ପଦ୍ମପୁର ଉପନିର୍ବାଚନ ପାଇଁ ସରଗରମ ରାଜନୀତି । ନାମାଙ୍କନ ପରେ ଏବେ ପ୍ରଚାର ମଇଦାନକୁ ଓହ୍ଲାଇବେ ସବୁଦଳର ଷ୍ଟାର ପ୍ରଚାରକ ।
ଦ୍ୱିିତୀୟ ବର୍ଷର କିଛି ଛାତ୍ର କଲେଜ କ୍ୟାମ୍ପସ ଭିତରେ ପ୍ରଥମ ବର୍ଷର ଛାତ୍ରୀଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ହେଇଛି ।
5G ସେବାକୁ ସାରା ଦେଶ ଅପେକ୍ଷା କରିଥିବାବେଳେ ଏହି ଅପେକ୍ଷାର ଅନ୍ତ ଘଟିଛି । ଦେଶରେ ଆରମ୍ଭ ହୋଇଛି 5G ସେବା । ଉପଭୋକ୍ତା ମାନଙ୍କୁ ମାଗଣାରେ ଏହି ସେବା ଯୋଗାଇ ଦେଇଛି ଟେଲିକମ୍ ଅପରେଟର୍ JIO ।
ଜେଲ ପରିସରରେ ଆପ୍ ମନ୍ତ୍ରୀଙ୍କୁ ମାଲିସ କରାଯାଉଥିବା ଭିଡିଓ ଭାଇରାଲ ହୋଇଛି ।
ପୋଷା କୁକୁର କାମୁଡ଼ାକୁ ନେଇ ମହାଭାରତ ପରେ ପେଟ ଆନିମାଲ ଗାଇଡଲାଇନ୍ସ ଆଣିବାକୁ ଯାଉଛି ବିଏମସି । ତେବେ ପ୍ରସ୍ତାବିତ ଗାଇଡଲାଇନ୍ସକୁ ନେଇ ଆରମ୍ଭ ହୋଇଛି ବିତର୍କ । କିଛି ଏହାକୁ ବିରୋଧ କରୁଥିବା ବେଳେ ଆଉ କିଛି ସମର୍ଥନ କରିଛନ୍ତି ..
ଭାରତୀୟ ମହାକାଶ ଗବେଷଣା କ୍ଷେତ୍ରରେ ନୂଆ ସକାଳ । ସଫଳତାର ସହ ମହାକାଶ ଯାତ୍ରା କରିଛି ଘରୋଇ କଂପାନୀ ସ୍କାଏ ରୁଟ୍ । ଏରୋସ୍ପେଶ୍ର ବିକ୍ରମ-ଏସ୍ ରକେଟ୍ ଶ୍ରୀହରିକୋଟ୍ଟାସ୍ଥିତ ସତୀଶ ଧାଓ୍ୱନ ଲଞ୍ଚ ସେଣ୍ଟରରୁ ଏହି ଉତକ୍ଷେପଣ କରାଯାଇଛି...
ପଦ୍ମପୁର ଉପନିର୍ବାଚନରେ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଚାଷୀ । କାରଣ ଏଠିକାର ଅଧିକାଂଶ ଭୋଟର ହେଉଛନ୍ତି ଚାଷୀ,ସେମାନଙ୍କୁ ମନାଇ ଭୋଟ ହାସଲ ଲାଗି ପ୍ରୟାସ କରୁଛନ୍ତି ରାଜନୈତିକ ଦଳ । ମାତ୍ର ଚାଷୀ ବି ମୌକା ହାତଛଡା କରିବାକୁ ଚାହୁଁ ନାହାନ୍ତି...
ବ୍ରହ୍ମପୁର ବିନାୟକ ଆଚାର୍ଯ୍ୟ କଲେଜେରେ ରାଗିଂ ପଛରେ ରହିଛି ବିଜେଡି ଲିଙ୍କ୍ । ରାଗିଂ ରିଂ ମାଷ୍ଟର ସାଜିଥିଲେ ଛାତ୍ର ବିଜେଡିର କଲେଜ ଆବାହକ, ବିବାଦ ପରେ ପଦରୁ ବିଦା କଲା ବିଜୁ ଛାତ୍ର ଜନତା ଦଳ..
ପ୍ରଭାତ ତ୍ରିପାଠୀଙ୍କ ବାଲିଯାତ୍ରା ବିସ୍ଫୋରଣ । ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବାଙ୍କୀ ବିଧାୟକ ଅଭିଯୋଗ କରିଛନ୍ତି, ‘ବାଲିଯାତ୍ରାରେ ବ୍ୟାପକ ଦୁର୍ନୀତି ହୋଇଛି’
ଟି-୨୦ ବିଶ୍ୱକପ ସେମି ଫାଇନାଲରୁ ଟିମ୍ ଇଣ୍ଡିଆ ଲଜ୍ଜାଜନକ ଭାବେ ବିଦାୟ ନେବାର ସାଂଘାତିକ ପ୍ରଭାବ ଦେଖିବାକୁ ମିଳିଛି। ପରାଜୟ ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ବିସିସିଆଇ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି ।
କେତେ ଯୁକ୍ତିଯୁକ୍ତ ବିଏମ୍ସିର ପ୍ରସ୍ତାବିତ ପେଟ୍ ଆନିମଲ ଗାଇଡଲାଇନ୍ସ ? ଏହାକୁ ନେଇ ଆରମ୍ଭ ହୋଇଛି ବିତର୍କ ।
ଏହାକୁ ବୋଧହୁଏ କୁହାଯାଏ ଶାସ୍ୱତ୍ତ ପ୍ରେମ। ସାତ ଜନ୍ମର ସାଥୀ ହେବାକୁ କଥା ଦେଇଥିଲେ..ପ୍ରେମିକା ଦିବ୍ୟାଙ୍ଗ ହେବା ପରେ ବି କଥା ରଖି ବିବାହ କଲେ। ହ୍ୱିଲ ଚେୟାରରେ ବସି ପଡିଲା ହାତଗଣ୍ଠି, ବ୍ରାହ୍ମଣଙ୍କ ବେଦମନ୍ତ୍ରୀରେ ପ୍ରକମ୍ପିତ ହେଲା ପୂରା ଏରିୟା...ବର୍ଷ ବର୍ଷ ପ୍ରେମ ସାମ୍ନାରେ ସବୁ ହେଲା...
ପଦ୍ମପୁର ଉପନିର୍ବାଚନ ଭୋଟ୍ ପୂର୍ବରୁ ଚାଷୀ ଓ ରାଜନୈତିକ ଦଳଙ୍କ ଛକାପଞ୍ଝା । ଗୋଟିଏ ପରେ ଚାଷୀ କାର୍ଡ ଖେଳି ଭୋଟ ହାତେଇବାକୁ ଦଳଙ୍କ କସରତ।
କଟକର ଐତିହାସିକ ବାଲିଯାତ୍ରା ସରିବାର ଠିକ୍ ପରଦିନ ମହାନଗର ପୂଜା କମିଟି ସଂପାଦକ ତଥା ବରିଷ୍ଠ ବିଜେଡି ନେତା ପ୍ରଭାତ ତ୍ରିପାଠୀଙ୍କ ଅଭିଯୋଗ ସୃଷ୍ଟି କରିଛି ବିସ୍ଫୋରଣ । ପ୍ରଭାତ ସିଧାସଳଖ ଏଥିପାଇଁ ଜିଲ୍ଲା ପ୍ରଶାସନ ଆଡ଼କୁ ଅଙ୍ଗୁଳି ଉଠାଇ କହିଛନ୍ତି ।
କିଛିଦିନ ତଳେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିଥିଲେ । ତେବେ ପୁଣିଥରେ ଡିସେମ୍ବର ୧୫ ତାରିଖରେ ନିଜ ଗାଁ ମୟୂରଭଂଜ ଜିଲ୍ଲାର ପାହାଡ଼ପୁରକୁ ଆସିବେ ବୋଲି ସୂଚନା ମିଳିଛି ।
ଶ୍ରଦ୍ଧାଙ୍କର ଗୁରୁତ୍ୱପୂର୍ଣ୍ଣ ହ୍ୱାଟ୍ସଆପ୍ ଚାଟ୍ ଏବେ ସାମ୍ନାକୁ ଆସିଛି । ଯାହା ସ୍ପଷ୍ଟ କରୁଛି ଯେ ଅଫତାବ୍ କିପରି ଶ୍ରଦ୍ଧାଙ୍କୁ ନିର୍ଯାତନା ଦେଉଥିଲା ।
ନ୍ୟୁଜିଲ୍ୟାଣ୍ଡର ୱେଲିଂଟନରେ ଆଜି ଅପରାହ୍ନରୁ ହିଁ ବର୍ଷା ଆରମ୍ଭ ହୋଇଯାଇଥିଲା। ଭାରତୀୟ ସମୟ ଦିନ ୧୨ଟା ଓ ନ୍ୟୁଜିଲ୍ୟାଣ୍ଡ ସମୟ ସନ୍ଧ୍ୟା ୭ଟାରେ ମ୍ୟାଚ୍ ଆରମ୍ଭ ହେବାକୁ ଥିଲେ ହେଁ ବର୍ଷା ଛାଡ଼ି ନଥିଲା।
ସଇତାନ ମୁହଁରୁ ସତ ଓଗାଳିବାକୁ ହେବ ନାର୍କୋ ଟେଷ୍ଟ୍ । ଜହ୍ଲାଦ ପେଟରୁ କଥା ବାହାର କରିବାକୁ ଟ୍ରୁଥ୍ ସେରମ୍ର ସାହାରା ନେବ ପୋଲିସ । ଦିଲ୍ଲୀ ଶ୍ରଦ୍ଧା ଓ୍ୱାକର୍ ମର୍ଡର୍ କେସ୍ରେ ଅଭିଯୁକ୍ତ ଅଫ୍ତାବ ପୁନାଓ୍ୱାଲାର ନାର୍କୋଟିକ୍ ଟେଷ୍ଟ୍ ପାଇଁ ଆଜି ଦିଲ୍ଲୀ ପୋଲିସକୁ ଅନୁମତି ଦେଇଛନ୍ତି...