ଗତକାଲି ୧୦ଟି ସହରରେ ପାରଦ ୩୯ ଡିଗ୍ରୀ ଟପିଥିଲା। ୪୦.୫ ଡିଗ୍ରୀ ସହ ପାରଳାଖେମୁଣ୍ଡି ଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର।
ଇଣ୍ତିଗୋ ବିମାନରେ ଇନ୍ଧନ ଅଭାବ ଯୋଗୁ ଦିଲ୍ଲୀରେ ଅବତରଣ କରିବାକୁ ଥିବା ବିମାନ ଚଣ୍ତିଗଡ଼ରେ ଅବତରଣ କଲା। ଶନିବାର ଏହି ଘଟଣା ଘଟିଛି। ଏହି ଘଟଣା ଏବେ ଚହଳ ସୃଷ୍ଟି କରିଛି।
କେବଳ ସାଢେ ୮ ମିଟର ଲମ୍ବ ପାରମ୍ପରିକ ଡଙ୍ଗାକୁ ଏହି କଟକଣାରୁ ବାଦ କରାଯାଇଛି। ଓଡିଶା ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଗୁଞ୍ଜାମ, କୁଜଙ୍ଗ, ବାଲୁଗାଁ, ବାଲେଶ୍ବର, ପୁରୀ ମତ୍ସ୍ୟ ଅଧିକାରୀଙ୍କୁ ଚିଠି କରାଯାଇଛି।
ଜଣେ ୧୫ ବର୍ଷୀୟ ବାଳକ ଜଣେ ୧୫ ବର୍ଷୀୟ ନାବାଳିକାଙ୍କୁ ରାସ୍ତାରେ ଦୁର୍ବ୍ୟବହାର କରିଛି। ଏହା ସହ ତାଙ୍କୁ ଚପଲ୍ରେ ନିଜକୁ ମାରିବାକୁ ବାଧ୍ୟ କରିଥିବା ଅଭିଯୋଗ ବି ହୋଇଛି।
୧୬ ନମ୍ବର ଜାତୀୟ ରାଜପଥରରେ ଏକ କାର ଡିଭାଇଡରକୁ ଧକ୍କା ଦେବାରୁ ଘଟଣା ସ୍ଥଳରେ କାରରେ ଥିବା ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।
ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ କେନ୍ଦ୍ରାପଡ଼ାରେ ବିଭିନ୍ନ ସଂଗଠନ ପକ୍ଷରୁ ହିନ୍ଦୁ ଏକତା ଶୋଭାଯାତ୍ରା ଆୟୋଜନ କରାଯାଇଛି। ଏହି ଶୋଭାଯାତ୍ରାରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ବିଜେପି ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହୋଇଛନ୍ତି।
ଆଜିଠାରୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ସକାଳୁ ଦ୍ୱାର ଫିଟା ସମୟରେ ଦୁଇଜଣ ଓ ସନ୍ଧ୍ୟାରେ ଆଳତୀ ସମୟରେ ୨ଜଣ ପ୍ରତିହାରୀ ସେବକ ମୁତୟନ ରହିବେ।
ଦ୍ୱିତୀୟ ପର୍ଯ୍ୟାୟରେ କଂଗ୍ରେସ ୯ ଜଣ ସାଂସଦ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି।
ବିଜେଡିରୁ ଟିକେଟ୍ ପଛରେ କାମ କରୁଛି କି ମାଇନ୍ସ ଲବି ? ଶାସକ ଦଳର ପ୍ରାର୍ଥୀ କିଏ ହେବ ସେ ନିଷ୍ପତ୍ତି ନେଉଛନ୍ତି କି ଖଣି ମାଲିକ ? ଖଣି ଅଞ୍ଚଳ କୋରାପୁଟ ଜିଲ୍ଲାରେ ବିଜେଡି ଟିକେଟ କିଣି ନେଲେ କି କର୍ପୋରେଟ ସଂସ୍ଥା ?
କନ୍ଧମାଳରେ ବିଜେଡିର ସାଂସଦ ପ୍ରାର୍ଥୀଙ୍କୁ ବିରୋଧ। ଅଚ୍ୟୁତ ସାମନ୍ତ ଅଣ ଆଦିବାସୀ କହି କୁଇ ସମାଜର ପ୍ରତିବାଦ। ପ୍ରାର୍ଥୀ ପ୍ରତ୍ୟାହାର ଦାବିରେ କନ୍ଧମାଳ ବନ୍ଦ ଡାକରା। କ୍ୟାମ୍ପେନ ଆରମ୍ଭ ହେବା ପୂର୍ବରୁ କନ୍ଧମାଳ ରାଜନୀତି ସରଗରମ।
ପାଟକୁରା ତିକନପୁରରେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ପ୍ରଚାର। ନିର୍ବାଚନୀ ପ୍ରଚାରରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବୈଜୟନ୍ତ।
ବିକ୍ରମାଦିତ୍ୟ ସିମଲା ଗ୍ରାମାଞ୍ଚଳରୁ ଦୁଇ ଦୁଇ ଥର ବିଧାୟକ ହୋଇଛନ୍ତି। ଏଥିସହ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିରଭଦ୍ର ସିଂହଙ୍କ ପୁଅ। ତାଙ୍କର ମଣ୍ଡିରେ ଲୋକପ୍ରୀୟତା ଅଛି ବୋଲି କଂଗ୍ରେସର ଶିର୍ଷକ ନେତା ଅନୁଭବ କରିଛନ୍ତି।
ମୋଦି ଗେମର୍ସଙ୍କୁ କହିଛନ୍ତି ଯେ, ମୁଁ ନିର୍ବାଚନ ବେଳେ ଯଦି ଏହି ଶବ୍ଦ ବ୍ୟବହାର କରେ, ତେବେ ଆପଣମାନେ ଆଶ୍ଚର୍ଯ୍ୟ ହେବେ ଯେ ମୁଁ କାହାକୁ କହୁଛି।
କୁନି ପିଲା। ନାଁ ରିଧି ସାମନ୍ତରାୟ। ବୟସ ମାତ୍ର ୫ ବର୍ଷ। ୟୁକେଜିରେ ପଢୁଛି କୁନି ଝିଅ। ହସ ହସ ମୁହଁ। କଥା ଠିକ ସେ କହି ପାରୁନି। ତଥାପି ଏହି ବୟସରେ ଘୋଡାକୁ ଦୌଡାଇବା ସହ ତାକୁ ଆୟତ୍ତ କରିପାରିବାରେ ମାହିର ରିଧି।
ରାଜଧାନୀରେ ଥରହର କଲେଣି ଲୁଟେରା। ଆପାର୍ଟମେଣ୍ଟ ହେଉ ଅବା ଘର। କାହାକୁ ଯେଭଳି ଖାତିର ନାହିଁ।
ବିଜେଡି ମୋତେ ଠକି ଦେଲା, ଟିକେଟ ଆଉ ଜଣଙ୍କୁ ବିକିଦେଲା। ମୋତେ କୋଟିଏ ଟଙ୍କା ଦେଇ ମ୍ୟାନେଜ କରିବାକୁ ଚେଷ୍ଟା କଲା। ଟିକେଟ ନମିଳିବା ପରେ ବିଜେଡି ବିରୋଧରେ ଏମିତି ସାଂଘାତିକ ଅଭିଯୋଗ ଆଣି ଦଳ ଛାଡି ବିଜେପିରେ ସାମିଲ ହୋଇଛନ୍ତି ଲକ୍ଷ୍ମୀପୁର ପୂର୍ବତନ ବିଧାୟକ କୈଳାସ କୁଲେସିକା।
ବିଜେଡ଼ିକୁ ବାଏ ବାଏ କହି ଦଳକୁ ଏକପ୍ରକାର ସେଲିବ୍ରିଟି ଶୂନ୍ୟ କରିଦେଲେ ଜଣଙ୍କ ପରେ ଜଣେ ଅଭିନେତା। ସେ ସିଦ୍ଧାନ୍ତ ହୁଅନ୍ତୁ ଅବା ଆକାଶ, ଅନୁଭବ ହୁଅନ୍ତୁ ଅବା ଅରିନ୍ଦମ। ଫଳରେ ବିଜେଡିକୁ ଘାରିଛି କ୍ରାଉଡ୍ ପୁଲର୍ ଚିନ୍ତା।
ଆଗେ ଲୋକସଭା ପାଇଁ ଯାଜପୁରରୁ ନେତା ଆଣି ଥୋପିଲେ, ଆଉ ଏବେ ବିଧାନସଭା ପାଇଁ ଜଣେ ଅନିଛୁକ ପ୍ରାର୍ଥୀଙ୍କୁ ଟିକେଟ୍ ଦେଇଛି ବିଜେଡି। ଆମେ କହୁଛୁ ସମ୍ବଲପୁର କଥା। କାଲି ଏ ସିଟ୍ ରେ ଭେଟେରାନ୍ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଜେଡି ପ୍ରାର୍ଥୀ କରିବା ପରେ ସେ କୁଆଡ଼େ ଖୁସିନଥିବା...
ବିଜେଡିକୁ ମ୍ୟାଜିକ୍ ଫଳ ଦେବ କି ନମ୍ବର ନାଇନ୍ ? କାରଣ ଦଳ ଏବେ ସଂଖ୍ୟା ୯କୁ ବେଶି ଗୁରୁତ୍ବ ଦେଉଛି ଜ୍ୟୋତିଷଶାସ୍ତ୍ରୀଙ୍କ ପରାମର୍ଶ କ୍ରମେ ନା ଏହା ସଂଯୋଗ ମାତ୍ର, ତାକୁ ନେଇ ଚର୍ଚ୍ଚା।