କାଦୁଅ ଭରା ପୋଖରୀ। ଗୋଟିଏ ପଟେ କୁକୁର ବୁଡି ରହିଛି ଅନ୍ୟପଟେ ପାଣି ନେବାକୁ ଲାଗିଛି ଲମ୍ବା ଲାଇନ୍। ପୋଖରୀ ଭିତରେ ଚୁଆ ଖୋଳି ଗରା ବାଲଟିରେ ପାଣି ସଂଗ୍ରହ କରୁଛନ୍ତି ମହିଳା।
ଫିଟିବ କି ଓଡିଶା-ଛତିଶଗଡ଼ ମଧ୍ୟରେ ଥିବା ବିବାଦର ସମାଧାନ ବାଟ? ପୁଣି ତାଜା ହେଲା ମହାନଦୀ ଜଳ ବିବାଦ ପ୍ରସଙ୍ଗ।
ଦେଢ଼ ବର୍ଷିୟ ପିଲାର ମୃତଦେହକୁ ଘେରି ରହିଛନ୍ତି ପରିବାର ଲୋକେ । ମୁଣ୍ଡକୁ ଛାଡ଼ି ବେକରୁ ପାଦ ଯାଏଁ ପୋତି ଦିଆଯାଇଛି ଲୁଣରେ। ଆଉ ତାହାରି ଚାରିକଡ଼େ ଅପେକ୍ଷାରତ ସମ୍ପର୍କୀୟ । ସମସ୍ତଙ୍କ ମନରେ ଆଶା, ହୁଏତ ପିଲାଟି ବଞ୍ଚିଯିବ, ମରଣଶେଯରୁ ଉଠି ଆସିବ ।
ସମ୍ବଲପୁରରେ ହିନ୍ଦୁଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି ।
ଗୋଟିଏ ପଟେ ସାରା ରାଜ୍ୟରେ ତାତି ବଢିବାରେ ଲାଗିଛି ଆଉ ତା’ସାଙ୍ଗକୁ ତାଳ ଦେଇ ବଢିଚାଲିଛି ପିଇବା ପାଣିର ସମସ୍ୟା।
ସମଲିଙ୍ଗୀ ବିବାହକୁ ବର୍ତ୍ତମାନ ପ୍ରଚଳିତ ଥିବା ବିବାହ ପରି ମାନ୍ୟତା ଦେବାକୁ ନେଇ କେନ୍ଦ୍ର ସରକାର ପ୍ରଶ୍ନ ଉଠାଇଛନ୍ତି ।
ବ୍ରହ୍ମପୁରରେ ଏବେ ମାତିଛି ବାଘ। ସାହିକୁ ସାହି ବୁଲୁଛି । ଘରେ ଘରେ ଗର୍ଜନ କରୁଛି। ହେଲେ ଇଏ ସତସତିକା ବାଘ ନୁହେଁ, ବାଘ ରୂପି ମଣିଷ । ମା ବୁଢୀ ଠାକୁରାଣୀଙ୍କ ବାହନ ଓ ଶକ୍ତିର ପ୍ରତୀକ ବାଘ ବେଶରେ ସଜେଇ ହୋଇଛନ୍ତି ମାନସିକଧାରୀ।
କେଉଁଠି SHG ନାଁରେ କାର୍ଯ୍ୟାଦେଶ ଥାଇ ଠିକାଦାର କାମ କରୁଛି ତ ପୁଣି କେଉଁଠି ଦଳୀୟ ଭିତ୍ତିରେ ୱାର୍କଅର୍ଡର ବଣ୍ଟାଯାଉଥିବା ଅଭିଯୋଗ।
ମୁଣ୍ଡ ଉପରେ ଡହ ଡହ ଖରା, ପାଦ ତଳେ ତତଲା କଡ଼େଇରେ ସିଝିଥିବା ପିଚୁ ରାସ୍ତା। ତା’ଭିତରେ ଖାଲି ପାଦରେ ଧିରେ ଧିରେ ଆଗକୁ ବଢୁଛନ୍ତି ୭୦ ବର୍ଷୀୟ ବୃଦ୍ଧା।
ସମ୍ବଲପୁର ସହରରେ ସ୍ଥିତିରେ ସୁଧାର ଆସୁଥିବା ଦେଖି ଲାଗୁ ହୋଇଥିବା କର୍ଫ୍ୟୁକୁ ପୁଣି କୋହଳ କରିଛି ଜିଲ୍ଲା ପ୍ରଶାସନ ।
କର୍ଣ୍ଣାଟକରେ ବିଜେପିକୁ ଲାଗିଛି ଝଟକା । ପଦ୍ମ ଛାଡ଼ି ହାତ ଧରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟାର। ଚଳିତ ବିଧାନସଭା ନିର୍ବାଚନ ନିମନ୍ତେ ବିଜେପି ଶେଟ୍ଟାରଙ୍କୁ ଟିକେଟ ନଦେବାରୁ ସେ ଏମିତି ନିଷ୍ପତ୍ତି ନେଇଛନ୍ତି।
ଆଜି ପୋଲିସ ସେବା ଭବନରେ ସ୍ୱତନ୍ତ୍ର ସିକ୍ୟୁରିଟି ୱିଙ୍ଗ୍ କମାଣ୍ଡ ସେଣ୍ଟରର ଉଦଘାଟନ କରିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ।
ଖରା ସାଙ୍ଗକୁ ଗୁଳୁଗୁଳି କରିବ ଅଣାୟତ୍ତ । ଦିନର ତାପମାତ୍ରା ଅଧିକାଂଶ ସ୍ଥାନରେ ୪୦ ଡିଗ୍ରୀ ବା ତାଠାରୁ ଅଧିକ ରହିବ।
ଜରୁରୀ ସେବାରେ ବ୍ୟାଘାତ ନଘଟାଇବା ପାଇଁ ଲାଗୁ ହେଲା ଏସମା ।
ମୋବାଇଲ ଅଛି ହେଲେ ନେଟୱର୍କ ନାହିଁ । କଲ୍ ଯାଉନି କି କଲ୍ ଆସୁନି । 5G ଜମାନାରେ 2G ତ ଦୂରର କଥା ଲୋକେ ଟାୱାରଟିଏ ବି ପାଇ ପାରିନାହାନ୍ତି । ନେଟୱର୍କ ନଥିବାରୁ ଯୋଗାଯୋଗ, ଆମ୍ବୁଲାନ୍ସ କିମ୍ବା ଅନଲାଇନ୍ ପଠପଢ଼ା ହୋଇପାରୁନି । ଫଳରେ ନାହିଁ...
ଜମି ହୀନ ଓ ଅସହାୟ ସହରାଞ୍ଚଳ ବସ୍ତି ବାସିନ୍ଦାଙ୍କୁ ସ୍ଥାୟୀ ଜମି ପଟ୍ଟା ସାଙ୍ଗକୁ ପକ୍କା ଘର ପ୍ରଦାନ ପାଇଁ ସରକାର ଆରମ୍ଭ କରିଛନ୍ତି ଜାଗା ମିଶନ। ମୟୂରଭଞ୍ଜ ଉଦଳା ଏନଏସିର ତେଲି ସାହିରେ ବସବାସ କରୁଥିବା ଆଦିବାସୀଙ୍କୁ ଜୀବନ ଶୈଳୀ ଓ ମାଳ ମାଳ ସମସ୍ୟାର ଚିତ୍ର...
ଚିନ୍ତାରେ ନୂଆପଡ଼ା ଜିଲ୍ଲାର ପିଆଜ ଚାଷୀ । ଅଧିକ ଅମଳ ଆଶାରେ ଚାଷ କରିଥିଲେ । ମାତ୍ର ଷଣ୍ଢା ବାହାରିଗଲା ଆଉ ବଢୁନି ପିଆଜ ।
ଦାଲ୍ ମେ କାଲା ହେ.. ୪ ଦିନରେ ଚୌକା..୧୪ ଦିନରେ ଜିରୋ ? ନକଲି ସାର୍ଟିଫିକେଟ୍ର କେବେ ଖୋଲିବ ଗୁମର ?
ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ। ଆର୍ଥିକ ସ୍ଥିତି ଭଲ ନଥିବାରୁ ଅଟୋ ଚଳାଉଛନ୍ତି । ୨୦ ବର୍ଷର ଯୁବତୀ। ଯେତିକି ରୋଜଗାର ହେଉଛି ସେତିକିରେ ଚଳୁଛି ପରିବାର..