• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

delhi
ଦିଲ୍ଲୀରେ ୧୫ ବର୍ଷର ରେକର୍ଡ ଭାଙ୍ଗିଲା ଶୀତ

ନୂଆଦିଲ୍ଲୀ: ଦିଲ୍ଲୀରେ ୧୫ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ । ଦେଶର ରାଜଧାନୀରେ ଆଜି ତାପମାତ୍ରା ରହିଛି ୧ ଦଶମିକ ୧ ଡିଗ୍ରୀ ସେଲସିୟସ। ଯାହା  ୧୫ ବର୍ଷରେ ସବୁଠାରୁ କମ୍ ବୋଲି କୁହାଯାଉଛି। ଗତ ବର୍ଷ ଦିଲ୍ଲୀର ସର୍ବନିମ୍ନ ତାପମାତ୍ରା ୨.୪ ଡିଗ୍ରୀ ସେଣ୍ଟିଗ୍ରେଡ ରେକର୍ଡ କରାଯାଇଥିଲା।...

corona-1
ରାଜ୍ୟରେ ଚିହ୍ନଟ ହେଲେ ୨୪୫ କରୋନା ପଜିଟିଭ, ଆଖି ବୁଜିଲେ ୩

ଭୁବନେଶ୍ୱର: ରାଜ୍ୟରେ ଗତକାଲି ତୁଳନାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି।  ଗତକାଲି ୩୧୫ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୨୪୫ କରୋନା ପଜିଟିଭ। ୨୪ ଜିଲ୍ଲାରୁ ଏହି କରୋନା ରୋଗୀମାନେ ଚିହ୍ନଟ ହୋଇଛନ୍ତି।  ଏମାନଙ୍କ ମଧ୍ୟରୁ ୧୩୯ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ...

2014
ଏହି ଦେଶରେ ଚାଲିଛି ୨୦୧୪ ମସିହା, ବର୍ଷକରେ ପଡ଼େ ୧୩ ମାସ

ନୂଆଦିଲ୍ଲୀ: ବିଦାୟ ନେଇଛି ଅଭିଶପ୍ତ ବର୍ଷ ୨୦୨୦। ଅନେକ ଆଶା, ସମ୍ଭାବନାକୁ ନେଇ ଆସିଛି ୨୦୨୧। ନିରାଡମ୍ବର ହେଲେ ବି ଆଗ୍ରହ ଓ ଉଚ୍ଛାହର ସହ ସମସ୍ତା ସ୍ୱାଗତ କରିଛନ୍ତି ୨୦୨୧କୁ । ହେଲେ ଆପଣ ଜାଣିଛନ୍ତି, ଏମିତି ଏକ ଦେଶ ଅଛି ଯାହା ୭ ବର୍ଷ ପଛରେ...

fizer
ଫାଇଜର ଭାକ୍ସିନକୁ ମିଳିଲା WHOର ଅନୁମତି

ନୂଆଦିଲ୍ଲୀ: ଫାଇଜର-ବାୟୋଟେକ୍‌ ପ୍ରସ୍ତୁତ ପ୍ରସ୍ତୁତ କରୋନା ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଅନୁମତି ମିଳିଛି । ପ୍ରଥମ ଟିକା ଭାବେ WHO ପକ୍ଷରୁ ଏହି ଟିକାକୁ ଅନୁମତି ମିଳିଛି। ଫାଇଜର ଟିକାର ମାନ, ନିରାପତ୍ତା ଓ କେତେ ମାତ୍ରାରେ ଫଳପ୍ରଦ ହେବ ସେ...

keral
କରୋନା ପରେ କେରଳରେ ‘ଶିଗେଲା’ ଭୟ; ୧୧ ବର୍ଷ ବାଳକର ମୃତ୍ୟୁ

ଥିରୁଅନନ୍ତପୁମ୍‌: କରୋନା ଭାଇରସର ଭୟ ଦୂର ହୋଇ ନାହିଁ, ପୁଣି କେରଳରେ ଦେଖା ଦେଇଛି ଶିଗେଲା ପରି ସଂକମଣ ରୋଗ। ରାଜ୍ୟର ଏର୍ଣ୍ଣାକୁଲାର ଅଞ୍ଚଳରେ ଏହି ରୋଗର ଏକ ନମୂନା ଦେଖିବାକୁ ମିଳିଛି। ବୁଧବାର ଜଣେ ୫୬ ବର୍ଷର ମହିଳାଙ୍କ ଶରୀରରେ ଏହି଼ ରୋଗ ଠାବ କରାଯାଇଛି। ଏହି...

corona covasild
ନୂଆବର୍ଷରେ ହେବ ଟିକା ନିଷ୍ପତ୍ତି

ନୂଆଦିଲ୍ଲୀ: କରୋନା ଟିକା କୋଭିସିଲ୍ଡ ଓ କୋଭାକ୍ସିନର  ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ପ୍ରସଙ୍ଗରେ ଅଧିକ ସମୟ ଲୋଡ଼ିଲେ ଏକ୍ସପର୍ଟ କମିଟି । ଏ ନେଇ  Central Drugs Standard Control Organisation ର ସବ୍‌ଜେକ୍ଟ ଏକ୍ସପର୍ଟ କମିଟି ବୈଠକ ବସିଥିଲା।  ତେବେ କମିଟି ଏହି ୨ ଟିକାର...

iceman
-୩୫ ଡିଗ୍ରୀ ତାପମାତ୍ରାରେ ଖୋଲା ଦେହରେ ବରଫ ଉପରେ ଚାଲିଲେ

ପୃଥିବୀ ଏବେ ଥଣ୍ଡାରେ ଥରୁଛି। ଯେମିତି ଫୃଥିବୀ ଉପରେ କେହି ବରଫ ଚାଦର ଘୋଡାଇ ଦେଇଛି। ହେଲେ ଏହି ଶୀତ, ଥଣ୍ଡା ଯେମିତି ହାର ମାନିଯାଇଛି ଏଇ ଯୁବକଙ୍କ ପାଖରେ। ଖାଲି ହାର ମାନିନି। ଯେମିତି ଥଣ୍ଡା ନିଜେ କମ୍ପି ଯାଉଛି ତାଙ୍କୁ ଦେଖି। କାରଣ ଏତେ ଥଣ୍ଡାରେ...

scintist-dfd
ଚାଷୀ ପୁଅଙ୍କ ସଫଳଯାତ୍ରା: ଝାରପାଲି ଗାଁରୁ ଇସ୍ରୋ ବୈଜ୍ଞାନିକ

ବରଗଡ଼: ବଡ ମଣିଷ ହେବା ପାଇଁ, ସଫଳତାକୁ ହାତମୁଠାରେ ପାଇବା ପାଇଁ  ସବୁବେଳେ ଆମ ପାଖରେ ସୁବିଧା ସୁଯୋଗ ଉପଲବ୍ଧ ନ ଥାଏ । କିନ୍ତୁ ଉପରକୁ ଉଠିବାର ଲକ୍ଷ୍ୟ ଯଦି ଦୃଢ ଥାଏ ତେବେ ସବୁ ଅସୁବିଧା କେତେବେଳେ ସୁବିଧାରେ ପରିଣତ ହୋଇଯାଏ ଜାଣି ହୁଏନି। ନଷ୍ଠା,...

corona-0000
ରାଜ୍ୟରେ କରୋନା ସ୍ଥିତି: ଆଖି ବୁଜିଲେ ୨, ଚିହ୍ନଟ ହେଲେ ୩୧୫

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୧୫ କରୋନା ପଜିଟିଭ। ୨୭ ଜିଲ୍ଲାରୁ ଏହି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୧ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୩୪ ଲୋକାଲ କେସ ଥିବା ଜଣାଯାଇଛି। ସେହିପରି ରାଜ୍ୟରେ ମୃତ୍ୟୁ ସଂଖ୍ୟା ହ୍ରାସ...

blast
ବିମାନ ବନ୍ଦରରେ ବିସ୍ଫୋରଣ: ୨୬ ମୃତ, ୬୦ରୁ ଅଧିକ ଗୁରୁତର

ସନା:ୟମନର ଦକ୍ଷିଣି ସହର ଅଦନ ଏୟାରପୋର୍ଟ (Aden Airport)ରେ ବୁଧବାର ବିଳମ୍ବିତ ରାତିରେ ବଡଧରଣର ବିସ୍ଫୋରଣ ଘଟିଛି। ସ୍ଥାନୀୟ ସୁରକ୍ଷା ଅଧିକାରୀଙ୍କ କହିବା ଅନୁଯାୟୀ,  ଏହି ବିସ୍ଫୋରଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାୟ ୬୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ତେବେ ମୃତ୍ୟୁ ସଂଖ୍ୟା ବୃଦ୍ଧି...

121212
ଖାଲି ପଡ଼ିଥିବା ୬୪୩୨ OSSSC ନର୍ସିଂ ଅଫିସର ପଦବୀ ପାଇଁ ଆବେଦନ ତାରିଖ ଘୁଞ୍ଚିଲା

ଭୁବନେଶ୍ୱର: OSSSC ନର୍ସିଂ ଅଫିସର ପଦବୀ ପାଇଁ ଆବେଦନ ପତ୍ର ଆହ୍ୱାନ କରାଯାଇଛି। ଓଡ଼ିଶା ସବ୍‌-ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ ଖାଲି ପଡ଼ିଥିବା ୬୪୩୨ ପଦବୀ  ପାଇଁ ଦରଖାସ୍ତ ଆହ୍ୱାନ କରାଯାଇଛି। ପୂର୍ବରୁ ଏହି ପଦବୀ ପାଇଁ ଦରଖାସ୍ତ ଆହ୍ୱାନ କରାଯାଇଥିଲେ ହେଁ ଏବେ  ଏହାର ସମୟ ସୀମା...

1111111
ବ୍ରିଟେନ୍‌ରେ ଅକ୍ସଫୋର୍ଡ ଟିକାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ: ବ୍ରିଟେନ୍‌ରେ ଅକ୍ସଫୋର୍ଡ ୟୁନିଭର୍ସିଟି ଏବଂ ଆଷ୍ଟ୍ରାଜେନିକାର କରୋନା ଭାକ୍ସିନକୁ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିଛି।  ଫାଇଜର୍ ପରେ ଦ୍ୱିତୀୟ ଭାକ୍ସିନ ଭାବେ କୋଭିସିଲ୍ଡକୁ ବ୍ରିଟେନ୍‌  ଅନୁମତି ଦେଇଛି।  ବ୍ରିଟେନ୍‌ରେ କରୋନାର ନୂଆ ଷ୍ଟ୍ରେନକୁ ନେଇ ଚିନ୍ତା ବଢୁଥିବାବେଳେ ଅକ୍ସଫୋଡ୍ ଆଷ୍ଟ୍ରାଜେନିକାକୁ ବିଧିବଦ୍ଧ ଭାବେ ଅନୁମତି ଦେଇଛନ୍ତି...

highcourt
ନୟାଗଡ ନାବାଳିକା ହତ୍ୟା ଘଟଣା: ହାଇକୋର୍ଟରେ ପୁଣି ଏକ ମିସ୍‌ କେସ୍‌ ଦାୟର

ଭୁବନେଶ୍ୱର: ନୟାଗଡ଼ ନାବାଳିକା ହତ୍ୟା ମାମଲା ନୂଆ ମୋଡ଼ ନେଇଛି। ଏହି ହତ୍ୟା ମାମଲା ନେଇ ହାଇକୋର୍ଟରେ ଆଉ ଏକ ମିସ୍ କେସ୍ ଦାୟର କରାଯାଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏଇ ମିସ୍ କେସ୍ ଦାୟର କରାଯାଇଥିବା ଜଣାଯାଇଛି। ନାବଳିକା ନିଖୋଜ ଏବଂ ହତ୍ୟା ଘଟଣାରେ ନ୍ୟାୟ...

new strain
ଭାରତରେ କରୋନା ନୂଆ ଷ୍ଟ୍ରେନ; ସଂକ୍ରମିତଙ୍କ ସଂଖ୍ୟା ୨୦ ଛୁଇଁଲା

ନୂଆଦିଲ୍ଲୀ: ଗୋଟିଏ ପଟେ ଭାରତରେ କରୋନାର ପ୍ରଭାବ କମୁଥିବାବେଳେ ସେପଟେ  କରୋନା ଭାଇରସର ନୂଆ ଷ୍ଟ୍ରେନ୍‌ ଧୀରେ ଧୀରେ ତାର ପାଦ ଭାରତରେ ରଖୁଛି। ବ୍ରିଟେନ୍‌ରୁ ଫେରିଥିବା ୨୦ ଯାତ୍ରୀଙ୍କ ପାଖରେ ବର୍ତ୍ତମାନ କରୋନା ନୂଆ ଷ୍ଟ୍ରେନ ମିଳିବା ପରେ ଚିନ୍ତା ବଢିଯାଇଛି। ପ୍ରଥମେ ଦେଶର ବିଭିନ୍ନ ସ୍ଥାନରୁ...

corona
ପୁଣି ବଢିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଚିହ୍ନଟ ହେଲେ ୩୦୫ ରୋଗୀ, ଆଖି ବୁଜିଲେ ୩

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଆଜି ପୁଣି ବଢିଛି। ଗତ ୨ ଦିନ ଧରି ସଂକ୍ରମିତଙ୍କ ସଂଖ୍ୟା ୩୦୦ ତଳେ ଥିବାବେଳେ ଆଜି ୩୦୦ ଟପିଛି। ଆଜି ୨୮ ଜିଲ୍ଲାରୁ ୩୦୫ ଜଣ କରୋନା ରୋଗୀ ଚିହ୍ନଟ ହୋଇଛି। ଏମାନଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ...

lejhashree
‘ସରକାରୀ ସ୍କୁଲରେ କ’ଣ ସୁବିଧା ରହିଛି ?

ଭୁବନେଶ୍ୱର: ସରକାରୀ ସ୍କୁଲରେ ପାଠ ପଢ଼ିଲେ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ ମିଳିବ ବୋଲି  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ରାଜ୍ୟ ସରକାର ଘୋଷଣା କରିବା ପରେ ଏହାକୁ ନେଇ ପ୍ରଶ୍ନ ଉଠାଇଛି ବିଜେପି। ସରକାରୀ ସ୍କୁଲରେ ଏପରି କଣ ବ୍ୟବସ୍ଥା କରାଯାଇଛି ଯେ, ସଂରକ୍ଷଣ କରାଯିବା କଥା ବୋଲି ପ୍ରଶ୍ନ କରିଛି...

111
ମହିଳା ଅଧିକାର ପାଇଁ ଲଢୁଥିବା ସାମାଜିକ କର୍ମୀଙ୍କୁ ୬ ବର୍ଷ ଜେଲ

ନୂଆଦିଲ୍ଲୀ:ଦୀର୍ଘବର୍ଷ ଧରି ମହିଳାଙ୍କୁ ସେମାନଙ୍କ ଅଧିକାର ଦେବା ପାଇଁ ଲଢିଲେ। ହେଲେ ଏବେ ଏହି ସାମାଜିକ କର୍ମୀଙ୍କୁ ମିଳିଛି ପୁରସ୍କାର। ଆଉ ସେ ପୁରସ୍କାର କ’ଣ ଜାଣନ୍ତି ? ୬ ବର୍ଷ କାରାଦଣ୍ଡ। ଏପରି ଘଟଣା ଘଟିଛି ସାଉଦି ଆରବରେ। ଏହି ମହିଳା ସାମାଜିକ କର୍ମୀଙ୍କ ନାଁ ଲୁଜୈନ...

corona
ବ୍ରିଟେନରୁ ଆସି ଭାରତରେ ପହଞ୍ଚିଲା କରୋନାର ନୂଆ ଷ୍ଟ୍ରେନ୍‌

ନୂଆଦିଲ୍ଲୀ: ଭାରତରେ ମିଳିଲା ବ୍ରିଟେନ୍ ଷ୍ଟ୍ରେନ୍। ବ୍ରିଟେନରୁ  ଫେରିଥିବା ୬ ଜଣ ବ୍ୟକ୍ତିଙ୍କ ପାଖରେ ନୂଆ କରୋନା ଷ୍ଟ୍ରେନ୍ ମିଳିଥିବା ଖବର ମିଳିଛି। ୬ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖାଯାଇଛି। ନୂଆ ଷ୍ଟ୍ରେନ୍‌ରେ...

media-2020
ସାମ୍ବାଦିକ ଓ ସାମ୍ବାଦିକତା ପାଇଁ  ବର୍ଷ-୨୦୨୦

ଭୁବନେଶ୍ୱର(ସାରଦା ଲାହାଙ୍ଗୀର): ଦେଖୁ ଦେଖୁ  ବିତିଗଲା ଅଭିଶପ୍ତ ବର୍ଷ ୨୦୨୦। ବର୍ଷ ତମାମ କୋରୋନାର କରାଳ ଛାୟା ସମସ୍ତଙ୍କୁ ଅସ୍ତବ୍ୟସ୍ତ କରି ଦେଇଛି। ଶିକ୍ଷା ,ସ୍ୱାସ୍ଥ୍ୟ ଓ ବ୍ୟବସାୟଠାରୁ ଆରମ୍ଭ କରି ଜୀବନ ଜୀବିକା ଉପରେ ପଡିଛି ଏହାର ଗଭୀର ପ୍ରଭାବ ।ଲୋକଙ୍କ ପାଇଁ ଆଣିଦେଇଛି ଦୁଃଖ ଓ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।