ଶ୍ରୀମନ୍ଦିର ପରମ୍ପରାରେ ଆଜ୍ଞାମାଳ ପ୍ରସଙ୍ଗଟି ଆପଣ ଅନେକ ଖବର କାଗଜ ଓ ବୈଦୁତିକ ଗଣମାଧ୍ୟମରେ ପଢିଥିବେ ଆଉ ଶୁଣିଥିବେ। କିନ୍ତୁ ଆଜି ଏହି ପ୍ରସଙ୍ଗରେ ମୁଁ ରୋଚକ କାଥାଟିଏ ଆପଣଙ୍କୁ କହିବି। ପ୍ରଥମେ ଜାଣିବା ଆଜ୍ଞାମାଳ କଣ? ବାସ୍ତବରେ ଶ୍ରୀଜିଉଙ୍କ ଅଧର ଚୁମ୍ବିତ ମାଳ ବା ଅଧର ମାଳ...
ଆଚାର୍ଯ୍ୟ ଶଙ୍କର। ସୌମ୍ୟ ସୁଦର୍ଶନ ଯୁବ ସନ୍ନ୍ୟାସୀ। ଗୌରୀକ ବସ୍ତ୍ରରେ ପବିତ୍ର କାଶୀ ନଗରୀରେ ବୁଲୁବୁଲୁ ହଠାତ୍ ଦୃଶ୍ୟ ହୁଅନ୍ତି ଜଣେ ଚଣ୍ଡାଳ। ଦେହରେ ଭସ୍ମ, ସାଥିରେ ସ୍ଵାନ ଶିଶୁଙ୍କ ସହ ଉଭା ହୁଅନ୍ତି ସିଏ। ବଡ ବିବତ୍ସ ତାଙ୍କ ରୂପ। ଯାହାକୁ ଦେଖି ସାଥିରେ ଥିବା ସନ୍ନ୍ୟାସୀ...
ମ୍ୟାଞ୍ଚେଷ୍ଟର୍: ଚଳିତ ଆଇସିସି ବିଶ୍ୱକପରେ ଟିମ୍ ଇଣ୍ଡିଆର ବିଜୟଧାରା ଅବ୍ୟାହତ ରହିଛି। ଗୁରୁବାର ଟିମ୍ ଇଣ୍ଡିଆ ତା’ର ଷଷ୍ଠ ମୁକାବିଲାରେ ଦୁଇଥରର ଚାମ୍ପିଅନ୍ ୱେଷ୍ଟଇଣ୍ଡିଜକୁ ୧୨୫ ରନରେ ପରାସ୍ତ କରି କ୍ରମାଗତ ପଞ୍ଚମ ବିଜୟ ହାସଲ କରିଛି। ଏବେ ଟିମ୍ ଇଣ୍ଡିଆ ୧୧ ପଏଣ୍ଟ ହାସଲ ସହ ପଏଣ୍ଟ...
ପୁରୀ: ଧରା ପଡ଼ିଲା ପୁରୀ ଜିଲ୍ଲା ଗୋପ ବ୍ଲକ୍ରେ ରାସନକାର୍ଡ ଜାଲିଆତି। ପଦାକୁ ଆସିଲା ଭୂତ ରାସନକାର୍ଡର ଗୁମର। ଆଳୁ ଖୋଳୁ ଖୋଳୁ ମହାଦେବ ମିଳିବା ନ୍ୟାୟରେ ଅଣ୍ଡରାଇଚ୍ଛାପୁର ଗାଁରେ ହୋଇଥିବା ରାସନକାର୍ଡ ମହାଦୁର୍ନୀତିର ବିଷ୍ଣୁପ୍ରିୟା ନାୟକ ହେଲେ ବଳିଷ୍ଠ ପ୍ରମାଣ। ତାଙ୍କ ନାଁରେ କାର୍ଡ ଥିବା କଥା...
ଭୁବନେଶ୍ୱର: ପୋଲଭରମ୍ ପ୍ରକଳ୍ପ ନିର୍ମାଣକୁ ପୁଣି ଅନୁମତି ମିଳିଛି। ୨ ବର୍ଷ ପାଇଁ ନିର୍ମାଣ କରିବାକୁ ଅନୁମତି ଦେଇଛି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ। ଫଳରେ ପୋଲାଭରମ୍ ଲଢ଼େଇରେ ଆଉ ଏକ ଝଟକା ଖାଇଛି ଓଡ଼ିଶା। ଖାଲି ଏତିକି ନୁହେଁ, ପୋଲଭରମ୍ ପ୍ରକଳ୍ପ ହେଲେ ଆନ୍ଧ୍ରପ୍ରଦେଶ କେତେ...
ଭୁବନେଶ୍ୱର: କାର୍ ଭିତରୁ ୫ବର୍ଷର ଶିଶୁ ଉଦ୍ଧାର। ଅଳ୍ପକେ ବର୍ତ୍ତିଲା ଜୀବନ । ଏଭଳି ଘଟଣା ଆଜି ଦେଖିବାକୁ ମିଳିଛି ଦୀଘା ବିଚ୍ରେ। ସୂଚନା ଅନୁସାରେ ପଶ୍ଚିମବଙ୍ଗ କାମାରଗାଛି ଅଞ୍ଚଳର ସ୍ୱାମୀ ସ୍ତ୍ରୀ ନିଜ ୫ବର୍ଷର ଶିଶୁକୁ ନେଇ ଦୀଘା ବୁଲିବା ପାଇଁ ଆସିଥିଲେ। ତେବେ ବିଚ୍ରେ ଗାଡିକୁ...
ଭୁବନେଶ୍ୱର: ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଜେଡି ପୂର୍ବତନ ଏଜି ଅମର ପଟ୍ଟନାୟକ ଓ ମୁଖପାତ୍ର ସସ୍ମିତ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେପି ପୂର୍ବତନ ଆଇଏଏସ୍ ଅଫିସର ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରାର୍ଥୀ କରିଛି। ଆଉ ଏହି ତିନି ଜଣ କୋଟିପତି ବୋଲି ସେମାନେ ଦାଖଲ କରିଥିବା ସତ୍ୟପାଠରୁ ଜଣାପଡ଼ିଛି।...
ଭୁବନେଶ୍ୱର: ଆସନ୍ତାକାଲି ବିଧାନସଭାରେ ଉପସ୍ଥାପନ ହେବେ ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ମନ୍ତ୍ରୀ ପରିଷଦର ମିଳିଥିବା ଅନୁମୋଦନ ଅନୁଯାୟୀ ବଜେଟ୍ ପରିମାଣ ୧ ଲକ୍ଷ ୩୯ ହଜାର କୋଟି ଛୁଇଁପାରେ । ବଜେଟ୍ରେ ମୁଖ୍ୟତଃ ଫନି ପରବର୍ତ୍ତି ପୁନଉଦ୍ଧାର ପାଇଁ ଅଧିକ ବ୍ୟୟବରାଦ ହୋଇପାରେ । ତାହା...
ଭୁବନେଶ୍ୱର: ରାଜଧାନୀରୁ କାର୍ ଲୁଟ୍ ଘଟଣାର ପର୍ଦ୍ଦାଫାସ ହୋଇଛି। ଲୁଟେରାଙ୍କ ସହ ଚୋରା କାର କିଣିବା ଅଭିଯୋଗରେ ୪ ଗିରଫ ହୋଇଛନ୍ତି । ଏମାନଙ୍କଠାରୁ ତିନୋଟି କାର, ସୁନା ହାର, ବାଇକ, ନକଲି ଟଏ ଗନ୍ ଜବତ କରିଛି ଖଣ୍ଡଗିରି ପୋଲିସ । ତାସହ ଲୁଟ କାରରେ ନିଶା...
ମାଲକାନ୍ଗିରି: ଡ୍ୟୁଟି ବେଳେ ଟିକ୍ଟକ୍ କରି ଭାଇରାଲ ହୋଇଥିବା ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୪ ଜଣ ନର୍ସଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ମେଡିକାଲ କତ୍ତୃପକ୍ଷ ସଂପୃକ୍ତ ୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇ ଦେଇଛନ୍ତି । ସୋସିଆଲ୍ ମିଡିଆରେ ଶସ୍ତା ଲୋକପ୍ରିୟତା ହାସଲ ପାଇଁ ...
ଭୁବନେଶ୍ୱର: ସ୍ମାର୍ଟ ହେଉଛି ଯୁଗ, ତା ସହିତ ତାଳ ଦେଇ ସ୍ମାର୍ଟ ହେଉଛି ଶିକ୍ଷା ବ୍ୟବସ୍ଥା। ଏହି କ୍ରମରେ, ସ୍ମାର୍ଟ ଫୋନ ସାହାଯ୍ୟରେ ଛାତ୍ରଛାତ୍ରୀଙ୍କ ପାଖରେ ପାଠ୍ୟ ବିଷୟବସ୍ତୁକୁ ପହଞ୍ଚାଇବା ପାଇଁ ପ୍ରୟାସ ଆରମ୍ଭ କରିଛି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ । ଏହି କ୍ରମରେ ଏଣିକି ନବମ...
ବ୍ରହ୍ମପୁର: ବ୍ରହ୍ମପୁରରେ ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲାରେ ଆଜି ରାୟ ଶୁଣାଇଛନ୍ତି ଖଲ୍ଲିକୋଟ ଏଡିଜେ। ଏହି ଘଟଣାର ୫ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଦଣ୍ଡବିଧାନ ହୋଇଛି। ସମସ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଯାଇଛି। ୨୦୧୪ ମେ ୨୬ ତାରିଖରେ ଏହି ହତ୍ୟାକାଣ୍ଡ ଘଟିଥିଲା। ଖଲିକୋଟ୍ ନିକଟରେ...
ଯାଜପୁର: ମହିଳାଙ୍କ ହାତରୁ ମାଡ଼ ଖାଇଛନ୍ତି ରସିକିଆ ରୋଡ ରୋମିଓ। ସକାଳୁ ସକାଳୁ ମର୍ଣିଂ ଓ୍ୱାକ୍ କରୁଥିବା ମହିଳାଙ୍କୁ ଅଶ୍ଳିଳ ଇଙ୍ଗିତ କରିବା ତାଙ୍କୁ ମହଙ୍ଗା ପଡିଛି। ଉତ୍ୟକ୍ତ ମହିଳା ତାଙ୍କୁ ଚପଲରେ ମାଡ଼ ମାରିଛନ୍ତି। ଅଭିଯୁକ୍ତ ଜଣଙ୍କୁ ପୁଲିସ୍ ବାନ୍ଧି ନେଇଛି। ଯାଜପୁର ଜିଲ୍ଲା ବ୍ୟାସନଗର ପୌରାଞ୍ଚଳର...
ଲକ୍ଷ୍ନୌ: ଦଳିତଙ୍କ ଅଧିକାରକୁ ନେଇ ରାଜନୀତି କରୁଥିବା ବିଏସ୍ପି ମୁଖ୍ୟ ମାୟାବତୀ ଆଜି ତାଙ୍କ ଭାଇ ଏବଂ ପୁତୁରାଙ୍କୁ ଦଳରେ ବଡ଼ ଦାୟିତ୍ୱ ସମର୍ପିଛନ୍ତି। ସେ ତାଙ୍କ ଭାଇ ଆନନ୍ଦ କୁମାରଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ଦାୟିତ୍ୱ ଦେଇଛନ୍ତି। ଅନ୍ୟପକ୍ଷରେ ପୁତୁରା ଆକାଶ ଆନନ୍ଦଙ୍କୁ ଜାତୀୟ ସଂଯୋଜକ ପଦ...
ଭୁବନେଶ୍ୱର: କେମତି ଅଛି ନଗଡ଼ା? ତିନି ବର୍ଷ ପରେ ଅପପୁଷ୍ଟି ଓ ଅପହଞ୍ଚ ଇଲାକା ଭାବେ ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ନଗଡ଼ାର ବିକାଶର ଛିଟା କିଭଳି ଲାଗିଛି? ଦିନେ ଶିଶୁଙ୍କୁ ଖାଦ୍ୟଭାବ ଓ ଅଞ୍ଚଳକୁ ସରକାରୀ ଯୋଜନା ଅପହଞ୍ଚ ଥିବା କାରଣକୁ ନେଇ ଶାସନ କଳ...
ଭୁବନେଶ୍ୱର: ଫୋନି ମାଡ଼ରେ ଘାଇଲା ପୁରୀ । ଜିଲ୍ଲାରେ ବଢୁଛି ଡାଇରିଆ ଭୟ । ଭଲ ପିଇବା ପାଣି ଅଭାବରୁ ଜିଲ୍ଲାର ଅଧିକାଂଶ ଗାଁରେ ଲୋକେ ଛାଡାବାନ୍ତିରେ ପଡିଛନ୍ତି । ବିଜୁଳି ସଂଯୋଗ ହୋଇ ନ ଥିବାରୁ ଜଳ ଯୋଗାଣ ବ୍ୟବସ୍ଥା ସ୍ୱାଭାବିକ ହୋଇନାହିଁ। ଫଳରେ ଲୋକେ କୁଅ...
ଭୁବନେଶ୍ୱର: ବିଜେପି ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନ୍ ବୈଷ୍ଣବଙ୍କୁ ବିଜେଡି ସମର୍ଥନ ଦେବା ପଛର ରହସ୍ୟକୁ ନେଇ ଚାଲିଛି ଘଣ୍ଟାଚକଟା । ଏନେଇ ଆଜି ମୁହଁ ଖୋଲିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କହିଛନ୍ତି ରାଜ୍ୟର ବିକାଶ ନେଇ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ, ଗୁପ୍ତ ନୁହେଁ ଖୋଲା ବୁଝାମଣା ହୋଇଛି। ତେଣେ ଏ...
ଭୁବେନଶ୍ୱର: ଲୋଭନୀୟ ଓ ବିଭ୍ରାନ୍ତିକର ବିଜ୍ଞାପନ ଦେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ଠକୁଥିବା କୋଚିଂ ସେଣ୍ଟରଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ । ଆକର୍ଷଣୀୟ ନାଁ ଓ ମିଥ୍ୟା ସଫଳତାର ପ୍ରଚାର କରି କିଛି କୋଚିଂ ସେଣ୍ଟର ଛାତ୍ରଛାତ୍ରୀଙ୍କୁ ଚୁନା ଲଗାଉଥିବା ଅଭିଯୋଗ ଆସିବା ପରେ ଏହାର ଯାଞ୍ଚ ଲାଗି...
ଭୁବନେଶ୍ୱର: ଗୁଣି ଗାରେଡ଼ି ବିରୋଧରେ ଯେତେ ସଚେତନ କରାଯାଉ କିମ୍ବା ତାନ୍ତ୍ରିକ ବିରୋଧରେ ଦଣ୍ଡବିଧାନ ହେଉ, ବିଜ୍ଞାନ ଯୁଗରେ ଅନ୍ଧବିଶ୍ୱାସର ଖେଳ ଆଜି ବି ଦେଖିବାକୁ ମିଳୁଛି । ଝଡ଼ାଫୁଙ୍କା ବାହାନାରେ ମୃତ୍ୟୁକୁ ଜିତିବାର ଅପଚେଷ୍ଟା କରାଯାଉଛି । ମଲା ମଣିଷକୁ ବଂଚାଇବାକୁ ଗୁଣିଆ କରୁଛି ବୃଥା ପ୍ରୟାସ...