• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

Manoranjan Behera

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରା ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।

less

Posts by Manoranjan Behera

Lalu Prasad Yadav
‘ଲ୍ୟାଣ୍ଡ ଫର ଜବ’ ସ୍କାମ୍‌ ମାମଲା; ଲାଲୁ ଓ ତାଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି

ଆଜି ଲାଲୁ ପ୍ରସାଦ ଯାଦବ, ତାଙ୍କ ପତ୍ନୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବରୀ ଦେବୀ ଓ ଝିଅ ମିସା ଭାରତୀ ଦିଲ୍ଲୀ ରାଉସ ଏଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ। ତେବେ ଏହି ତିନି ଜଣଙ୍କୁ ୫୦ ହଜାର ଟଙ୍କା ମୁଚାଲିକାରେ ଜାମିନ ପ୍ରଦାନ କରିଛନ୍ତି କୋର୍ଟ।

Marriage
ବିବାହରେ ଅଜବ ଚୁକ୍ତି; ପ୍ରଥମ ସ୍ତ୍ରୀ ପାଖରେ ତିନିଦିନ, ଦ୍ୱିତୀୟ ସ୍ତ୍ରୀ ପାଖେ ତିନିଦିନ

ହିନ୍ଦୁ ବିବାହ ଅଧିନିୟମ ଅନୁଯାୟୀ ପ୍ରଥମ ସ୍ତ୍ରୀକୁ ଛାଡ଼ପତ୍ର ନଦେଇ ଦ୍ୱିତୀୟ ବିବାହ କରିବା ଦଣ୍ତନୀୟ । କିନ୍ତୁ ମଧ୍ୟପ୍ରଦେଶରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠି ଜଣେ ୨୮ ବର୍ଷୀୟ ଯୁବକ ଦୁଇଟି ବିବାହ କରି ମଧ୍ୟ ଉଭୟଙ୍କ ସହ ଖୁସିରେ ରହୁଛନ୍ତି ।

Twin City Police Commisioner
'ରାସ୍ତାରେ କାଲି ଗାଡ଼ି ଅଟକାଇଲେ, ୧୧୨କୁ କଲ୍‌ କରନ୍ତୁ'

ପବ୍ଲିକ୍ ଟ୍ରାନ୍ସପୋର୍ଟ ଓ ଅଟୋ ଟ୍ୟାକ୍ସି ଚଳାଚଳରେ ବାଧା ସୃଷ୍ଟି କଲେ, ସାଧାରଣ ଯାତ୍ରୀଙ୍କୁ ହଇରାଣ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ ।

Matric Exam
କୁଆଡ଼େ ଗଲେ ୧୫ ହଜାର ମାଟ୍ରିକ୍ ପରିକ୍ଷାର୍ଥୀ ?

ପରିବାରର ଆର୍ଥିକ ସ୍ଥିତି ପାଇଁ କିଏ ବାହାର ରାଜ୍ୟକୁ ଦାଦନ ଖଟି ଯାଇଛି ତ ଆଉ କାହାର ଘରେ ରୋଗୀଣା ବାପା-ମାଆ । ପରିବାରର ବୋଝରେ ନଇଁ ପରୀକ୍ଷା ପୂର୍ବରୁ ପାଠ ଛାଡିବାକୁ ବାଧ୍ୟ ହେଉଛନ୍ତି ଛାତ୍ରଛାତ୍ରୀ ।

Driver Protest
ଜିଦରେ ଅଟଳ ଓଡ଼ିଶା ଡ୍ରାଇଭର ମହାସଂଘ

ଜିଦରେ ଅଟଳ ଓଡ଼ିଶା ଡ୍ରାଇଭର ମହାସଂଘ । ଆସନ୍ତାକାଲି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟବ୍ୟାପି ପ୍ରଭାବିତ ହୋଇପାରେ ଯାନବାହନ ସେବା । ଠପ୍ ହୋଇପାରେ ହଳଦିଆ ନମ୍ବରପ୍ଲେଟ ଥିବା ଗାଡ଼ି ଚଳାଚଳ ।

Odisha Forest Fire
ବେକାବୁ ଜଙ୍ଗଲ ନିଆଁକୁ ନେଇ ବିଧାନସଭାରେ ତାତି

ଧୂଆଁମୟ ସାରା ପରିବେଶ । ଛାରଖାର୍ ହେଉଛି ଶହ ଶହ ହେକ୍ଟର ଜଙ୍ଗଲ । ତ୍ରାହି ତ୍ରାହି ଡାକିଲେଣି ସ୍ଥାନୀୟ ବାସିନ୍ଦା । ଜଙ୍ଗଲ ନିଆଁ ଆୟତ୍ତ ପାଇଁ ରାଜ୍ୟରୁ କେନ୍ଦ୍ର ପର୍ଯ୍ୟନ୍ତ ସବୁଠି ତତ୍ପରତା ।

Odisha Forest Fire
ଜଙ୍ଗଲ ନିଆଁକୁ ନେଇ ଟେନସନରେ ରାଜ୍ୟ ସରକାର

ଜଙ୍ଗଲ ନିଆଁକୁ ନେଇ ଟେନସନ୍ ରେ ରାଜ୍ୟ ସରକାର। ନିଆଁ ଆୟତ୍ତ କରିବାକୁ ବାଟ ପାଉନି ଜଙ୍ଗଲ ବିଭାଗ। ଦିନେ କି ଦୁଇ ଦିନ ନୁହେଁ, ଲଗାତର ୨ ମାସ ହେଲାଣି ଜଳୁଛି ଜଙ୍ଗଲ ।

Elephant Death
ବଣ ବଦଳରେ ବହି ଚିତ୍ରରେ ସୀମିତ ରହିବେନି ତ ହାତୀ ?

ଓଡ଼ିଶା ଜଙ୍ଗଲରୁ ସଫା ହୋଇଯିବେ କି ଗଜରାଜ ? ଆଉ ବଣରେ ନୁହେଁ ବହି ଚିତ୍ରରେ ସୀମିତ ହୋଇଯିବେନି ତ ସ୍ଥଳଭାଗର ଏ ବଡ଼ ଜୀବ ? ପ୍ରଶ୍ନ ଉଠିଛି ବିଧାନସଭାରେ, କାରଣ ହାତୀ ମୃତ୍ୟୁକୁ ନେଇ ରାଜ୍ୟ ସରକାର ରଖିଛନ୍ତି ଅତି ଚିନ୍ତାଜନକ ତଥ୍ୟ ।

Elephant Death
ଓଡ଼ିଶା ଜଙ୍ଗଲରୁ ନିପାତ ହୋଇଯିବେ କି ଗଜରାଜ ?

ଓଡ଼ିଶାରେ ହୁ ହୁ ବଢୁଛି ହାତୀମୃତ୍ୟୁ । ୨୦୧୨ରୁ ୨୨, ଗତ ୧୦ବର୍ଷରେ ବିଭିନ୍ନ କାରଣରୁ ମରିଛନ୍ତି ୭୮୪ ହାତୀ । ସେମିତି ହାତୀ-ମଣିଷ ଲଢ଼େଇରେ ବି ୯୨୫ ଲୋକଙ୍କ ଜୀବନ ବି ଯାଇଥିବା ଆଜି ବିଧାନସଭାରେ ତଥ୍ୟ ରଖିଛନ୍ତି ଜଙ୍ଗଲମନ୍ତ୍ରୀ ।

5T
ରାଜ୍ୟରେ ଏମିତି କାମ କରୁଛି 5T, ଛାତ୍ରଛାତ୍ରୀ ଦେଉନାହାନ୍ତି ମାଟ୍ରିକ୍ ପରୀକ୍ଷା

5T କୁ ନେଇ ବଢିଲା ବିବାଦ । ବିଧାନସଭାରେ ପୁଣି 5T ତାତି । ସ୍କୁଲଗୁଡ଼ିକର 5T ରୂପାନ୍ତୀକରଣକୁ ନେଇ ଉଠିଲା ପ୍ରଶ୍ନ । ଗତକାଲି ବିଧାନସଭାରେ 5T ଏକ ବିଭାଗ କି ବୋଲି ପ୍ରଶ୍ନ ଉଠିଥିବା ବେଳେ ଆଜି 5T ମାଧ୍ୟମରେ ସ୍କୁଲ୍ ରୂପାନ୍ତୀକରଣ ଉପରେ ଉଠିଛି ପ୍ରଶ୍ନ ।

5T
ବିଧାନସଭାରେ ପୁଣି 5T ତାତି

ବିଧାନସଭାରେ 5T ଝଡ଼ । ଗତକାଲି ବିରୋଧୀ, 5T ପ୍ରସଙ୍ଗ ଉଠାଇ ସରକାରଙ୍କୁ ଅକଳରେ ପକାଇଥିଲେ, ଆଜି ସମାନ ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି ବିରୋଧୀ ଓ ଶାସକ ବିଧାୟକ ।

Odisha Matric Exams
ମାଟ୍ରିକ ଡ୍ରପଆଉଟ୍‌ ପିଲା ଦେବେ ସପ୍ଲିମେଣ୍ଟାରୀ ପରୀକ୍ଷା

ମାଟ୍ରିକ ଡ୍ରପଆଉଟ ପିଲା ଦେବେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ବିଧାନସଭାରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶଙ୍କ ସୂଚନା ଦେଇଛନ୍ତି ।

RRR Movie
'ଓସ୍କାର ପୁରସ୍କାରର ଶ୍ରେୟ ମୋଦିଜୀ ନ ନିଅନ୍ତୁ'

କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡ଼ଗେ ଧନ୍ୟବାଦ ଜଣାଇବା ଆଳରେ କେନ୍ଦ୍ରକୁ ଟାଗେର୍ଟ କରିଛନ୍ତି । ଓସ୍କାର ପାଇଁ କୌଣସି ଦଳ ବି ଶ୍ରେୟ ନେବା ଉଚିତ ନୁହେଁ । ସମସ୍ତେ ଭାରତର ଓସ୍କାର ବୋଲି ଗର୍ବ ଅନୁଭବ କରିବା ଜରୁରୀ ବୋଲି ସେ ଦୋହରାଇଥିଲେ ।

Drunk TT
କେମିତିକା ନିଶା ! ଚଳନ୍ତା ଟ୍ରେନ୍‌ରେ ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କଲେ ଟିଟିଇ

ରବିବାର ପଞ୍ଜାବ ଅମୃତସର୍‌ରୁ କୋଲକାତାକୁ ଆସୁଥିବା ଅକଲ୍‌ ତଖ୍‌ତ ଏକ୍ସପ୍ରେସର ଟିଟିଇଙ୍କ ବିରୁଦ୍ଧରେ ଯାତ୍ରୀ ଆଣିଛନ୍ତି ସାଙ୍ଘାତିକ ଅଭିଯୋଗ । ଟ୍ରେନ ଚାଲୁଥିବା ବେଳେ ନିଶାସକ୍ତ ଅବସ୍ଥାରେ ଥିବା ଟିଟିଇ ଶୋଇଥିବା ମହିଳା ଯାତ୍ରୀଙ୍କ ମୁଣ୍ତ ଉପରେ ପରିସ୍ରା କରିଥିବାର ଅଭିଯୋଗ ହୋଇଛି ।

Loot
କି ଦୁର୍ଭାଗ୍ୟ ! ଗାଡ଼ିରୁ ତେଲ ସରିବାରୁ ଧରାପଡ଼ିଗଲେ ଲୁଟେରା

୨ଜଣ ଲୁଟେରା କେନ୍ଦ୍ରାପଡା ରାସ୍ତାରେ ଜଣେ ମହିଳାଙ୍କଠାରୁ ଚେନ୍ ଛିନତାଇ କରି ସ୍ପିଡରେ ପଳାଇ ଯାଉଥିବାବେଳେ ସେମାନଙ୍କୁ ଧରିବାକୁ ପଛରେ ଗୋଡାଇ ଥିଲେ କିଛି ଲୋକେ । ତେବେ ସ୍ପିଡ୍ ରେ ଯାଉଥିବାବେଳେ ଲୁଟେରାଙ୍କ ଗାଡିରୁ ତେଲ ସରିଯାଇଥିଲା । ତା’ପରେ..

Karnataka High Court
୫ବର୍ଷ ଧରି ଗର୍ଲଫ୍ରେଣ୍ତ ସହ ଶାରିରୀକ ସମ୍ପର୍କ; କୋର୍ଟ କହିଲେ, ଦୁଷ୍କର୍ମ ନୁହେଁ..

କର୍ଣ୍ଣାଟକ ହାଇକୋର୍ଟଙ୍କ ବଡ଼ ରାୟ । ଲିଭ୍‌ ଇନ୍‌ ରିଲେସନ୍‌ସିପ୍‌କୁ ନେଇ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ବର୍ଷ ବର୍ଷ ଧରି ଲିଭ୍‌ ଇନ୍‌ ରିଲେସନ୍‌ସିପ୍‌ରେ ରହିଲେ ମହିଳା ଆଣିପାରିବେନି ଦୁଷ୍କର୍ମ ଅଭିଯୋଗ ।

World Test Championship
WTC: ଇତିହାସ ରଚିଲା ଟିମ୍‌ ଇଣ୍ତିଆ, ଫାଇନାଲରେ କଙ୍ଗାରୁ ଦଳ ସହ ମୁହାଁମୁହିଁ

ଟେଷ୍ଟ ଚାମ୍ପିଅନସିପ୍‌ ରେସ୍‌ରେ ଶ୍ରୀଲଙ୍କାର ପଲ୍ଲା ଭାରି ଥିବା ବେଳେ ନ୍ୟୁଜିଲାଣ୍ତରୁ ଏକ ଖୁସି ଖବର ଆସିଛି । ଭାରତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍‌ ଫାଇନାଲରେ କଙ୍ଗାରୁ ଦଳକୁ ଭେଟିବ । ଅଷ୍ଟ୍ରେଲିଆ ପ୍ରଥମରୁ ହିଁ ଫାଇନାଲରେ ନିଜ ସିଟ୍‌ ପକ୍କା କରିସାରିଥିଲା ।

 Odisha Matric Exam
ପରୀକ୍ଷା ବେଳେ ମୋବାଇଲ୍‌ ଅନ୍‌ କଲେ; ନିଲମ୍ବିତ ହେଲେ ୩ ଅଧୀକ୍ଷକ

କାକଟପୁର ଓ ନୟାହାଟ ବାଳିକା ଉଚ୍ଚ ବିଦ୍ୟାଳୟ ଅଧୀକ୍ଷକ ବଦଳିଲେ । ପରୀକ୍ଷା ବେଳେ ଅଧୀକ୍ଷକଙ୍କ ମୋବାଇଲ୍ ସ୍ୱିଚ୍ ଅନ୍ ଥିବାରୁ ବଦଳିଲେ । କାକଟପୁର ବାଳିକା ଉଚ୍ଚ ବିଦ୍ୟାଳୟ କିରାଣୀ ଚାକିରିରୁ ନିଲମ୍ବିତ ହୋଇଛନ୍ତି ।

IndiGo
ଯାତ୍ରୀଙ୍କୁ ବଞ୍ଚାଇବା ପାଇଁ କରାଚୀରେ ଇଣ୍ତିଗୋ ବିମାନର ଜରୁରୀ ଅବତରଣ

ପାକିସ୍ତାନରେ ଜରୁରୀ ଅବତରଣ କଲା ଭାରତୀୟ ବିମାନ। ଦୋହା ଯାଉଥିବା ଇଣ୍ଡିଗୋ ଫ୍ଲାଇଟ୍ ପାକିସ୍ତାନର କରାଚି ବିମାନ ବନ୍ଦରରେ ଏମରଜେନ୍ସି ଲ୍ୟାଣ୍ଡିଂ କରିଛି।

Potato Farming
ନୂଆପଡ଼ା ଚାଷୀଙ୍କୁ ଆଳୁ ଦେଇଛି ନୂଆ ରୋଜଗାର

ସାର୍ଥକ ହେଲା ଶ୍ରମ ଦାନ । ଯାହା ଅସମ୍ଭବ କୁହାଯାଉଥିଲା, ତାହାକୁ ସମ୍ଭବ କରି ଦେଖାଇଲେ ଚାଷୀ । ପୁଣି ଜୈବିକ ପଦ୍ଧତିରେ ପଥୁରିଆ ମାଟିରୁ ଉତ୍ପାଦନ କଲେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଆଳୁ।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।