ନୂଆଦିଲ୍ଲୀ: ମହଙ୍ଗା ହେବ ବିମାନ ଯାତ୍ରା । ସରକାର ଜେଟ୍ ଇନ୍ଧନ ଦର ବୃଦ୍ଧି କରିଛନ୍ତି। ଫଳରେ ବିମାନ ଭଡା ବଢିବାର ସମ୍ଭାବନା ରହିଛି। ତେବେ ଦରବୃଦ୍ଧି ଯୋଗୁ କେବଳ ଇକୋନମିକ୍ ଶ୍ରେଣୀରେ ବିମାନ ଟିକେଟ ଦର ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର। ବିଜିନେସ ଶ୍ରେଣୀରେ ଟିକଟ...
ଭୁବନେଶ୍ୱର: ଓଡ଼ିଆ ହାଣ୍ଡିଶାଳର ସ୍ୱତନ୍ତ୍ର ଆକର୍ଷଣ ପଖାଳ। ମାର୍ଚ୍ଚ ମାସର ଟାଇଁ ଟାଇଁ ଖରାରେ ଯେପରି ହାତ ଠାରି ଡାକୁଥାଏ। ଖାଲି ଖରା କାହିଁକି, ଶୀତ ହେଉ କି ବର୍ଷା…ସବୁ ଋତୁ, ସବୁ ଦିନ ପଖାଳର ଆକର୍ଷଣ ମନଲୋଭା। ଚୂନା ମାଛ ସାଙ୍ଗକୁ ଆଳୁ ଭର୍ତ୍ତା, ବଡ଼ି ଚୁରା,...
ଭୁବନେଶ୍ୱର: ‘ମୋ ଜୀବନ, ମୋ ଉପାସନା’ରେ ରହିଛି ଜୀବନ ସଂଘର୍ଷର କାହାଣୀ। ସେହି ସଂଘର୍ଷ ନିରନ୍ନ, ନିରକ୍ଷର, ନିଷ୍ପେଷିତ ଆଦିବାସୀଙ୍କର। ଏମାନଙ୍କ ଅଧିକାର ପାଇଁ ଲଢୁଥିବା ଜଣେ ଦୁର୍ଦ୍ଦର୍ଷ ଯୋଦ୍ଧାର। ରାଜଭବନଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି ଓଡ଼ିଶାର ବର୍ଷିାୟାନ ଭୁଦାନ ଓ ସର୍ବୋଦୟ...
ମିରଟ: ବିବାହ ଭୋଜିରେ ଛେପ ଲଗାଇ ତନ୍ଦୁର ରୁଟି ତିଆରି କରି କ୍ୟାମେରା ସାମ୍ନାରେ ଧରା ପଡ଼ିଥିବା ଜଣ ଯୁବକଙ୍କ ବିରୋଧରେ ନାଶନାଲ ସିକ୍ୟୁରିଟି ଆକ୍ଟ (ଏନଏସ୍ଏ)ରେ ମାମଲା ରୁଜୁ କରାଯାଇଛି। ଉତ୍ତର ପ୍ରଦେଶର ମିରଟରେ ଘଟିଥିବା ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତାଙ୍କ...
ମୁମ୍ବାଇ: ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ବିରାଟ୍ କୋହଲିଙ୍କ ନେତୃତ୍ୱରେ ଏହି ୧୮ ଜଣିଆ ଦଳରେ ନୂଆ ମୁହଁ ଭାବେ ସ୍ଥାନ ପାଇଛନ୍ତି ସୂର୍ଯ୍ୟକୁମାର ଯାଦବ, କୃଣାଲ ପାଣ୍ଡ୍ୟା ଏବଂ ପ୍ରସିଦ୍ଧ କ୍ରିଷ୍ଣା ସୂର୍ଯ୍ୟକୁମାର । ଚଳିତ...
ଫୁଲବାଣୀ: ପୁଣି ଚର୍ଚ୍ଚାକୁ ଆସିଛି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ଘଟଣା । ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ପୁଅଙ୍କୁ ଦିଆଯାଇଥିବା ଅନୁକମ୍ପା ରାଶି ଫେରାଇବାକୁ କନ୍ଧମାଳ ପୋଲିସ ନୋଟିସ୍ ଦେଇଛି । ୨୦୧୫ରେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ପୁଅ ଲୋକନାଥଙ୍କୁ ଅନୁକଂପା ରାଶି ବାବଦରେ ୨ ଲକ୍ଷ ଟଙ୍କାର ଏକ ଚେକ୍...
ଭୁବନେଶ୍ୱର: ସାରା ଦେଶରେ କରୋନାର ଦ୍ୱିତୀୟ ଲହରକୁ ନେଇ ଚିନ୍ତା ବଢୁଥିବାବେଳେ ଆଜି ଓଡ଼ିଶାର ତାଲିକା ଏହି ଚିନ୍ତାକୁ ଆହୁରି ତେଜିଛି। ଗତ କିଛି ଦିନ ହେବ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ ଥିବାବେଳେ ଆଜି ରେକର୍ଡ ଭାଙ୍ଗିଛି। ଆଜି ରାଜ୍ୟରୁ ୧୧୦ ଜଣ କରୋନା...
ମୁମ୍ବାଇ: ଦେଶରେ କରୋନା ଗ୍ରାଫ ଚିନ୍ତା ବଢାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୦ ହଜାର ପାଖାପାଖି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅର୍ଥାତ୍ ୩୯ ହଜାର ୭୨୬ ନୂଆ ମାମଲା ସାମ୍ନାକୁ ଆସିଛି। ଏହା ପରେ ଦେଶରେ କରୋନା ସଂକ୍ରମଣ ୧ କୋଟି ୧୫ ଲକ୍ଷ ୧୪...
ମୁମ୍ବାଇ:ମୁକେଶ ଅମ୍ବାନୀଙ୍କ ଘର ବାହାରେ ରଖାଯାଇଥିବା ବିସ୍ଫୋରକ ଭର୍ତ୍ତି ସ୍କର୍ପିଓ ଘଟଣାର ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ପୋଲିସ ଅଧିକାରୀ ସଚିବ ୱାଜେଙ୍କୁ ଗିରଫ କରିଛି। ତାଙ୍କ ବିରୋଧରେ ଏନଆଇଏ ଗୋଟିଏ ପରେ ଗୋଟିଏ...
ନ୍ୟୁୟର୍କ: କରୋନାକୁ ନେଇ ସାରା ବିଶ୍ୱ ଚିନ୍ତାରେ। ହେଲେ ଏଠି କରୋନାକୁ ମାତ ଦେଇ ଜନ୍ମ ନେଇଛି ଶିଶୁ। ଡାକ୍ତରମାନେ ବି ଦେଖି ଆଶ୍ଚର୍ଯ୍ୟ। ଶିଶୁଟି ଆଣ୍ଟିବଡି ସହ ଜନ୍ମ ନେଇଛି ଯେଉଁଥିପାଇଁ କରୋନାକୁ ମାତ ଦେବାକୁ ସେ ସମର୍ଥ। ବୋଧହୁଏ ପ୍ରଥମ ଥର ପାଇଁ ଏପରି ଦେଖିବାକୁ...
ଜଳନ୍ଧର: ୧୩ ବର୍ଷର ଜଣେ ଛାତ୍ରଙ୍କୁ ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଶିକ୍ଷୟିତ୍ରୀ। ବିବାହ ପରେ ଉକ୍ତ ଛାତ୍ରଙ୍କୁ ୬ ଦିନ ନିଜ ଘରେ ରଖିବା ପରେ ଛାଡ଼ି ଦେଇଛନ୍ତି। ନାବାଳକ ଛାତ୍ର ଘରେ ପହଞ୍ଚି ପରିବାର ଲୋକଙ୍କୁ ଏ ନେଇ ଜଣାଇବା ପରେ କଥା ପଦାକୁ ଆସିଥିଲା।...
ନୂଆଦିଲ୍ଲୀ: ଦେଶରେ ପୁଣି କଡ ଲେଉଟେଇଛି କରୋନା । କ୍ରମାଗତ ଭାବେ ଦେଶରେ ବଢି ବଢି ଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୩୫ହଜାର ୮୭୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୩ ମାସ ମଧ୍ୟରେ ଏହା ସବୁଠାରୁ ଅଧିକ ବୋଲି ରିପୋର୍ଟରୁ...
ଫରିଦାବାଦ: ହରିଆଣା ଫରିଦାବାଦ ଜିଲ୍ଲାରେ ଏକ ହୃଦୟ ବିଦାରକ ଘଟଣାର ବିଚାର କରି ମୁମ୍ବାଇ କୋର୍ଟ ରାୟ ଶୁଣାଣି କରିଛି। କଇଁଚିରେ ଏକାଧିକବାର ଆଘାତ ଦେଇ ପତ୍ନୀଙ୍କ ଗଳାକାଟି ହତ୍ୟା କରିଥିବା ଜଣେ ବ୍ୟକ୍ତିଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଅତିରିକ୍ତ ସେସନ୍ ଜଜ୍ ସରତାଜ ବାସବାନାଙ୍କ ଅଦାଲତ...
ଗ୍ୱାଲିଅର:ବିଜେପି ରାଜ୍ୟସଭା ସାଂସଦ ତଥା ଗ୍ୱାଲିୟର ମହାରାଜା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ଜୟ ବିଳାସ ପ୍ୟାଲେସରେ ଚୋରି ହୋଇଯାଇଛି। ସବୁଠାରୁ ସୁରକ୍ଷିତ ବୋଲି ବିଶ୍ୱାସ କରାଯାଉଥିବା ଏହି ମହଲରୁ ଚୋରି ହେବା ଘଟଣା ପୋଲିସ ପ୍ରଶାସନ ଆଖିରୁ ନିଦ ହଜାଇ ଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। ମାମଲାର ତଦନ୍ତ ଆରମ୍ଭ...
ଡେରାଡ଼ୁନ୍: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାୱତ କ୍ଷମତାକୁ ଆସିବା ପରେ ପରେ ଏକ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ମଙ୍ଗଳବାର ଡେରାଡୁନ୍ରେ ଶିଶୁ ଅଧିକାର ସୁରକ୍ଷାକୁ ନେଇ ଏକ ୱର୍କଶପ ଆୟୋଜନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହିଳାଙ୍କ ଫଟା ଜିନ୍ସ ପିନ୍ଧିବାକୁ ନେଇ...
ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନା(IAF)ର ଏକ ମିଗ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣେ ଗ୍ରୁପ୍ କ୍ୟାପ୍ଟେନଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସେଣ୍ଟ୍ରାଲ୍ ଇଣ୍ଡିଆଏୟାର୍ବେସ୍ରେ ଆଜି ସକାଳେ IAFର ଏକ MiG-21 Bison ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। combat ଟ୍ରେନିଂ ମିଶନ ପାଇଁ ବିମାନଟି...
ନୂଆଦିଲ୍ଲୀ:ଦେଶରେ ବଢୁଥିବା କରୋନା ସ୍ଥିତିକୁ ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଏକ ଭିଡିଓ କନଫରେନସିଂ ଜରିଆରେ କିପରି ସ୍ଥିତିର ମୁକାବିଲା କରିବ ସେ ନେଇ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଲୋକଙ୍କୁ ଭୟଭୀତ ନକରି ସେମାନଙ୍କୁ ସଚେତନ କରିବା...
ନୂଆଦିଲ୍ଲୀ: ନିଜର ଅବହେଳା ପାଇଁ ସାରା ବିଶ୍ୱକୁ କରୋନା ପରି ବିପଦ ମୁହଁକୁ ଠେଲି ଦେଇଥିବା ଚୀନ ପୁଣି ଏବେ ଟିକାକୁ ନେଇ ଦାଦାଗିରି ଦେଖଉଛି। ଇତି ମଧ୍ୟରେ ଅନେକ ଦେଶ କରୋନା ଭାକ୍ସିନ ବାହାର କରିଥିବାବେଳେ ଚାଇନା ବି ପଛରେ ପଡ଼ିନାହିଁ। ତେବେ ଚୀନ୍ ଦ୍ୱାରା ବିକଶିତ...
ମୁମ୍ବାଇ: ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ଘର ନିକଟରୁ ବିସ୍ଫୋରକ ଭର୍ତ୍ତି ଗାଡ଼ି ମିଳିବା ମାମଲାରେ ତଦନ୍ତକୁ ଜୋରଦାର କରିଛି ଏନ୍ଆଇଏ। ତଦନ୍ତରେ ଏନଆଇଏ ହାତରେ ଲାଗିଛି ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ। ଗିରଫ ପୋଲିସ ଅଧିକାରୀ ସଚିନ ବଜେଙ୍କ କାର୍ଯ୍ୟାଳୟରେ ଛାନ୍ଭିନ୍ କରିବା ସହ ଏକ କଳା ରଙ୍ଗର କାର୍...
ଭୁବନେଶ୍ୱର: ଆମେରିକାରେ ଆଖିବୁଜା ଗୁଳିମାଡ଼ । ଆମେରିକା ଆଟଲାଣ୍ଟାର ଜର୍ଜିଆ ଅଞ୍ଚଳରେ ଗୁଳିମାଡ଼ ହୋଇଛି । ଏଥିରେ ୮ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି । ୩ଟି ସ୍ପା ଭିତରେ ପଶି ଦୁର୍ବୃତ୍ତମାନେ ଆଖିବୁଜା ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ୪ ମହିଳାଙ୍କ ସମେତ ୮ ଜଣଙ୍କ ମୃତ୍ୟୁ...