ପୁରୀରେ ନାବାଳକଙ୍କୁ ଯୌନ ନିର୍ଯାତନା ଅଭିଯୋଗ। ଆଉ କେହି ନୁହେଁ, ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ସହଯୋଗୀ ତଥା ଯାତ୍ରୀ ଗୁମାସ୍ତା ଏପରି ନିର୍ଯାତନା ଦେଇଥିବା ଅଭିଯୋଗ ଆସିଛି।
ଆଜି ବିଶ୍ୱ ହସ ଦିବସ। ଚାଲନ୍ତୁ ଏଇ ହସର ଉପାଦେୟତା ବିଷୟରେ କିଛି ଜାଣିବା। ସତ କହିବାକୁ ଗଲେ, ଚେନାଏ ହସ ବାଣ୍ଟିଦିଏ ମମତା। ହାଲ୍କା କରିଦିଏ ମନ । ହୃଦୟରେ ଭରଦିଏ ଉଚ୍ଛ୍ୱାସ । ମିଠା ମିଠା ହସ ସଜାଡି ଦିଏ ବିଗିଡି ଯାଇଥିବା ସମ୍ପର୍କକୁ ।...
ବଲିଉଡର ବର୍ଷୀୟାନ ଅଭିନେତା ଅରୁଣ ବାଲି ଆଉ ନାହାନ୍ତି। ଆଜି ଅରୁଣଙ୍କ ଶେଷ ଫିଲ୍ମ ‘ଗୁଡବାଏ’ ରିଲିଜ ହେଉଛି ଆଉ ଏପଟେ ସବୁଦିନ ପାଇଁ ସମସ୍ତଙ୍କୁ ଗୁଡ୍ବାଏ କରି ସେ ଅଫେରା ଦୁନିଆକୁ ଫେରି ଯାଇଛନ୍ତି।
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ରେସ୍ର ଆଗଧାଡ଼ିରେ ଥିବା ବରିଷ୍ଠ ନେତା ଶଶୀ ଥରୁରଙ୍କୁ ବଡ ଝଟକା। ତାମିଲନାଡୁରେ ଦଳୀୟ ବୈଠକରେ ତାଙ୍କୁ ଯେପରି ନୈରାଶ୍ୟଜନକ ରେସ୍ପନ୍ସ ମିଳିଛି ତାହା ସମସ୍ତଙ୍କୁ ଭାବିବାକୁ ବାଧ୍ୟ କରିଛି- ଥରୁର ଏ ନିର୍ବାଚନ ଜିତିବେ ତ ?
ସାମ୍ନାକୁ ଆସିଲା ଚୀନର ଆଉ ଏକ ସାଂଘାତିକ ଠକେଇ। ଭାରତୀୟ ଯୁବକଙ୍କ ଚାକିରୀ ନାଁରେ କିପରି ଶୋଷଣ କରୁଛି ତାହାର ଲୋମଟାଙ୍କୁରା କାହାଣୀ ଏବେ ପଦାକୁ ଆସିଛି। ଦାଦନ ଶ୍ରମିକଙ୍କ ପରି ନିର୍ଯାତନା ଦେଇ ଦେଶଦ୍ରୋହ କାମରେ ଲଗାଉଛି। ଭାରତୀୟ ଯୁବଗୋଷ୍ଠୀଙ୍କୁ ପ୍ରଲୋଭନ ଦେଖାଇ ଫସାଇବା ପାଇଁ ଚୀନର ଏକ...
ଜଣେ ଡେଲିଭରି ବୟ ଗାଡିରେ ଖାଦ୍ୟ ଡେଲିଭରି କରିବାକୁ ଯାଉନାହାନ୍ତି। ସେ ଉଡି ଉଡି ଖାଦ୍ୟ ଡେଲିଭରି କରୁଛନ୍ତି। ଏପରିକି ସେ ବଡ ବଡ କୋଠା ଘର ଉପରେ ଉଡି ଉଡ଼ି ଯାଉଥିବା ଦେଖିବାକୁ ମିଳିଛି।
ବଲିଉଡ ଅଭିନେତା, ଅଭିନତ୍ରୀଙ୍କ ଫ୍ୟାନ୍ସ, ଫଲୋୟର ବହୁତ ଅଧିକ । ଆକଳନ କରିବା କଷ୍ଟ। ଯଦି ଏହି ଅଭିନେତା ବା ଅଭିନେତ୍ରୀ ଫ୍ୟାନ୍ସଙ୍କ ଭିଡ଼ରେ ପଡିଗଲେ ତେବେ କଥା ସରିଲା। ଫଟୋ, ଅଟୋଗ୍ରାଫ ପାଇଁ ଏମିତି ଭିଡ ଜମିବ ଯେ ବାହାରବା ମୁସ୍କିଲ ହୋଇଯିବ। ତୁମର ରାଗ, ଗାଳି...
ସୋଶିଆଲ ମିଡିଆରେ ଖୁବ ଆକ୍ଟିଭ ଥିବା ନାଗାଲାଣ୍ଡର ମନ୍ତ୍ରୀ ତେମଜେନ ଇମନା ଅଲଙ୍ଗ ନିଜର ମଜାଦାର ଟୁଇଟ ପାଇଁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି। ଏବେ ପୁଣି ଏକ ମଜାଦାର ଟୁଇଟ କରି ଚର୍ଚ୍ଚାକୁ ଆସିଛନ୍ତି। ସେ ନିଜ ଟୁଇଟର ହାଣ୍ଡେଲରେ ଏକ ଫଟୋ ସେୟାର କରିଛନ୍ତି। ଏହି ଫଟୋରେ...
ପ୍ରେମର ନିଶା ଅଲଗା। ଏ ନିଶା ମଣିଷକୁ ପାଗଳ କରିଦିଏ । କୁହାଯାଏ, ପ୍ରେମ ନିଶା ଥରେ ଘାରିଲେ ମଣିଷ ଅନ୍ଧ ହୋଇଯାଏ । ପ୍ରେମ ପାଇଁ କେତେବେଳେ ଆପଣାର ମଣିଷମାନେ ପର ଲାଗନ୍ତି ପୁଣି କେତେବେଳେ ନିହାତି ପର ମଣିଷ ଆପଣାର ଲାଗନ୍ତି।
ଥାଇଲାଣ୍ଡରେ ଗୁଳିକାଣ୍ଡ। ପିଲାଙ୍କ ଡେ’ କେୟାର ସେଣ୍ଟର ଉପରକୁ ଦୁର୍ବୃତ୍ତ ଆଖିବୁଜା ଗୁଳିମାଡ କରିଛନ୍ତି। ଫଳରେ ୩୧ ଜଣଙ୍କର ମୃତ୍ୟୁ ଆଶଙ୍କା କରାଯାଉଛି।
ୟୁନାଇଟେଡ ଆରବ ଏମିରେଟର ଧନୀ ସହର ଦୁବାଇ। ଆପଣଙ୍କ ପର୍ସରେ ଟଙ୍କା ନାହିଁ ଅର୍ଥ ଏ ସହର ଆପଣଙ୍କ ପାଇଁ ନୁହେଁ। ଏମିତି ପରିସ୍ଥିତିରେ ଏଠିକାର ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକେ ସକାଳ ହେଲେ ପ୍ରଥମେ ଚିନ୍ତା କରନ୍ତି ଆଜି ଦିନକୁ ଥରେ ଖାଇବାକୁ ମିଳିବ ତ...
ଭାରତୀୟ ମୂଳ ପରିବାରର ୪ ଜଣ ସଦସ୍ୟଙ୍କୁ ମେରେଡ ସହରରୁ ସୋମବାର ଅପହରଣ କରାଯାଇଥିଲା। ଏମାନଙ୍କ ମଧ୍ୟରେ ୮ ମାସର ଏକ ଶିଶୁ ଥିଲା। ଏମାନଙ୍କୁ ହତ୍ୟା କରାଯାଇଛି। ଏମାନଙ୍କ ଶବକୁ ପୋଲିସ ଜବତ କରିଛି।
ଶିକ୍ଷକଙ୍କ ବିରୋଧରେ ଏମିତି ଅଭିଯୋଗ ଆଣିଲେ ପିଲା, ଚାକିରି ହରାଇଲେ ପ୍ରଫେସର। ହେଲେ କାରଣ ଜାଣିଲେ ଆପଣଙ୍କର ବି ହୋସ ଉଡ଼ିଯିବ।
ମୋଦି ସରକାର ଜମ୍ମୁ-କଶ୍ମୀରରେ ଆତଙ୍କୀମାନଙ୍କୁ ସଫା କରିବେ। ଆତଙ୍କବାଦ ହଟାଇବେ। ଆତଙ୍କୀଙ୍କ ହଟସ୍ପଟ ଥିବା ରାଜ୍ୟ ଟୁରିଷ୍ଟଙ୍କ ହଟସ୍ପଟ ହେବ। ଦେଶର ସବୁଠାରୁ ଶାନ୍ତିପୂର୍ଣ୍ଣ ସ୍ଥାନ ହେବ। ଜମ୍ମୁ-କଶ୍ମୀରରେ ଆତଙ୍କବାଦ ନ ହଟିବା ପର୍ଯ୍ୟନ୍ତ ପାକିସ୍ତାନ ସହ କୌଣସି ପ୍ରକାର ଅଲୋଚନା ହେବ ନାହିଁ ବୋଲି କେନ୍ଦ୍ର ଗୃହ...
ଦୁର୍ଘଟଣାଜନିତ ମୃତ୍ୟୁକୁ ରୋକିବା ପାଇଁ କଡାକଡି ହୋଇଛି ଟ୍ରାଫିକ ନିୟମ। ହେଲ୍ମେଟ ପିନ୍ଧିବାକୁ ବାଧ୍ୟ କରାଯାଉଛି। ଏସବୁ ସତ୍ତ୍ୱେ ଲୋକ ଖାମଖିଆଲ ଭାବେ ଗାଡ଼ି ଚଲାଉଛନ୍ତି। ହେଲମେଟ ନ ପିନ୍ଧି ଗାଡି ଚଲାଉଛନ୍ତି ଏବଂ ଦୁର୍ଘଟଣାରେ ପ୍ରାଣ ବି ହରାଉଛନ୍ତି। ଏମିତି ଅନେକ ଘଟଣା ସୋଶିଆଲ ମିଡିଆରେ ଦେଖିବାକୁ...
ବିଜୟାଦଶମୀରେ ଦୁଃଖଦ ଖବର। ଅରୁଣାଚଳ ପ୍ରଦେଶରେ ଭାରତୀୟ ସେନାର ଏକ ଚପର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣେ ଅଧିକାରୀଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଆହତ ହୋଇଛନ୍ତି। ଅରୁଣାଚଳର ତୱାଙ୍ଗରେ ସେନାର ଏହି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି।
ଚଳିତବର୍ଷ ଲଗାତାର ବଲିଉଡ ଫିଲ୍ମ ଫ୍ଲପ୍ ହେବା ପରେ ଚିନ୍ତାରେ ପଡିଛନ୍ତି ହଲ ମାଲିକ। ଖାଲି ହଲ ମାଲିକ ନୁହେଁ, ଫିଲ୍ମ ପ୍ରଡ୍ୟୁସର, ଡିଷ୍ଟ୍ରିବ୍ୟୁଟର୍ସଙ୍କ ଚିନ୍ତା ମଧ୍ୟ ବଢି ଯାଇଛି। ଫିଲ୍ମ ଫ୍ଲପ୍ ହେବା କାରଣରୁ ଅଧିକ ସଂଖ୍ୟକ ଦର୍ଶକ ହଲ୍କୁ ଆସୁ ନାହାନ୍ତି। ଏହାକୁ ଦୃଷ୍ଟିରେ ରଖି ସିନେମା...
ବିଜୟା ଦଶମୀ ଅବସରରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ଭାରତର ଜନସଂଖ୍ୟା ବୃଦ୍ଧିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଦେଶ ପାଇଁ ଜନସଂଖ୍ୟା ନିୟନ୍ତ୍ରଣ ଆଇନର ଆବଶ୍ୟକତା ରହିଛି। ଯଦି ଜରୁରୀ ପଦକ୍ଷେପ ନିଆ ନ ଯାଏ ତେବେ ଧର୍ମଭିତ୍ତିକ...
ଜିଓ ବ୍ୟବହାରକାରୀମାନଙ୍କ ପାଇଁ ଖୁସି ଖବର । ରିଲାଏନ୍ସ ଜିଓର ଟ୍ରୁ-୫ଜି ସେବାର ବିଟା ପରୀକ୍ଷଣ ଦଶହରାରୁ ଆରମ୍ଭ ହେଉଛି । ଦେଶର ଚାରି ସହର ଦିଲ୍ଲୀ, ମୁମ୍ବାଇ, କୋଲକାତା ଓ ବାରାଣାସୀରେ ଏହି ସେବା ଆରମ୍ଭ କରାଯିବ । ତେବେ ନିର୍ଦ୍ଦିଷ୍ଟ କିଛି ଜିଓ ଗ୍ରାହକଙ୍କୁ ଏହି...
ଜୀବନରେ ସଫଳତା କିଏ ବା ନ ଚାହେଁ ? ସଫଳତାର ବାଟ ଅନେକ। ଏଥିପାଇଁ କିଏ ନିଜ ପ୍ରତିଭା ବନିଯୋଗ କରେ ତ କିଏ ପରିଶ୍ରମ। ଆଉ କିଏ କୌଶଳ। ଏମିତି ଦୌଡ ଭିତରେ କିଛି ଲୋକ ସଫଳତା ତ ପାଆନ୍ତି, ତଥାପି ଅନେକ ପଛରେ ପଡ଼ିଯାଆନ୍ତି।