• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

Manoranjan Behera

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରା ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।

less

Posts by Manoranjan Behera

Odisha's Oldest Sanskrit School
ଦିନଟେ ହେଲେ ସ୍କୁଲ୍‌ ମାଟି ମାଡ଼ିନାହାନ୍ତି; ହେଲେ ରେଜିଷ୍ଟର୍‌ରେ ନାଁ ଗଡ଼ୁଛି

ରାଜ୍ୟରେ କେମିତି ବଞ୍ଚିଛି ଆମ ଆଦିଭାଷା ସଂସ୍କୃତ ? କେମିତି ବଂଚିଛି ସଂସ୍କୃତ ବିଦ୍ୟାଳୟ ? ଜୟପୁର ସହରର ବିଦ୍ୟାଭୂଷଣ ନଗରରେ ଥିବା ସର୍ବପୁରାତନ ସ୍କୁଲ ମହାରାଜା ସଂସ୍କୃତ ବିଦ୍ୟାଳୟରେ ଏବେ ଅଷ୍ଟମରୁ ଦଶମ ଶ୍ରେଣୀ ଯାଏଁ ଉପସ୍ଥାନ ଖାତାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବେ ।

Soumya Ranjan Patnaik
ସରକାରଙ୍କ ଗୁମର ଖୋଲିଦେଲେ ସୌମ୍ୟ; କହିଲେ ‘ଏଠି ମନ୍ତ୍ରୀଙ୍କ କିଛି ପାୱାର ନାହିଁ’

କେମିତି ଚାଲିଛି ରାଜ୍ୟର ପ୍ରଶାସନିକ ବ୍ୟବସ୍ଥା ? ମନ୍ତ୍ରୀଙ୍କ ଶାସନ ନା ସଚିବଙ୍କ ହାତରେ ସବୁ କ୍ଷମତା ? କୁହାଯାଉଛି ଏଠିକାର ପାୱାର କରିଡରରେ ମନ୍ତ୍ରୀଙ୍କ ଅପେକ୍ଷା ସଚିବଙ୍କର ଅଧିକ ଦବଦବା । ତେବେ ଏହାଦ୍ୱାରା ଗୌଣ ହେଉନାହାନ୍ତି ତ ନେତା, କମୁନି ତ ଜନପ୍ରତିନିଧିଙ୍କ ଗୁରୁତ୍ୱ ?

NDPS Raid
ଆଳୁ ଖୋଳୁ ଖୋଳୁ ମହାଦେବ; କାର୍‌ର ସିକ୍ରେଟ୍ ଚାମ୍ବରରୁ ମିଳିଲା କ୍ୱିଣ୍ଟାଲେ ରୂପା ଇଟା

ଯାଞ୍ଚବେଳେ ମିଳିଲା ଆଖି ତରାଟିଲା ଭଳି ୧୩୯ କେଜିର ରୂପା ଇଟା, ୩୭ କେଜିର ଚାନ୍ଦି ଅଳଙ୍କାର ଓ ପାଖାପାଖି ୧୨ ଲକ୍ଷ ନଗଦ ଟଙ୍କା ।

Mohan Bhagwat , Imam Umer Ahmed
ମୋହନ ଭାଗବତଙ୍କୁ ‘ରାଷ୍ଟ୍ରପିତା’ କହିଲେ ବରିଷ୍ଠ ମୁସଲିମ୍‌ ଧର୍ମଗୁରୁ ଉମର ଅହମ୍ମଦ ଇଲୟାସୀ

ଅଲ ଇଣ୍ଡିଆ ଇମାମ ଅର୍ଗାନାଇଜେସନ ମୁଖ୍ୟ ଉମର ଅହମ୍ମଦ ଇଲୟାସୀ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କୁ ରାଷ୍ଟ୍ରପିତା କହିଛନ୍ତି। ପିଲାଟି ବେଳୁ ସମସ୍ତେ ଜାଣିଛନ୍ତି ଯେ ଦେଶର ପିତା ତଥା ଜାତିର ଜନକ ହେଉଛନ୍ତି ମହାତ୍ମା ଗାନ୍ଧି। ହେଲେ ଆଜି ମୌଲବୀ ଇଲୟାସୀଙ୍କ ଭାଗବତଙ୍କ ପ୍ରତି ଏପରି ଉକ୍ତି...

Sujatarani Mishra
କେନ୍ଦୁଝର ଶିଶୁ ମୃତ୍ୟୁ ଘଟଣା: ବଦଳିଲେ CDMO

କେନ୍ଦୁଝର ଶିଶୁ ମୃତ୍ୟୁ ଘଟଣାରେ ହୋଇଛି କାର୍ଯ୍ୟାନୁଷ୍ଠାନ। କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ସୁଜାତାରାଣୀ ମିଶ୍ରଙ୍କୁ ବଦଳି କରାଯାଇଛି।

Hanging Body
ଲିଭ୍‌ ଇନ୍‌ରେ ରହୁଥିଲେ ଯୁବତୀ; ମୃତ୍ୟୁ ପୂର୍ବରୁ ଆସିଥିଲା ବୟଫ୍ରେଣ୍ତ୍‌ର କଲ୍‌

ପୁରୁଷ ବନ୍ଧୁଙ୍କ ସହ ଲିଭ୍‌ ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିଲେ । ହଠାତ୍‌ କ’ଣ ହେଲା ଯେ ନିଜ ଆପାର୍ଟମେଣ୍ଟରେ ଝୁଲି ପଡ଼ିଲେ ଯୁବତୀ । ଆଜି ଏପରି ଘଟଣା ରାଜଧାନୀ ଭୁବନେଶ୍ୱରରେ ଘଟିଛି।

Mo Bus
କାଲି ୧୫ ହଜାର ଆଜି ୨ ମୋବାଇଲ୍‌ ; କେତେ ସୁରକ୍ଷିତ ‘ମୋ ବସ୍‌’ ?

ଗତକାଲି ରାଜଧାନୀ ଭୁବନେଶ୍ୱରରେ ‘ମୋ ବସ୍‌’ରୁ ଜଣେ ଯାତ୍ରୀଙ୍କ ଠାରୁ ୧୫ ହଜାର ଟଙ୍କା ଲୁଟ୍ ହୋଇଥିବା ବେଳେ ଆଜି ଦୁଇ ଜଣ ଛାତ୍ରୀଙ୍କ ମୋବାଇଲ୍ ଚୋରି ହୋଇଯାଇଛି।

Pet Dog
ବେଇମାନ ମଣିଷ: କୁକୁର ବୁଢ଼ା ହୋଇଗଲା ବୋଲି ବାହାରେ ଛାଡ଼ିଦେଲା..

ସ୍ୱାର୍ଥପର ମଣିଷ। ଦିନେ ଏଇ କୁକୁର ତାକୁ ସୁରକ୍ଷା ଦେଉଥିଲା ହେଲେ ଆଜି ତା’ ଦେହ ଖରାପ ହେଲା ବୋଲି ଅଧା ରାସ୍ତାରେ ଛାଡି ଦେଇ ପଳାଇଲା। ଚର୍ମ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଘର୍ଷ କରୁଛି ଏଇ ବିଦେଶୀ କୁକୁର...ଏମିତି ମାଲିକଙ୍କୁ କହିବେ କଣ?

Hara Mausi
ଆଉ କେବେ ମିଳିବ ହରମାଉସୀକୁ ସହାୟତା? ଘରର କାନ୍ଥ ଉଠିଲା ହେଲେ ଛାତ ପଡ଼ିପାରିଲାନି..

୯୪ ବର୍ଷରେ ବି ହାରିନି ହରମାଉସୀ। ଘର ଖଣ୍ଡିଏ ପାଇଁ ବାରମ୍ବାର ଗୁହାରି ପରେ ବିଧାୟକ ସିନା ଘର କରିଦେଲେ ହେଲେ ଛାତ ପକାଇବାକୁ ଭୁଲି ଗଲେ। ଢୁ ଢୁ ବର୍ଷାରେ ପରପିଣ୍ଡାରେ ଶୋଉଛି ବୁଢୀ ମାଉସୀ...ଛୋଟିଆ ଦୋକାନରୁ ଯେତିକି ଲାଭ ହେଉଛି ସେତିକିରେ ପରିବାର ଚଳାଉଛନ୍ତି ହର.

Pradeep Panigrahi
ପ୍ରଦୀପ କାଳ ହେବେକି ବିଜେଡି ଦଳ ପାଇଁ

ଗୋଟିଏ ପଟେ ଜନସଂପର୍କ ଯାତ୍ରାରେ ପ୍ରଦୀପ ପାଣିଗ୍ରାହୀଙ୍କ ଶକ୍ତି ପ୍ରଦର୍ଶନ । ଅନ୍ୟପଟେ ଏହାକୁ କାଉଣ୍ଟର କରି ଭୁବନେଶ୍ୱରରେ ବିଜେଡିର ମିଶ୍ରଣ ପର୍ବ । ପ୍ରଦୀପଙ୍କ ମୁହଁରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା, ଆଉ ଅଫିସରଙ୍କୁ ସମାଲୋଚନା । ଏଣେ ରାଜଧାନୀରେ ପ୍ରଦୀପଙ୍କୁ ବିଜେଡି ନେତାଙ୍କ ସିଧାସଳଖ ଟାର୍ଗେଟ୍ ।

Mo Bus
ମୋ ବସ୍ ରେ ବଡ ଧରଣର ଲୁଟ୍

ସାବଧାନ୍ ! ଯଦି ମୋ ବସ୍ ରେ ଆପଣ ଯାଉଛନ୍ତି ତେବେ ସତର୍କ ଥିବେ । କେତେବେଳେ ବି ହୋଇପାରନ୍ତି ଲୁଟର ଶିକାର

Raju Srivastav
ମନେପଡିବେ କମେଡି କିଙ୍ଗ୍ ରାଜୁ ଶ୍ରୀବାସ୍ତବ

ଆରପାରିରେ ରାଜୁ। ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ଆଜି ଆଖି ବୁଜିଛନ୍ତି । ଭାରତୀୟ ଦର୍ଶକ ମାନଙ୍କୁ ହସରେ ଭିଜାଇଥିବା କମେଡି କିଙ୍ଗ୍ ରାଜୁ ଶ୍ରୀବାସ୍ତବ ମନେପଡିବେ

NMA Srimandir
ନହକଳେବର ହେବ ଏକାମ୍ର କ୍ଷେତ୍ର

ନୂଆ ନୂଆ ଲାଗିବ ଏକାମ୍ର କ୍ଷେତ୍ର । ସଂରକ୍ଷଣ ଯୋଜନାରେ ଝଲସିବ ଐତିହ୍ୟର ଏନ୍ତୁଡି ଶାଳ ଏକାମ୍ର କ୍ଷେତ୍ର

congress
କଂଗ୍ରେସ ମଙ୍ଗୁଆଳକୁ ନେଇ ହେବକି ଗୋଷ୍ଠୀ ଯୁଦ୍ଧ

ଅଶୋକ ଗେହେଲଟ୍ ବନାମ ଶଶି ଥରୁର୍ । କଂଗ୍ରେସ ମଙ୍ଗୁଆଳକୁ ନେଇ ବିବାଦ ଆରମ୍ଭ ହେବାକୁ ଲାଗିଲାଣି । ଏବେ ହେବକି ଗୋଷ୍ଠୀ ଯୁଦ୍ଧ

IAS Officers Property
IAS ବାବୁଙ୍କ ସଂପତ୍ତି କେତେ ?

IAS ବାବୁଙ୍କ ସମ୍ପତ୍ତି କେତେ ? କେତେ ରହିଛି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ? ନା କେହି ତଥ୍ୟ ରଖୁଛନ୍ତି ନା ମିଳିପାରୁଛି ସ୍ପଷ୍ଟ ସୂଚନା । ଆମେ ଆପଣଙ୍କୁ ମନେ ପକାଇ ଦେଉଛୁ ଯେ, ୨୦୨୦ରେ ମୁଖ୍ୟମନ୍ତ୍ରୀ ଏକ ଟ୍ୱିଟ୍‌ କରିଥିଲେ । ଯେଉଁଥିରେ କୁହାଯାଇଥିଲା...

Dibyang Son
ମଜୁରୀ ଖଟୁଛି ବାପା; ଖଟରେ ଶୋଇଛି ଭେଣ୍ତିଆ ପୁଅ, ସାହାଯ୍ୟ ମିଳିଲେ..

କିଟିକିଟି ଅନ୍ଧାର ଘର ଭିତରେ ଶୋଇଛି ୧୭ ବର୍ଷୀୟ ଦିବ୍ୟାଙ୍ଗ ପୁଅ। ହାତ ହଲୁନି କି ଗୋଡ ହଲୁନି...ମାଆ ଚାଲିଯିବା ପରେ ସବୁ ସେବା ଏବେ ବାପାଙ୍କ ଉପରେ। ଦିନସାରା ମଜୁରୀ ଖଟନ୍ତି...ଖରା ବେଳେ ଆସି ପୁଅର ସେବା କରନ୍ତି। ପାଖରେ ଟଙ୍କା ନଥିବାରୁ ପୁଅର ଚିକିତ୍ସା ବି...

mid day meal
ଭୋକରେ ଆଉଟୁ ପାଉଟୁ ସ୍କୁଲ୍‌ ପିଲା; ମଧ୍ୟାହ୍ନ ଭୋଜନ ବଦଳରେ ୫ ଟଙ୍କିଆ ବିସ୍କୁଟ ଦେଇ ଶିକ୍ଷକ ଛୁ...

ବାଃ ବାଃରେ ସରକାରୀ ସ୍କୁଲ। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଭାତ, ଡାଲମା ଓ ଅଣ୍ଡା ବଦଳରେ ମିଳୁଛି ୫ ଟଙ୍କିଆ ବିସ୍କୁଟ। ଅଧାଦିନ ଖାଇବା ପାଇଁ ବି ମିଳୁନି। ଖରାବେଳେ ସ୍କୁଲରେ ତାଲା ଠୁଙ୍କି ପଳାଉଛନ୍ତି ଶିକ୍ଷକ ଓ ଶିକ୍ଷୟିତ୍ରୀ।

RailRok
ତପସ୍ୱିନୀ ଏକ୍ସପ୍ରେସ ଏବଂ ଜମ୍ମୁତବୀ ଟ୍ରେନ୍ ରହଣୀ ଦାବିରେ ନୂଆଗାଁ ବାସିନ୍ଦାଙ୍କ ରେଳରୋକୋ

କରୋନା ମହାମାରୀ ପୂର୍ବରୁ ନୁଆଗାଁ ରେଳ ଷ୍ଟେସନରେ ତପସ୍ୱିନୀ ଏକ୍ସପ୍ରେସ ଏବଂ ଜମ୍ମୁତବୀ ଟ୍ରେନ୍ ରହୁଥିଲା, କିନ୍ତୁ କରୋନା ପରେ ଆଉ ଟ୍ରେନ ଷ୍ଟେସନରେ ରହୁ ନ ଥିବାକୁ ନେଇ ସ୍ଥାନୀୟ ଲୋକେ ବାରମ୍ବାର ରେଲବାଇ ଅଧିକାରୀଙ୍କୁ ଅବଗତ କରାଇଥିଲେ । କିନ୍ତୁ କୌଣସି ସୁଫଳ ମିଳି ନ...

Tara Prasad Bahinipati, Mohammed Moquim
‘ମୋ ଉତ୍ତର ନ ମିଳିଲେ ମୁଁ କଂଗ୍ରେସ ଭବନ ଯିବିନି’

ଦଳୀୟ ରାଜନୀତିକୁ ନେଇ ମୁହାଁମୁହିଁ ହୋଇଛନ୍ତି ତାରା-ମୋକିମ ।

Worm-Infested Rice
ସ୍କୁଲ୍‌ରେ ମିଳୁଛି ମଧ୍ୟାନ୍ନ ଭୋଜନ; ହେଲେ ପିଲା ଘରୁ ଟିଫିନ୍‌ ନେଇ ଆସୁଛନ୍ତି

ଛି ଛି...ଇଏ ଚାଉଳ ସାରା ପୋକ ସାଲୁବାଲୁ। ଯୋଉ ବସ୍ତା ଦେଖିବ ସେଇ ବସ୍ତାରୁ ମେଂଚା ମେଂଚା ପୋକ ବାହରିବ। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଦିଆଯାଉଥିଲା ଏମିତି ଖାଦ୍ୟ। କ୍ୟାମେରା ସାମ୍ନାରେ ଧରାପଡିବା ପରେ ଦେଖନ୍ତୁ ସ୍ଥିତି ହେଲା କଣ?

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।