ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳରେ ଧାନ କ୍ଷେତରେ ବାର୍ହା ଉପଦ୍ରବ ଯୋଗୁଁ ନଷ୍ଟ ହୋଇଛି ଏକର ଏକର ଧାନ ଫସଲ। ଲଲଲହ ହେଉଥିବା ପାଚିଲା ଧାନ ଖାଇ ନଷ୍ଟ କରିଛନ୍ତି ବାର୍ହା। ଏବେ ବାର୍ହା କବଳରୁ ବଳକା ଧାନ ବଞ୍ଚାଇବା ବି ମୁସ୍କିଲ ହୋଇପଡ଼ିଛି । ବାର୍ହା...
କେନ୍ଦୁଝର: ଖଣିଜ ପଦାର୍ଥ ଉତ୍ତୋଳନରେ ହୋଇଥିବା ଅନିୟମିତତା ମାମଲାରେ ମାଲା ରାୟଙ୍କ ସମେତ ୧୫ଖଣି ଲିଜଧାରୀଙ୍କୁ କେନ୍ଦ୍ର ଖଣି ମନ୍ତ୍ରଣାଳୟ ପକ୍ଷରୁ ଝଟ୍କା ଲାଗିଛି। କ୍ଷତିପୂରଣ ଦାଖଲ ପାଇଁ ରାଜ୍ୟ ସରକାର କରିଥିବା ନୋଟିସ୍ ବିରୋଧରେ ୧୫ ଲୁହାପଥର ଓ ମାଙ୍ଗାନିଜ ଖଣି ଲିଜଧାରୀ କେନ୍ଦ୍ର ଇସ୍ପାତ ଓ...
ଲାହୋର: ମେ ୩୦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ବନ୍ଦ ହୋଇ ରହିଥିବା ଦ୍ୱିପାକ୍ଷିକ ବିମାନ ସେବା ଉପରେ ନିଷ୍ପତ୍ତି ନିଆଯିବ। ସେ ଯାଏ କୌଣସି ଭାରତୀୟ ବିମାନ ପାକିସ୍ତାନକୁ ଉଡ଼ାଣ ଭରି ପାରିବ ନାହିଁ। ଗତକାଲି ଭାରତ ପାକିସ୍ତାନ ମଧ୍ୟରେ ଉଡ଼ାଣ ସେବା ନେଇ ପାକିସ୍ତାନ...
ନୂଆଦିଲ୍ଲୀ: ବିଶ୍ୱକପ୍ ରୋମାଞ୍ଚ ଆରମ୍ଭ ହେବାକୁ ଅଳ୍ପ ଦିନ ବାକି ଅଛି ଏବଂ କିଏ ଟାଇଟଲ୍ ଫେଭରିଟ୍, ସେ ନେଇ ଚର୍ଚ୍ଚା ଜୋର୍ ଧରିବାରେ ଲାଗିଛି। କ୍ରିକେଟ୍ ପଣ୍ଡିତ ଟିମ୍ ଇଣ୍ଡିଆ, ଅଷ୍ଟ୍ରେଲିଆ ଓ ଇଂଲଣ୍ଡକୁ ଏହି ବିଶ୍ୱକପ୍ ପାଇଁ ପ୍ରମୁଖ ଦାବିଦାର ମାନୁଛନ୍ତି, କିନ୍ତୁ ଜ୍ୟୋତିଷଙ୍କ ଗଣନା...
ଚେନ୍ନାଇ: ନିର୍ବାଚନ ବେଳେ ଧର୍ମ ଆଧାରରେ ମନ୍ତବ୍ୟ ଦେଇ ବିବାଦୀୟ ହୋଇପଡ଼ିଥିବା ଅଭିନେତା ତଥା ମକ୍କଲ ନିଧି ମଇୟମ୍ (ଏମଏନଏମ)ର ପ୍ରତିଷ୍ଠାତା କମଲ ହାସନ ଆଜି କହିଛନ୍ତି ସେ ନିଜ ମନ୍ତବ୍ୟରୁ ଓହରିବେ ନାହିଁ। ଆଗାମୀ ଦିନରେ ଯାହା ବି ସାମ୍ନା କରିବାକୁ ପଡ଼ିବ ସେନେଇ ପ୍ରସ୍ତୁତ ଅଛନ୍ତି...
ଭୁବନେଶ୍ୱର: ଦୀର୍ଘ ଦିନର ବ୍ୟବଧାନ ପରେ ତୁଣ୍ଡ ଖୋଲିଛନ୍ତି ବିଜେପିର ବରିଷ୍ଠ ନେତା ଦାମ ରାଉତ। କହିଛନ୍ତି ଏଥର ଓଡ଼ିଶାରେ କେହି ପାଇବେନି ବହୁମତ। ଏଠି ଝୁଲା ବିଧାନସଭା ହେବ। ତେବେ ମେଣ୍ଟ ସରକାର ହେଲେ ଓଡ଼ିଶାରେ ଅଫିସର ରାଜ୍ ସରିବ ବୋଲି କହିଛନ୍ତି ବରିଷ୍ଠ ବିଜେପି ନେତା ଡାକ୍ତର...
ଭୁବନେଶ୍ୱର: ଯାଜପୁର ଜିଲ୍ଲାର ବରି, ସୁକିନ୍ଦା, ଧର୍ମଶାଳା ଓ ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀର ୯ଟି ବୁଥ୍ରେ ୧୯ ତାରିଖରେ ହେବ ସାନି ମତଦାନ । ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମତଦାନକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବାକୁ ପୋଲିସ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ...
ନୂଆଦିଲ୍ଲୀ: ବ୍ୟାପକ ହିଂସା ଯୋଗୁ ନିର୍ବାଚନ କମିଶନ ଧାର୍ଯ୍ୟ କରିଥିବା ସମୟ ଅନୁଯାୟୀ ଆଜି ରାତି ୧୦ଟାରେ ପଶ୍ଚିମବଙ୍ଗରେ ପ୍ରଚାର ଶେଷ ହୋଇଛି। ଶେଷ ପର୍ଯ୍ୟାୟ ପାଇଁ ଆସନ୍ତା ୧୯ ତାରିଖରେ ଭୋଟ୍ ହେବ। ଏହି ପର୍ଯ୍ୟାୟରେ ଦମ୍ଦମ୍, ବରାସତ୍, ବସିରହାଟ୍, ଜୟନଗର, ମଥୁରାପୁର, ଯାଦବପୁର, ଡାଇମଣ୍ଡ ହାର୍ବର,...
ଭୁବନେଶ୍ୱର: ଫୋନି ବାତ୍ୟା ବେଳେ ରାଜ୍ୟର ୧୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇଥିବା ନେଇ ରାଜ୍ୟ ସରକାରଙ୍କ ଦାବି ଅବାସ୍ତବ । ଏହା କହିଛନ୍ତି ୧୯୯୯ ମହାବାତ୍ୟା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିବା ତଥା ବର୍ତ୍ତମାନର ବରିଷ୍ଠ ବିଜେପି ନେତା ଗିରିଧର ଗମାଙ୍ଗ । ଓଟିଭି ଖୋଲାକଥାକୁ ସ୍ୱତନ୍ତ୍ର...
ଭୁବନେଶ୍ୱର: ବାତ୍ୟା କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ବୀମା ପ୍ରଦାନ ଉପରେ ଗୁରୁତ୍ୱ । ଅଯଥା ଡକୁମେମେଣ୍ଟ ନ ମାଗି ସରଳ ଉପାୟରେ ବୀମା ଟଙ୍କା ପ୍ରଦାନ କରିବାକୁ ସମସ୍ତ ବୀମା କଂପାନୀଙ୍କୁ କୁହାଯାଇଛି। କ୍ଷତିଗ୍ରସ୍ତ କ୍ଷୁଦ୍ର ବ୍ୟବସାୟୀ, ଚାଷୀ, କ୍ଷୁଦ୍ରଶିଳ୍ପ, ହୋଟେଲ ମାଲିକ ପ୍ରାଥମିକ ଡକ୍ୟୁମେଣ୍ଟ ଦେଇ ବୀମା ଟଙ୍କା...
ଭୁବନେଶ୍ୱର: ବାତ୍ୟା ‘ଫୋନି’ର ଛଅ ଘଣ୍ଟାର ପ୍ରଳୟ ପୋଛି ଦେଇଛି ପୂରା ଗାଁକୁ। ଉଡ଼ାଇନେଇଛି ମୁଣ୍ଡ ଉପରୁ ଛାତ। ଆଉ ଉଜାଡ଼ି ଦେଇ ଯାଇଛି ଲୋକଙ୍କ ଜୀବନ ଜୀବିକା। ଏପରି ଚିତ୍ର ଦେଖିବାକୁ ମିଳିଛି, ବିପର୍ଯ୍ୟୟ ବେଳେ ଦୀନ ଦୁଃଖୀଙ୍କ ପାଖରେ ସବୁବେଳେ ଠିଆ ହୋଇଥିବା ଉତ୍କଳମଣି ଗୋପବନ୍ଧୁ...
ପୁରୀ: ପ୍ରକୃତିର ତାଣ୍ଡବ ପରେ ଦୁର୍ଦ୍ଦଶା ଆସିବା ନିଶ୍ଚିତ। ତେବେ କେଉଁଠି କେଉଁ ରୂପରେ ଆସିବ ତାହା କହିବା ମୁସ୍କିଲ । ପୁରୀ ଜିଲ୍ଲାରେ ଫୋନିର କ୍ରୁର ଆକ୍ରମଣ ପରେ ଦାଉ ସାଧୁଛି ଝାଡ଼ାବାନ୍ତି । ଦୂଷିତ ପାଣି ବ୍ୟବହାର କରି ଶତାଧିକ ଲୋକ ଡାଇରିଆରେ ଆକ୍ରାନ୍ତ ହୋଇ...
କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ନିର୍ମାଣ ହେବ ଆଉ ୩୦ଟି ବାତ୍ୟା ଆଶ୍ରୟସ୍ଥଳୀ। ଆଜି କେନ୍ଦ୍ରାପଡ଼ା ଗସ୍ତରେ ଯାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା ପରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତି ବାତ୍ୟା ଆଶ୍ରୟସ୍ଥଳରେ ୨ କୋଟି ଟଙ୍କା...
ଭୁବନେଶ୍ୱର: ଦିଲ୍ଲୀ ସ୍ପେଶାଲ ସ୍କ୍ୱାଡ୍ ହାତରେ ଧରାପଡିଥିବା ବାଂଲାଦେଶୀ ଡକାୟତଙ୍କ ଲିଙ୍କ୍ ଭୁବନେଶ୍ୱରରେ ରହିଛି। ଏକଥା ଜଣାପଡ଼ିବା ପରେ ସେମାନଙ୍କୁ ରିମାଣ୍ଡରେ ଆଣିବା ପାଇଁ କମିଶନରେଟ ପୁଲିସର ଏକ ଟିମ୍ ଦିଲ୍ଲୀ ଗସ୍ତ କରିଛି। ସେମାନଙ୍କୁ ରିମାଣ୍ଡରେ ଆଣି ପଚରାଉଚୁରା କଲେ ଲୁଟ୍ର ବହୁ ତଥ୍ୟ ପଦାକୁ ଆସିବ...
ରାୟଗଡ଼ା: ବାସହୀନଙ୍କୁ ଘର ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ରହିଛି ଅନେକ ଯୋଜନା । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହେଉ କି ବିଜୁପକ୍କା ଘର ଯୋଜନା, ସବୁଥିରେ ଗୃହହୀନଙ୍କୁ ଘର ପ୍ରଦାନ କରାଯାଉଛି । ମାତ୍ର ଏସବୁ ଯୋଜନା ଗରିବଙ୍କ ନିକଟରେ କେତେ...
ନୂଆଦିଲ୍ଲୀ: ଯବାନଙ୍କୁ ଉତ୍ସାହିତ ଓ ସେମାନଙ୍କ ବୀରତ୍ୱକୁ ପ୍ରୋତ୍ସାହନ ଦେବାକୁ ବାୟୁସେନା ନେଇଛି ପଦକ୍ଷେପ। ଫେବ୍ରୁଆରୀ ୨୭ରେ ପାକିସ୍ତାନର ଲଢୁଆ ବିମାନ F-16କୁ ଖସାଇବାରେ ସଫଳ ହୋଇଥିବା ଓ୍ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କ ଉଦ୍ଦେଶ୍ୟରେ ନୂଆ ବ୍ୟାଜ୍ ପ୍ରଚଳନ କରାଯାଇଛି। ଅଭିନନ୍ଦନଙ୍କ ୫୧ ନମ୍ବର ମିଗ୍-୨୧ ବାଇସନ ସ୍କ୍ୱାର୍ଡନ୍ର...
ପୁରୀ: ହରିଣଙ୍କ ପାଇଁ ବନବିଭାଗର ଚିନ୍ତା ବଢିଯାଇଛି। ବାଲୁଖଣ୍ଡ ଏବଂ ଆସ୍କା ହରିଣଙ୍କ ପାଇଁ ବନ ବିଭାଗ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ପଦକ୍ଷେପ ନେଇଛି। ବିଧ୍ୱସ୍ତ ବାଲୁଖଣ୍ଡ ଅଭୟାରଣ୍ୟରେ ହରିଣଙ୍କ ପାଇଁ ଛାମୁଡିଆ ହେବ। ବର୍ଷା ଦିନ ପର୍ଯ୍ୟନ୍ତ ଟ୍ୟାଙ୍କର ଯୋଗେ ଜଙ୍ଗଲ ଜଳାଶୟ ପୂରଣ । କରାଯିବ ହରିଣଙ୍କ...
ନୂଆଦିଲ୍ଲୀ: ଚେନ୍ନାଇ ସୁପର କିଙ୍ଗସ୍ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଆଇପିଏଲରେ ଏକ ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଧୋନି ଆଇପିଏଲ୍ ଇତିହାସର ସବୁଠାରୁ ସଫଳ ୱିକେଟକିପର ଭାବେ କୋଲାକାତା ନାଇଟ୍ ରାଇଡର୍ସ (କେକେଆର୍) ଦିନେଶ କାର୍ତ୍ତିକଙ୍କୁ ପଛରେ ପକାଇଛନ୍ତି। ରବିବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଫାଇନାଲରେ ଧୋନି...
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଫୋନି ବାତ୍ୟା ପରବର୍ତ୍ତୀ ରିଲିଫ, ଥଇଥାନ ଓ ପୁଃନରୁଦ୍ଧାର କାମରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ରାଜ୍ୟ ସରକାର। ଆଜି ଏଭଳି ଅଭିଯୋଗ ଆଣିଛନ୍ତି ବିରୋଧୀ ଦଳ ନେତା ନରସିଂହ ମିଶ୍ର। ନରସିଂହ କହିଛନ୍ତି ଫୋନିରେ ବାସ୍ତବ କ୍ଷୟକ୍ଷତି ଆକଳନ ହେଉଥିବା ପରିମାଣଠୁ ଯଥେଷ୍ଟ ଅଧିକ। ତେଣୁ କେନ୍ଦ୍ର...
ପୁରୀ: ବାତ୍ୟା ଫୋନି ଉଜାଡି ଦେଇଛି ବହୁ ଲୋକଙ୍କ କୂଳ ବେଉସା । କ୍ଷତିଗ୍ରସ୍ତ କୌଳିକ ବୃତ୍ତି ମଧ୍ୟରୁ ଗୋଟିଏ ହେଉଛି କୁମ୍ଭାରଙ୍କ କୁମ୍ଭକାର ସେବା । ପୁରୀ ଶ୍ରୀମନ୍ଦିର ଓ ଜଗନ୍ନାଥଙ୍କ ସେବା ପୂଜା ସହ ସହ ପ୍ରତ୍ୟକ୍ଷ ଜଡିତ ଥିବା ପୁରୀ କୁମ୍ଭାରପଡ଼ାର ମାଟି କୁଡ଼ୁଆ...