ଅରୁଣାଚଳ ପ୍ରଦେଶର ଇଟାନଗର ନିକଟ ନାହାରଲାଗୁନ ଡେଲି ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ମାର୍କେଟରେ ଥିବା ୭୦୦ଟି ଦୋକାନ ଜଳିପୋଡ଼ି ପାଉଁଶ ହୋଇଯାଇଛି।
ମାଡ଼ ଖାଇଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ । ସମସ୍ତଙ୍କ ସାମ୍ନାରେ ଖାଇଲେ ଚାବୁକ ମାଡ଼ । ହାତ ଦେଖାଇ ଠିଆ ହୋଇଥିବା ବେଳେ ଜଣେ ବ୍ୟକ୍ତି ତାଙ୍କୁ ପ୍ରହାର ଉପରେ ପ୍ରହାର କରି ଚାଲିଲେ । ତେବେ କିଏ ଦେଲା ତାଙ୍କୁ ଏମିତି ଶାସ୍ତି? ସେ କାହିଁକି...
ଗୋଟିଏ ପଟେ ଧର୍ମୀୟ ଭାବନା ଏବଂ ଅନ୍ୟପଟେ ବୈଜ୍ଞାନିକ ତଥ୍ୟ । ଏହାରି ମଧ୍ୟରେ ଛନ୍ଦି ହୋଇ ରହିଯାଉଛନ୍ତି ଲୋକେ । ସୂର୍ଯ୍ୟୋପରାଗ ପୂର୍ବରୁ ଚିକେନ୍ ବିରିୟାନୀ ଖାଇ ଅଭିନବ ପ୍ରତିବାଦ କଲେ ହେତୁବାଦୀ ।
ପୁରୀ ଜିଲ୍ଲା ଅନ୍ତର୍ଗତ ପିପିଲି ବଜାରରେ ଫୁଟିଲା ଗୁଳି। ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର।
ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଯୁକ୍ତ ୨ ଦ୍ୱିତୀୟ ବର୍ଷରେ ପଢ଼ୁଥିବା ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଆଜି ଉଦ୍ଧାର ହୋଇଛି।
ଧାମନଗରରେ ଚାଲିଥିଲା ନିର୍ବାଚନୀ ସଭା । ନେତା ଓ ମନ୍ତ୍ରୀଙ୍କ ଉପସ୍ଥିତିରେ ଚାଲିଥିବା କାର୍ଯ୍ୟକ୍ରମରେ ଭାଷଣରେ ବିଜେଡି କର୍ମୀ ଜଣଙ୍କ ଭୋଟର୍ଙ୍କୁ ଦେଲେ ଲୋଭନୀୟ ଅଫର୍ ।
ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଆକାଉଣ୍ଟକୁ ନେତା, ମନ୍ତ୍ରୀ ଏବଂ ବଡବଡିଆଙ୍କଠାରୁ ଆସିଛି କି ଟଙ୍କା ? ତେଣୁ କିଏ କାହିଁକି ଟଙ୍କା ଦେଇଛି, ସେନେଇ ତଦନ୍ତ କରିପାରେ ଇଡି ।
କାର୍ଗିଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ମୋଦି ଆଜି କାର୍ଗିଲ୍ରେ ପହଞ୍ଚିଛନ୍ତି।
ଜଣେ କାର୍ଯ୍ୟରତ ଡାକ୍ତର ସରକାରୀ ଡାକ୍ତରଖାନା ଭିତରେ ମଦ କେମିତି ପିଉଛନ୍ତି ? ସ୍ଥାନୀୟ ଲୋକେ ଏହାର୍ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିବା ସହିତ ଦୋଷୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କହିଛନ୍ତି ।
ରାଗିଗଲେ ମନ୍ତ୍ରୀ। ଦେଖାଇଲେ ଦବଙ୍ଗଗିରି ! ଗୁହାରି କହିବାକୁ ଆସିଥିବା ମହିଳାଙ୍କୁ ସମସ୍ତଙ୍କ ସାମ୍ନାରେ ମାରିଲେ ଚାପୁଡା।
ହାଇପ୍ରୋଫାଇଲ୍ ସେକ୍ସ ସ୍କାଣ୍ଡାଲର ଏହି ଚର୍ଚ୍ଚିତ ଦମ୍ପତି ଆଜି ଜେଲ ପରିସରରେ ଥିବା କାର୍ଯ୍ୟାଳୟରେ କଥା ହୋଇଛନ୍ତି ।
ମେଲବର୍ଣ୍ଣରେ ଖେଳାଯିବ ଭାରତ-ପାକିସ୍ତାନ ICC ଟି-୨୦ ବିଶ୍ୱକପ୍ ମୁକାବିଲା । ପାକିସ୍ତାନ ବିପକ୍ଷରେ ଟସ୍ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଛି ଭାରତ ।
ଆପଣ ଟ୍ରେନରେ ଯିବା ବେଳେ ଏମିତି ଦୃଶ୍ୟ ନିଶ୍ଚୟ ଦେଖିଥିବେ। ନମାଜ ସମୟ ହେଲେ ମୁସଲିମ୍ ସଂପ୍ରଦାୟର ବ୍ୟକ୍ତି ନିଜ ସିଟ ପାଠରେ ନମାଜ ପାଠ କରିଥାନ୍ତି। ହେଲେ ଏ ଦୃଶ୍ୟ ଟିକେ ନିଆରା। ଚଳନ୍ତା ଟ୍ରେନରେ ଯାତ୍ରୀଙ୍କ ବାଟ ଓଗାଳି ଏହି କିଛି ସଂଖ୍ୟାଲଘୁ ନମାଜ ପଢିବାକୁ...
କେଦାରନାଥ ଓ ବଦ୍ରିନାଥ ମନ୍ଦିର ଗସ୍ତରେ ଯାଇ ୩ ହଜାର ୪ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାସହ ସମୁଦ୍ରତଟରୁ ୧୧,୩୦୦ ଫୁଟ୍ ଉଚ୍ଚତାରେ ରହିଥିବା ଭାରତୀୟ ସେନା କ୍ୟାମ୍ପରେ ରାତି କଟାଇଛନ୍ତି ।
ଚନ୍ଦ୍ରାୟଣ-୨ ମିଶନ୍ ଫେଲ୍ ମାରିଥିବାରୁ ଚନ୍ଦ୍ରାୟଣ-୩ ମିଶନରେ ଅନେକ ପରିବର୍ତ୍ତନ ଅଣାଯାଇଛି ।
ଗତ ୫ ବର୍ଷ ହେଲା ଅଯୋଧ୍ୟାରେ ଦୀପୋତ୍ସବର ଆୟୋଜନ ହୋଇ ଆସୁଛି । କେବଳ ନଦୀ ଘାଟରେ ଥିବା ରାମ କି ପୌଡିରେ ଏଥର ୧୮ ଲକ୍ଷ ଦୀପ ଜାଳିବାକୁ ବ୍ୟବସ୍ଥା କରାଯାଇଛି ।
ଆଖି ଝଲସିଆ ଆଲୁଅ, ଆକର୍ଷଣୀୟ ମଣ୍ଡପ, ମନଲୋଭା ସାଜସଜ୍ଜା । କାଳୀପୂଜା ପାଇଁ ସଜେଇ ହେଲାଣି ଭଦ୍ରକ ସହର ।
ମେଲବର୍ଣ୍ଣରେ ଆଜି ମହାମୁକାବିଲା । ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ଇଣ୍ତିଆ-ପାକିସ୍ତାନ ମଧ୍ୟରେ ହେବ ବ୍ଲକ୍ବଷ୍ଟର ମ୍ୟାଚ୍ ।
ରୋଜଗାର ମେଳା ଜରିଆରେ ଆଗାମୀ ବର୍ଷକ ଭିତରେ ୧୦ ଲକ୍ଷ ସରକାରୀ ପଦରେ ନିଯୁକ୍ତିର ଲକ୍ଷ୍ୟ ରଖାଯାଇଥିଲା ବେଳେ ପ୍ରଥମ ପର୍ଯ୍ୟାୟରେ ଆଜି ୭୫ ହଜାର ୨୨୬ ଆଶାୟୀଙ୍କୁ ଅଫର ଲେଟର ମିଳିଛି ।
୧୯ ବର୍ଷ ତଳର ଏଲ୍-ଆଣ୍ଡ-ଟି କଂପାନୀକୁ ଠିକା କାମ, ଚୁକ୍ତି ଅନୁସାରେ ୨୦ କୋଟି ଟଙ୍କା ପଇଠ କଲେନି । ମାମଲା କୋର୍ଟକୁ ଗଲା ଓ ଶେଷରେ ଶହେ କୋଟି ଜରିମାନା ପୈଠ ନିର୍ଦ୍ଦେଶ ଆସିଛି । ସୁଧମୂଳ ସହ ଏବେ ଏତେ ଟଙ୍କା ଗଣାହେବ ରାଜ୍ୟ ରାଜ୍ୟକୋଷରୁ ।