ନୂଆଦିଲ୍ଲୀ: ଯେଉଁ ଅଭିଯୋଗରେ ଜାତୀୟ ତଦନ୍ତ ଅଧିକାରୀ ସଂସ୍ଥା(ଏନଆଇଏ) ବିଚ୍ଛିନ୍ନତାବାଦୀ ନେତାଙ୍କୁ ଗିରଫ କରିଥିଲା ତାହା ସତ ପ୍ରମାଣିତ ହୋଇଛି। ଆଜି ଏନଆଇଏ ପ୍ରକାଶ କରିଥିବା ରିପୋର୍ଟରୁ ଏହା ଜଣାପଡ଼ିଛି। ବିଚ୍ଛିନ୍ନତାବାଦୀ ନେତା ମାନେ ବିଦେଶରୁ ଟଙ୍କା ଆଣି ନିଜ ପୁଅ ଓ ପରିବାର ପାଇଁ ଖର୍ଚ୍ଚ କରି...
ଭୁବନେଶ୍ୱର: ଓଡ଼ିଶାରେ ପ୍ରାକ୍ ମୈାସୁମୀ ବର୍ଷା କିଛି ଦିନର ପ୍ରବଳ ଗରମ ଓ ଗୁଳିଗୁଳି ପରେ ଗତକାଲି ସଂଧ୍ୟାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି । ରାଜଧାନୀ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିଛି । ଫଳରେ ତାପମାତ୍ରାରେ ପରିବର୍ତ୍ତନ ଘଟିଛି। ଅନ୍ୟପକ୍ଷରେ...
ମାଞ୍ଚେଷ୍ଟର: ରବିବାର ଓଲ୍ଡ ଟ୍ରାଫର୍ଡରେ ଖେଳାଯାଇଥିବା ହାଇଭୋଲଟେଜ୍ ଭାରତ ଓ ପାକିସ୍ତାନ ବିଶ୍ୱକପ୍ ମ୍ୟାଚରେ ଟିମ୍ ଇଣ୍ଡିଆ ନିର୍ଦ୍ଧାରିତ ୫୦ ଓଭରରେ ୫ ୱିକେଟ୍ ହରାଇ ୩୩୬ ରନ୍ କରିଛି। ଫଳରେ ଏହି ମହାମୁକାବିଲାକୁ ଜିତିବା ପାଇଁ ପାକିସ୍ତାନକୁ ୩୩୭ ରନ୍ କରିବାକୁ ପଡ଼ିବ। ଭାରତ ପକ୍ଷରୁ ଆଜି...
ଭୁବନେଶ୍ୱର: ପୁଣି ଏକ ହାଇ ଭୋଲଟେଜ୍ ଟକ୍କର ଅପେକ୍ଷାରେ କେନ୍ଦ୍ରାପଡ଼ା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ। ଭୋଟ ତାରିଖ ଘୋଷଣା ହୋଇନଥିଲେ ବି କମର କଷିବାକୁ କୌଶଳ ଆରମ୍ଭ କରିଦେଇଛନ୍ତି ଦୁଇ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ଓ ବିଜେପି। ବିଜୟଙ୍କ ପତିଆରା ଓ ନବୀନଙ୍କ ଲୋକପ୍ରିୟତା ମଧ୍ୟରେ ଏଠି ଲଢେଇ...
ପୁରୀ: ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣମୀ । ରତ୍ନବେଦୀ ଛାଡି ସ୍ନାନବେଦୀକୁ ବିରାଜିବେ ଚତୁର୍ଦ୍ଧାମୂରତି। ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ହାତିବେଶରେ ଦର୍ଶନ ଦେବେ। ଏହି ଦୁର୍ଲଭ ନୀତି ଓ ବେଶ ଦେଖିବାକୁ ଶ୍ରୀକ୍ଷେତ୍ରକୁ ଛୁଟିଲାଣି ଭକ୍ତଙ୍କ ସୁଅ। ରଥଯାତ୍ରାର ଅୟମାରମ୍ଭ ଭାବେ ପରିଚିତ ସ୍ନାନଯାତ୍ରା...
ଭୁବନେଶ୍ୱର: ଫୋନି ପ୍ରଭାବିତ ଅଞ୍ଚଳରୁ କେବେ ଘୁଞ୍ଚିବ ବିଜୁଳି ଦୁଃଖ? ବାତ୍ୟାକୁ ଦେଢ଼ମାସ ପୂରିବାକୁ ଯାଉଥିବା ବେଳେ ଏ ପ୍ରଶ୍ନର ଉତ୍ତର ଯେମିତି କାହା ପାଖରେ ନାହିଁ । ଆଜି ବି ପୁରୀ ଜିଲ୍ଲାର ଶତାଧିକ ଗାଁରେ ଅନ୍ଧାର ଆଉ ଗରମ ଗୁଳୁଗୁଳିରେ ଷଢୁଛନ୍ତି ଲକ୍ଷ ଲକ୍ଷ ବିପନ୍ନ...
ଭୁବନେଶ୍ୱର: ପୁଣି ଥାନା ହାଜତରେ ଅଭିଯୁକ୍ତର ମୃତ୍ୟୁ ଅଭିଯୋଗା ନବରଙ୍ଗପୁର ପୋଲିସ ହେପାଜତରେ ଜଣେ ଅଭିଯୁକ୍ତର ରହସ୍ୟଜନକ ମୃତ୍ୟୁ ପରେ ଏଭଳି ଅଭିଯୋଗ ଆସିଛି । କେବଳ ଏତିକି ନୁହେଁ, ପୋଲିସ ଘଟଣାକୁ ଘଣ୍ଟ ଘୋଡାଇବା ସହ ମୃତଦେହକୁ ହସ୍ତାନ୍ତର କରୁ ନ ଥିବା ମଧ୍ୟ ସଂଗୀନ ଅଭିଯୋଗ...
ମାଞ୍ଚେଷ୍ଟର: ଟିମ୍ ଇଣ୍ଡିଆର ଓପନିଂ ବ୍ୟାଟ୍ସମ୍ୟାନ୍ ରୋହିତ୍ ଶର୍ମା ବିସ୍ଫୋରକ ଶତକ ମାରି ଆଉଟ୍ ହୋଇଛନ୍ତି । ରୋହିତ୍ ୧୧୩ ବଲରେ ୧୪ ଚୌକା ଓ ୩ ଛକା ସହ ୧୪୦ ରନ୍ କରି ହାସନ୍ ଅଲୀଙ୍କ ବଲରେ ଆଉଟ୍ ହୋଇଛନ୍ତି । ରୋହିତ୍ ମାତ୍ର ୮୫ ବଲରେ...
ସୋର: ଋଣ ଭାର ସହି ନ ପାରି ଜଣେ ଛତୁ ଚାଷୀ ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ଆସିଛି ବାଲେଶ୍ୱର ଜିଲ୍ଲା ସୋର ଥାନା ନୂଆପୁରରୁ। ଏହି ଗାଁର ଗୟାଧର ଜେନାଙ୍କ ପରିବାର ଲୋକଙ୍କ କହିବା ଅନୁସାରେ ଛତୁ ଚାଷ କରିବା ପାଇଁ ଗୟାଧର ସୋରରେ ଥିବା ଉତ୍ତରେଶ୍ୱର ସେବା...
ନବରଙ୍ଗପୁର: ଅଭିଯୁକ୍ତକୁ ଉଠାଇ ନେଇ ପୁଲିସ୍ ମାରି ଦେଇଥିବା ଅଭିଯୋଗରେ ଗାଁ ଲୋକେ ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନାରେ ଭଙ୍ଗାରୁଜା କରିଛନ୍ତି। ତେବେ ପରିସ୍ଥିତି ନିୟନ୍ତ୍ରଣ ଲାଗି ପୁଲିସ୍ ଲାଠିଚାର୍ଜ କରିବା ସହ ଗାଁରେ ଫ୍ଲାଗମାର୍ଚ୍ଚ କରିଛି। ଗତକାଲି ଖୁଟିଗୁଡ଼ା ସାପ୍ତାହିକ ହାଟରେ କୁକୁଡ଼ା ଲଢ଼େଇ ଚାଲିଥିବାବେଳେ ବଡ଼ପଞ୍ଜୁରିଆ...
ସୋର: ଶ୍ୱଶୁର ଘରେ ଜ୍ୱାଇଁର ମୃତ୍ୟୁ। ବାଲେଶ୍ୱର ଜିଲ୍ଲା ସୋର ମୁନିସିପାଲଟି ମୁଲେଶ୍ୱର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗାଁର ସୁଦାମ ସାହୁ ତାଙ୍କ ଶ୍ୱଶୁର ଘର ମେଣ୍ଢାଗଡ଼ଇକୁ ୧୫ ଦିନ ହେଲା ପରିବାର ସହ ଯାଇଥିଲେ । ଗତକାଲି ରାତିରେ ସେ ହଠାତ୍ ବିଷ ପିଇଦେବାରୁ...
ମାଞ୍ଚେଷ୍ଟର: ଚଳିତ ବିଶ୍ୱକପରେ ରୋହିତ୍ ଶର୍ମାଙ୍କ ବ୍ୟାଟ୍ ଖୁବ୍ ଚାଲିଛି। ଆଜି ପାକିସ୍ତାନ ବିପକ୍ଷ ମ୍ୟାଚରେ ସେ ଆଉ ଏକ ଦମଦାର ଇନିଂସ୍ ଖେଳି ଶତକ ହାସଲ କରିଛନ୍ତି। ଚଳିତ ବିଶ୍ୱକପରେ ରୋହିତଙ୍କ ଏହା ଦ୍ୱିତୀୟ ଶତକ । ସେ ମାତ୍ର ୮୫ ବଲରେ କ୍ୟାରିୟରର ୨୪ତମ ଶତକ...
ରାଉରକେଲା: ଟାଟା ପାସେଞ୍ଜର ଟ୍ରେନର ଏକ ବଗିରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ରାଉରକେଲା ଷ୍ଟେସନ ନିକଟରୁ ରେଲେୱେ ପୋଲିସ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି । ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କ ବୟସ ପାଖାପାଖି ୫୦ ବର୍ଷ ହେବ...
ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପୁରୁଷ ହକି ସିରିଜ୍ ଫାଇନାଲ୍ସରେ ଚାମ୍ପିୟନ ହୋଇଛି ଭାରତ। ଆଜି ଫାଇନାଲରେ ଭାରତର ମୁକାବିଲା ଅପେକ୍ଷାକୃତ ଦୁର୍ବଳ ଦକ୍ଷିଣ ଆଫ୍ରିକା ସହ ହୋଇଥିଲା। ଏହି ମ୍ୟାଚ୍ରେ ଭାରତୀୟ ପୁରୁଷ ହକି ଦଳ ଚମତ୍କାର ଖେଳ ପ୍ରଦର୍ଶନ କରି ଦକ୍ଷିଣ ଆଫ୍ରିକାକୁ ୫-୧ ଗୋଲ୍ରେ...
ଭୁବନେଶ୍ୱର: ଆଜି ରଜ ସଂକ୍ରାନ୍ତି। ରଜ ଉତ୍ସବର ଦ୍ୱିତୀୟ ଦିନ। କାଲି ଭଳି ଆଜି ବି ଦୋଳି ଖେଳ ସାଙ୍ଗକୁ ସୁଆଦିଆ ପିଠା ଓ ପାନରେ ମହକୁଛି ପରିବେଶ। ବ୍ରହ୍ମପୁରରେ ଦିବ୍ୟାଙ୍ଗ ଉତ୍ସବ ପାଳିଥିବା ବେଳେ ନିଜ ନିଜ ଅଞ୍ଚଳରେ ଆୟୋଜିତ ରଜ ଉତ୍ସବରେ ସାମିଲ ହୋଇଥିଲେ ରାଜନେତା।...
ଭୁବନେଶ୍ୱର: ପାଟକୁରା ଓ ବିଜେପୁର ଉପନିର୍ବାଚନ ପରେ ବାଜିପାରେ ପୌର ନିର୍ବାଚନ ବିଗୁଲ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସଂରକ୍ଷଣ ସୀମା ୫୦ ପ୍ରତିଶତ ଭିତରେ ରଖି ଏଥର ନିର୍ବାଚନ କରିବେ ରାଜ୍ୟ ନିର୍ବାଚନ କମିଶନ । ତେଣୁ ୱାର୍ଡ ପୁନର୍ଗଠନ ଓ ସଂରକ୍ଷଣ ସମ୍ପର୍କିତ କସରତ ସାରି ତୁରନ୍ତ...
ଭୁବନେଶ୍ୱର:ଝଡ଼ ଫୋନି ତାଣ୍ଡବକୁ ୟା ଭିତରେ ବିତିଗଲାଣି ଦେଢ଼ ମାସ । ବାତ୍ୟା ମାଡ଼ରେ ଘାଇଲା ସର୍ବହରା ମଣିଷମାନେ ଜୀବନ ପୁଣି ସଜାଡ଼ିବାକୁ ଉଦ୍ୟମ ତ’ କରୁଛନ୍ତି, ହେଲେ ପାରୁନାହାନ୍ତି । କାରଣ ସେଥିରେ ପ୍ରତିବନ୍ଧକ ସାଜିଛି ବିଜୁଳି ଯନ୍ତ୍ରଣା ସାଙ୍ଗକୁ ପ୍ରଶାସନର ଚରମ ନିଷ୍କ୍ରିୟତା । ଦିନରେ...
ଭୁବନେଶ୍ୱର: ଈଶ୍ୱରଙ୍କ ଅଦ୍ୱିତୀୟ ରୂପ ପିତାମାତା । ଯିଏ ଜନ୍ମଦାନଠୁ ଆରମ୍ଭ କରି ନିଜ ସନ୍ତାନଙ୍କୁ ଦୁନିଆକୁ ଚିହ୍ନାଇବାର ପଣ କରିଥାନ୍ତି। ସେହି ପିତାମାତା ଆଜି ଅବହେଳିତ। କିନ୍ତୁ ଏଣିକି ସେମାନଙ୍କୁ ହତାଦର କଲେ ମିଳିବ ଦଣ୍ଡ। ସେ ପୁଅ ହେଉ କିମ୍ବା ଝିଅ ଅଥବା ବୋହୂ ।...
ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଗତ ୫ ଦିନ ଧରି ଚାଲିଥିବା ଡାକ୍ତରଙ୍କ ଆନ୍ଦୋଳନ ଥମିବାର ନାଁ ନେଉନି। ଆନ୍ଦୋଳନରତ ଡାକ୍ତରମାନେ ନିଜ ଜିଦ୍ରେ ଅଟଳ ଥିବା ବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ସେମାନଙ୍କ ଦାବି ସମ୍ପର୍କରେ ଆଲୋଚନା କରୁନାହାନ୍ତି ।ଏହା ଭିତରେ ଆଜି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମମତା...
ନୂଆଦିଲ୍ଲୀ: ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନରେ ନୀତି ଆୟୋଗର ପଞ୍ଚମ ଗଭର୍ଣ୍ଣିଂ କାଉନ୍ସିଲ୍ ବୈଠକ ବସିଛି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଉପସ୍ଥିତ ଅଛନ୍ତି ଅଧିକାଂଶ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶାସିତ ଅଞ୍ଚଳର ଲେଫ୍ଟନାଣ୍ଟ ଗଭର୍ଣ୍ଣର, କେନ୍ଦ୍ରମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ବୈଠକକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...