ମାଲକାନଗିରିରେ ଅଜଣା ରୋଗର ଭୟ । ଅଜଣା ରୋଗରେ ୭ବର୍ଷର ଶିଶୁର ମୃତ୍ୟୁ ହୋଇଛି । ତେବେ ମୃତ୍ୟୁ ସଂଖ୍ୟା ୮ରେ ପହଞ୍ଚିଛି ।
ବାୟୁସେନା ପକ୍ଷରୁ ଓଡ଼ିଶାରେ ଏହି ଚିତାକର୍ଷକ ସୂର୍ଯ୍ୟକିରଣ ସୋ’ ପ୍ରଦର୍ଶିତ ହେବ ।
CMC କାଉନସିଲ ବୈଠକରେ ମେୟରଙ୍କୁ ଟାର୍ଗେଟ କଲେ ବିଜେପି କର୍ପୋରେଟର୍ । ବୈଠକ ଚାଲିଥିବାବେଳେ କଳା ପତାକା ପ୍ରଦର୍ଶନ କରିବା ସହ ହଲ୍ ମଝିକୁ ଆସି ବିଜେପି କର୍ପୋରେଟରମାନେ ବିଭିନ୍ନ ସମସ୍ୟାକୁ ନେଇ ମେୟରଙ୍କୁ ବିରୋଧ କରିଛନ୍ତି ।
ଚାହୁଁ ଚାହୁଁ ବର୍ଷଟେ ବିତିଗଲା । ଅଫେରା ରାଇଜକୁ ଚାଲିଯାଇଥିବା ଲୋକଟି ଆଜି ବି ମନରେ ସେମିତି ନିଜ ଜାଗାରେ ସତେଜ ସ୍ମୃତିଟିଏ ହୋଇ ରହିଛି । ଚିଫ୍ ରିପୋର୍ଟର ସ୍ୱର୍ଗତଃ ଅରିନ୍ଦମ ଦାସଙ୍କର ଆଜି ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ମନେ ପକାଉଛନ୍ତି ସାରା ଓଡ଼ିଶାବାସୀ, ପୂରା ଓଟିଭି...
ବିଡିଓଙ୍କ ମହାନତା । ପିଲାଙ୍କ ଭବିଷ୍ୟତ ପାଇଁ ଯୋଗାଇ ଦେଲେ ମାଗଣା କୋଚିଂ ସେଣ୍ଟର ।
ଭୁବନେଶ୍ୱର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଛି ଜାତୀୟ ହସ୍ତତନ୍ତ ମେଳା । ଆଜିଠୁ ଆରମ୍ଭ ହୋଇଥିବା ଏହି ମେଳା ଅକ୍ଟୋବର ୯ ତାରିଖ ଯାଏଁ ଚାଲିବ ।
ଦୀର୍ଘବର୍ଷ ପରେ ବି କାହିଁକି ହୋଇପାରୁନି ସହମତି? କିଏ ପୁରାଉଛି କେଁ? ନେତା ନା ସରକାର? WODCର ହେଡ୍ କ୍ୱାଟର୍ ସ୍ଥାପନ ନେଇ ଛିଣ୍ଡୁନି ଅଙ୍କ ।
ସ୍କାର୍ଟସ୍କୁଲ୍ ନାଁରେ ଭେଳିକି ଦେଖାଉଛନ୍ତି କି ରାଜ୍ୟ ସରକାର?
ଘୁ ଘୁ ଗର୍ଜନ କରି ମାଡ଼ି ଆସୁଛି ସମୁଦ୍ର । ସ୍ଥଳଭାଗ ମୁହାଁ ଉଛୁଳା ଢେଉ ସହ ଭୟଙ୍କର ଶବ୍ଦ ଆଉ କ୍ଷୀପ୍ର ବେଗ । ସମୁଦ୍ରର ଏଭଳି ଉଗ୍ର ରୂପ, ଆଗରୁ କେବେ ଦେଖାଯାଇନଥିଲା । ଦୁଇ ଦିନ ହେଲାଣି ସାମୁଦ୍ରିକ ଜୁଆର କୂଳ ଖାଇବାରେ ଲାଗିଛି...
କୋହିନୂର ଏକଦା ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ସମର୍ପା ଯାଇଥିବା ଭାରତର ଦୂର୍ମୂଲ୍ୟ ହୀରା ଯେଉଁ କାରଣ ପାଇଁ ବ୍ରିଟିଶ୍ ରାଜବଂଶ ହାତରେ ପଡୁ ନା କାହିଁକି ପୂର୍ବର ବହୁ ନିଷ୍ଫଳ ପ୍ରୟାସ ସତ୍ତ୍ୱେ, ସ୍ୱଦେଶ ଫେରାଇ ଆଣିବାକୁ ଏବେ କିନ୍ତୁ ଜାଗିଛି ଛୋଟ ଆଶା ।
ବହୁ କୁଖ୍ୟାତ ଗ୍ୟାଙ୍ଗଷ୍ଟାର ଦେଶ ସମେତ ବିଦେଶ ତଥା ଭାରତୀୟ ଜେଲରେ ଥାଇ ବି ବାହାରେ ନିଜ ଅପରେସନକୁ ଜୋରଦାର କରୁଛନ୍ତି । ଏହାକୁ ଦମନ କରିବାକୁ NIA ରେଡ କରିଛି ।
ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ମୁଖ୍ୟାଳୟ ଇସ୍ୟୁ ଏକ ସମ୍ବେଦନଶୀଳ ପ୍ରସଙ୍ଗ, ଏହା ପଶ୍ଚିମ ଓଡ଼ିିଶା ଲୋକଙ୍କ ଭାବାବେଗ ସହ ଜଡିତ ଥିବାରୁ ଆସନ୍ତା ୩ ବର୍ଷ ପର୍ଯ୍ୟନ୍ତ ସ୍ଥିତାବସ୍ଥା ବଜାୟ ରଖିବାକୁ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଛି ।
ICC ଟି-୨୦ ବିଶ୍ୱକପ ପାଇଁ ଦଳ ଭାରତୀୟ ଦଳ ଘୋଷଣା କଲା BCCI ।
ପାକିସ୍ତାନର ପରାଜୟ ବରଦାସ୍ତ ହେଲାନି। ଏସିଆ କପ୍ରେ ଶ୍ରୀଲଙ୍କା ଠାରୁ ପାକସ୍ତାନ ହାରିବା ପରେ ରାଗିଗଲେ ପାକିସ୍ତାନ କ୍ରିକେଟ ବୋର୍ଡର ସଭାପତି ରମିଜ ରାଜା। ସାମ୍ବାଦିକଙ୍କ ପ୍ରଶ୍ନରେ ଚିହିଁକି ଉଠିଲେ।
ଉତ୍ତରାଖଣ୍ଡର ପିଥୁରାଗଡ଼ ଜିଲ୍ଲାର ଧାରଚୁଲାରେ ସ୍ଥିତି ସଙ୍ଗୀନ। ବାଦଲ ଫଟା ବର୍ଷା ହେବାରୁ ଅଧ ରାତିରେ ଭାସିଲେ ଲୋକେ, ଭାଙ୍ଗିଲା ଘର। ପାର୍କିଂରେ ଥିବା କାର କୁଆଡେ ଗଲା ମିଳୁନି ଖବର।
ପରୀକ୍ଷାର୍ଥୀ ରେଜଲ୍ଟ ଜାଣିବା ପାଇଁ jeeadv.ac.in ୱେବସାଇଟ୍କୁ ଯାଆନ୍ତୁ ।
ନିଆଁ ଲାଗି ଜଳିଗଲା ଲକ୍ଷ ଲକ୍ଷ ଟଙ୍କାର ପ୍ଲାଷ୍ଟିକ୍ ପାଇପ୍। ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପାଇଁ ଆସିଥିବା ପାଇପ୍ ଗୁଡ଼ିକୁ ଗଦା କରି ରଖାଯାଇଥିବା ବେଳେ ସେଗୁଡ଼ିକ ଜଳିଯାଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଏବଂ ପାଶର୍ବବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି ।
ସରପଂଚ ହେବ ତ ଏମିତି। ଗାଁ ରାସ୍ତା ପାଇଁ ଘରକୁ ଘର ବୁଲି ମାଗିଲେ ଭିକ। ପ୍ରଶାସନକୁ ବାରମ୍ବାର ଅଭିଯୋଗ ପରେ ବି ରାସ୍ତା କାମ ନହେବାରୁ ଏମିତି ଅଭିନବ ଉପାୟରେ ଭିକ ମାଗି ରାସ୍ତା ତିଆରି ପାଇଁ ନେଲେ ନିଷ୍ପତ୍ତି।