନଳ ଘାସକୁ ମଧ୍ୟ ବ୍ୟାପିବାରେ ଲାଗିଛି ।
ପାଞ୍ଚ କି ଦଶ ପ୍ରକାରର ଗଛ ଥିବା ଆମ୍ବ ବଗିଚା ଦେଖିବା ସହଜ କଥା ଟିଏ। ହେଲେ ଏକା ଥରକେ ଶହେରୁ ଅଧିକ ପ୍ରକାରର ଆମ୍ବ ଗଛ ଦେଖିବାକୁ ମିଳିଛି ଗୋଟିଏ ବଗିଚାରେ । ତାହାପୁଣି ଭାରତର ବହୁ ସୁଆଦିଆ ଆମ୍ବର ସମ୍ଭାର ଥିବା ବଗିଚା । ଏଭଳି...