ଭୁବନେଶ୍ୱର: ଦ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI) ରେ ଚାକିରି କରିବା ପାଇଁ ଆଶା ରଖିଥିବା ପ୍ରାର୍ଥୀଙ୍କ ଲାଗି ସୁବର୍ଣ୍ଣ ସୁଯୋଗ ! RBI ପକ୍ଷରୁ ଖାଲି ପଡ଼ିଥିବା ଏକାଧିକ ପଦବୀ ପାଇଁ ଆବେଦନପତ୍ର ଆହ୍ୱାନ କରାଯାଇଛି। ଆଗ୍ରହୀ ଯୋଗ୍ୟ ପ୍ରାର୍ଥୀ ତୁରନ୍ତ ଆବେଦନ କରନ୍ତୁ। ଆରବିଆଇରେ...
ଗୌହାଟି: ଆସାମ ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜ୍ୟ ସରକାର ବୁଧବାର ଦେଶକୁ ପୁଣି ଅଶାନ୍ତ କ୍ଷେତ୍ର (disturbed area) ଘୋଷଣା କରିଛନ୍ତି। ରାଜ୍ୟପାଳ ଜଗଦୀଶ ମୁଖୀ Armed Forces Special Powers Act ବା (AFSPA) ଅନୁସାରେ ପୁରା ରାଜ୍ୟକୁ ୬ ମାସ ପାଇଁ ଅଶାନ୍ତ କ୍ଷେତ୍ର ବୋଲି...
ମୋଟେରା: ବଦଳିଲା ବିଶ୍ୱର ସର୍ବବୃହତ୍ତ କ୍ରିକେଟ ଷ୍ଟାଡିୟମର ନାଁ ।ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଷ୍ଟାଡିୟମ ନାଁରେ ପରିଚିତ ଥିବା ଗୁଜରାଟ ଅହମ୍ମଦାବାଦର ଏହି ସର୍ବବୃହତ୍ତ କ୍ରିକେଟ ଷ୍ଟାଡିୟମ ଏବେ ନରେନ୍ଦ୍ର ମୋଦିଙ୍କ ନାମରେ ପରିଚିତ ହେବ। ଆଜି ଭାରତ-ଇଂଲଣ୍ଡ ପିଙ୍କ ବଲ୍ ଟେଷ୍ଟ ପୂର୍ବରୁ ଏପରି ନାମ...
ନୂଆଦିଲ୍ଲୀ: ୟୁପିଏସ୍ସି ସିଭିଲ ସର୍ଭିସ ପ୍ରିଲିମ୍ସ ୨୦୨୧ ପାଇଁ ଶେଷ ସୁଯୋଗକୁ ଅପେକ୍ଷା କରିଥିବା ପରୀକ୍ଷାର୍ଥୀଙ୍କୁ ନିରାଶ କରିଛନ୍ତି ସୁପ୍ରିମକୋର୍ଟ। ୟୁପିଏସ୍ସି ସିଭିଲ ସର୍ଭିସ ପ୍ରିଲିମ୍ସ ପାଇଁ ବୟସସୀମା ଅତିକ୍ରମ କରି ସାରିଥିବା ପରୀକ୍ଷାର୍ଥୀଙ୍କୁ ଆଉ ଗୋଟିଏ ସୁଯୋଗ ଦେବାକୁ ମନା କରି ଦେଇଛନ୍ତି ସୁପ୍ରିମ୍ କୋର୍ଟ। ସର୍ବୋଚ୍ଚ...
ମହାନତା ଦେଖାଇଲେ ଅଭିନେତା ବାବୁସାନ୍ । ନିଜର ଜଣେ ଫ୍ୟାନ୍ସଙ୍କ ଇଚ୍ଛା ପୂରଣ କରିବା ପାଇଁ ପହଞ୍ଚିଥିଲେ ଏସ୍ସିବିର ପ୍ଲାଷ୍ଟିକ୍ ସର୍ଜରୀ ବିଭାଗରେ। ଆଉ ନିଜର ପ୍ରିୟ ଅଭିନେତାଙ୍କୁ ରୋଗ ଶଯ୍ୟା ନିକଟରେ ଦେଖି ଖୁସିରେ ଗଦ୍ଗଦ୍ ହୋଇଯାଇଥିଲା ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ୧୪ ବର୍ଷୀୟ ଚିଣ୍ଟୁ ।...
ନୂଆଦିଲ୍ଲୀ: ଭାରତର ତିନି ରାଜ୍ୟ ମହାରାଷ୍ଟ୍ର, ତେଲେଙ୍ଗନା ଏବଂ କେରଳରେ କୋଭିଡ-୧୯ର ଦୁଇଟି ନୂଆ ଷ୍ଟ୍ରେନ୍ ଠାବ ହୋଇଛି। ତେବେ ମହାରାଷ୍ଟ୍ର ଏବଂ କେରଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିର କାରଣ ଯେ ଏହି ନୂଆ ଷ୍ଟ୍ରେନ ତାହାର କୌଣସି ସ୍ପଷ୍ଟ ପ୍ରମାଣ ମିଳିନାହିଁ। କେନ୍ଦ୍ର ସରକାରଙ୍କ ସୂଚନା...
ପଦବୀର ନାଁ- ଗ୍ରୁପ୍-ବି କ୍ୟାଟେଗୋରୀ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ASO) ପଦବୀ ସଂଖ୍ୟା-୨୦୨ ଆବେଦନ ତାରିଖ-୨୦୨୧, ଫେବ୍ରୁଆରୀ ୧୮ ତାରିଖ ଆବେଦନର ଶେଷ ତାରିଖ-୨୦୨୧, ମାର୍ଚ୍ଚ ୨୦ ତାରିଖ କଟକ: ଓଡ଼ିଶା ହାଇକୋର୍ଟରେ ଖାଲି ପଡ଼ିଥିବା ଗ୍ରୁପ୍-ବି କ୍ୟାଟେଗୋରୀ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ASO) ପଦବୀ ପାଇଁ ଦରଖାସ୍ତ...
ମଥୁରା: ମଙ୍ଗଳବାର ବିଳମ୍ବିତ ରାତିରେ ଯମୁନା ଏକ୍ସପ୍ରେସ ୱେରେ ଭୟଙ୍କର ଦୁର୍ଘଟଣା ଘଟିଯାଇଛି । ଡିଜେଲ ନେଇ ଯାଉଥିବା ଏକ ଟ୍ୟାଙ୍କର ନିୟନ୍ତ୍ରଣ ହରାଇ ଡିଭାଇଡରରେ ପିଟି ହୋଇଯାଇଛି। ଫଳରେ ଡିଭାଇଡର ଭାଙ୍ଗି ଯାଇ ଟ୍ୟାଙ୍କରଟି ଆଗ୍ରା ଆଡକୁ ଯାଉଥିବା ଏକ ଇନୋଭା ଉପରେ ଚଢି ଯାଇଛି। ଇନୋଭାରେ...
ନୂଆଦିଲ୍ଲୀ:କମେଡିଆନ କପିଲ ଶର୍ମାଙ୍କ ଏକ ଭିଡିଓ ଏବେ ଖୁବ ଭାଇରାଲ ହୋଇଛି। ଭିଡିଓରେ ଦେଖିବାକୁ ମିଳିଛି, କମେଡି କିଙ୍ଗ କପିଲ ଶର୍ମା ହୁଇଲ ଚେୟାରରେ ବସି ଏୟାରପୋର୍ଟ ବାହାରକୁ ଆସୁଛନ୍ତି। କପିଲ ଶର୍ମା ହୁଇଲ ଚେୟାରରେ ବସି ଏୟାରପୋର୍ଟ ବାହାରକୁ ଆସିବାବେଳେ ଖୁବ ବିବ୍ରତ ଏବଂ ଉଦାସ ଦେଖା...
ନୂଆଦିଲ୍ଲୀ: ପାକିସ୍ତାନ ପ୍ରତି ପୁଣି ଉଦାର ମନୋଭାବର ପରିଚୟ ଦେଲା ଭାରତ। ଭାରତୀୟ ବାୟୁସୀମାରେ ପାକିସ୍ତାନ ବିମାନକୁ ଉଡ଼ାଣ ଲାଗି ଅନୁମତି ଦେଲେ କେନ୍ଦ୍ର ସରକାର । ଯାହାଫଳରେ ଆଜି ଭାରତୀୟ ବାୟୁସୀମା ଦେଇ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ବିମାନ ଉଡ଼ି ପାରିବ। ସୂଚନାଥାଉ କି, ଆଜି...
ଭାରତରେ କୌଣସି ବିମାନବନ୍ଦର ନାହିଁ ଯାହା ଭଗବାନଙ୍କ ନାମରେ ନାମିତ ହୋଇଛି। ଏବେ ଉତ୍ତରପ୍ରଦେଶରେ ଯୋଗୀ ସରକାର ଅଯୋଧ୍ୟାରେ ହେବାକୁ ଥିବା ଏୟାରପୋର୍ଟର ନାମ ଭଗବାନ ରାମଙ୍କ ନାମରେ ରଖିବା ପାଇଁ ଘୋଷଣା କରିଛନ୍ତି। ହେଲେ ଭାରତ ବାହାରେ ରହିଛି ଏମିତି ଏକ ଏୟାରପୋର୍ଟ, ଯାହା ଖାଲି ହିନ୍ଦୁଧର୍ମର...
ନୂଆଦିଲ୍ଲୀ: ପୁଣି କାୟା ମେଲାଇଲାଣି କରୋନା। ମହାରାଷ୍ଟ୍ର, କେରଳ, ଛତିଶଗଡ଼, ପଞ୍ଜାବ ଓ ମଧ୍ୟପ୍ରଦେଶରେ କରୋନା ସଂକ୍ରମଣ ଯେପରି ବଢ଼ିବାରେ ଲାଗିଛି ଲୋକଙ୍କ ଚିନ୍ତା ବଢିବାରେ ଲାଗିଛି। ଲଗାତର ୬ ଦିନ ହେବ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ଦେଶରେ ଆକ୍ଟିଭ୍ କେଶ୍ ସଂଖ୍ୟା...
ଭୁବନେଶ୍ୱର: ତୈଳଦର ୨ ଦିନ ସ୍ଥିର ରହିବା ପରେ ଆଜି ପୁଣି ବଢିଛି। ତୈଳ କମ୍ପାନୀ ମଙ୍ଗଳବାର ପେଟ୍ରୋଲ ଦର ଲିଟର ପିଛା ୩୫ ପଇସା ବୃଦ୍ଧି କରିଥିବାବେଳେ ଡିଜେଲ ୩୮ ପଇସା ବୃଦ୍ଧି କରିଛନ୍ତି। ଗୋଟିଏ ପଟେ ଅନ୍ତରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳଦର ବୃଦ୍ଧି ପାଉଥିବାବେଳେ ରାଜ୍ୟ...
ନୂଆଦିଲ୍ଲୀ: ଭାରତୀୟ ଡାକ ବିଭାଗ ପକ୍ଷରୁ ଖାଲି ପଡିଥିବା ପଦବୀ ପାଇଁ ଆବେଦନପତ୍ର ଆହ୍ୱାନ କରାଯାଇଛି। ଆଗ୍ରହୀ ପ୍ରାର୍ଥୀମାନେ ୨୦୨୧ ଏପ୍ରିଲ ୪ ତାରିଖ ପୂର୍ବରୁ ଆବେଦନ କରିପାରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଡାକ ବିଭାଗରେ ଖାଲି ଥିବା ଡେସପାଚ୍ ରାଇଡର ((General...
ଭୁବନେଷ୍ୱର:୨୨ ବର୍ଷ ତଳର ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ଓରଫ ବିବେକାନନ୍ଦ ବିଶ୍ୱାଳକୁ ଗିରଫ କରାଯାଇଛି। କମିସନରେଟ ପୋଲିସ ମହାରାଷ୍ଟ୍ରର ପୁଣେରୁ ତାକୁ ଗିରଫ କରିଛି। ପୁଣି ଲୋକଙ୍କ ମନେପଡି ଯାଉଛି ଏହି ଲୋମହର୍ଷଣକାରୀ ଘଟଣା, ଯାହାକି ସେତେବେଳେ ଓଡ଼ିଶା...
ପୁଡୁଚେରୀ: ପୁଡୁଚେରୀରେ କ୍ଷମତା ହରେଇଲା କଂଗ୍ରେସ। ଏକାଧିକ ବିଧାୟକ ସୋମବାର ଇସ୍ତଫା ଦେବା ପରେ ଏଠାରେ ରାଜନୈତିକ ସଙ୍କଟ ଦେଖା ଦେଇଥିଲା। ଏ ନେଇ ସରକାର ସୋମବାର ଆସ୍ଥା ଭୋଟରେ ବହୁମତ ସାବ୍ୟସ୍ତ କରିବାର ଥିଲା। କିନ୍ତୁ ମୁଖ୍ୟମନ୍ତ୍ରୀ ଭି.ନାରାୟଣସାମୀ ଏହା ପୂର୍ବରୁ ବିଧାନସଭାରୁ ବାହାରି ଯାଇଛନ୍ତି। ଏହା...
ଭୁବନେଶ୍ୱର: ୨୨ ବର୍ଷ ତଳର ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି କମିଶନରେଟ୍ ପୋଲିସ। ଗିରଫ ମୁଖ୍ୟ ଅଭିଯୁକ୍ତର ନାମ ବିବନ ଓରଫ ବିବେକାନନ୍ଦ ବିଶ୍ୱାଳ। ୨୨ ବର୍ଷ ପରେ ଧରାପଡ଼ିଛି ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ। ଏ ନେଇ ପ୍ରେସମିଟ୍ରେ ସୂଚନା...
ନୂଆଦିଲ୍ଲୀ: ଗତ କିଛି ଦିନ ଧରି କ୍ରମାଗତଭାବେ ତୈଳଦର ବୃଦ୍ଧି ପାଇବା ପରେ ୨ ଦିନ ହେବ ଏଥିରେ ଲଗାମ ଲାଗିଛି। ଦେଶରେ ପେଟ୍ରୋଲ, ଡିଜେଲ ଦର ଆକାଶଛୁଆଁ ହୋଇଥିବାବେଳେ ଦୁଇଦିନ ହେଲା ଲୋକେ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ତୈଳ କମ୍ପାନୀ ସୋମବାର ମଧ୍ୟ ପେଟ୍ରୋଲ ଡିଜେଲ ଦର...