ଫେସବୁକ୍ ହେଉ ବା ଟ୍ୱିଟର କିମ୍ବା ଅନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ, ସବୁଠି ବ୍ଲୁ ଟିକ୍ ମାର୍କ ପାଇବା ସମସ୍ତଙ୍କ ପାଇଁ ସ୍ୱପ୍ନ । ତେବେ ଯେଉଁମାନେ ଟ୍ୱିଟର୍ ବ୍ଲୁରେ ସବସ୍କ୍ରିପସନ୍ କରିନଥିବେ କିମ୍ବା ବ୍ଲୁ ଟିକ୍ ପାଇଁ ଟଙ୍କା ପଇଠ କରିନଥିବେ, ତାଙ୍କ ଆକାଉଣ୍ଟରୁ ଆଜିଠୁ ବ୍ଲୁ...
ଓମିକ୍ରନର ସବ ଭେରିଏଣ୍ଟ XBB.1.16 ଅଧିକ ମାତ୍ରାରେ ମାଡ଼ିବାରେ ଲାଗିଛି ।
ବିମାନବନ୍ଦରରେ କିରଣଦୀପଙ୍କୁ କିଛି ସମୟର ପଚରାଉଚରା ପରେ ଛାଡ଼ି ଦିଆଯାଇଛି । କିନ୍ତୁ ତାଙ୍କୁ ଦେଶ ଛାଡ଼ି ଯିବାକୁ ମନା କରାଯାଇଛି ।
ଆଜି ବି ହିଟ୍ ୱେଭ୍ ନେଇ ପାଣିପାଗ ବିଭାଗ ଜାରି କରିଛି ୱାର୍ଣ୍ଣିଂ । ବୌଦ୍ଧ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଂଜ ଏହି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବିଶିଷ୍ଟ ଫିଲ୍ମ ପ୍ରଯୋଜକ ତଥା ନିର୍ଦ୍ଦେଶକ ସ୍ୱର୍ଗତଃ ୟଶ ଚୋପ୍ରାଙ୍କ ପତ୍ନୀ ପାମେଲା ଚୋପ୍ରାଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି।
କେବଳ ଅନ୍ ଫିଲ୍ଡ ନୁହେଁ ଅଫ୍ ଫିଲ୍ଡରେ ବି ହିରୋ ରିଙ୍କୁ ସିଂ । ଗରିବ ପିଲାଙ୍କୁ ନିଜର ସ୍ୱପ୍ନ ପୂରଣ ପାଇଁ ବଢ଼ାଇଛନ୍ତି ସାହାଯ୍ୟର ହାତ ।
କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ପୁଣି ଲାଗିଲା ଝଟକା। ସୁରତ ସେସନ୍ସ କୋର୍ଟରୁ ଆଜି ନିରାଶ ହୋଇଛନ୍ତି ରାହୁଲ ଗାନ୍ଧି ।
ଗୁରୁବାର ୟେମେନ୍ରେ ଏକ ଖୈରାତ୍ (ଆର୍ଥିକ ସହାୟତା ବିତରଣ) କାର୍ଯ୍ୟକ୍ରମରେ ଦଳାଚକଟା ହେବାରୁ ୮୫ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ଓ ଆହୁରି ଅନେକ ଆହତ ହୋଇଛନ୍ତି ବୋଲି ବିଭାଗୀୟ ଅଧିକାରୀମାନେ କହିଛନ୍ତି।
ଆନ୍ଧ୍ର ଶ୍ରୀକାକୁଲମ କାଶୀବୁଗା ସହରରେ ଘଟିଛି ଅଘଟଣ । ଚାର୍ଜିଂ ବେଳେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିବା ଜଣାପଡ଼ିଛି । ପାଖରେ ଥିବା ଦୋକାନ ବାଡିକୁ ବି ବ୍ୟାପିଲା ନିଆଁ । ନିଆଁକୁ ଆୟତ୍ତ କଲା ଦମକଳ ବାହିନୀ ।
ସିରାଜ BCCIକୁ ଦେଇଥିବା ସୂଚନାନୁଯାୟୀ ଜଣେ ବ୍ୟକ୍ତି ତାଙ୍କୁ ହ୍ୱାଟ୍ସଆପ୍ରେ ମେସେଜ୍ କରି ଟିମ୍ର ଭିତିରି କଥା ବିଷୟରେ ଜାଣିବାକୁ ଚେଷ୍ଟା କରୁଥିଲେ।
ମାଟ୍ରିକ ପରୀକ୍ଷା ଖାତା ଘରକୁ ନେଇ ପଳାଇଥିଲେ ଛାତ୍ରୀ । ଖାତାଦେଖା ବେଳକୁ ଛାତ୍ରୀଙ୍କ ଘରକୁ ଯାଇ ଉତ୍ତର ଖାତା ଆଣିଲେ ଶିକ୍ଷକ । ଜାଣନ୍ତୁ ପୂରା ଘଟଣା..
ସାରା ରାଜ୍ୟରେ ବର୍ଷୁଛି ନିଆଁ । ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି ।
ଗାଧୋଇବା ବେଳେ ରେମୁଣା ପତୁକାଶାସନ ଗାଁରେ ଏହି ଅଘଟଣ ଘଟିଛି ।
ସୁଧୁରୁନି ଆନ୍ଧ୍ରପ୍ରଦେଶ। କୋଟିଆକୁ ନେଇ ପୁଣି ନୂଆ ଚାଲ ଖେଳିଛି ଆନ୍ଧ୍ର।
ଚର୍ଚ୍ଚାରେ ସୌରଭ ଗାଙ୍ଗୁଲି ଓ ବିରାଟ କୋହଲି ବିବାଦ । ପରସ୍ପରକୁ ଆଡ଼ ଆଖିରେ ଚାହୁଁନାହାନ୍ତି ଦୁଇ ପୂର୍ବତନ କ୍ୟାପଟେନ୍ । ସୋସିଆଲ ମିଡିଆରେ ବି ସ୍ପଷ୍ଟ ହୋଇଗଲା- ଚରମ ସ୍ଥିତିରେ ତିକ୍ତତା ।
ଆଇପିଏଲ୍ରେ କମାଲ କରିଛନ୍ତି କ୍ରିକେଟ୍ କିମ୍ବଦନ୍ତୀ ସଚିନ୍ ତେନ୍ଦୁଲକର୍ଙ୍କ ପୁଅ ଅର୍ଜୁନ ତେନ୍ଦୁଲକର । ସନ୍ରାଇଜର୍ସ ବିପକ୍ଷ ମ୍ୟାଚ୍ରେ ନିଜର ପ୍ରଥମ ୱିକେଟ୍ ନେଇ ଟିମ୍କୁ ବୃହତ ବିଜୟ ଦେଇଛନ୍ତି । ଏନେଇ କ୍ରିକେଟ୍ ମହଲରୁ ଛୁଟିଛି ପ୍ରଶଂସାର ସୁଅ ।
ଚକାଚକ୍ ବିଲଡିଂ । ବାହାରୁ ଯେତିକି ଆକର୍ଷଣୀୟ ଭିତରେ ତାଠୁ ବଳି । କୌଣସି ଫାଇଭ ଷ୍ଟାର ହୋଟେଲ କଥା କହୁ ନାହୁଁ । ଆମେ କହୁଛୁ ଦେଶର ଦ୍ୱିତୀୟ ଆଂଚଳିକ ଧନୀ ଦଳ ବିଜେଡିର ନୂଆ ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟ କଥା ।
ଗତକାଲି ରାଜ୍ୟର ୨୪ ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଆଜି ଦିନ ୧୧.୩୦ ସୁଦ୍ଧା କେବଳ ରାଜଧାନୀ ତାପମାତ୍ରା ୪୦ ଡିଗ୍ରୀ ଟପି ଯାଇଥିଲା ।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସିଧା ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀଙ୍କୁ ନିଶାନା କରି କହିଛନ୍ତି- ସରକାର ଆମ ଛାଇ ଦେଖି ଡରୁଛନ୍ତି।
ଟ୍ରିବ୍ୟୁନାଲ୍ ଆଗରେ କଣ ତଥ୍ୟ ରଖିବେ ରାଜ୍ୟ ସରକାର? ଏସବୁ ପ୍ରଶ୍ନ ଭିତରେ ପୁଣି ତାଜା ହେଲା ମହାନଦୀ ଜଳ ବିବାଦ ପ୍ରସଙ୍ଗ।