• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

Manoranjan Behera

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରା ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।

less

Posts by Manoranjan Behera

Atal Setu
ଲୋକାର୍ପିତ ହେଲା ଦେଶର ସବୁଠାରୁ ଲମ୍ବା ପୋଲ ‘ଅଟଳ ସେତୁ’

ଆରବ ସାଗର ଉପରେ ନିର୍ମାଣ ହୋଇଛି ଏହି ସେତୁ । ୧୮ ହଜାର କୋଟି ଟଙ୍କା ବ୍ୟୟରେ ନିର୍ମିତ ୬ ଲେନ ବିଶିଷ୍ଟ ଏହି ଟ୍ରାନସ୍ ହାର୍ବର ସି ଲିଙ୍କ ସେଣ୍ଟ୍ରାଲ ମୁମ୍ବାଇକୁ ନଭି ମୁମ୍ବାଇ ସହ ସଂଯୋଗ କରୁଛି ।

Gajapati Maharaja
ଶ୍ରୀନଅରରେ ଗଜପତି ମହାରାଜାଙ୍କ ଆଚାର୍ଯ୍ୟ ବରଣ

ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ଅଙ୍କୁରପୂଜନ ହେବ । ୧୪ ତାରିଖରେ ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ୱଜାସ୍ଥାପନ ଓ ତୋରଣ ସ୍ଥାପନ ହେବ । ୧୫ ତାରିଖ ସକାଳ ସାଢ଼େ ୭ଟାରେ ଅଖଣ୍ଡଦୀପ ସ୍ଥାପନ ସନ୍ଧ୍ୟା ୬ଟା ଭିତରେ ପଞ୍ଚକର୍ମ, ସରିବ ।

Cleanest Cities
ଇନ୍ଦୋର, ସୁରତ ସବୁଠୁ ସଫା ସହର; ୨ୟ ରେ ନଭି ମୁମ୍ବାଇ, ୩ୟରେ..

ସ୍ୱଚ୍ଛ ସର୍ବେକ୍ଷଣରେ ଉଭୟ ଇନ୍ଦୋର ଓ ସୁରତ ଯୁଗ୍ମ ଭାବେ ପ୍ରଥମ ବିବେଚିତ ହୋଇଛନ୍ତି ।

Crime Against Women
ହସ୍ପିଟାଲ୍‌ ବେଡ୍‌ରେ ମାଆ-ପୁଅଙ୍କୁ ଛାଡ଼ି ଫେରାର୍‌ ସ୍ୱାମୀ

ହସ୍ପିଟାଲରେ ୧୦ ଦିନର ଶିଶୁପୁତ୍ର ଓ ସ୍ତ୍ରୀକୁ ଛାଡ଼ି ପଳାଇଛି ସ୍ୱାମୀ। ମେଡିକାଲ ବେଡ୍‌ରେ ୧୦ ଦିନ ହେବ ସ୍ୱାମୀର ବାଟକୁ ଅନାଇ ବସିଛି ସ୍ତ୍ରୀ।

Ayodhya Ram Mandir
ଭବ୍ୟ, ଦିବ୍ୟ ରୂପରେ ସଜେଇ ହେଉଛି ଅଯୋଧ୍ୟା ରାମ ମନ୍ଦିର..ଦେଖନ୍ତୁ ଫଟୋ..

ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉପଲକ୍ଷେ ରାମଭକ୍ତିରେ ଗଦଗଦ ସାରା ଭାରତ । ରାତିରେ ବହୁଗୁଣ ବଢ଼ିଯାଉଛି ରାମ ମନ୍ଦିର ଗର୍ଭଗୃହ ସୌନ୍ଦର୍ଯ୍ୟ । ପଥରର ସୂକ୍ଷ୍ମ କାରିଗରୀକୁ ଅଧିକ ଆକର୍ଷଣୀୟ କରୁଛି ସୌମ୍ୟ-ଶୁଭ୍ର ଆଲୋକ ସଜ୍ଜା । ପବିତ୍ର ମୁହୂର୍ତ୍ତ ଯେତିକି ପାଖେଇ ଆସୁଛି, ସେତେ ଦିବ୍ୟ ହୋଇଉଠୁଛି ଅଯୋଧ୍ୟା...

New Born Baby
ମୃତ୍ୟୁ ସହ ଲଢ଼ି ଜିତିଲା ବିଜୟିନୀ; ଆଜି ଡିସଚାର୍ଜ ହେଲା ଭିମସାରର ଅଲିଅଳି ଝିଅ

ଗତ ମାସେ ହେଲା ଭୀମସାରରେ ଚିକିତ୍ସାଧୀନ ରହିଥିଲା ବିଜୟିନୀ । ଗତ ମାସ ୧୨ରେ ଲାରିପାଲି ନିକଟରେ ବୋରୱେଲରୁ ଉଦ୍ଧାର ହୋଇଥିଲା ଏହି ଶିଶୁକନ୍ୟା ।

Mother Daughter Death
୬ ମାସର କଅଁଳା ଛୁଆକୁ କାଖରେ ଧରି ୧୬ ମହଲାରୁ ଡେଇଁପଡ଼ିଲା ମାଆ

ଏ କେମିତିକା ମାଆ..ନିଜ ଜୀବନକୁ ତ ଲୋଭ ନାହିଁ, ହେଲେ ୬ମାସର କୁନି ଝିଅର ଜୀବନ କଥା ତ ଟିକେ ଭାବିଥାନ୍ତା ।

Shivlings
ଅଯୋଧ୍ୟାରେ ନେପାଳୀ ବାବାଙ୍କ ମହାଯଜ୍ଞ; ସାମିଲ ହେବେ ୨୧ ହଜାର ପଣ୍ତିତ

ଜାନୁଆରୀ ୧୪ରୁ ୨୫ ଯାଏ ଏହି କାର୍ଯ୍ୟକ୍ରମ ଚାଲିବ । ଏଥିପାଇଁ ୧୦୦ଏକର ଜାଗାରେ କୁଡ଼ିଆ ବି ନିର୍ମିତ ହୋଇଛି ।

Lal Krishna Advani
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ଲାଲକୃଷ୍ଣ ଆଡଭାନୀ

ଗତକାଲି ବିଶ୍ୱ ହିନ୍ଦୁ ପରିଷଦର ଆନ୍ତର୍ଜାତିକ କାର୍ଯ୍ୟକାରୀ ସଭାପତି ଆଲୋକ କୁମାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ବାସଭବନକୁ ଯାଇ ନିମନ୍ତ୍ରଣ ପତ୍ର ଦେଇଥିଲେ ।

IND Vs AFG
ଭାରତ-ଆଫଗାନିସ୍ତାନ ପ୍ରଥମ ଟି-ଟ୍ୱେଣ୍ଟି; ଖେଳିବେନି କୋହଲି ଓ ରାସିଦ୍‌

ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଏହି ସିରିଜ ଖେଳିବ । ତେବେ ସିରିଜର ପ୍ରଥମ ମ୍ୟାଚ ଖେଳିବେନି ବିରାଟ କୋହଲି ।

Group Clash
ବଣଭୋଜିରୁ ଗଣ୍ଡଗୋଳ; ସାଙ୍ଗ ସାଙ୍ଗ ଭିତରେ ପିଟାପିଟି ସହ ଫୁଟିଲା ଗୁଳି

ଗୁଳିମାଡରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଦୁଇ ଜଣ ଆହତ ହୋଇଛନ୍ତି ।

Fog
ଘୋଡ଼େଇ ରଖିଛି ଘନ କୁହୁଡ଼ି; ଗାଡ଼ି ଚଳାଚଳ ବାଧାପ୍ରାପ୍ତ..

ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, କେନ୍ଦ୍ରାପଡା, ରାଉରକେଲା, ଅନୁଗୁଳ ଓ ଫୁଲବାଣୀରେ ଘନ କୁହୁଡି ଦେଖିବାକୁ ମିଳିଥିଲା ।

Farooq Abdullah
ଫାରୁକ୍ ଅବଦୁଲ୍ଲାଙ୍କୁ ଇଡିର ସମନ୍; ଟଙ୍କା ହେରଫେର୍‌ର ସାଙ୍ଘାତିକ ଅଭିଯୋଗ..

ଜମ୍ମୁ ଓ କାଶ୍ମୀର କ୍ରିକେଟ ଆସୋସିଏସନର ଟଙ୍କାକୁ ବେଆଇନ ଭାବେ କିଛି ବ୍ୟକ୍ତିଙ୍କ ଆକାଉଣ୍ଟରେ ଜମା କରାଯାଇଥିବା ଅଭିଯୋଗ ରହିଛି ।

Delivery Boy
ପିଠିରେ ସ୍ୱିଗି, କାନ୍ଧରେ ଜୋମାଟୋ; ପ୍ରକୃତରେ କାହା ପାଇଁ କାମ କରୁଛନ୍ତି ଏହି ଡେଲିଭରି ବୟ ?

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଫଟୋରେ ଦେଖିବାକୁ ମିଳିଛି ଯେ ଜଣେ ଫୁଡ୍‌ ଡେଲିଭରି ବୟ ଯିଏକି ଦୁଇଟି ଭିନ୍ନ କମ୍ପାନୀର ଲୋଗୋରେ ଖାଦ୍ୟ ଡେଲିଭରି କରୁଛନ୍ତି ।

Crime
ନୃଶଂସ ପ୍ରେମିକ !! ପ୍ରେମିକାକୁ ବୁଲିବାକୁ ଡାକି ନେଇ ଛୁରୀ ଭୁଷିଲା..

ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ଝଗଡା ହୋଇଥିଲା । ଏହାକୁ ନେଇ ବିବାଦ ତେଜିବାରୁ ପୂର୍ବ ଯୋଜନା ମୁତାବକ ନିବେଦିତାଙ୍କୁ ଏକ ଛୁରୀରେ ୧୦ରୁ ଅଧିକ ଥର ଭୁଷିଥିବା ଅଭିଯୋଗ ହୋଇଛି ।

Children Deaths
ମଶା ମାରିବାକୁ ଧୂଆଁ କରିଥିଲେ; ସକାଳୁ ୫ ଚାଲିଗଲେ

ଗୋଟିଏ ଘରେ ମୋଟ ୭ ଜଣ ଶୋଇଥିଲେ । ରାତିରେ ଶୋଇବା ବେଳେ ଘରେ ମଶା ଧୂପ ଲଗାଇଥିଲେ । ହଠାତ ରାତିରେ ଅତ୍ୟଧିକ ଧୂଆଁ କାରଣରୁ ଶୋଇଥିବା ୫ ଶିଶୁଙ୍କ ନିଃଶ୍ୱାସ ନେବାରେ ଅସୁବିଧା ହୋଇଥିଲା । ତା’ପରେ..

Cricketer Death
କ୍ରିକେଟ୍‌ ଫିଲ୍ଡରେ ଅଘଟଣ; ମୁଣ୍ତରେ ବଲ୍‌ ବାଜି ଟଳିପଡ଼ିଲେ କ୍ରିକେଟର..

ମୁମ୍ବାଇରେ କ୍ରିକେଟ ଖେଳ ଚାଲିଥିବା ବେଳେ ଏହି ଅଘଟଣ ଘଟିଛି । ମୃତକ ହେଲେ ୫୨ ବର୍ଷୀୟ ଜୟେଶ ସାୱାଲା ।

Urinated
ରାକ୍ଷସ ପାଲଟିଲା ପୋଲିସ; ବନ୍ଧୁକ ମୁନରେ ଡରାଇ ମୁହଁରେ ପରିସ୍ରା କଲା..

କାନପୁର ପୋଲିସର ଜଣେ ହେଡ୍‌ କନଷ୍ଟେବଳ ଓ ୧୨ ଜଣ ମିଶି MCA ପଢୁଥିବା ଜଣେ ୨୩ ବର୍ଷୀୟ ଛାତ୍ର ଆୟୁଷ ଦ୍ୱିବେଦୀଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି ।

Dillip Deadbody
ହାଇଟେକ୍ ଟ୍ରାଜେଡି; ଦିଲୀପଙ୍କ ଶବ ନେଲେ ପରିବାର ଲୋକେ

ମୃତକୁ ଜୀବିତ ଏବଂ ଜୀବିତକୁ ମୃତ ଦର୍ଶାଇ ଶବ ଅଦଳ ବଦଳ କରିବାରେ କାହାର ହାତ ରହିଛି ? ଏତେ ବଡ ଭୁଲ ପାଇଁ ଦାୟୀ କିଏ ?

Air Pollution In Odisha
ରାଜ୍ୟରେ ଅସହ୍ୟ ହେଲାଣି ବାୟୁ ପ୍ରଦୂଷଣ; ଦିଲ୍ଲୀକୁ ଟପିଲା ଅନୁଗୁଳ

ଦିଲ୍ଲୀରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ବା AQI ୩୪୩ ଥିବା ବେଳେ ଅନୁଗୁଳରେ ରହିଛି ୩୫୭ ।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।