ବିଶାଖାପାଟଣା: (ଯୋଶବନ୍ତ ନାରାୟଣ ପାଢ଼ୀ)-ବ୍ରାହ୍ମଣମାନଙ୍କ ପାଇଁ ବଡ଼ ଘୋଷଣା। ଗରିବ ବ୍ରାହ୍ମଣଙ୍କୁ ବିବାହ କଲେ ମିଳିବ ଟଙ୍କା। ୨୫,୦୦୦ରୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତା ମିଳିବ। ଏହି ଟଙ୍କା ଯୋଗାଇଦେବେ ରାଜ୍ୟ ସରକାର। ଏମିତି ଘୋଷଣା କରିଛନ୍ତି କର୍ଣ୍ଣାଟକ ସରକାର। କର୍ଣ୍ଣାଟକ ସରକାରଙ୍କ ଅଧୀନରେ କାମ କରୁଥିବା...
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ ୧୪୧ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି ୧୦୪। ଏ ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସେହିପରି ରାଜ୍ୟରେ ଆଜି...
ଭୁବନେଶ୍ୱର: ୯ ମାସ ପରେ ବଡ଼ ସ୍କିନ୍ରେ ଫିଲ୍ମ ଦେଖିପାରିବେ ଦର୍ଶକ। ଜମିବ ସିଲଭର୍ ସ୍କିନ୍ ଓ ଡଲବି ସାଉଣ୍ଡର ମଜା। ଆଜିଠୁ ଖୋଲୁଛି ରାଜ୍ୟର କିଛି ସିନେମା ହଲ୍। ଭୁବନେଶ୍ୱର, କଟକ ସମେତ କିଛି ସହରର ସିନେମା ହଲରେ ବସି ଦର୍ଶକ ସିନେମା ଦେଖି ପାରିବେ ।...
ଭୁବନେଶ୍ୱର: ରାଜ୍ୟର ଘରୋଇ ସ୍କୁଲରେ ଫି ହ୍ରାସ ନେଇ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଏ ନେଇ ଗଠିତ କମିଟିର ରିପୋର୍ଟ ଆଧାରରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସ୍କୁଲରେ ଫି ହ୍ରାସ ନେଇ କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ହୋଇଥିବା ଉଚ୍ଚସ୍ତରୀୟ କମିଟିର ନିଷ୍ପତ୍ତି ଗ୍ରହଣ...
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ନେଇ ବିବାଦ ଆମେରିକାରେ ଥମିନି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ପରାଜୟ ସ୍ୱୀକାର କରିବାକୁ ରାଜି ନ ଥିବାବେଳେ ଏହି ଫଳାଫଳକୁ ବେଆଇନ ବୋଲି କହି ଇଲେକ୍ଟୋରାଲ ପ୍ରସେସ୍କୁ ପ୍ରଭାବିତ କରିବାକୁ ଚାହୁଁଛନ୍ତି। ଏପରିକି ଆଜି ଟ୍ରମ୍ପ ସମର୍ଥକଙ୍କ ହିଂସା ବିସ୍ଫୋରକ...
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଉ କେହି ଭୋକିଲା ରହିବେ ନାହିଁ। ସମସ୍ତ ଭୋକିଲାଙ୍କୁ ମିଳିବ ଖାଦ୍ୟ। ଖାଲି ଖାଦ୍ୟ ନୁହେଁ, ସେମାନେ ରୋଜଗାରକ୍ଷମ ମଧ୍ୟ ହେବେ। ଏମିତି ପ୍ରତିଶ୍ରୁତି ଦେଇ ଆରମ୍ଭ ହୋଇଛି ଅନ୍ନପୂର୍ଣ୍ଣା ଟ୍ରଷ୍ଟ। ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଗଠନ କରାଯାଇଛି ଏହି...
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୯୬ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।...
ମୁମ୍ବାଇ: କଙ୍ଗନାଙ୍କ ପରେ ରିଲ୍ରୁ ରିୟଲ ହିରୋ ପାଲଟିଥିବା ସୋନୁ ସୁଦ୍ଙ୍କୁ ଟାର୍ଗେଟ କରିଛି ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ (BMC)। ତାଙ୍କର ବାସଗୃହକୁ ହୋଟେଲ କରିଥିବା ଅଭିଯୋଗ ଆଣି ସୋନୁଙ୍କ ନାମରେ FIR ଦାଏର କରିଛି BMC। BMC ପୋଲିସରେ ଏକ ଅଭିଯୋଗ ଦାଏର କରି କହିଛି, ସୋନୁ...
ସୋର:ମୁଁ ସୋନୀ। ସୁଇଟ ହାର୍ଟ। ଟୋକାଙ୍କ ଛାତିରେ ବାଡେଇ ହୁଏ ମୁଁ । ସୁପର ସାଇକ୍ଲାନ ପରି…। ସେ ନାୟିକା ନୁହଁନ୍ତ, ଖଳନାୟିକା। କିନ୍ତୁ ଯାତ୍ରା ଦର୍ଶକଙ୍କର ଅତି ଆପଣାର। ମଞ୍ଚରେ ଏମିତି ହଟ୍ ଡାଇଲଗ୍ କହି ବେଶ୍ ତାଳି ସାଉଁଟନ୍ତି ବୈଶାଳୀ ସାହୁ ଓରଫ ରୀନା। ଛ’...
ନୂଆଦିଲ୍ଲୀ:ଲଗାତାର ୨୯ ଦିନ ସ୍ଥିର ରହିବା ପରେ ଆଜି ତୈଳଦରରେ ପରିବର୍ତ୍ତନ ଘଟିଛି। ତେଲ କମ୍ପାନୀ ପ୍ରତିଦିନ ସକାଳୁ ପେଟ୍ରୋଲ-ଡିଜେଲ ରେଟ ରିଭାଇଜ୍ କରନ୍ତି। ଗତ ୨୯ ଦିନ ଧରି ଏହାର ରେଟ୍ରେ କୌଣସି ପରିବର୍ତ୍ତନ ଘଟି ନଥିବାବେଳେ ନୂଆ ବର୍ଷରେ ପ୍ରଥମ ଥର ପାଇଁ ଆଜି ପରିବର୍ତ୍ତନ...
ଭୁବନେଶ୍ୱର:ରାଜ୍ୟରେ କରୋନା ସଂକ୍ରମଣ ହାର କିଛି ଦିନ କମିବା ପରେ ପୁଣି ଆଜି ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ୨୮ ଟି ଜିଲ୍ଲାରୁ ଏହି ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟିନ ସେଣ୍ଟରରୁ...
ରାଉରକେଲା(ସତ୍ୟାନନ୍ଦ ମହାନ୍ତି/ପବନ ତିୱାରୀ) : ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ (RSP) ରେ ଗ୍ୟାସ୍ ଲିକ୍ ହୋଇଛି। ବିଷାକ୍ତ ଗ୍ୟାସ ପ୍ରଭାବରେ ୧୦ ଜଣ ଆରଏସପି କର୍ମଚାରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଏମାନଙ୍କ ମଧ୍ୟରୁ ପ୍ରଥମେ ୨ ଜଣଙ୍କର ମୃତ୍ୟୁ ଘଟିଥିଲ। ପରବର୍ତ୍ତୀ ସମୟରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଥିବା...
ଭୁବନେଶ୍ୱର: କରୋନା କଟକଣା ଭିତରେ ମାଟ୍ରିକ ପରୀକ୍ଷା ପାଇଁ ଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଫର୍ମ ପୂରଣ ଅନଲାଇନରେ ହେବ ବୋଲି ଆସିଛି ନିର୍ଦ୍ଦେଶାବଳୀ । ବିଜ୍ଞପ୍ତି...