ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ପ୍ରଣବ ନାୟକ, ଚନ୍ଦନ ମଲ୍ଲିକ, ରାହୁଲ ନାୟକ। ସେମାନଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ୍। ଏହି ମାମଲାରେ ଜଣେ ନାବାଳକକୁ ମଧ୍ୟ ପୋଲିସ୍ ବାଳସୁଧାର ଗୃହକୁ ପଠାଇ ଦେଇଛି। ଅଭିଯୁକ୍ତଠାରୁ ଗୋଟିଏ କାର୍, ୫ଟି ମୋବାଇଲ୍ ଓ ଏକ ମାରଣାସ୍ତ୍ର ଜବତ କରିଛି...
ରାଜ୍ୟରେ ଥିବା ୨୨ ଟୋଲ୍ ଗେଟରେ ଏହା କାର୍ଯ୍ୟକାରୀ ହେବ। ଉଲ୍ଲଙ୍ଘନକାରୀଙ୍କୁ ୨ ହଜାର ଜରିମାନା କିମ୍ବା ୩ ମାସର ଜେଲ୍ ଦଣ୍ଡ ମିଳିବ। ପୁନର୍ବାର ଉଲ୍ଲଙ୍ଘନ କଲେ ୪ ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ଜେଲ୍ ମିଳିବ। ଏପରିକି ଉଭୟ ଦଣ୍ଡରେ ଦଣ୍ଡିତ କରିବାର...
ଚିତ୍ରଶିଳ୍ପୀ ଆୟୁଶ ମହାପାତ୍ର ସିଙ୍ଗାପୁର ରାଷ୍ଟ୍ରପତି ଓ ତାଙ୍କ ଧର୍ମପତ୍ନୀଙ୍କ ଶ୍ରୀମନ୍ଦିର ବିଶାଳ ମନ୍ଦିର ସହ ଏକ ଚିତ୍ର ଆଙ୍କି ରଘୁରାଜପୁରକୁ ଆସିଥିଲେ। ହେଲେ ଦେବା ପାଇଁ ସୁଯୋଗ ମିଳୁନଥିଲା। ତେଣୁ ସେ ଫଟୋ ଧରି ରାସ୍ତା କଡ଼ରେ ଛିଡ଼ା ହୋଇଥିଲେ। ପ୍ରୋଟକଲ୍ ଭାଙ୍ଗି ରାଷ୍ଟ୍ରପତି କାରରୁ ଓହ୍ଲାଇ...
ରାଣୀ ଓ ତାଙ୍କ ଝିଅ ଛିଟିକି ହୋଇ ରାସ୍ତା ମଝିରେ ପଡ଼ି ଯାଇଥିଲେ। ଠିକ୍ ସେତିକି ବେଳେ ପଛ ପାର୍ଶ୍ୱରୁ ଆସୁଥିବା ଟ୍ରକ୍ ଦେଖି ନିଜର ଦୁଇ ବର୍ଷର କୁନି ଝିଅକୁ ଉଦ୍ଧାର କରିବାକୁ ଯାଇଥିଲେ। ଝିଅକୁ ବଞ୍ଚାଇବାକୁ ଯାଇ ଟ୍ରକ୍ ତଳେ ଚାପି ହୋଇଯାଇଥିଲେ ରାଣୀ।
ନବ ଦାସଙ୍କ ଭାଇ ହେଉଛନ୍ତି ବ୍ରଜ ଦାସ। ତାଙ୍କ ଘର ପାର୍କିଂରେ ଥୁଆ ହୋଇଛି ଏକାଧିକ ଲଗ୍ଜୁରିୟସ୍ କାର। ତାଙ୍କ ପାର୍କିଂରେ ମର୍ସିଡିଜ୍ ବେଞ୍ଜ, ରେଞ୍ଜ ରୋଭର, ଅଡି, BMW, କିଆ ଭଲି ଦାମୀ କାର ରହିଛି।
ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ କହିଛନ୍ତି, ରକ୍ତ ଭିଜା ସାର୍ଟ ମିସିଂ ଥିବା ଚାର୍ଜସିଟରେ ଉଲ୍ଲେଖ ରହିଛି। ଏ ସଂପର୍କରେ ତଦନ୍ତ ଅଧିକାରୀଙ୍କୁ କୋର୍ଟରେ ସାକ୍ଷୀ ଦେଲା ବେଳେ ପଚରା ଯିବ।
ପାରିଶ୍ରମିକ ବାବଦକୁ କେବଳ ୨ରୁ ୩ ହଜାର ଟଙ୍କା ମିଳୁଥିଲା। ଖାଇବାକୁ ଦେଉନଥିଲେ। ଅନୈତିକ କାର୍ଯ୍ୟରେ ଲିପ୍ତ କରିବା ପାଇଁ ବାଧ୍ୟ କରାଉଥିଲେ। ବାରଣ କଲେ ମାଡ଼ ମାରୁଥିଲେ। ଘର ଓ ପରିବାର ଲୋକଙ୍କ ସହିତ ଫୋନ କଥା ହେବାକୁ ଦେଉନଥିଲେ।
ଅଣ ଆଦିବାସୀ ହୋଇ ଆଦିବାସୀ ସାର୍ଟିଫିକେଟ ହାତେଇ ଏମାନେ ଚାକିରି କରିଥିବା ସ୍ଫଷ୍ଟ ହୋଇଥିଲା। ଆଜି ସମ୍ପୃକ୍ତ ୮ ଜଣଙ୍କ ବିରୋଧରେ ନବରଙ୍ଗପୁର ଥାନାରେ ଏତଲା ଦେଇଛନ୍ତି ଜିଲ୍ଲା ମଙ୍ଗଳ ଅଧିକାରୀ।