• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

Manoranjan Behera

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରା ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।

less

Posts by Manoranjan Behera

Virat Kohli Sister
ପିଲାଦିନେ ଭଉଣୀଙ୍କଠୁ ମାଡ଼ ଖାଇଥିଲେ ବିରାଟ..ହେଲେ କାହିଁକି ?

କ୍ରିକେଟ୍‌ ପ୍ରସଙ୍ଗ ହେଉ ବା ତାଙ୍କ ବ୍ୟକ୍ତିଗତ ଜୀବନ, ସବୁବେଳେ ସୋସିଆଲ୍‌ ମିଡିଆରେ ଟ୍ରେଣ୍ତ କରନ୍ତି କୋହଲି ।

Ind Vs SA
ପ୍ଲେଇଙ୍ଗ୍‌ ଇଲେଭେନ୍‌ରେ ଜାଡେଜା ଆଉଟ୍‌, ଅଶ୍ୱିନ୍‌ ଇନ୍‌; ଡେବ୍ୟୁ କଲେ ପ୍ରସିଦ୍ଧ କ୍ରିଷ୍ଣା

ଜାଡେଜାଙ୍କ ପିଠିରେ ଯନ୍ତ୍ରଣା କାରଣରୁ ସେ ପ୍ଲେଇଙ୍ଗ ଇଲେଭେନ୍‌ରେ ସ୍ଥାନ ପାଇନାହାନ୍ତି । ଅନ୍ୟପକ୍ଷରେ ଆଜି ଭାରତ ପାଇଁ ଟେଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରସିଦ୍ଧ କ୍ରିଷ୍ଣା ।

ISRO
Year Ender 2023: ISRO ପାଇଁ ବିଶ୍ୱ ଦରବାରରେ ଚମକୁଛି ଭାରତ

୨୦୨୩ ବର୍ଷଟି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ବେଶ୍‌ ଗର୍ବିତ ଓ ସ୍ମରଣୀୟ ବର୍ଷ । କାହିଁକି ନା ଏହି ବର୍ଷ ଆମ ଦେଶର ଚମକ ସାରା ବିଶ୍ୱ ଦେଖିଛି । ଆମର ପରାକାଷ୍ଠାକୁ ସାରା ବିଶ୍ୱ ପ୍ରଶଂସା କରିଛି । ମହାକାଶ ବିଜ୍ଞାନ କ୍ଷେତ୍ରରେ ଭାରତ ବେଶ୍‌ ଆଗକୁ...

Drone Attack
ଆମେରିକାର ଚାଞ୍ଚଲ୍ୟକର ତଥ୍ୟ; ଡ୍ରୋନ୍ ଆଟାକ ପଛରେ ଇରାନ!

ଇରାନରୁ ଏହି ଡ୍ରୋନ୍ ଆକ୍ରମଣ କରାଯାଇଥିବା ଆମେରିକାର ପ୍ରତିରକ୍ଷା ମୁଖ୍ୟାଳୟ ପେଣ୍ଟାଗନ ପକ୍ଷରୁ କୁହାଯାଇଛି ।

Christmas Celebrations
କାଲି ବଡ଼ଦିନ; X-Mass ଟ୍ରି ସାଙ୍ଗକୁ ଚିକିମିକି ଆଲୋକରେ ଝଲସିଲାଣି ଚର୍ଚ୍ଚ

ବଡଦିନ ପାଳନ ପାଇଁ ଚର୍ଚ୍ଚ ଗୁଡିକ ମଧ୍ୟ ସଜେଇ ହୋଇଛି । କ୍ରିସମସ୍ ଟ୍ରି ଏବଂ ରଙ୍ଗୀନ ଆଲୋକ ମାଳାରେ ଝଲସୁଛି ଚର୍ଚ୍ଚ । ପ୍ରଭୁ ଯୀଶୁଙ୍କୁ ସ୍ୱାଗତ କରିବାକୁ ଚର୍ଚ୍ଚରେ ବ୍ୟାପକ ଆୟୋଜନ କରାଯାଇଛି ।

Kamiya Jani
ମୁହଁ ଖୋଲିଲେ କାମିୟା: କହିଲେ..ମୁଁ ବିଫ୍‌ ଖାଏନି କି ପ୍ରୋତ୍ସାହନ କରେନି

ସୋସିଆଲ ମିଡିଆରେ ଏକ ଭିଡିଓ ବାର୍ତ୍ତା ଜାରି କରି ପ୍ରତିକ୍ରିୟା ରଖିଛନ୍ତି ବ୍ଲଗର କାମିୟା ଜାନି ।

Crimes In Odisha
ଘର ଛାଡ଼ିବାକୁ କହିବାରୁ ମାଲିକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା

ଘର ଛାଡ଼ିବା ପାଇଁ କହିବାରୁ ମାଲିକଙ୍କୁ ପିଟି ପିଟି ହତ୍ୟା କଲା ଭଡ଼ାଟିଆ। ପରେ ଜଙ୍ଗଲରେ ଯାଇ ଲୁଚିଥିବା ବେଳେ ଅଭିଯୁକ୍ତକୁ କାବୁ କରିଛି ପୋଲିସ।

Mask For COVID
ପଜିଟିଭ୍‌ ଚିହ୍ନଟ ପରେ ବଢ଼ିଲା ଚିନ୍ତା; ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ପରାମର୍ଶ..

କରୋନା କଡ଼ ଲେଉଟାଇବା ପରେ ତତ୍ପର ହେଲା ସ୍ୱାସ୍ଥ୍ୟ ବିଭାଗ । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ।

Kamiya Jani
ଧର୍ମେନ୍ଦ୍ରଙ୍କ ପରେ ଗିରିରାଜଙ୍କ ଆପତ୍ତି: କାମିୟାଙ୍କୁ ମନ୍ଦିରକୁ କେମିତି ନେଲେ ପାଣ୍ଡିଆନ ? କାର୍ଯ୍ୟାନୁଷ୍ଠାନ କେବେ ?

କାମିୟାଙ୍କୁ ଜଗନ୍ନାଥ ମନ୍ଦିର ପ୍ରବେଶ ଏବଂ ଅବଢା ଖୁଆଇବାକୁ ନେଇ ବିଜେପି ଲଗାତାର ଭାବେ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଟାର୍ଗେଟ କରି ଆସୁଛି ।

COVID-19
ବଢୁଛି ସଂକ୍ରମଣ ! ରାଜ୍ୟରେ ଆଉ ଏକ କରୋନା ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Wallaby, Livingstone Turaco
ନନ୍ଦନକାନନରେ ୪ ନୂଆ ଅତିଥି; ଦୁଇଟି ୱାଲାବି ସାଙ୍ଗକୁ ୨ଟି ଲିଭିଂଷ୍ଟୋନ

ନନ୍ଦନକାନନର ପ୍ରତିଷ୍ଠା ଦିବସ ଡିସେମ୍ବର ୨୯ ତାରିଖରେ ପର୍ଯ୍ୟଟକମାନେ ଏହି ୪ ନୂଆ ଜନ୍ତୁଙ୍କୁ ଦେଖିପାରିବେ ।

Raghubar Das
ରାୟଗଡ଼ା ଗସ୍ତରେ ରାଜ୍ୟପାଳ; ଅସହାୟ ଲଳିତାଙ୍କୁ ଦେଲେ ୨୫ ହଜାର ଟଙ୍କା

ରାୟଗଡ଼ା ବ୍ଲକ୍ ହାଲୁଆରେ ଚାଷୀଙ୍କୁ ଭେଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ ରାଜ୍ୟପାଳ । ଚାଷୀଙ୍କୁ ରାସାୟନିକ ସାର ବଦଳରେ ପ୍ରାକୃତିକ ପଦ୍ଧତିରେ ଚାଷ କରିବାକୁ ପରାମର୍ଶ ଦେଇଥିଲେ ।

Arvind Kejriwal
ଲଗାତାର ତୃତୀୟଥର କେଜ୍ରିୱାଲଙ୍କୁ ଇଡି ସମନ୍‌; ଏଥର ହାଜର ନହେଲେ..

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେରା ପାଇଁ କେଜ୍ରିୱାଲଙ୍କୁ ତୃତୀୟ ଥର ପାଇଁ ସମନ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

Emmanuel Macron
୨୦୨୪ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି ହେବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ୍

ସୋସିଆଲ ମିଡିଆରେ ମୋଦିଙ୍କୁ ପ୍ରିୟ ବନ୍ଧୁ ବୋଲି ସମ୍ବୋଧନ କରିଛନ୍ତି ମାକ୍ରନ୍ ।

Raghubar Das
ରାଜ୍ୟ ବୁଲୁଛନ୍ତି ରାଜ୍ୟପାଳ; ଲୋକଙ୍କ ଦୁଃଖ ବୁଝୁଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଚିଠିରେ ଜଣାଉଛନ୍ତି..

ଜିଲ୍ଲା ବୁଲୁଛି ରାଜ୍ୟପାଳଙ୍କ ଦରବାର। ଲୋକଙ୍କଠୁ ଅଭିଯୋଗ ବି ସଂଗ୍ରହ ହେଉଛି ଓ ପ୍ରତିକାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ବି ଲେଖାଯାଉଛି। ଯାହାକୁ ନେଇ ରାଜ୍ୟ ସରକାରଙ୍କ ମାଳ ମାଳ ଯୋଜନାର ସଫଳ ରୂପାୟନ ନେଇ ଡିଣ୍ଡିମ ପିଟା ଉପରେ ଉଠିଛି ପ୍ରଶ୍ନ।

Vibrio Cholerae
ହଇଜାର ବାହକ ସାଜିଛି ‘ଡ୍ରିଙ୍କ୍‌ ଫ୍ରମ ଟ୍ୟାପ୍‌’ ! ମୃତ୍ୟୁ ସଂଖ୍ୟା ଲୁଚାଉଛି ସରକାର, ଗ୍ରାଉଣ୍ତ ସ୍ଥିତି ପରଖିଲା ଓଟିଭି..

ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଯୋଜନାରେ ସହରବାସୀଙ୍କୁ ପାଣି ଯୋଗା ଯାଉଥିଲା ବେଳେ, ରକ୍ଷଣାବେକ୍ଷଣରେ ଅବ୍ୟବସ୍ଥାରୁ ସରକାରୀ ପାଣି ହିଁ ଏବେ ହଇଜାର ବାହକ ସାଜିଥିବା ଅଭିଯୋଗ ହେଉଛି ।

Kamiya Jani
କାମିୟାଙ୍କୁ ମନ୍ଦିରକୁ ନେଲେ, ମହାପ୍ରସାଦ ଖୁଆଇଲେ ! ସତ ହୋଇଥିଲେ ସାଙ୍ଘାତିକ..

ତେଜୁଛି ହିନ୍ଦୀ ବ୍ଲଗର କାମିୟା ଜାନି ଜଗନ୍ନାଥ ଦର୍ଶନ ବିବାଦ। କାମିୟାଙ୍କୁ ଜଗନ୍ନାଥ ମନ୍ଦିର ପ୍ରବେଶ ଏବଂ ଅବଢା ଖୁଆଇବାକୁ ନେଇ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଟାର୍ଗେଟ କରିଛି ବିଜେପି। ଦଳ ଅଭିଯୋଗ କରିଛି, କାମିୟା ପୂର୍ବରୁ ଗୋଂମାସ ଖାଇଥିବାରୁ ତାଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରାଇବା...

Terrorist Attack in Kashmir
କଶ୍ମୀରରେ ସେନା ଗାଡ଼ିକୁ ଆତଙ୍କୀଙ୍କ ଗୁଳିମାଡ଼; ୩ ଯବାନ ସହିଦ

ସୁରକ୍ଷାକର୍ମୀଙ୍କ ଗାଡ଼ିକୁ ଘେରି ଗୁଳିମାଡ଼ କଲେ ଆତଙ୍କବାଦୀ । ଆକ୍ରମଣରେ ଆଉ ୩ ଯବାନ ଗୁରୁତର ଆହତ ସୂଚନା ମିଳିଛି ।

Cough Syrup Banned
ସାବଧାନ !! ପିଲାଙ୍କୁ ଦେଉଛନ୍ତି କି କଫ୍‌ ସିରପ୍‌ ? ଯାଇପାରେ ଛୁଆଙ୍କ ଜୀବନ..

ପ୍ରାୟତଃ ଛୋଟ ଛୁଆଙ୍କୁ ଥଣ୍ତା କାଶ ହେଲେ ଆମେ କଫ୍‌ ସିରପ୍‌ ଦେଇଥାଉ । ତେବେ ଏହା ପିଲାଙ୍କ କ୍ଷେତ୍ରରେ କ୍ଷତିକାରକ । ଚାରି ବର୍ଷରୁ କମ୍ ପିଲାମାନଙ୍କଠାରେ ଥଣ୍ଡାକୁ ରୋକିବା ପାଇଁ ଦିଆଯାଇଥିବା ଔଷଧ-ମିଶ୍ରଣ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇ ଦେଇଛନ୍ତି ସରକାର ।

Shortest Day of the year
ଆଜି ବର୍ଷର ସବୁଠାରୁ ଛୋଟ ଦିନ; ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ ଦିନ

ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ ତାରିଖରେ ଉତ୍ତର ଗୋଲାର୍ଦ୍ଧାରେ ଶୀତ ଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଚଳିତ ବର୍ଷ ଏହା ଡିସେମ୍ବର ୨୨ରେ ପଡୁଛି ।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।