ରାଜ୍ୟରେ କେମିତି ବଞ୍ଚିଛି ଆମ ଆଦିଭାଷା ସଂସ୍କୃତ ? କେମିତି ବଂଚିଛି ସଂସ୍କୃତ ବିଦ୍ୟାଳୟ ? ଜୟପୁର ସହରର ବିଦ୍ୟାଭୂଷଣ ନଗରରେ ଥିବା ସର୍ବପୁରାତନ ସ୍କୁଲ ମହାରାଜା ସଂସ୍କୃତ ବିଦ୍ୟାଳୟରେ ଏବେ ଅଷ୍ଟମରୁ ଦଶମ ଶ୍ରେଣୀ ଯାଏଁ ଉପସ୍ଥାନ ଖାତାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବେ ।
କେମିତି ଚାଲିଛି ରାଜ୍ୟର ପ୍ରଶାସନିକ ବ୍ୟବସ୍ଥା ? ମନ୍ତ୍ରୀଙ୍କ ଶାସନ ନା ସଚିବଙ୍କ ହାତରେ ସବୁ କ୍ଷମତା ? କୁହାଯାଉଛି ଏଠିକାର ପାୱାର କରିଡରରେ ମନ୍ତ୍ରୀଙ୍କ ଅପେକ୍ଷା ସଚିବଙ୍କର ଅଧିକ ଦବଦବା । ତେବେ ଏହାଦ୍ୱାରା ଗୌଣ ହେଉନାହାନ୍ତି ତ ନେତା, କମୁନି ତ ଜନପ୍ରତିନିଧିଙ୍କ ଗୁରୁତ୍ୱ ?
ଯାଞ୍ଚବେଳେ ମିଳିଲା ଆଖି ତରାଟିଲା ଭଳି ୧୩୯ କେଜିର ରୂପା ଇଟା, ୩୭ କେଜିର ଚାନ୍ଦି ଅଳଙ୍କାର ଓ ପାଖାପାଖି ୧୨ ଲକ୍ଷ ନଗଦ ଟଙ୍କା ।
ଅଲ ଇଣ୍ଡିଆ ଇମାମ ଅର୍ଗାନାଇଜେସନ ମୁଖ୍ୟ ଉମର ଅହମ୍ମଦ ଇଲୟାସୀ ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗବତଙ୍କୁ ରାଷ୍ଟ୍ରପିତା କହିଛନ୍ତି। ପିଲାଟି ବେଳୁ ସମସ୍ତେ ଜାଣିଛନ୍ତି ଯେ ଦେଶର ପିତା ତଥା ଜାତିର ଜନକ ହେଉଛନ୍ତି ମହାତ୍ମା ଗାନ୍ଧି। ହେଲେ ଆଜି ମୌଲବୀ ଇଲୟାସୀଙ୍କ ଭାଗବତଙ୍କ ପ୍ରତି ଏପରି ଉକ୍ତି...
କେନ୍ଦୁଝର ଶିଶୁ ମୃତ୍ୟୁ ଘଟଣାରେ ହୋଇଛି କାର୍ଯ୍ୟାନୁଷ୍ଠାନ। କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍ଓ) ସୁଜାତାରାଣୀ ମିଶ୍ରଙ୍କୁ ବଦଳି କରାଯାଇଛି।
ପୁରୁଷ ବନ୍ଧୁଙ୍କ ସହ ଲିଭ୍ ଇନ୍ ରିଲେସନ୍ସିପ୍ରେ ରହୁଥିଲେ । ହଠାତ୍ କ’ଣ ହେଲା ଯେ ନିଜ ଆପାର୍ଟମେଣ୍ଟରେ ଝୁଲି ପଡ଼ିଲେ ଯୁବତୀ । ଆଜି ଏପରି ଘଟଣା ରାଜଧାନୀ ଭୁବନେଶ୍ୱରରେ ଘଟିଛି।
ଗତକାଲି ରାଜଧାନୀ ଭୁବନେଶ୍ୱରରେ ‘ମୋ ବସ୍’ରୁ ଜଣେ ଯାତ୍ରୀଙ୍କ ଠାରୁ ୧୫ ହଜାର ଟଙ୍କା ଲୁଟ୍ ହୋଇଥିବା ବେଳେ ଆଜି ଦୁଇ ଜଣ ଛାତ୍ରୀଙ୍କ ମୋବାଇଲ୍ ଚୋରି ହୋଇଯାଇଛି।
ସ୍ୱାର୍ଥପର ମଣିଷ। ଦିନେ ଏଇ କୁକୁର ତାକୁ ସୁରକ୍ଷା ଦେଉଥିଲା ହେଲେ ଆଜି ତା’ ଦେହ ଖରାପ ହେଲା ବୋଲି ଅଧା ରାସ୍ତାରେ ଛାଡି ଦେଇ ପଳାଇଲା। ଚର୍ମ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଘର୍ଷ କରୁଛି ଏଇ ବିଦେଶୀ କୁକୁର...ଏମିତି ମାଲିକଙ୍କୁ କହିବେ କଣ?
୯୪ ବର୍ଷରେ ବି ହାରିନି ହରମାଉସୀ। ଘର ଖଣ୍ଡିଏ ପାଇଁ ବାରମ୍ବାର ଗୁହାରି ପରେ ବିଧାୟକ ସିନା ଘର କରିଦେଲେ ହେଲେ ଛାତ ପକାଇବାକୁ ଭୁଲି ଗଲେ। ଢୁ ଢୁ ବର୍ଷାରେ ପରପିଣ୍ଡାରେ ଶୋଉଛି ବୁଢୀ ମାଉସୀ...ଛୋଟିଆ ଦୋକାନରୁ ଯେତିକି ଲାଭ ହେଉଛି ସେତିକିରେ ପରିବାର ଚଳାଉଛନ୍ତି ହର.
ଗୋଟିଏ ପଟେ ଜନସଂପର୍କ ଯାତ୍ରାରେ ପ୍ରଦୀପ ପାଣିଗ୍ରାହୀଙ୍କ ଶକ୍ତି ପ୍ରଦର୍ଶନ । ଅନ୍ୟପଟେ ଏହାକୁ କାଉଣ୍ଟର କରି ଭୁବନେଶ୍ୱରରେ ବିଜେଡିର ମିଶ୍ରଣ ପର୍ବ । ପ୍ରଦୀପଙ୍କ ମୁହଁରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା, ଆଉ ଅଫିସରଙ୍କୁ ସମାଲୋଚନା । ଏଣେ ରାଜଧାନୀରେ ପ୍ରଦୀପଙ୍କୁ ବିଜେଡି ନେତାଙ୍କ ସିଧାସଳଖ ଟାର୍ଗେଟ୍ ।
ସାବଧାନ୍ ! ଯଦି ମୋ ବସ୍ ରେ ଆପଣ ଯାଉଛନ୍ତି ତେବେ ସତର୍କ ଥିବେ । କେତେବେଳେ ବି ହୋଇପାରନ୍ତି ଲୁଟର ଶିକାର
ଆରପାରିରେ ରାଜୁ। ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ଆଜି ଆଖି ବୁଜିଛନ୍ତି । ଭାରତୀୟ ଦର୍ଶକ ମାନଙ୍କୁ ହସରେ ଭିଜାଇଥିବା କମେଡି କିଙ୍ଗ୍ ରାଜୁ ଶ୍ରୀବାସ୍ତବ ମନେପଡିବେ
ନୂଆ ନୂଆ ଲାଗିବ ଏକାମ୍ର କ୍ଷେତ୍ର । ସଂରକ୍ଷଣ ଯୋଜନାରେ ଝଲସିବ ଐତିହ୍ୟର ଏନ୍ତୁଡି ଶାଳ ଏକାମ୍ର କ୍ଷେତ୍ର
ଅଶୋକ ଗେହେଲଟ୍ ବନାମ ଶଶି ଥରୁର୍ । କଂଗ୍ରେସ ମଙ୍ଗୁଆଳକୁ ନେଇ ବିବାଦ ଆରମ୍ଭ ହେବାକୁ ଲାଗିଲାଣି । ଏବେ ହେବକି ଗୋଷ୍ଠୀ ଯୁଦ୍ଧ
IAS ବାବୁଙ୍କ ସମ୍ପତ୍ତି କେତେ ? କେତେ ରହିଛି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ? ନା କେହି ତଥ୍ୟ ରଖୁଛନ୍ତି ନା ମିଳିପାରୁଛି ସ୍ପଷ୍ଟ ସୂଚନା । ଆମେ ଆପଣଙ୍କୁ ମନେ ପକାଇ ଦେଉଛୁ ଯେ, ୨୦୨୦ରେ ମୁଖ୍ୟମନ୍ତ୍ରୀ ଏକ ଟ୍ୱିଟ୍ କରିଥିଲେ । ଯେଉଁଥିରେ କୁହାଯାଇଥିଲା...
କିଟିକିଟି ଅନ୍ଧାର ଘର ଭିତରେ ଶୋଇଛି ୧୭ ବର୍ଷୀୟ ଦିବ୍ୟାଙ୍ଗ ପୁଅ। ହାତ ହଲୁନି କି ଗୋଡ ହଲୁନି...ମାଆ ଚାଲିଯିବା ପରେ ସବୁ ସେବା ଏବେ ବାପାଙ୍କ ଉପରେ। ଦିନସାରା ମଜୁରୀ ଖଟନ୍ତି...ଖରା ବେଳେ ଆସି ପୁଅର ସେବା କରନ୍ତି। ପାଖରେ ଟଙ୍କା ନଥିବାରୁ ପୁଅର ଚିକିତ୍ସା ବି...
ବାଃ ବାଃରେ ସରକାରୀ ସ୍କୁଲ। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଭାତ, ଡାଲମା ଓ ଅଣ୍ଡା ବଦଳରେ ମିଳୁଛି ୫ ଟଙ୍କିଆ ବିସ୍କୁଟ। ଅଧାଦିନ ଖାଇବା ପାଇଁ ବି ମିଳୁନି। ଖରାବେଳେ ସ୍କୁଲରେ ତାଲା ଠୁଙ୍କି ପଳାଉଛନ୍ତି ଶିକ୍ଷକ ଓ ଶିକ୍ଷୟିତ୍ରୀ।
କରୋନା ମହାମାରୀ ପୂର୍ବରୁ ନୁଆଗାଁ ରେଳ ଷ୍ଟେସନରେ ତପସ୍ୱିନୀ ଏକ୍ସପ୍ରେସ ଏବଂ ଜମ୍ମୁତବୀ ଟ୍ରେନ୍ ରହୁଥିଲା, କିନ୍ତୁ କରୋନା ପରେ ଆଉ ଟ୍ରେନ ଷ୍ଟେସନରେ ରହୁ ନ ଥିବାକୁ ନେଇ ସ୍ଥାନୀୟ ଲୋକେ ବାରମ୍ବାର ରେଲବାଇ ଅଧିକାରୀଙ୍କୁ ଅବଗତ କରାଇଥିଲେ । କିନ୍ତୁ କୌଣସି ସୁଫଳ ମିଳି ନ...
ଛି ଛି...ଇଏ ଚାଉଳ ସାରା ପୋକ ସାଲୁବାଲୁ। ଯୋଉ ବସ୍ତା ଦେଖିବ ସେଇ ବସ୍ତାରୁ ମେଂଚା ମେଂଚା ପୋକ ବାହରିବ। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଦିଆଯାଉଥିଲା ଏମିତି ଖାଦ୍ୟ। କ୍ୟାମେରା ସାମ୍ନାରେ ଧରାପଡିବା ପରେ ଦେଖନ୍ତୁ ସ୍ଥିତି ହେଲା କଣ?