• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

Manoranjan Behera

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରା ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।

less

Posts by Manoranjan Behera

Paper Boy
ଜିଲ୍ଲାପାଳ ପରେ ଏବେ ବିଧାୟକ; ପେପର୍‌ ବଏ ଚୁମନ ରାଓର ସ୍ୱପ୍ନ ଏବେ ପୂରା ହେବ

ପୁଣି ଚର୍ଚ୍ଚାରେ ବଲାଙ୍ଗିରର ପେପର ବୟ ଚୁମନ୍‌ ରାଓ। ସହାୟତା ଦେବା ପାଇଁ ପହଞ୍ଚିଲେ ବଲାଙ୍ଗିର ବିଧାୟକ..ପାଠ ପଢିବାରେ ଚୁମନକୁ ମିଳିବ ଅନେକ ପ୍ରକାର ସହାୟତା

Mahendra Singh Dhoni
କ୍ରିକେଟ୍‌ ପରେ ଏବେ ଟେନିସ୍‌ରେ ବି ଧୋନିଙ୍କ କ୍ରେଜ୍‌

୪୧ ବର୍ଷୀୟ ଧୋନି ଆଉ ଏକ ଟ୍ରଫି ଉପରେ ନିଜର ହାତ ରଖିଛନ୍ତି । ପ୍ରଶଂସକମାନେ ତାଙ୍କ ବିଜୟ ଅଭ୍ୟାସକୁ ଜୀବନ୍ତ ରଖିଥିବାର ଦେଖି ବହୁତ ଖୁସି ଅଛନ୍ତି ।

Archana Nag case
ଅର୍ଚ୍ଚନାର ନାଗ ଫାଶରେ କେଉଁ କେଉଁ IAS ଏବଂ IPSଙ୍କ ରହିଛି ଲିଙ୍କ୍ ?

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନାଗ-ଚାନ୍ଦ ଦମ୍ପତିିଙ୍କ ସହ ବ୍ୟୁରୋକ୍ରାଟ୍ ଲିଙ୍କ୍ କଥା ଉଠାଇଛନ୍ତି । କହିଛନ୍ତି, ବଡ଼ ବଡ଼ ନେତାଙ୍କ ସହ IAS ଏବଂ IPSଙ୍କ ନାଁ ମୁଁ ଜାଣିଛି । କିନ୍ତୁ କହି ହେବନି ।

Train Accident
ମୃତ୍ୟୁର କାଳ ଦଉଡ଼ିରେ ଚାପି ହୋଇଗଲେ ମାଆ-ଝିଅ; ବଞ୍ଚିଗଲା ଅଢ଼େଇ ମାସର ଶିଶୁ

ଚାହୁଁ ଚାହୁଁ ମୃତ୍ୟୁର ଡାକ ଦେଇ କାଳ ସାଜି ମାଡ଼ି ଆସିଥିଲା ଅମାନିଆ ଟ୍ରେନ୍‌ର କିଛି ବଗି । ଆଉ ତାରି ଭିତରେ ଚାପି ହୋଇଯାଇଥିଲେ ମାଆ- ଝିଅ ।

IIC Transfered
ମହଙ୍ଗା ପଡ଼ିଲା ବଟି; ଭିଡିଓ ଭାଇରାଲ ହେବାର ୩ଘଣ୍ଟା ମଧ୍ୟରେ ଡିସିପି ଅଫିସକୁ IICଙ୍କ ବଦଳି

କଟକରେ ବଟି ଆଦାୟ କରୁଛି କମିସନରେଟ ପୋଲିସ । ବାଲିଯାତ୍ରାରେ ଥିବା ବ୍ୟବସାୟୀଙ୍କ ଠାରୁ ଜୋର ଜବରଦସ୍ତ ବଟି ଆଦାୟ କରୁଛି କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ।

Zomato
କ୍ଷତି ସହୁଛି ଜୋମାଟୋ!! ବିଦା ହେବେ ଶହଶହ କର୍ମଚାରୀ

ପ୍ରଥମେ ଟ୍ୱିଟର,ଫେସବୁକ୍, ଆମାଜନ୍‌ ପରେ ଏବେ ଏହି ରେସ୍‌ରେ ସାମିଲ ହୋଇଯାଇଛି ଜୋମାଟୋ । ଅନଲାଇନରେ ଖାଦ୍ୟ ଡେଲିଭରି କରୁଥିବା ଜୋମାଟୋ ତାର ବିଭିନ୍ନ ବିଭାଗର କର୍ମଚାରୀଙ୍କୁ କମ୍ପାନୀ ଛାଡ଼ିବାକୁ ନୋଟିସ ଦେଇଛି।

Indonesia
ଶକ୍ତିଶାଳୀ ଭୂମିକମ୍ପରେ ଦୋହଲିଲା ଇଣ୍ତୋନେସିଆ; ୪୪ ମୃତ, ୩୦୦ ଆହତ

ଭୂକମ୍ପରେ ଅତି କମରେ ୪୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି ।

Padmapur ByPoll
ପଦ୍ମପୁର ଉପନିର୍ବାଚନ: କିଏ ହାତେଇବ ଆଦିବାସୀ ଭୋଟ ?

ଆଦିବାସୀ ଭୋଟ୍ ହାତେଇବାକୁ ଜୋରଦାର କସରତ । ପଦ୍ମପୁର ଉପନିର୍ବାଚନରେ ଏହି ଭୋଟ୍ ନିର୍ଣ୍ଣାୟକ ହେଉଥିବାରୁ ସବୁ ଦଳ ଏଥିପାଇଁ ଆରମ୍ଭ କରିଛନ୍ତି ନିଜର ନିଜର ଗ୍ରାଉଣ୍ଡ ୱାର୍କ ।

Luxurious Ford Car
ଏଣ୍ଡେଭର୍ କିଣିବାକୁ ଅର୍ଚ୍ଚନାକୁ କିଏ ଦେଇଥିଲା ୪୦ ଲକ୍ଷ ?

ନାଗ-ଚାନ୍ଦ ଦମ୍ପତିଙ୍କ ସହ ପ୍ରଭାବଶାଳୀଙ୍କ ଭାବ-ପୀରତିର ଭଣ୍ଡାଫୋଡ୍ କରିବ ଏଣ୍ଡେଭର୍ । ଏହି କାର୍ ଖୋଲିବ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ୍‌ର କଳାଚିଠା ।

Fake Film
କଳାକାର ଅସଲି ହେଲେ ନିର୍ଦ୍ଦେଶକ ନକଲି, ଜାଣନ୍ତୁ..

ଆପଣ ଆକ୍ଟିଂ ପାଇଁ ବିକଳ ହେଉଛନ୍ତି କି? ଅଭିନୟ ପୂର୍ବରୁ ଦେଖନ୍ତୁ ଏହି ଭିଡିଓ..

Anganwadi
ଏ ଛତୁଆ ଖାଇଲେ ପିଲା ବଞ୍ଚିବେ ତ?

ପିଲାଙ୍କ ଜୀବନ ସହ ଖେଳ? ଯେଉଁଠି ସୁଷମ ଛତୁଆ ତିଆରି ହେଉଛି ସେଇଠି ପାରା କରୁଛି ମଳତ୍ୟାଗ !! ଦେଖନ୍ତୁ ଏହି ଭିଡିଓ

Jail Inmates
ଏଣିକି ଜେଲ୍‌ରୁ ବାହାରିଲେ କଏଦୀଙ୍କୁ ମିଳିବ ଋଣ !!

କଏଦୀଙ୍କୁ ଆତ୍ମନିର୍ଭର କରିବା ପାଇଁ ସରକାରଙ୍କ ବଡ଼ ଯୋଜନା। ଜେଲ୍‌ ଭିତରେ ଶିଖାଯିବ ଅନେକ ପ୍ରକାର କାମ...ମୁକ୍ତ ହେଲେ ମିଳିବ ସ୍ୱତନ୍ତ୍ର ଋଣ.

Farmers
ବିଲରେ ପୋଲିସର ଚୌକିଦାରୀ!! ପାଣିକୁ ନେଇ ଚାଷୀଙ୍କ ଭିତରେ ଖଣ୍ତଯୁଦ୍ଧ

ବିଲ ହିଡରେ ପୋଲିସ ଜଗିଛି। କ୍ଷେତକୁ ପାଣି ମଡାଚାଲିଛି..ଫସଲ ପାଚିଲା ବେଳକୁ ପାଣିକୁ ନେଇ ବାଡାପିଟା..ଅମଳ ଚିନ୍ତାରେ ଚାଷୀ ।

Elephant Menace
ନିଦ ହଜେଇ ଦେଲେଣି ହାତୀପଲ; ଏକାଥରେ ୧୦୦ ପଶୁଛନ୍ତି, ସବୁ ଛିନ୍‌ଭିନ୍‌ କରିଦେଉଛନ୍ତି

ପାଚୁଛି ଧାନ, ଉତ୍ପାତ କରୁଛନ୍ତି ହାତୀପଲ । ଏକାଥରକେ ଆସୁଛନ୍ତି ୧୦୦ ଟିକିଆ ହାତୀପଲ..ରାତିରେ ଗୋଡେଇଲେ ସକାଳୁ ପୁଣି ଗାଁ ମୁଣ୍ଡରେ ହେଉଛନ୍ତି ହାଜର

IND vs NZ
SKYଙ୍କ ବିସ୍ଫୋରକ ଶତକ; ନ୍ୟୁଜ୍‌ଲାଣ୍ଡକୁ ୬୫ ରନ୍‌ରେ ହରାଇଲା ଭାରତ

ଦ୍ୱିତୀୟ ଟି-୨୦ରେ ନ୍ୟୁଜ୍‌ଲାଣ୍ଡକୁ ୬୫ ରନ୍‌ରେ ହରାଇଲା ଭାରତ। ବିଶାଳ ଟାର୍ଗେଟକୁ ପିଛା କରି ୧୮.୫ ଓଭରରେ ସମସ୍ତ ୱିକେଟ ହରାଇ ୧୨୬ ରନ୍‌ ହିଁ କରି ପାରିଥିଲା ନ୍ୟୁଜଲାଣ୍ଡ ଦଳ।

Love Story
ଏମିତି ବାହାଘର ଦେଖିନଥିବେ; ହୁଇଲ୍ ଚେୟାର୍‌ରେ ବସି କନିଆଁ ନେଉଛି ସାତଫେରା

ଇଏ ହିଁ ପ୍ରକୃତ ପ୍ରେମ। ବେଦୀରେ ବର ବସିଛି, ହ୍ୱିଲ ଚେୟାରରେ କନିଆଁ ବସିଛି। ହୁତୁହୁତୁ ହୋଇ ଜଳିଲା ହୋମକୁଣ୍ଡ..ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ ଦିବ୍ୟାଙ୍ଗ ପ୍ରେମିକାର ହାତ ଧରିଲେ ପ୍ରେମିକ..ସବୁଠି ଏଇ ବାହାଘରକୁ ନେଇ ଚାଲିଛି ଚର୍ଚ୍ଚା

Drunk Teacher
ପେଟେ ମଦ ପିଇ ସାର୍‌ ସ୍କୁଲ ଯାଉଥିଲେ, ବାଟରେ..

ଦିନ ଦ୍ୱିପ୍ରହରେ ପେଟେ ନାଲିପାଣି ପିଇ ରାସ୍ତାରେ ଗଡୁଛନ୍ତି ଶିକ୍ଷକ। ନିଶା ଏମିତି ଯେ କଥା ବି କହିପାରୁନାହାନ୍ତି..ସାର୍‌ଙ୍କର ଭିଡିଓ ହେଉଛି ଭାଇରାଲ..

Scenic Beauty
‘ଦେଓମାଳୀ’ ନାଁ ଯେମିତି ଜାଗା ବି ସେମିତି, ଆସନ୍ତୁ ବୁଲିଯିବା..

ଆଃ !! ପ୍ରକୃତି କେତେ ସୁନ୍ଦର? ଇଏ ପୁଣି ବ୍ରିଟିଶ ଅମଳର ରାସ୍ତା..ଶୀତୁଆ ସକାଳେ ଏଇ ରାସ୍ତା ଦେଇ ଯିଏ ଯାଇଛି ସିଏ ମନ ଦେଇ ବସିଛି ।

Youth Suffer From Pain
ଦୁର୍ଘଟଣାରେ ହାତ ଚାଲିଗଲା; ଏବେ ନବୀନଙ୍କ ପାଇଁ ନବୀନ ହିଁ ସାହାରା

୧୧କେଭି ତାରରେ ହାତ ଲାଗିଗଲା..ଡାକ୍ତର କାଟିଦେଲେ ହାତ। ଖଟିଆରେ ଶୋଇଛି ଭେଣ୍ଡିଆ ପୁଅ..ପୁଅର ଚିକିତ୍ସା ପାଇଁ ସବୁ ସମ୍ବଳ ଖର୍ଚ୍ଚ କରିସାରିଲେଣି ପରିବାର ଲୋକେ..ହେଲେ ଏବେ ନବୀନ ପଟ୍ଟନାୟକଙ୍କ ସାହାଯ୍ୟ ଅପେକ୍ଷାରେ ନବୀନ

Electricity Bill
ଆଶ୍ଚର୍ଯ୍ୟ!! ଘରେ ୨ଟା ବଲ୍‌କୁ ଗୋଟିଏ ଫ୍ୟାନ୍‌, ହେଲେ ବି ବିଲ୍‌ ଆସୁଛି ଦେଢ଼ ଲକ୍ଷ, କେମିତି..

ଟାଟା କମ୍ପାନୀର ବିଚିତ୍ର ବିଲ୍‌। ଇନ୍ଦିରା ଆବାସ ଘରେ ଜଳୁଛି ୨ଟି ବଲ ସାଙ୍ଗକୁ ବୁଲୁଛି ଗୋଟିଏ ଫ୍ୟାନ୍‌..ମାସ ଶେଷକୁ ବିଲ୍‌ ଆସୁଛି ଦେଢଲକ୍ଷ..

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।