• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

CRICKET-(Khabar)
ମେଲବର୍ଣ୍ଣରେ ଦ୍ୱିତୀୟ ଟେଷ୍ଟ: ଟସ୍‌ ଜିତିବା ସତ୍ତ୍ୱେ ଅଷ୍ଟ୍ରେଲିଆର ପ୍ରାଥମିକ ବିପର୍ଯ୍ୟୟ

ମେଲବର୍ଣ୍ଣ: ମେଲବର୍ଣ୍ଣରେ ଆରମ୍ଭ ହୋଇଛି ଭାରତ ଅଷ୍ଟ୍ରେଲିଆ ଦ୍ୱିତୀୟ ଟେଷ୍ଟ । ଅଷ୍ଟେଲିଆ କ୍ୟାପ୍‌ଟେନ ଟିମ୍‌ ପେନ୍‌ ଟସ୍‌  ଜିତିଥିଲେ ଓ ଭାରତ ବିରୋଧରେ ପ୍ରଥମ ବାଟିଂ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଆରମ୍ଭରୁ ଅଷ୍ଟ୍ରେଲିଆର ବାଟିଂ ବିପର୍ଯ୍ୟୟ ଘଟିଛି। ଅଷ୍ଟ୍ରେଲିଆ ୩ ୱିକେଟ ହରାଇ ୩୮ ରନ୍‌...

Binika
ସାରା ପରିବାରକୁ ମାଡ଼ି ବସିଛି ରୋଗ; ଏପଟେ ଦାଉ ସାଧୁଛି ଅଭାବ

ବିନିକା (ଦିଲ୍ଲୀପ କୁମାର ସାହୁ): ଏଇ ପରିବାରର ଭାଗ୍ୟାକାଶରେ ସତେ ଯେମିତି ଦୁଃଖ ଆଉ ହତାଶାର କଳାବାଦଲ ଛାଇ ଯାଇଛି।  ଭାଗ୍ୟ ଆଉ ଭଗବାନ ଏମାନଙ୍କ ଉପରେ ଦାଉ ସାଧିଛନ୍ତି। ଦୁଃଖ ତ  ଦେଇଛନ୍ତି ହେଲେ ଆଶ୍ୱାସନା ଦେଇ ପଦେ କଥା କହିବାକୁ ପାଖରେ କେହି ନାହିଁ। ଲୁହ...

puri
ଆଜି ଜଗାର ଦର୍ଶନ ପାଇବେ ପୁରୀ ବାସିନ୍ଦା

ପୁରୀ: ଆଜିଠୁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ପୁରୀ ବାସିନ୍ଦା।  ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଦର୍ଶନ କେମିତି ସୁରୁଖୁରୁରେ ହୋଇ ପାରିବ, ସେଥିପାଇଁ ସିଂହଦ୍ୱାର ସମ୍ମୁଖରେ ପୋଲିସ ପକ୍ଷରୁ ମକ୍‌ଡ୍ରିଲ୍ ସହ କୋଭିଡ ଗାଇଡ୍ ଲାଇନ୍ ପାଳନର ତଦାରଖ କରାଯାଇଛି...

D-brts
ପୁଣି ଡି’ ବ୍ରଦର୍ସଙ୍କ ଘରେ ଆଜି ହେବ ଚଢାଉ !

କଟକ: ଗ୍ୟାଙ୍ଗଷ୍ଟର ଧଳସାମନ୍ତ ବ୍ରଦର୍ସଙ୍କ କଟକ ଘର ଯେମିତି ପାଲଟିଛି ଅସ୍ତ୍ର ଭଣ୍ଡାର ! ଗତକାଲି ବିପୁଳ ଅସ୍ତ୍ରଶସ୍ତ୍ର ଜବତ ହେବା ପରେ ପୁଣି ତାଙ୍କ ଘରେ  ହୋଇପାରେ ସର୍ଚ୍ଚ ଅପରେସନ। ପୁଣି ଥରେ ଦୁଇ ଭାଇଙ୍କୁ ଆଣି ଘର ଯାଞ୍ଚ କରାଯିବ ବୋଲି ଗତକାଲି କଟକ ଡିସିପି...

luck-down-kbr
ଲକ୍‌ଡାଉନରେ ପୁଣି ଲୋକପ୍ରିୟ ହୋଇଥିଲା ୯୦ ଦଶକର ଏଇ ଧାରାବାହିକ

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଶେଷ ହେବ ୨୦୨୦। ପଛକୁ ଚାହିଁଲେ ଦିଶିଯାଏ ଏକ ଝାପ୍‌ସା ମୁହଁ, ଯେଉଁ ମୁହଁରେ ଆକର୍ଷଣ ନାହିଁ, ଆଶ୍ୱାସନା ନାହିଁ । ବରଂ ରହିଛି ହୃଦୟ ଥରେଇ ଦେବା ବଳି ଅନୁଭୂତି। ତଥାପି ଏହି ବର୍ଷକୁ ମନେ ରଖିବା ପରି ଅନେକ...

photo church
ଏମିତି ଚର୍ଚ୍ଚ ଯେଉଁଠି କୋରଲ ସଙ୍ଗୀତ ସହ ଶୁଭେ ହର ହର ମହାଦେବ

‍ବାରଣାସୀ: ଆଜି ବଡ଼ଦିନ। ଆଜିର ଏହି ପବିତ୍ର ଦିନରେ ଆମେ ଏକ ନିଆରା ଚର୍ଚ୍ଚ କଥା କହିବୁ। ଯେଉଁ ଚର୍ଚ୍ଚର କୋରଲ ସଙ୍ଗୀତ ସାଙ୍ଗକୁ ହର ହର ମହାଦେବ ସ୍ୱରର ଗୁଞ୍ଜରଣ ସାରା ଅଞ୍ଚଳରେ ସୃଷ୍ଟି କରୁଛି ଆଧ୍ୟାତ୍ମିକ ପରିବେଶ। ଏଠି ଦେଖିବାକୁ  ମିଳେ ସର୍ବଧର୍ମ ସମଭାବର ଝଲକ।...

corona
କରୋନା ମୁକ୍ତ ହେଲେ ୬ ଜିଲ୍ଲା, ତଥାପି ୩୨୫ ନୂଆ ରୋଗୀ ଚିହ୍ନଟ, ୩ ମୃତ

ଭୁବନେଶ୍ୱର: କରୋନା ପ୍ରଭାବ ଓଡ଼ିଶାରେ ହ୍ରାସ ପାଇଥିଲେ ହେଁ ସଂକ୍ରମଣ ହାରରେ ପରିବର୍ତ୍ତନ ହେଉନାହିଁ। ଗତ କିଛି ଦିନ ଧରି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩୦୦ରୁ ଊର୍ଦ୍ଧ୍ୱ ରହୁଛି। ଆଜି ମଧ୍ୟ ରାଜ୍ୟରୁ ୩୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତମାନେ ୨୪ ଜିଲ୍ଲାରୁ ଚିହ୍ନଟ...

khabar-odisha-palatila
ଚାଲାକ କୁମ୍ଭୀରର ଚିତା ଶିକାର: ବେକକୁ ଧରି ପାଣିକୁ ଝାମ୍ପିନେଲା, ଦେଖନ୍ତୁ ଭିଡିଓ

ଛେଳି, ବିଲୁଆ ପରି ଜନ୍ତୁମାନଙ୍କୁ ବାଘ ଶିକାର କରିବା ଆମେ ଜାଣିଛୁ । ବେଳେବେଳେ ବାଘ ମଣିଷ ଶିକାର ବି କିରେ।  ହେଲେ ବାଘ କେବେ କାହାର ଶିକାର ହେବା ଜାଣିଛନ୍ତି ? ସେ ପୁଣି କୁମ୍ଭୀରର ! ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଶିକାରୀ ବି ବେଳେବେଳେ...

atal-bihari-vajpayee
ଯେତେବେଳେ ଇନ୍ଦିରା ଭୟଭୀତ ଅବସ୍ଥାରେ ଥିଲେ, ଅଟଳଜୀ ତାଙ୍କ ଘରେ ପହଞ୍ଚି କହିଥିଲେ....

ନୂଆଦିଲ୍ଲୀ: ଆଜି ଅର୍ଥାତ୍‌ ଡିସେମ୍ବର ୨୫ ସାରା ବିଶ୍ୱ ପାଳନ କରୁଛି ମେରୀ ଖ୍ରୀଷ୍ଟମାସ। ଭାରତରେ ବି ଏହି ପର୍ବ କୋଭିଡ କଟକଣା ମଧ୍ୟରେ ପାଳନ କରାଯାଉଛି। ତେବେ ଖ୍ରୀଷ୍ଟମାସ ସହ ଆଜି ଆଉ ଏକ ଦିବସ ଭାରତରେ ପାଳନ କରାଯାଉଛି ତାହା ହେଉଛି ସୁଶାସନ ଦିବସ ବା...

earthquack
ସକାଳୁ ସକାଳୁ ପୁଣି ଥରିଲା ରାଜଧାନୀ

ନୂଆଦିଲ୍ଲୀ:ସକାଳୁ ସକାଳୁ ରାଜଧାନୀ ଦିଲ୍ଲୀରେ ପୁଣି ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଦିଲ୍ଲୀର ନାଗାଲୋଈ ଇଲାକାରେ ସକାଳ ୫.୦୨ରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୨.୩ ଥିବା ଜଣାଯାଇଛି। ଗୋଟିଏ ସପ୍ତାହରେ ଦ୍ୱିତୀୟ ଥର ପାଇଁ ଦିଲ୍ଲୀରେ ଭୂକମ୍ପ ଅନୁଭୂତ ହେଉଥିବାରୁ ରାଜଧାନୀ...

cow
ଚାହିଁଲେନି ଚାରି ପୁଅ, ଶୀତ ରାତିରେ ପଲିଥିନି ତଳେ ରାତି କାଟିଲେ ବୁଢାବାପା

ଜଳେଶ୍ଵର(ଅଜିତ କୁମାର ଦାସ): ଚାରି ପୁଅ ଥାଇ ବାପା ଆଜି ବେସାହାରା । ଏହି ହାଡ ଭଙ୍ଗା ଶୀତରେ ବି ପଲିଥିନ ତଳେ ଗୋଟିଏ ଗାଈକୁ ଧରି ଦିନ କଟାଉଛନ୍ତି ୭୦ ବର୍ଷୀୟ ବୃଦ୍ଧ। ଏମିତି ଅମାନବୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲାରେ। ସବୁଠାରୁ ଦୁଃଖର କଥା, ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।