ଭୁବନେଶ୍ୱର: ରାଜ୍ୟରେ ସୁନ୍ଦରଗଡ ଜିଲ୍ଲାକୁ ନେଇ ଚିନ୍ତା ବଢିଛି। ନିୟମିତ ଭାବେ ଏହି ଜିଲ୍ଲାରୁ ସର୍ବାଧିକ କରୋନା ରୋଗୀ ଚିହ୍ନଟ ହଉଛନ୍ତି। ଗତକାଲି ଏହି ଜିଲ୍ଲାରୁ ସର୍ବାଧିକ ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୩୦ ଜଣ । କରୋନା ତାଲିକାରେ ଆଜି...
ନୂଆଦିଲ୍ଲୀ: ଫେସ୍ବୁକ୍ ଏବଂ ଟ୍ୱିଟର ପରେସ ଏବେ ୟୁଟ୍ୟୁବ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ସପ୍ତାହ ପାଇଁ ବ୍ୟନ କରିଛି। ଆମେରିକାରେ ହିଂସାତ୍ମକ କାର୍ଯ୍ୟକଳାପକୁ ନେଇ ଚିନ୍ତା ପ୍ରକଟ କରିବା ସହ ଅନଲାଇନ ଓ ଭିଡିଓ ପ୍ଲାଟଫର୍ମ ଏପରି ଘୋଷଣା କରିଛି। ୟୁଟ୍ୟୁବ୍ ଏକ ସପ୍ତାହ ପାଇଁ ଏହି...
ଭୁବନେଶ୍ୱର: ବିଭିନ୍ନ କ୍ଷେତ୍ରରେ ରାଜ୍ୟକୁ ଶ୍ରେଷ୍ଠ ପ୍ରମାଣିତ କରିପାରିଛନ୍ତି ସରକାର। ଏପରିକି ଜାତୀୟ ସ୍ତରରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ଓଡ଼ିଶାର ଏହି ଶ୍ରେଷ୍ଠତ୍ୱକୁ କେନ୍ଦ୍ର ସରକାର ପ୍ରଶଂସା କରିଛନ୍ତି। ଏହି ସଫଳତା ପାଇଁ ରାଜ୍ୟ ସରକାରଙ୍କୁ ମିଳିଛି ଆଉ ଦୁଇଟି ପୁରସ୍କାର। ଜାଗା ମିଶନ...
ଟ୍ୱିଟରରୁ ଡୋନାଲ୍ଡ ଟ୍ରମ୍ପ ବାସନ୍ଦ ହେବା ପରେ ବିଶ୍ୱର ସକ୍ରିୟ ରାଜନେତାଙ୍କ ମଧ୍ୟରେ ନରେନ୍ଦ୍ର ମୋଦିଙ୍କର ସବୁଠୁ ଅଧିକ ଫଲୋୟର। ଆକାଉଣ୍ଟ ସସପେଣ୍ଡ ପୂର୍ବରୁ ଟ୍ରମ୍ପଙ୍କର ୮୮.୭ ମିଲିୟନ ଫଲୋର୍ସ ଥିଲେ। ଏବେ ଟୁଇଟର ଟ୍ରମ୍ପଙ୍କୁ ବ୍ଲକ କରିବା ପରେ ମୋଦି ହୋଇଛନ୍ତି ନମ୍ବର ୱାନ । ତେବେ...
ଭୁବନେଶ୍ୱର: ଗତକାଲି ସେରମ୍ ଇନ୍ଷ୍ଟିଚ୍ୟୁଟ ପ୍ରସ୍ତୁତ କୋଭିସିଲ୍ଡ ପହଞ୍ଚିବା ପରେ ଆଜି ଭୁବନେଶ୍ୱରରେ ପହଞ୍ଚିଛି କରୋନା ଟିକା କୋଭାକ୍ସିନ। କମ୍ପାନୀ ପକ୍ଷରୁ ପ୍ରାୟ ୨୦ ହଜାର ଡୋଜ୍ କୋଭାକ୍ସିନ ଟିକା ପହଞ୍ଚିଥିବା ସୂଚନା ମିଳିଛି। କୋଭାକ୍ସିନ ଭାରତ ବାୟୋଟେକ୍ ଓ ICMR ଦ୍ୱାରା ପ୍ରସ୍ତୁତ ଟିକା ପହଞ୍ଚିବା ପରେ...
ନୂଆଦିଲ୍ଲୀ: ଟିକଟକ୍ ନମ୍ୱର ଓ୍ୱାନ ଆପ୍। ଭାରତରେ ବ୍ୟାନ ସତ୍ତ୍ଵେ ସବୁଠାରୁ ଅଧିକ ରୋଜଗାର କରିଥିବା ଆପ ହେଉଛି ଟିକଟକ୍। ବ୍ୟବସାୟ କ୍ଷେତ୍ରରେ ସାରା ବିଶ୍ୱରେ ଏହି ଆପ ସଫଳତା ହାସଲ କରିଛି। ୨୦୨୦ରେ ବିଶ୍ୱରେ ସର୍ବାଧିକ ଆୟ କରିଥିବା ଆପ ମଧ୍ୟରେ ସବୁଠାରୁ ଆଗରେ ରହିଛି ଟିକଟକ।...
ସୁନ୍ଦରଗଡ(ରଂଜିତ ଚୌଧୁରୀ): ରାଜରାସ୍ତାରେ ବୁଲୁଛି । ଦିନେ ବା ଦୁଇ ଦିନ ନୁହଁ, ଦୀର୍ଘ ୭ ଦିନ ଧରି ବୁଲୁଛି। ଜଙ୍ଗଲରୁ ଆସି ରାସ୍ତାରେ ଯାଉଥିବା ଗାଡ଼ିକୁ ଅଟକାଉଛି। ଖାଇବାକୁ ମାଗୁଛି। ଆଉ ଖାଇବା ପାଇଗଲେ ପୁଣି ଜଙ୍ଗଲକୁ ଚାଲି ଯାଉଛି। ଏଠି ଆମେ ସେଇ ଗଜରାଜ କଥା...
ମୁମ୍ବାଇ: ବଲିଉଡ ମେଗାଷ୍ଟାର..ବାଦ୍ଶାହ..ଅମିତାଭ ବଚ୍ଚନ। ଦର୍ଶକ ତାଙ୍କର ଯେତିକି ପ୍ରଶଂସା କରନ୍ତି, ସେତିକି ସମ୍ମାନ ବି କରନ୍ତି। ତାଙ୍କର ସ୍ୱର,ଷ୍ଟାଇଲ୍ ଏତେ ପ୍ରଭାବଶାଳୀ ଯେ, ତାଙ୍କ ସହିତ ଥଟ୍ଟାମଜ୍ଜା କରିବାକୁ କେହି ସାହାସ କରିପାରନ୍ତି ନାହିଁ। କେହି ଯଦି ତାଙ୍କ ସହ ମଜାକ କରିବାକୁ ଚିନ୍ତା ବି କରନ୍ତି,...
ଭୁବନେଶ୍ୱର: ରାଜ୍ୟରେ ଆଜି ୨୨୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୧୩୧ ଏବଂ ଲୋକାଲ କେସ ୯୪ ଥିବା ଜଣାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୨...
ୱାଶିଂଟନ୍: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ପୁଣି ଥରେ ଆସିଛି ମହାଭିଯୋଗ ପ୍ରସ୍ତାବ । ଡେମୋକ୍ରାଟଙ୍କ ତରଫରୁ ଏହି ପ୍ରକ୍ରିୟା ଆରମ୍ଭ କରାଯାଇଛି। ସମ୍ବିଧାନର ୨୫ ତମ ସଂଶୋଧନ ଲାଗୁ କରି ଟ୍ରମ୍ପଙ୍କୁ ରାଷ୍ଟ୍ରପତି ପଦରୁ ବହିଷ୍କାର କରିବା ପାଇଁ ଉପରାଷ୍ଟ୍ରପତି ପେନ୍ସଙ୍କୁ କହିଛନ୍ତି ଡେମୋକ୍ରାଟ୍ ନେତାମାନ॥...
ମୁରେନ୍: ମଧ୍ୟ ପ୍ରଦେଶର ମୁରେନ ଜିଲ୍ଲାରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଦୁଇ ଡଜନ ରୁ ଅଧିକ ଲୋକ ଗୁରୁତର ହୋଇ ପଡ଼ିଛନ୍ତି। ଏହି ଘଟଣାକୁ ନେଇ ଆଖପାଖ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ଖବର ପାଇ ସ୍ଥାନୀୟ ପୋଲିସ ପହଞ୍ଚି ଗୁରୁତର ଲୋକଙ୍କୁ...
କାବୁଲ୍: ଏକ ଏୟାର ଷ୍ଟ୍ରାଇକ୍ରେ ଆଫଗାନିସ୍ତାନରେ ୧୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କୀଙ୍କ ମଧ୍ୟରୁ ୯ଜଣ ପାକିସ୍ତାନ ମୂଳ ଏବଂ ଅନ୍ୟ ୫ ଜଣ ତାଲିବାନ ସଂଗଠନର ବୋଲି ଜଣାଯାଇଛି। ଆକ୍ରମଣରେ ୧୮ ଆଫଗାନ ନାଗରିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଗଜନୀର କ୍ଷେତ୍ରୀୟ ପରିଷଦ ମଖ୍ୟ ମହମ୍ମଦ...