ଏ ମଣିଷ ନା ରାକ୍ଷସ? ବିଲରେ ପଶି ଧାନ ଖାଇଦେଲା ବୋଲି ଗୋଡେଇ ଗୋଡେଇ ଷଣ୍ଢର ଗୋଡ ହାଣିଦେଲା ନୃଶଂସ ମଣିଷ। ଏବେ ଯନ୍ତ୍ରଣାରେ ଛଟପଟ ହେଉଛି ନିରୀହ ପଶୁ। ସେପଟେ ଷଣ୍ଢର ଅବସ୍ଥାକୁ ଦେଖି ସ୍କୁଲରେ ରଖି ସେବା କରୁଛନ୍ତି ଶିକ୍ଷୟିତ୍ରୀ..
ବର୍ଷେ ନୁହେଁ କି ଦୁଇ ବର୍ଷ ନୁହେଁ...ଲଗାତାର ୮ ବର୍ଷ ହେଲାଣି ରାକ୍ଷୀ ପୂର୍ଣ୍ଣିମାରେ ରକ୍ତଦାନ କରୁଛନ୍ତି ପିସିଆର ହାବିଲଦାର ହୃଷିକେଶ..
ବାଃ ବାଃରେ ଶିକ୍ଷା ବ୍ୟବସ୍ଥା। ଗୋଟିଏ ଶ୍ରେଣୀରେ ଚାଲିଛି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପାଠ ପଢା। ପୁଣି ପିଲାଏ ଯେଉଁଠି ପଢୁଛନ୍ତି ସେଇଠି ଚାଲିଛି ରୋଷେଇ...ଛାତର ଅବସ୍ଥା ଦେଖିଲେ କ୍ଲାସ ରୁମ୍କୁ ଯିବାକୁ ଲାଗିବ ଡର
ମୋ ଶଙ୍ଖା ସିନ୍ଦୂରକୁ ରକ୍ଷା କର, ମୋ ପରିବାରକୁ ବଞ୍ଚାଇ ଦିଅ । ସ୍ୱାମୀର ଜୀବନ ବଞ୍ଚାଇବା ପାଇଁ ଏମିତି କାନି ପାତି କାନ୍ଦୁଛି ସ୍ତ୍ରୀ । ଅପରେସନ୍ ହେଲେ ସ୍ୱାମୀ ବଞ୍ଚିବେ । ହେଲେ ଏତେ ଗୁଡାଏ ଟଙ୍କା ତାଙ୍କ ପାଖରେ ନାହିଁ । ଭେଣ୍ଡିଆ ପୁଅକୁ...
ପୁଣି ବିବାଦରେ ନୀତିନ ଗଡକରୀ। କହିଲେ, ମନ୍ତ୍ରୀ ଚାହିଁଲେ ଆଇନ ଭାଙ୍ଗିବେ ଆଉ ଅଫିସର ଖାଲି ହଁ ମାରିବେ। ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଏଇ ଭିଡ଼ିଓ
ନିଜକୁ ଫିଟ୍ ରଖିବା ପାଇଁ ଆବଶ୍ୟକତାରୁ ଅଧିକ ଏକ୍ସରସାଇଜ୍ ବି ହାର୍ଟ ଆଟାକ୍ର ପ୍ରମୁଖ କାରଣ ପାଲଟୁଛି କିି? କାହିଁକି ନା କମେଡି କିଙ୍ଗ୍ ରାଜୁ ଶ୍ରୀବାସ୍ତବ୍ ଜିମ୍ରେ ବ୍ୟାୟାମ କରିବା ସମୟରେ ହିଁ ହୃଦ୍ଘାତର ଶିକାର ହୋଇ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି ।
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା! ଘର ଆବଣ୍ଟନରେ ନାହିଁ ସ୍ୱଚ୍ଛତା । ପ୍ରକୃତ ହିତାଧିକାରୀଙ୍କୁ ମିଳୁନି ଘର! ଆବାସ ଯୋଜାନକୁ ନେଇ କେନ୍ଦ୍ର-ରାଜ୍ୟ ମଧ୍ୟରେ କଳି ଲାଗି ରହିଥିବାବେଳେ ଯୋଜାନର ଦୁର୍ନୀତି ନେଇ ଗୁମର ଖୋଲିଛନ୍ତିି ଖୋଦ୍ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଂଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂ ।
ୟୁପି ସରକାରଙ୍କ ବଡ଼ ନିଷ୍ପତ୍ତି। ଦଳୀୟ ନେତା ଓ ମନ୍ତ୍ରୀଙ୍କ ଉପରେ ଥିବା ଏଇ ସବୁ ମାମଲା ହେବ ପ୍ରତ୍ୟାହାର। ସ୍କ୍ରିନିଂ କମିଟି ରିପୋର୍ଟକୁ ଅପେକ୍ଷା ରହିଛି ।
ଦାରୁଣ ଦୃଶ୍ୟ...ଭୋକରେ ପେଟ ପୋଡିଯାଉଛି, କିଛି ଖାଇବାକୁ ମିଳୁନି। ଭୋକ ଏତେ ମାତ୍ରାରେ ହେଉଛି ଯେ, ରାସ୍ତାରେ ଥିବା ଡଷ୍ଟବିନରୁ ପଚା ଖାଦ୍ୟ ଖାଇଯାଉଛି ମଣିଷ। ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଭିଡ଼ିଓ
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY)ରେ ବ୍ୟାପକ ଅନିୟମିତତା ହୋଇଛି। ଏପରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଓ ଓଡ଼ିଶାର ପଞ୍ଚାୟତିରାଜ ମନ୍ତ୍ରୀ ଅମାତଙ୍କ ଉପସ୍ଥିତିରେ ଆଜି ସେ ଏପରି କହିଛନ୍ତି।
ସ୍ତ୍ରୀର ମାନ୍ୟତା ଦାବି କରି ଧାରଣାରେ ପ୍ରାୟ ୧୦ ଦିନ ହେଲା ବସି ରହିଛନ୍ତି ଦୀପିକା ।
ନିଜ କାମ ସାରି ବ୍ୟାଙ୍କରୁ ଘରକୁ ଫେରୁଥିବା କର୍ମଚାରୀ ହଠାତ୍ ମଝିରୁ ଗାଏବ ହୋଇଯାଇଛନ୍ତି। ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ତାଙ୍କ ପତ୍ତା ମିଳୁନି ।
ହୀରାକୁଦ ଜଳଭଣ୍ଡାରର ୫ଟି ଗେଟ୍ ଖୋଲିଲା। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ୫ଟି ଗେଟ୍ ଖୋଲାଯାଇଛି।
ଜଷ୍ଟିସ ଉଦୟ ଉମେଶ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି । ଆଜି ତାଙ୍କ ନାମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧିବଦ୍ଧ ଭାବେ ମୋହର ମାରିଛନ୍ତି।
ନିଶା ନିବାରଣ କେନ୍ଦ୍ରରେ ନିର୍ଯାତନା । ଦିବ୍ୟାଙ୍ଗ ଯୁବକଙ୍କୁ ପ୍ଲାଷ୍ଟିକ ପାଇପ୍ରେ ମାଡ । ଜୋର ଜବରଦସ୍ତ ପାଦ ଚଟାଇଲେ ମାଲିକ ।
ବର୍ଷା ଦେଲା ଧୋକା। ଠିକ୍ ସମୟରେ ବର୍ଷା ହେଲାନି କି କେନାଲରେ ପାଣି ଆସିଲାନି। ଜମି ଫାଟି ଆଁ କଲାଣି। କେମିତି ଚାଷ କରିବ, କେମିତି ଋଣ ସୁଝିବ ସେଇ ଚିନ୍ତାରେ ଚାଷୀ।
ରାତି ଅଧରେ ଘର ଭାଙ୍ଗିଦେଲା ଦନ୍ତା। ଝୋ ଝୋ ବର୍ଷାରେ କୁଆଡେ ଯିବେ ପରିବାର? କିଛି ବୁଦ୍ଧିବାଟ ପାଇଲେନି...ସିଧା ରେଂଜରଙ୍କ କାର୍ଯ୍ୟାଳୟ ସାମ୍ନାରେ ବସିଲେ। କହିଲେ, ଆମକୁ ଘର ଦେବ ତ ଆମେ ଯିବୁ, ନହେଲେ ଏଇଠି ରହିବୁ। ସେପଟେ ପରିବାରକୁ ଦେଖି ଅଫିସ୍ରେ ତାଲା ପକାଇ ପଳାଇଲେ...
ଟିକିଏ ଛାଡୁଛି ତ ପୁଣି ଘଣ୍ଟାଏ କାଚୁଛି । ୪ଦିନ ହେଲା ଛାଡ଼ିବାର ନାଁ ନେଉନି ବର୍ଷା । ଦକ୍ଷିଣରୁ ପଶ୍ଚିମ ରାଜ୍ୟରେ କେଉଁଠି କେମିତି କୋପ ଦେଖାଇଛି ଅବିଶ୍ରାନ୍ତ ବର୍ଷା ।
ରାଜ୍ୟ ରାଜନୀତି ଫୋକସ୍ରେ ଜନଜାତି ଭୋଟ୍ବ୍ୟାଙ୍କ । ଏହି ବର୍ଗର ଭୋଟରଙ୍କୁ ହାତରେ ରଖିବାକୁ କ୍ଷମତାଶୀନ ବିଜେଡି ଓ ବିଜେପି ଭିତରେ ପ୍ରତିଯୋଗିତା ।
ଦିନେ ମୂଲମଜୁରୀ ଲାଗୁଥିଲେ, ଦାଦନ ବି ଯାଉଥିଲେ। କିନ୍ତୁ ଏମାନଙ୍କ ଜୀବନ ବଦଳାଇ ଦେଲା କଣ୍ଢେଇ...ଏମିତି ସୁନ୍ଦର ସୁନ୍ଦର କଣ୍ଢେଇ ତିଆରି କରି ମାସକୁ ରୋଜଗାର କରୁଛନ୍ତି ୨୦ ହଜାର