ବଢୁଥିବା ଆତ୍ମହତ୍ୟାକୁ ଦେଖିଲେ NCRB ସଦ୍ୟତମ ରିପୋର୍ଟ ବେଶ ଚିନ୍ତା ଜନକ। ରାଜ୍ୟରେ ପ୍ରତିଦିନ ହାରାହାରି ଆତ୍ମହତ୍ୟା କରୁଛନ୍ତି ୧୫ରୁ ଅଧିକ ଲୋକ।
ବିଳାସପୂର୍ଣ୍ଣ ହେଉ କିମ୍ବା ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ଲାଟେଷ୍ଟ ମଡେଲ୍ର ଗାଡ଼ି। ଯଦି ଯାତ୍ରା ସମୟରେ ନିୟମ ପାଳନ କରୁନାହାଁନ୍ତି ତାହେଲେ ଆପଣ ସୁରକ୍ଷିତ ନୁହଁନ୍ତି। ହୁଏତ ଯଦି ନିୟମ ମାନି ସିଟ୍ ବେଲ୍ଟ ପିନ୍ଧିଥାନ୍ତେ, ତାହେଲେ ଆଜି ଜୀବିତ ଥାନ୍ତେ, ଟାଟାସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ୍...
ବିଶ୍ୱସନୀୟତା ନଥିବା ଏକ ସଂସ୍ଥାଠାରୁ ନବୀନ ପୁରସ୍କୃତ ହେବା ପରେ କାହିଁକି ଏଭଳି ବଡ଼ ସେଲିବ୍ରେସନ୍ର ଆୟୋଜନ କରୁଛି ବିଜେଡି? ପୁରସ୍କାର ଆଳରେ କାହିଁକି ଏକ ବଡ଼ ମାହୋଲ ବନାଇବାକୁ ଚେଷ୍ଟା କରୁଛି ଦଳ ?
ଆଶାକର୍ମୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ପରେ ଟାହିଟାପରାର ଶିକାର ହେଲେ ପୀଡିତା...ଏହା ପରେ ଆତ୍ମହତ୍ୟା ପାଇଁ ନିଷ୍ପତ୍ତି ନେଲେ ହେଲେ.
ଘର ଦ୍ୱାର, ବାଡ଼ି ବଗିଚା..ଯୁଆଡେ ଦେଖିବ ଖାଲି ପିମ୍ପୁଡି ମାଳ, ହେଲେ କାରଣ କଣ?…
ସିଏ ଅଫେରା ରାଇଜର ଅତିଥି ହୋଇ ବି ଅମର । ବଖାଣିବା ଦରକାର ନାହିଁ ତାଙ୍କ ପରିଚୟ । ବିଷମ ପରିସ୍ଥିତିରେ ବି ଏମାନେ ଶିକ୍ଷାଦାନ ଭଳି ମହତ ଲକ୍ଷ୍ୟରୁ ବିଚ୍ୟୁତ ହୋଇନାହାଁନ୍ତି।
ରହସ୍ୟଜନକ ହୋଇପଡ଼ିଛି ପାରାଦୀପ ଗଣଦୁଷ୍କର୍ମ ମାମଲା । ଆଗରୁ ୨ ଅଭିଯୁକ୍ତଙ୍କ ଟେଷ୍ଟ ଆଇଡେଣ୍ଟିଫିକେସନ୍ ବା ଟିଆଇ ପରେଡ୍ ସରିଥିବା ବେଳେ ବାକି ୨ ଅଭିଯୁକ୍ତଙ୍କ ଟିଆଇ ପରେଡ୍ ଶନିବାର ହେବାର ଥିଲା । ହେଲେ ଠିକ୍ ସେହି ଦିନ ହିଁ ପୀଡ଼ିତା ନିଖୋଜ ହୋଇଗଲେ ।
ମୁଖ୍ୟମନ୍ତ୍ରୀଙ୍କୁ ମିଳିଲା ଆୱାର୍ଡ, ଜୋସ୍ରେ ବିଜେଡି କ୍ୟାମ୍ପ । ଗତକାଲି ଦିଲ୍ଲୀରେ ଗ୍ରାଣ୍ଡ ସେଲିବ୍ରେସନ୍ ପରେ ଆସନ୍ତାକାଲି ଭୁବନେଶ୍ୱରେ ଶକ୍ତି ପ୍ରଦର୍ଶନ କରିବ ଶଙ୍ଖ ।
ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଜାମୁକୋଳି ନିକଟରେ ଥିବା ଏକ ନର୍ସିଂ କଲେଜର ହଷ୍ଟେଲ୍ ରୁମ୍ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହେବା ପରେ ଏକ ଚିଠି ମିଳିଛି ।
ମାଆ ଚାଲିଯିବା ପରେ ଦଶ ତୁଠରେ ଚାଲିଥିଲା ଦଶାହ କର୍ମ। ଏତିକି ବେଳେ ତୁଠକୁ ଖବର ଆସିଲା ଚାଲିଗଲେ ବାପା। ବାସ୍…୧୦ ଦିନ ତଳେ ଯେଉଁ ଘରେ କାନ୍ଦ ବୋବାଳି ପଡିଥିଲା, ପୁଣି ଥରେ ଛାଇଗଲା ଶୋକ…ବନ୍ଧା ହେଲା କୋକେଇ..
ଚାକିରିଆ ମହିଳାଙ୍କ ପାଇଁ ବଡ଼ ଖବର। ଏଣିକି ମିଳିବ ୨ ମାସ ସ୍ୱତନ୍ତ୍ର ମ୍ୟାଟରନିଟି ଛୁଟି…ଜାଣନ୍ତୁ କାରଣ କ’ଣ..
ମୋ ବୋଉଲୋ…ଦିଦି ଆସିନାହାନ୍ତି ବୋଲି ତାଙ୍କ ଝିଅ ଆଜି ସ୍କୁଲରେ ପାଠ ପଢାଉଛନ୍ତି। ପଚାରିଲେ କହୁଛନ୍ତି, ମମି ତୁ ବିଇଓଙ୍କୁ ଫୋନ୍ କଲୁ। ଆଲୋ ହେଇଲୋ….ଭୁଲ କରିକି ଏତେ ମୁହଁ
ଚାକିରିଆ ମହିଳାଙ୍କ ପାଇଁ ବଡ଼ ଖବର। ଏଣିକି କାରଣ ପାଇଁ ୨ ମାସ ସ୍ବତନ୍ତ୍ର ମିଳିବ ମ୍ୟାଟରନିଟି ଛୁଟି…ଜାଣନ୍ତୁ କାରଣ କଣ
ବାଃ ବାଃରେ ସରକାର। ପୋଲ ଖଣ୍ଡିଏ ତିଆରି କରିପାରିଲାନି। ଉପାୟ ନପାଇ ହଣ୍ଡାରେ ପାର ହେଉଛନ୍ତି ଲୋକ। ଆଉ ହଣ୍ଡାରେ ଯିଏ ନଗଲା ସିଏ ଏମିତି ଜଣଙ୍କ କାନ୍ଧରେ ବସି ପାର ହେଉଛନ୍ତି ନଈ…ପୋଲ ନିର୍ମାଣର ଅବଧି ସରିବାର ୩ ବର୍ଷ ହୋଇଗଲା ହେଲେ ପୋଲ ନିର୍ମାଣ ହେଲାନି
ଆମର ପ୍ରତ୍ୟେକ ପର୍ବରେ ଢୋଲ ନିହାତି ଦରକାର। ଆଉ ପଖାଳ ସାଙ୍ଗରେ ଏଇଆ ଖାଇଲେ ସେ ଯେଉଁ ମଜା…ନୂଆଁଖାଇକୁ ନେଇ କଣ କହୁଛନ୍ତି ସଙ୍ଗୀତ ନିର୍ଦ୍ଦେଶ ଅଭିଜିତ୍ ମଜୁମଦାର ଓ କଣ୍ଠଶିଳ୍ପୀ ସଂଜୁ ମହାନ୍ତି…
ଇଚ୍ଛା ଶକ୍ତି ଆଗରେ ହାର ମାନିଲା ଆର୍ଥିକ ପରିସ୍ଥିତି। ରାସ୍ତା କଡରେ ଠେଲାରେ ଗୁପଚୁପ ବିକି ନିଜ ପାଠ ଖର୍ଚ୍ଚ ନିଜେ ଉଠାଉଛି ଏଇ ଝିଅ। ସୋସିଆଲ ମିଡ଼ିଆରେ ଭାଇରାଲ ହେଲା ଭିଡ଼ିଓ
ମାଆ ଚାଲିଯିବା ପରେ ୧୦ ତୁଠରେ ଚାଲିଛିଲା ଦଶାହ କର୍ମ। ଏତିକି ବେଳେ ତୁଠକୁ ଖବର ଆସିଲା ଚାଲିଗଲେ ବାପା। ବାସ୍…୧୦ ଦିନ ତଳେ ଯେଉଁ ଘରେ କାନ୍ଦ ବୋବାଳି ପଡିଥିଲା ଆଜି ପୁଣି ଥରେ ପଡିଲା କାନ୍ଦବୋବାଳି…ବନ୍ଧା ହେଲା କୋକେଇ…
ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଦୁଇଟି ଘୂର୍ଣ୍ଣିବଳୟ ଆସିବା ସମ୍ଭାବନା ରହିଛି ।
ନାବାଳିକାକୁ ଅପହରଣ ପରେ ୪ ଦିନ ଧରି ଅଟକ ରଖି ଦୁଷ୍କର୍ମ କରାଯାଇଥିବା ଲକ୍ ଥାନାରେ ଅଭିଯୋଗ ହୋଇଛି ।
ବାତ୍ୟା ସୂଚନା ନାହିଁ କି ବାତ୍ୟା ନେଇ କିଛି ଆକଳନ କରାଯାଇନି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।