ଚଣ୍ଡୀଗଡ: ପଞ୍ଜାବର ମଣ୍ଡି ଗୋବିନ୍ଦଗଡରେ ଏକ ଫାଇନାନ୍ସ କମ୍ପାନୀ ଅଫିସରେ ଜଣେ ଯୁବତୀଙ୍କୁ ୬ ଜଣ ବ୍ୟକ୍ତି ଗନପଏଣ୍ଟରେ ଗଣଦୁଷ୍କର୍ମ କରିଛନ୍ତି। ଅଭିଯୁକ୍ତମାନେ ଗଣ ଦୁଷ୍କର୍ମ କରିବା ପରେ ଯୁବତୀଙ୍କୁ ଜୀବନରୁ ମାରି ଦେବା ପାଇଁ ଧମକ ଦେଇଥିଲେ। ଯୁବତୀଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା ରୁଜୁ...
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଆଜି ରେକର୍ଡ ସଂଖ୍ୟକ ବୃଦ୍ଧି ଘଟିଛି। ଦୀର୍ଘମାସ ପରେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧୫୦ ଟିପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୭୦ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ ୯୯ ଜଣ କ୍ୱାରେଣ୍ଟିନରେ ଥିବାବେଳେ ୭୧ ଲୋକାଲ...
ଭିଲୱାଡା: ରାଜସ୍ଥାନର ଭିଲବାଡା ଜିଲ୍ଲାର ହୁନୁମାନନଗର ଥାନା ଇଲାକାରେ ମଙ୍ଗଳବାର ରାତିରେ ଗ୍ୟାସ ସିଲିଣ୍ଡର ଭର୍ତ୍ତି ଏକ ଟ୍ରକ୍ରେ ଅଚାନକ ନିଆଁ ଲାଗି ଯାଇଥିଲା। ଏହା ପରେ ଗୋଟିଏ ପରେ ଗୋଟିଏ ସିଲିଣ୍ଡର ବ୍ଲାଷ୍ଟ ହେବାରେ ଲାଗିଥିଲା। ଏତେ ଜୋରରେ ବିସ୍ଫୋରଣ ହୋଇଥିଲା ଯେ, ଆଖପାଖ ଇଲାକା ଥରି...
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣର ସ୍ଥିତି ଦିନକୁ ଦିନ ବଢୁଥିବା ଲକ୍ଷ୍ୟ କରାଯାଉଛି। ଖାଲି ଆକ୍ରାନ୍ତଙ୍କ ସଂଖ୍ୟା ନୁହେଁ, ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୪୭ ହଜାର ୨୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ଆକ୍ରାନ୍ତ ସଂଖ୍ୟା ୧...
ନୂଆଦିଲ୍ଲୀ: ଦେଶରେ କୋଭିଡ-୧୯ ସ୍ଥିତିକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ୍ ଅବଧି ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ଡାଇରକ୍ଟରେଟ ଜେନେରାଲ ଅଫ ସିଭିଲ ଅଭିଏସନ (DGCA) ଏହି ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ୍ ଅବଧିକୁ ଏପ୍ରିଲ ୩୦ ଯାଏଁ ବଢାଇ ଦେଇଛନ୍ତି। ଫଳରେ ଏପ୍ରିଲ୍ ୩୦...
ନୂଆଦିଲ୍ଲୀ: ବ୍ୟାଙ୍କଗୁଡିକୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି ବ୍ୟାଙ୍କର ଋଣ ମୋରାଟୋରିୟମ୍ ଅବଧି ଆଉ ବୃଦ୍ଧି କରାଯିବନାହିଁ । ଏଥିସହ ଏହି ସମୟ ଅବଧି ଭିତରେ ଋଣକୁ ସମ୍ପୂର୍ଣ୍ଣ ଛାଡ କରାଯାଇ ପାରିବନି । ଲୋନ୍ ମୋରାଟୋରିୟମ ମାମଲା ପ୍ରସଙ୍ଗରେ ଏହି ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତି...
ଶ୍ରୀନଗର: ୪ବର୍ଷର ନୀରିହ ଶିଶୁଟିଏ ତା’ର ଆତଙ୍କୀ ବାପାକୁ ଆକୁଳ ନିବେଦନ କରୁଛି, ‘ଫେରିଆସ ବାପା…ମୁଁ ତୁମକୁ ବହୁତ ଭଲ ପାଏ। ତୁମକୁ ହରେଇବାକୁ ମୁଁ ଚାହୁଁନି। ବାପା, ତୁମେ ବନ୍ଧୁକ ଛାଡି ଆତ୍ମସମର୍ପଣ କର ବାପା…’। ଏମିତି ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓଟି ଜମ୍ମୁ-କଶ୍ମୀରର ସୋପିଆନ...
ଭୁବନେଶ୍ୱର: ଅନେକ ମିଠା ମିଠା ସ୍ୱପ୍ନ ଦେଖାଇ ଜୀବନସାଥୀ ଭାବେ ତାଙ୍କୁ ଗ୍ରହଣ କରିଥିଲେ। ଏକାଠି ହାତ ଧରି ଚାଲିବାର ପ୍ରତିଶ୍ରୁତି ଦେଇଥିଲେ। ସ୍ୱାମୀଙ୍କ ସହ ଘର ସଂସାର ଗଢିବା ଆଶାରେ ସେ ବି ବାପଘରୁ ପାଦ କାଢିଥିଲେ। ହେଲେ ଜାଣିପାରି ନ ଥିଲେ, ସେ ପ୍ରେମିକ ନୁହେଁ,...
କଲରାଡୋ: ଆମେରିକାର କୋଲରାଡୋ ସ୍ଥିତ ବୋଲ୍ଡର ସୁପରମାର୍କେଟରେ ଜଣେ ବନ୍ଧୁକଧାରୀ ଆଖି ବୁଜା ଗୁଳିବର୍ଷଣ କରିଛନ୍ତି। ଫଳରେ ଜଣେ ପୋଲିସ ଅଧିକାରୀଙ୍କ ସମେତ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ସନ୍ଧିଗ୍ଧ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ଏହି ଘଟଣାରେ ନିଜେ ଆକ୍ରମଣକାରୀ ମଧ୍ୟ ଆହତ ହୋଇଛି। ସ୍ଥାନୀୟ ପୋଲିସ...
ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣି ୧୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଗତକାଲି ତୁଳନାରେ ଆଜି ଚିହ୍ନଟଙ୍କ ସଂଖ୍ୟା ସାମାନ୍ୟ କମ ରହିଛି। ଗତକାଲି ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟର ଚିହ୍ନଟ ହୋଇଛନ୍ତି ୧୧୩ ଜଣ ନୂଆ ଆକ୍ରନ୍ତ। ଏମାନଙ୍କ ମଧ୍ୟରୁ...
ଫୁଲବାଣୀ: ଯୋଡ଼ାମୁଣ୍ଡରୁ ଶିଶୁ ଜଗାକାଳିଆଙ୍କୁ ଅଲଗା କରାଯିବା ପରେ କାଳିଆର ମୃତ୍ୟୁ ଘଟିଥିଲା। ଏବେ ଜଗାକୁ ନେଇ ବାପା-ମା’ ଅଧିକ ତତ୍ପର ହୋଇଛନ୍ତି। ଫୁଲବାଣୀ ମେଡିକାଲରେ ପୁଅର ଚିକିତ୍ସା କରାଉଛନ୍ତି। କାରଣ ଗତକାଲି କଟକ SCBରୁ ଡିସ୍ଚାର୍ଜ ହେବା ପରେ ଏବେ ଫୁଲବାଣୀ ମେଡିକାଲରେ ଜଗାର ଚିକିତ୍ସା ଚାଲିଛି।...
ଇସ୍ଲାମବାଦ୍: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କରୋନା ଆକ୍ରାନ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବିଶେଷ ସହୟକ ଟୁଇଟ କରି ଏହି ସୂଚନା ଦେଇଛନ୍ତି। କରୋନା ରିପୋର୍ଟ ପାଇବା ପରେ ଇମ୍ରାନ ହୋମ ଆଇସୋଲେସନରେ ଅଛନ୍ତି। ପାକିସ୍ତାନରେ ଏବେ ଟିକାକରଣ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଅଧିକ ଲୋକ...
ଆମ ହାଣ୍ଡିଶାଳରୁ ହଜି ଯାଉଛି କି ପଖାଳ ହାଣ୍ଡି? ଆମ ଖାଦ୍ୟ ଶୈଳୀରୁ ଦୂରେଇ ଯାଉଛି କି ପଖାଳ କଂସା? ଦିନକୁ ଦିନ ପଖାଳଠାରୁ ଆମର ସମ୍ପର୍କ ଛିନ୍ନ ହୋଇଯାଉଛି କି ? ଏହା ଯେ ଆମ ଜୀବନ ଜୀବିକା ଓ ଦିନଚର୍ଯା ସହ ଅତି ଅନ୍ତରଙ୍ଗ, ଏହାକୁ...
ଭୁବନେଶ୍ୱର: ମହାଙ୍ଗା ଡବଲ ମର୍ଡରକୁ ନେଇ ରାସ୍ତାକୁ ଓହ୍ଲାଇଲା ବିଜେପି। ଏହି ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କ ଗିରଫ ଦାବିରେ ବିଜେପି ଆରମ୍ଭ କରିଛି ସଦଭାବନା ଯାତ୍ରା । ଶତାଧିକ ସଂଖ୍ୟାରେ ବିଜେପି କର୍ମୀ ବିଧାନସଭା ଅଭିମୁଖେ ସଦଭାବନା ଯାତ୍ରା କରିଛନ୍ତି । ମନ୍ତ୍ରୀ...
ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ମଧ୍ୟ ଉପରମୁହାଁ ହୋଇଛି। ଦୀର୍ଘ ଦିନ ଧରି କରୋନା ଗ୍ରାଫ ୧୦୦ ତଳେ ଥିବାବେଳେ ଗତକାଲି ୧୧୦ ଛୁଇଁଥିଲା। ଆଜି ଏହା ୧୨୦କୁ ଛୁଇଁଛି। ପ୍ରତିଦିନ ବଢୁଥିବା ଏଇ କରୋନା ସଂମିତଙ୍କ ସଂଖ୍ୟା ପୁଣି ଚିନ୍ତା ବଢାଇଛି। ଗତ ୨୪ ଘଣ୍ଟା ମଧ୍ୟରେ...
ଚନ୍ଦୌଲି:ସୋଶିଆଲ ମିଡିଆ ଲାଗି ଟଳିଗଲା ଏକ ବଡ ବିପଦ। ଅସାମାଜିକଙ୍କ ହାବୁଡରୁ ଉଦ୍ଧାର ପାଇଲେ ନାବାଳିକା । ଗୋଟିଏ ଟୁଇଟ ପାଇଁ ଝିଅକୁ ଫେରି ପାଇଲେ ବାପା। ନହେଲେ ଝିଅର ଜୀବନ ଯେ କ’ଣ ହୋଇଥାନ୍ତା ! ସୋଶିଆଲ ମିଡିଆକୁ ନେଇ ଅନେକଙ୍କ ମନରେ ନକାରାତ୍ମମ ଚିନ୍ତାଧାରା ଥିବାବେଳେ...
ସୁନ୍ଦରଗଡ଼: ଦୃଷ୍ଟିହୀନ ଶିକ୍ଷୟିତ୍ରୀ ତପେଶ୍ୱରୀ ପଣ୍ଡାଙ୍କୁ ପୁନଃ ନିଯୁକ୍ତି ଦେଲେ ସରକାର । ଚାକିରି ସମୟରେ ଦୃଷ୍ଟି ଶକ୍ତି ହରାଇଥିଲେ ସୁନ୍ଦରଗଡ଼ ଭେଡାବାହାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ତପେଶ୍ୱରୀ ପଣ୍ଡା । ପରେ ତାଙ୍କୁ ଚାକିରି କରିବାରେ ଅକ୍ଷମ ଦର୍ଶାଇ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା । ଏନେଇ...