ନିର୍ବାଚନ ପାଇଁ ଜୋରସୋରରେ ଚାଲିଛି କ୍ୟାମ୍ପେନ୍। ପ୍ରଚାର ମୈଦାନରେ ଝାଳ ବୁହାଉଛନ୍ତି ପ୍ରାର୍ଥୀ। ଆଉ ଏଥିରେ ସ୍ବାମୀଙ୍କୁ ବରାବର ସାଥ୍ ଦେଉଛନ୍ତି ସ୍ତ୍ରୀ। ନା ଖରାକୁ ଖାତିର ଅଛି ନା ଭିଡ଼କୁ ଭୟ, ଗାଁ ଗାଁରେ ଘରକୁ ଘର ବୁଲି ସ୍ବାମୀଙ୍କ ପାଇଁ ଲାଗି ପଡିଛନ୍ତି ଭୋଟ୍ ଯୋଗାଡ଼ରେ।
ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର 5 ଦିନ। ଦିନକ ପୂର୍ବରୁ ବିକଶିତ ଓଡ଼ିଶା ପାଇଁ 21 ସଂକଳ୍ପ ନାଁରେ ରାଜ୍ୟ ବିଜେପି ତାର ଇସ୍ତାହାର ପ୍ରକାଶ କରି ସାରିଛି। ଏମିତିକି ଏହାକୁ ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି କହି ପ୍ରଚାର ଅଭିଯାନକୁ ଜୋରଦାର୍ କରିଛି। କଂଗ୍ରେସ ବି...
ଦାନା ପାଇଁ ଦାଦନ ସାଜିବାକୁ ପଡୁଛି। ଏହି ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ନିଶାନା ପରେ ଏହା ରାଜ୍ୟର ହଟ୍ ଟପିକ୍ ପାଲଟିଛି।
ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ରହ୍ମପୁର ଓ ନବରଙ୍ଗପୁର ନିର୍ବାଚନୀ ସଭା ସରୁ ସରୁ ଆସନ୍ତାକାଲିଠୁ ଓଡ଼ିଶାକୁ ବିଜେପି କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ। କାଲି ଆସିବେରାଜନାଥ ଓ ବିଷ୍ଣୁ ଦେଓ ସାଏ। ୯ରେ ଗଡ଼କରୀ ଆଉ ହିମନ୍ତ ବିଶ୍ୱଶର୍ମା। ୧୦ରେ ପୁଣି ମୋଦି।
ସରିଲା ତୃତୀୟ ପର୍ଯ୍ୟାୟ ମତଦାନ। ୧୧ ରାଜ୍ୟର ୯୩ ଆସନରେ ପଡ଼ିଲା ଭୋଟ୍ । ଇଭିଏମରେ ସିଲ୍ ହେଲା କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ମନସୁଖ ମାଣ୍ଡଭୀୟ, ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମେତ ବହୁ ହେଭିୱେଟଙ୍କ ଭାଗ୍ୟ। ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହଙ୍କ ସମେତ ବହୁ ଭିଭିଆଇପି ଆଜି...
ସାଧାରଣ ନିର୍ବାଚନର ତୃତୀୟ ଚରଣ ପାଇଁ ପଡ଼ିଲା ଭୋଟ୍। ଇଭିଏମରେ ସିଲ୍ ହେଲା ୧୩ଶହ ୫୧ ପ୍ରାର୍ଥୀଙ୍କ ଭାଗ୍ୟ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରହଲ୍ଲାଦ ଯୋଶୀ, ମନସୁଖ୍ ମାଣ୍ଡଭିୟ, ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମେତ ବିଭିନ୍ନ ଦଳର ବହୁ ହେଭୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି ଭୋଟର।
ନା ଖରାକୁ ଖାତିର ଅଛି ନା ଭିଡ଼କୁ ଭୟ, ଗାଁ ଗାଁରେ ଘରକୁ ଘର ବୁଲି ସ୍ୱାମୀଙ୍କ ପାଇଁ ଲାଗି ପଡିଛନ୍ତି ଭୋଟ୍ ଯୋଗାଡ଼ରେ ସ୍ତ୍ରୀ।
ବ୍ରହ୍ମପୁର ସମାବେଶରେ ନବୀନଙ୍କୁ ମୋଦିଙ୍କ ସିଧା ନିଶାନା। ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଞ୍ଜାମରୁ ସବୁଠୁ ଅଧିକ ଶ୍ରମିକ ଦାଦନ ଖଟିବାକୁ ଯାଉଛନ୍ତି। ସାଉଦି ଆରବରେ ହଇରାଣ ହୋଇଥିଲେ ଖଲ୍ଲିକୋଟ ଅଞ୍ଚଳର ଏହି ଦାଦନ ଶ୍ରମିକ। ନା ଠିକରେ ଖାଇବା ମିଳୁଥିଲା, ନା ଠିକରେ ମଜୁରୀ। ପରେ ବହୁ କଷ୍ଟରେ ସେମାନେ ଘରକୁ ଫେରିଥିଲେ।
ବୈଜୟନ୍ତଙ୍କ ଏହି ରାଲିରେ ରାଜନଗର ବିଧାନସଭା ପ୍ରାର୍ଥୀ ଲଳିତ ବେହେରା ମଧ୍ୟ ସାମିଲ ହୋଇଛନ୍ତି। ଶତାଧିକ କର୍ମୀ ଓ ହଜାର ହଜାର ସମର୍ଥକ ବି ରାଲିରେ ଯୋଗ ଦେଇଛନ୍ତି।
କାହାର ହେବ ଅନୁଗୁଳ ବିଧାନସଭା ଆସନ ? କାହା ସପକ୍ଷରେ ଯିବ ଜନମତ ? ବିଜେପି ପ୍ରତାପ ଚନ୍ଦ୍ର ପ୍ରଧାନଙ୍କୁ ଟିକେଟ ଦେଇଥିବା ବେଳେ ବିଜେଡ଼ି ବିଧାୟକ ରଜନୀକାନ୍ତ ସିଂହଙ୍କ ପତ୍ନୀ ସଂଯୁକ୍ତା ସିଂଙ୍କୁ ଟିକେଟ ଦେଇ ମହିଳା କାର୍ଡ ଖେଳିଛି।
ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ତୟାରି। ଇଭିଏମ ସହ ଗନ୍ତବ୍ୟସ୍ଥଳରେ ପହଞ୍ଚିବାରେ ଲାଗିଛନ୍ତି ପୋଲିଂ ଅଧିକାରୀ। ତୃତୀୟ ପର୍ଯ୍ୟାୟରେ ଭୋଟିଂ ହେବାକୁ ଥିବା ସମସ୍ତ ବୁଥରେ ପହଞ୍ଚିସାରିଛନ୍ତି ପୋଲିଂ ଅଧିକାରୀ ଓ ଅନ୍ୟ କର୍ମଚାରୀ।
ଶିକ୍ଷାଗତ ଯୋଗ୍ୟତାକୁ ଦେଖିଲେ ୪ ଜଣ ଆଦୌ ପାଠ ପଢ଼ି ନାହାନ୍ତି। ମୈଦାନରେ ଅଛନ୍ତି ମାତ୍ର ୩୨ଜଣ ମହିଳା।
ଫେବ୍ରୁଆରୀ ୨୨ରେ ରାଜନାଥଙ୍କ ଡବଲ ଇଂଜିନ ସରକାର ଗଠନର ଦମ୍ଭୋକ୍ତି। ଗତ ୨୮ରେ ବିଜେଡି ସରକାରକୁ ଜେ.ପି. ନଡ୍ଡାଙ୍କ ସିଧା ନିଶାନା। ଆଉ ଆଜି ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶାରେ ସରକାର ବଦଳାଇବାର ହୁଙ୍କାର। ବ୍ରହ୍ମପୁର ମାଟିରୁ ତିନି ତିନି ଜଣ ବିଜେପି ହେଭିୱେଟ୍ଙ୍କ ଆକ୍ରମଣାତ୍ମକ ନିର୍ବାଚନୀ ସଭାକୁ ନେଇ ଚର୍ଚ୍ଚା।
୪ ଜୁନ୍- ବିଜେଡି ସରକାରର ଏକ୍ସପାଏରୀ ଡେଟ୍। ୬ ଜୁନ୍- ବିଜେପିର ମୁଖ୍ୟମନ୍ତ୍ରୀ ଚୟନ। ୧୦ ଜୁନ୍- ଭୁବନେଶ୍ୱରରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ। ଆଜି ବ୍ରହ୍ମପୁର ସଭାରେ ସମର୍ଥକଙ୍କୁ ଏମିତି କିଛି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
ଦୁନିଆକୁ ଭଲରେ ଦେଖିବା ଆଗରୁ ଆଖି ବୁଜିଦେଲା ୧୧ ବର୍ଷର କୁନି ପୁଅ। ସାଙ୍ଗଙ୍କ ସହ କ୍ରିକେଟ ଖେଳୁ ଖେଳୁ ଘଟିଲା ଅଘଟଣ।
ଦକ୍ଷିଣ ଭାରତର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରୁ ପ୍ରାୟତଃ ସାମୁଦ୍ରିକ ମାଛ ସାରା ଦେଶକୁ ପଠାଯାଏ। ବର୍ତ୍ତମାନ ଏକ ରିସର୍ଚ୍ଚରୁ ଜଣାପଡ଼ିଛି ଯେ ମାଛର ଓଜନ ଅଧିକ କରିବା ପାଇଁ ତାଙ୍କୁ ବିଷାକ୍ତ ପଦାର୍ଥ ଦିଆଯାଉଛି।
ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦିଙ୍କୁ ସ୍ୱାଗତ ପାଇଁ ରୁଣ୍ଡ ହୋଇଛନ୍ତି ହଜାର ହଜାର ଜନସାଧାରଣ। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କଲେ ମୋଦି। କହିଲେ କାଲି ମୁଁ ଅଯୋଧ୍ୟାରେ ଥିଲି, ରାମ ଲାଲାଙ୍କୁ ଦର୍ଶନ କଲି । ଆଜି ମହାପ୍ରଭୁ ଜଗନ୍ନାଥଙ୍କ ଭୂମିରେ...
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କିଛି ସମୟ ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ। ଏହାପରେ କଡ଼ା ସୁରକ୍ଷାବଳୟ ମଧ୍ୟରେ ବିମାନ ବନ୍ଦରରୁ ରାଜଭବନକୁ ଯାଇଛନ୍ତି।
ଏଥର ନିର୍ବାଚନ ମୈଦାନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ବହୁ କୋଟିପତି ପ୍ରାର୍ଥୀ। ବିଭିନ୍ନ ରାଜନୈତିକ ଦଳ ସେମାନଙ୍କୁ ପ୍ରାର୍ଥୀ କରିଛନ୍ତି। ପ୍ରଚାର ପାଇଁ ହେଭିୱେଟ୍ ନେତା ଆସୁଛନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି ହେଉଛି। ହେଲେ ଏଥର ନିର୍ବାଚନରେ କିଛି ନିଆରା ନେତା ସାଜିଛନ୍ତି ସ୍ବାଧୀନ ପ୍ରାର୍ଥୀ।
ବଦଳୁଛି ସମୀକରଣ। ଟିକଟ୍ ନପାଇ ଦଳ ଛାଡିବା ନେତାଙ୍କ ସଂଖ୍ୟା ବଢୁଥିବା ବେଳେ ଦଳ ଭିତରେ ବି ରହିଛନ୍ତି ଅନେକ ଅସନ୍ତୁଷ୍ଟ। ଯେଉଁମାନେ କି ଶାସକ ଦଳ ପାଇଁ ଘାତକ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।