• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

Manoranjan Behera

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରା ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।

less

Posts by Manoranjan Behera

Winter
କାଲି ପରଠାରୁ କମିବ ଶୀତ, ବଢ଼ିବ କୁହୁଡ଼ି !

ଶୀତରେ ଥରୁଛି ସାରା ଓଡ଼ିଶା । ସବୁଠି ପାରଦ ତଳ ମୁହାଁ ହେଉଥିବାରୁ ଥଣ୍ତାରେ ଥରୁଛି ପୁରା ରାଜ୍ୟ । ରାତି ତାପମାତ୍ରା ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ତଳକୁ ଖସିଆସିଛି । ୧୦ ଡିଗ୍ରୀ ତଳେ ରାଜ୍ୟର ପ୍ରାୟ ୧୪ ଟି ସହରର ତାପମାତ୍ରା ।

Odisha Police
ମାଓ ମୁକାବିଲା ପାଇଁ ଓଡ଼ିଶା ପୋଲିସ କିଣିବ ହାଇଟେକ୍‌ ୱିପେନ୍‌

ଅତ୍ୟାଧୁନିକ କର୍ଣ୍ଣର ସଟ୍ ୱିପେନ୍ ଦ୍ୱାରା ଶତ୍ରୁଙ୍କୁ ସହଜରେ ଦେଖି ଟାର୍ଗେଟ କରାଯାଇପାରିବ ।

Marriage
ଭୋଜିକୁ ଆସିପାରିଲେନି, ଏବେ ଗଣିବେ ମୋଟା ଅଙ୍କର ଫାଇନ୍‌

୧୦ ଜଣ ଅତିଥି କଥା ଦେଇ ଶେଷ ମୁହୂର୍ତ୍ତରେ ନଆସିବାରୁ ସେମାନଙ୍କ ପାଇଁ ହୋଇଥିବା ଖର୍ଚ୍ଚକୁ ସେମାନଙ୍କଠାରୁ ଆଦାୟ କରିବାକୁ ଯୋଜନା କରିଛନ୍ତି ଅଷ୍ଟ୍ରେଲିଆର ଜଣେ ତରୁଣୀ ।

PDS Scam
ଚାଉଳ ଘୋଟାଲାର ପୋଲ୍ ଖୋଲିଲା RTI

ଗରିବ ଗୁରୁବାଙ୍କ ଚାଉଳ, ହେଲେ ଖାଇଗଲେ ସରକାରୀ ବାବୁ । ଏମିତିକି ଆସନ୍ତା ବର୍ଷ ଅକ୍ଟୋବର ଯାଏଁ ହିତାଧିକାରୀ କୁଆଡ଼େ ଚାଉଳ ନେଇସାରିଥିବା ବି ସେମାନଙ୍କ ପଡ଼ିକାର୍ଡରେ ଏଣ୍ଟ୍ରି ସରିଛି ।

PDS Scam
ଗରିବଙ୍କ ପେଟକୁ ଲାତ, ସରକାରୀ ଚାଉଳ ଚଳୁ

ଢୋଲ ଭିତରେ ମୂଷା । ଗରିବଙ୍କ ପେଟକୁ ଲାତ । ବାବୁ ଖାଇଗଲେ ପିଡିଏସ୍ ଚାଉଳ । କାରସାଦି କରି ଯୋଗାଣ ଦାୟିତ୍ୱରେ ଥିବା କର୍ମଚାରୀ ଓ ଅଧିକାରୀ ହଡପ୍ କରି ନେଇଛନ୍ତି ଶହ ଶହ କ୍ୱିଣ୍ଟାଲ ସରକାରୀ ଚାଉଳ ।

5T School
ଆମ ସାର୍‌ ନାହାନ୍ତି, ଚିକ୍କଣ ଚେୟାର ଟେବୁଲ କ’ଣ ଆମକୁ ପାଠ ପଢ଼ାଇବ ?

ଫାଇଭ୍ ଟି ସ୍କୁଲର ପୋଲ ଖୋଲିଲେ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ । ମୁଣ୍ଡ ଉପରେ ମାଟ୍ରିକ ପରୀକ୍ଷା । ହେଲେ ଶିକ୍ଷକ ନଥିବାରୁ ଏଯାଏଁ ସିଲାବସ ସରିନି ।

5T School
ବିଭିନ୍ନ ହାଇସ୍କୁଲରୁ ଆସୁଛି 5Tକୁ ଉପହାସ ଚିତ୍ର

ବାହାର ଭିତର ସବୁ ଚକାଚକ୍ କରିଦେଲେ । କୋଟି କୋଟି ଖର୍ଚ୍ଚ କରି ଭିତ୍ତିଭୂମି ସଜାଡିଦେଲୁ କହି ଜୋରସୋର ପ୍ରଚାର ବି କଲେ । ହେଲେ ମୂଳ ସମସ୍ୟା ଯେଉଁଠି କି ସେଇଠି । ରାଜ୍ୟରେ ବିଭିନ୍ନ ହାଇସ୍କୁଲରୁ ଯେଉଁ ସବୁ ଚିତ୍ର ଆସୁଛି ତାହା 5Tକୁ ଉପହାସ କଲା ଭଳି...

Kashmiri Fraud
ଖୋଲୁଛି ସନ୍ଦିଗ୍ଧ ଆତଙ୍କୀ ବୁଖାରୀର କଳା ଚିଠା

କ୍ରାଇମବ୍ରାଞ୍ଚ STF ଓ କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥାର ଜେରାରୁ ଖୋଲୁଛି ସନ୍ଦିଗ୍ଧ ଆତଙ୍କୀ ବୁଖାରୀର ଗୋଟିକ ପରେ ଗୋଟିଏ କଳାଚିଠା । ଏବେ ଖୋଲିଛି ବୁଖାରୀର ହନିଟ୍ରାପ୍ ଆପ ଗୁମର ।

Vibrio Cholerae
କେଉଁଠୁ, କାହିଁକି ଓ କେମିତି ବ୍ୟାପିଲା ହଇଜା ? ୬ ନୁହେଁ, ନେଲାଣି ୧୩ ଜୀବନ !

ସରକାର କହୁଛନ୍ତି, ରାଉରକେଲା ଝାଡ଼ାବାନ୍ତିରେ କେବଳ ୬ ଜଣଙ୍କ ମୃତ୍ୟୁ ହୋଇଛି । କିନ୍ତୁ ରାଉରକେଲାରେ ଝାଡ଼ାବାନ୍ତି ଓ ହଇଜାରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହେଲାଣି । ଆଉ ଏ ସଂଖ୍ୟା ବଢ଼ି ଚାଲିଛି ।

Vibrio Cholerae
ରାଉରକେଲାରେ ଗମ୍ଭୀର ହେଉଛି ହଇଜା ସ୍ଥିତି

ଇସ୍ପାତ ନଗରୀ ରାଉରକେଲାରେ ବୋଲ ମାନୁନି ହଇଜା । ମୃତ୍ୟୁସଂଖ୍ୟା ଛୁଇଁଲାଣି ୧୩ । ଆକ୍ରାନ୍ତ ହେଲେଣି ୧୪ ଶହରୁ ଅଧିକ । ଗୁରୁତର କଥା ହେଉଛି, ଝାଡ଼ାବାନ୍ତି ଏବେ ସ୍ମାର୍ଟସିଟିର ସବୁ ୱାର୍ଡକୁ ବ୍ୟାପିଗଲାଣି ।

Child Kidnapping
ବାପା ରଚିଥିଲା ଅପହରଣ ନାଟକ; ସ୍ତ୍ରୀ ପିଛା ଛଡ଼େଇବାକୁ ସ୍ୱାମୀର ଜଘନ୍ୟକାଣ୍ଡ

ଭୁବନେଶ୍ୱରରେ ଗତକାଲି ହୋଇଥିବା ଶିଶୁ ଅପହରଣ ନାଟକର ପର୍ଦ୍ଦାଫାସ୍ କରିଛି କମିଶନରେଟ୍ ପୋଲିସ୍ । ଘଟଣାରେ ଶିଶୁର ବାପା ଓ ସାବତ ବାପାକୁ ମିଶାଇ ପୋଲିସ୍ ମୋଟ୍ ୪ ଜଣଙ୍କୁ ଗିରଫ କରିଛି ।

Child Kidnapping
ସ୍ତ୍ରୀଠୁ ମୁକ୍ତି ପାଇଁ ପୁଅକୁ ଅପହରଣର ନାଟକ; ଗୋଟେ ଦିନରେ ଗୋଲ୍‌ କରିଦେଲା ପୋଲିସ..

କାଲି ସୁନ୍ଦରଗଡ଼, ଆଜି ଭୁବନେଶ୍ୱର..କାଲି ପିହୁ ଆଜି ଆଶୁତୋଷ । ଦୁଇ ଦିନରେ ଦୁଇ ଦୁଇଟି ଶିଶୁର ଜୀବନ ସହ ଖେଳ ।

Kashmiri Fraud
ବୁଖାରୀ ଥିଲା ହନିଟ୍ରାପ ମାଷ୍ଟର ! ନ୍ୟୁଡ୍‌ କଲ୍‌ କରାଇ ଲୁଟୁଥିଲା କୋଟି କୋଟି ଟଙ୍କା

ସନ୍ଦିଗ୍ଧ କାଶ୍ମୀରୀ ଆତଙ୍କୀ ସୟିଦ ଇଶାନ ବୁଖାରୀ ଥିଲା ହନିଟ୍ରାପ ମାଷ୍ଟର ! ନିଜର ଏକ ସ୍ୱତନ୍ତ୍ର ଆପ୍ ବନେଇଥିଲା । ବହୁ ଯୁବତୀଙ୍କ ଜରିଆରେ ନ୍ୟୁଡ୍ କଲ୍ କରାଇ ବଡ଼ ବଡ଼ିଆଙ୍କଠୁ ଆଦାୟ କରିଛି କୋଟି କୋଟି ଟଙ୍କା ।

Criminal Law
ପାସ୍ ହେଲା ୩ ସଂଶୋଧିତ ନୂଆ ଆଇନ ବିଲ୍; IPC, CRPC ରେ ଲାଗିଲା ବିରାମ

ନୂଆ ଆଇନ ଲୋକଙ୍କ ହିତ ପାଇଁ, ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ବୋଲି ଗୃହରେ ଉଲ୍ଲେଖ କରିଛନ୍ତି ଶାହ ।

Amit Shah
ଆଇପିସି ଓ ସିଆର୍‌ପିସିରେ ବିଲ୍‌ରେ ସଂଶୋଧନ; ଭିଡ଼ ହିଂସା ପାଇଁ ମୃତ୍ୟୁଦଣ୍ଡ

ଅମିତ ଶାହ କହିଛନ୍ତି, ଭିଡ଼ ହିଂସା ପାଇଁ ନୂଆ ଆଇନରେ କଠୋର ଦଣ୍ଡ ବ୍ୟବସ୍ଥା ରହିଛି । ଭିଡ଼ ହିଂସା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ୭ ବର୍ଷ କିମ୍ବା ଆଜୀବନ କିମ୍ବା ମୃତ୍ୟୁ ଦଣ୍ଡାଦେଶର ବ୍ୟବସ୍ଥା ରହିଛି ।

Cholera
ବଢୁଛି ହଇଜା ମୃତ୍ୟୁ ସଂଖ୍ୟା; ୬ ନୁହେଁ ୧୩ ମୃତ୍ୟୁ !

ସରକାରୀ ଭାବେ ୬ ମୃତ୍ୟୁ କୁହାଯାଉଥିଲେ ବି ପ୍ରକୃତ ସଂଖ୍ୟା ୧୩ ବୋଲି ସୂଚନା ମିଳିଛି ।

Gold To Lord Jagannath
ମହାପ୍ରଭୁଙ୍କୁ ୧.୭୫ କେଜି ସ୍ୱର୍ଣ୍ଣ ଅଳଙ୍କାର ଦାନ କଲେ ଗୁଜରାଟର ଭକ୍ତ

ଅଳଙ୍କାର ଗୁଜୁରାଟର ସ୍ୱତନ୍ତ୍ର ବଣିଆଙ୍କ ଦ୍ୱାରା ଶ୍ରୀମନ୍ଦିର ପ୍ରଶାସନର ମାପ ଅନୁଯାୟୀ ୨୪ କ୍ୟାରେଟ୍ ସୁନାର ଦୁଇଟି ଚିତା ତିଆରି କରାଯାଇଥିବା କୁହାଯାଉଛି । ଆଜି ଏହାକୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି।

Cholera
ଷ୍ଟିଲସିଟିରେ ଖାଲି ଝାଡ଼ାବାନ୍ତି ନୁହେଁ, ମାଡ଼ିଚାଲିଛି ହଇଜା

ଇସ୍ପାତ ନଗରୀ ରାଉରକେଲାରେ ହଇଜା ଆତଙ୍କ। ଘୁ ଘୁ ହୋଇ ମାଡ଼ିଚାଲିଛି, ଘାତକ ହେଉଛି । ଭୁବନେଶ୍ବରରୁ ଫୁଡ୍ ସେଫ୍ଟି ଟିମ୍ ପହଞ୍ଚି ରାଉରକେଲା ସହରର ବିଭିନ୍ନ ସ୍ଥାନରୁ ଖାଦ୍ୟ ଓ ପାଣି ନମୁନା ସଂଗ୍ରହ କରୁଛି। ଏପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ହଇଜା ସ୍ଥିତିର ସମୀକ୍ଷା...

Politics
ପାର୍ଲାମେଣ୍ଟ ସୁରକ୍ଷା ପ୍ରସଙ୍ଗକୁ ନେଇ ଅଚଳାବସ୍ଥା ଜାରି

ପଦାକୁ ଆସିଲା ତାଳି ପକା ଯୋଜନାର କରୁଣ ଚିତ୍ର। ରାଜ୍ୟରେ ଅଧାରୁ ପାଠ ଛାଡୁଛନ୍ତି ୫୦ ପ୍ରତିଶତ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ। ସଂସଦରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଏହି ତଥ୍ୟ ରାଜ୍ୟ ଶିକ୍ଷା ବ୍ୟବସ୍ଥା ଉପରେ ଲଗାଇଛି ପ୍ରଶ୍ନ ଚିହ୍ନ। ଦଶମ ଡ୍ରପ୍ ଆଉଟରେ ଓଡିଶା ଦେଶରେ ସବୁଠୁ ଆଗରେ...

Dropout Percent In Odisha
ପଦାକୁ ଆସିଲା ତାଳିପକା ଯୋଜନାର କରୁଣ ଚିତ୍ର

ପଦାକୁ ଆସିଲା ତାଳି ପକା ଯୋଜନାର କରୁଣ ଚିତ୍ର। ରାଜ୍ୟରେ ଅଧାରୁ ପାଠ ଛାଡୁଛନ୍ତି ୫୦ ପ୍ରତିଶତ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ। ସଂସଦରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଏହି ତଥ୍ୟ ରାଜ୍ୟ ଶିକ୍ଷା ବ୍ୟବସ୍ଥା ଉପରେ ଲଗାଇଛି ପ୍ରଶ୍ନ ଚିହ୍ନ। ଦଶମ ଡ୍ରପ୍ ଆଉଟରେ ଓଡିଶା ଦେଶରେ ସବୁଠୁ ଆଗରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।