ଭୁବନେଶ୍ୱର: ରାଜ୍ୟରେ ଆଜି ମଧ୍ୟ ୩୦୦ ତଳକୁ ଖସିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ତେବେ ଗତକାଲିଠାରୁ ଆଜି ଚିହ୍ନଟଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତକାଲି ୨୩୪ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ୨୬୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୧ ରୋଗୀ କ୍ୱାରେଣ୍ଟିନ...
ଯାଜପୁର: ଆଜିଠୁ ଖୋଲିଲା ଯାଜପୁରର ମା’ ବିରଜାଙ୍କ ମନ୍ଦିର। କୋଭିଡ୍ କଟକଣା ମଧ୍ୟରେ ଦର୍ଶନ ପାଇଁ ହୋଇଛି ବ୍ୟାପକ ବ୍ୟବସ୍ଥା। ଭକ୍ତମାନେ କିଭଳି ସୁରୁଖୁରୁରେ ମାଙ୍କୁ ଦର୍ଶନ କରିପାରିବେ ସେଥିଲାଗି ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି । ଦୀର୍ଘମାସ ପରେ ମନ୍ଦିର ଖୋଲୁଥିବାରୁ ଶକ୍ତିପୀଠରେ ଭକ୍ତଙ୍କ ଭିଡ ଲାଗିଛି। ମହିଳା...
ବେଙ୍ଗାଲୁର: ବେଙ୍ଗାଲୁର ବିଧାନ ପରିଷଦର ଉପସଭାପତି ଏସ.ଏଲ ଧର୍ମଗୌଡ଼ା ଆତ୍ମହତ୍ୟା କରିଛନ୍ତି। ତାଙ୍କର କ୍ଷତବିକ୍ଷତ ମୃତଦେହ କର୍ଣ୍ଣାଟକର ପାହାଡି ଇଲାକା ଚିକମଗଲୁର ନିକଟ ରେଳଧାରଣା ପାଖରୁ ଉଦ୍ଧାର କରାଯାଇଛି। ମୃତ ଦେହ ନିକଟରୁ ପୋଲିସ ସୁଇସାଇଡ ନୋଟ ଜବତ କରିଛି। ତେବେ ଆତ୍ମହତ୍ୟାର କରାଣ କ’ଣ ସେ ନେଇ...
ନୂଆଦିଲ୍ଲୀ: ଭାରତରେ ଟିକାକରଣ ପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। ଟିକାକରଣ ପାଇଁ ୪ ରାଜ୍ୟ ଆନ୍ଧ୍ରପ୍ରଦେଶ, ପଞ୍ଜାବ, ଗୁଜରାଟ ଏବଂ ଆସାମରେ ଗତକାଲିଠାରୁ ଦୁଇ ଦିନିଆ ଡ୍ରାଏ ରନ ଆରମ୍ଭ କରାଯାଇଛି। ଟିକାକରଣ ପୂର୍ବରୁ ସମସ୍ତ ପ୍ରସ୍ତୁତିର ଯାଞ୍ଚ କରାଯିବା ସହ କୋଲ୍ଡ ଷ୍ଟୋରେଜ ବ୍ୟବସ୍ଥା ଏବଂ...
ନୂଆଦିଲ୍ଲୀ: ଜାନୁଆରୀ ମାସ ପାଇଁ କୋଭି଼ଡ ଗାଇଡଲାଇନ୍ ଜାରି କରିଛନ୍ତି କେନ୍ଦ୍ର ସରକାର । ନଭେମ୍ବର ୨୫ରେ ଜାରି ହୋଇଥିବା ଗାଇଡଲାଇନକୁ ଜାନୁଆରୀ ୩୧ ଯାଏଁ ବୃଦ୍ଧି କରିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ। ଏହି ଗାଇଡଲାଇନ୍ ପାଳନ ପାଇଁ ସବୁ ରାଜ୍ୟକୁ କେନ୍ଦ୍ର ଚିଠି ଲେଖିଛି। ଏଥିରେ କୋଭିଡ୍...
ଭୁବନେଶ୍ୱର: ଦୁଃଖର ବର୍ଷ ୨୦୨୦। ଆଉ ମାତ୍ର କେଇ ଦିନ ପରେ ଧରାପୃଷ୍ଠରୁ ନେବ ବିଦାୟ । ପୃଥିବୀବାସୀ ୨୦୨୦କୁ ସବୁଦିନ ପାଇଁ ମନେ ରଖିବେ। ଯଦିଓ ଖୁସିରେ ନୁହେଁ, ସେ ଦେଇଥିବା ଦୁଃଖ ପାଇଁ ସବୁବେଳେ ମନେ ପଡୁଥିବ ଏହି ବର୍ଷ। କୋଭିଡ ମହାମାରୀଠାରୁ ଆରମ୍ଭ କରି...
ନୂଆଦିଲ୍ଲୀ: କେମିତି ଭାରତରେ ହେବ ଟିକାକରଣ ? ଟିକା ଆସିବା ପରେ କେମିତି ବଣ୍ଟାଯିବ ? ଏନେଇ ଆଜି ହେବାକୁ ଯାଉଛି କରୋନା ଭ୍ୟାକସିନ୍ ଟିକାକରଣର ଡ୍ରାଏ ରନ୍ (Dry Run) । ଆନ୍ଧ୍ରପ୍ରଦେଶ, ପଞ୍ଜାବ, ଗୁଜରାଟ ଏବଂ ଆସାମରେ ଏହାର ଟ୍ରାଏଲ କରାଯିବ। ମୁଖ୍ୟତଃ ଟିକା ଆସିବା ପରେ...
ଭୁବନେଶ୍ୱର: ରାଜ୍ୟରେ ୩୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୪ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କ୍ୱାରେଣ୍ଟିନ ସେଣ୍ଟରରୁ ୧୩୬ ଏବଂ ଲୋକାଲ କଣ୍ଟାକ୍ଟ ୯୮ ରହିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...
ଜେନେଭା: କରୋନା ମହାମାରୀ କବ୍ଜାରେ ସାରା ବିଶ୍ୱ। ସାରା ବିଶ୍ୱରୁ ଆଜି ସୁଦ୍ଧା ୮,୧୧,୫୦,୫୧୮ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୧୭,୭୨,୧୧୪ ଜୀବନ ନେଲାଣି କରୋନା। କରୋନା ନିୟନ୍ତ୍ରଣ ପାଇଁ ଭାକ୍ସିନ ବାହାରିଥିଲେ ବି ତାହା କେତେ ପରିମାଣରେ ଏହାକୁ ରୋକିବାରେ ସଫଳ ହେବ ତାହା ଏ ପର୍ଯ୍ୟନ୍ତ...
ଭଦ୍ରକ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦୀର୍ଘ ୯ ମାସ ଧରି ବନ୍ଦ ରହିଥିବା ମନ୍ଦିର ଏବେ ଗୋଟିଏ ପରେ ଗୋଟିଏ ଖୋଲୁଛି। ପୂର୍ବରୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଖୋଲିବା ପରେ ଆଜି ଖୋଲିଛି ଭଦ୍ରକ ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର । ପ୍ରଥମ...
ମଣିଷ ଜୀବନ ବନ୍ଧୁ ବିନା ରଙ୍ଗହୀନ। ବନ୍ଧୁତା ଆକାଶ ପରି ଅସୀମ, ସାଗର ପରି ଗଭୀର। ପ୍ରକୃତ ବନ୍ଧୁ ସୁଖଦୁଃଖର ସାଥୀ। ତୁମ ଖୁସିରେ ଯିଏ ଖୁସି ହୁଏ, ଦୁଃଖରେ ଦୁଃଖୀ ହୁଏ ସିଏ ପ୍ରକୃତ ବନ୍ଧୁ। ବନ୍ଧୁତାର ସମ୍ପର୍କ ଯେ କୌଣସି ସମ୍ପର୍କ ଠାରୁ ମଧ୍ୟ ଶକ୍ତିଶାଳୀ।...
ନୂଆଦିଲ୍ଲୀ: ବ୍ରିଟେନରୁ ଚିହ୍ନଟ କରୋନା ଭୂତାଣୁର ନୂଆ ଷ୍ଟ୍ରେନକୁ ନେଇ ଚିନ୍ତା କରିବାର କୌଣସି କାରଣ ନାହିଁ । ଭୂତାଣୁ ମ୍ୟୁଟେସନ ସତ୍ତ୍ୱେ ଲକ୍ଷଣ କିମ୍ବା ଚିକିତ୍ସାରେ କୌଣସି ପରିବର୍ତ୍ତନ କରାଯାଇନାହିଁ ବୋଲି କୋଭିଡ୍ ପରିଚାଳନା ପାଇଁ ଗଠିତ ଜାତୀୟ ଟାସ୍କ ଫୋର୍ସର ସଦସ୍ୟ ତଥା ଦିଲ୍ଲୀ ଏମସର...
ଭୁବନେଶ୍ୱର: ବିଜୁ ଜନତା ଦଳର ଆଜି ୨୪ ତମ ପ୍ରତିଷ୍ଠା ଦିବସ । ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଏଥିପାଇଁ ବ୍ୟାପକ ଆୟୋଜନ ହୋଇଛି । ରାଜ୍ୟସ୍ତରରୁ ଆରମ୍ଭ କରି ପ୍ରତି ନିର୍ବାଚନମଣ୍ଡଳୀରେ ଏହି ପ୍ରତିଷ୍ଠା ଦିବସ ପାଳନ କରାଯାଉଛି । ୨୪ ବର୍ଷ ତଳେ ଆଜିର ଦିନରେ ବିଜୁ...
ପଶୁପ୍ରେମୀଙ୍କ ପାଇଁ ଖୁସି ଖବର । କୁକୁର ଓ ବିଲେଇ ପାଇଁ ଖୁବଶୀଘ୍ର ତିଆରି ହେବ ଶ୍ମଶାନ ଘାଟ । ଭାବନାତ୍ମକ ସମ୍ପର୍କକୁ ଆଖି ଆଗରେ ରଖି ନୂଆ ବ୍ୟବସ୍ଥା ଆରମ୍ଭ କରାଯିବ । ନୀବିଡ଼ ସମ୍ପର୍କକୁ ସ୍ମୃତିର ସୂତା ଖିଅରେ ବାନ୍ଧିବାକୁ ସମସ୍ତ ଯେ।ଜନା ହେ।ଇସାରିଛି ।...
ଭୁବନେଶ୍ୱର: ରାଜ୍ୟରେ ପୁଣି ଆଜି ଚିହ୍ନଟ ହୋଇଛନ୍ତି ୩୩୪ କରୋନା ପଜିଟିଭ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରେ ଥିଲେ ୧୯୪ ଏବଂ ଲୋକାଲ କେସ ୧୪୦। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ...