ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶୱନ୍ତ ସିଂହ । ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ଜଷ୍ଟିସ ସିଂହ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଥିବାବେଳେ ଏବେ ହାଇକୋର୍ଟ ମୁଖ୍ୟ ବିଚାରପତି ପଦରେ ଆସୀନ ହେବେ।
‘ସତରେ ବିଷ୍ଣୁ ଭାଇ ! ଏହି ପୁସ୍ତକର ମଲାଟରେ ଆପଣ ଜଳୁଛନ୍ତି, ଏକଦମ୍ ଜୀବନ୍ତ ଲାଗୁଛନ୍ତି । ଯେମିତି ଆଗରୁ ଥିଲେ। ଏବେ ବି ଆପଣ ଅଗଣିତ ଶୁଭେଚ୍ଛୁଙ୍କ ହୃଦୟରେ ବସା ବାନ୍ଧି ରହିଛନ୍ତି ଓ ରହିଥିବେ ଚିରକାଳ। ଆପଣଙ୍କ ଭଳି ପରୋପକାରୀ ଦରଦୀ ମଣିଷ ଏ ଦୁନିଆରେ...
ଅନେକ ପର୍ଯ୍ୟଟନ ବିଷୟରେ ଶୁଣିଥିବେ, ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଦେଖିଥିବେ। ହେଲେ ଜେଲ ପର୍ଯ୍ୟଟନ ବିଷୟରେ କେବେ ଶୁଣିଛନ୍ତି ? ବୋଧହୁଏ ଶୁଣି ନ ଥିବେ। ଜେଲକୁ ତ କଏଦୀ ଯାଆନ୍ତି। ହେଲେ ପର୍ଯ୍ୟଟକ କାହିଁକି ଯିବେ ? ଏଠି ଏମିତି କି ସୌନ୍ଦର୍ଯ୍ୟ ରହିଛି ? ଉପଭୋଗ କରିବା ପରି...
ଜୀବନ କାହାପାଇଁ କେମିତି। କାହାପାଇଁ ଅୟସ ତ କାହାପାଇଁ ସଂଘର୍ଷ। ସଂଘର୍ଷ କରୁଥିବା ମଣିଷଟି କେତେବେଳେ ଜୀବନ ଯୁଦ୍ଧରେ ହାରିଯାଏ କେହି ଜାଣନ୍ତିନି। ତାଙ୍କ ସଂଘର୍ଷର କାହାଣୀ କାହା ହୃଦୟକୁ ଛୁଇଁ ପାରେନି। ଖୁବ କମ୍ ଲୋକ ଅଛନ୍ତି ଯେଉଁମାନେ ଏଇ ମଣିଷମାନଙ୍କର ହୃଦୟକୁ ପଢିପାରନ୍ତି, ସେମାନଙ୍କ ଦୁଃଖ...
ଦିନ ଥିଲା ଭାରତ ନିଜର ସମସ୍ୟା ପାଇଁ ଅନ୍ୟ ଦେଶର ସହାୟତା ନେଉଥିଲା। ହେଲେ ଆଜି ଭାରତ ଅନ୍ୟଦେଶକୁ ସହାୟତାର ହାତ ବଢାଇବା ସ୍ଥିତିରେ ପହଞ୍ଚି ପାରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଆଜି ଏପରି ସଫଳତା ଆଣି ଦେଇଛି। ଆମ ୪ ପିଢ଼ିର ତପସ୍ୟା, ନେତୃତ୍ୱର...
ସୁନ୍ଦର ଅକ୍ଷରରେ ଲେଖିବା ପାଇଁ ପିଲାବେଳେ କିଏ ମାଡ଼ ଗାଳି ଖାଇ ନ ଥାଏ ? ବୋଧହୁଏ ସମସ୍ତେ ଖାଇଥିବେ। ସୁନ୍ଦର ହସ୍ତାକ୍ଷର ଲେଖିବା ପାଇଁ ପିଲାବେଳୁ ସମସ୍ତେ ଅଭ୍ୟାସ କରିଥାନ୍ତି। ତଥାପି ଡାକ୍ତରମାନଙ୍କ ଅକ୍ଷର ଏତେ ଖରାପ ହୋଇଥାଏ କାହିଁକି ?
ଏମିତି ଧାଇଁ ଧାଇଁ ମଣିଷ ଶେଷରେ ପାଏ କ’ଣ ? ଯେଉଁ ସୁଖର ସନ୍ଧାନରେ ଏମିତି ଅଣନିଃଶ୍ୱାସୀ ହୋଇ ଛଟପଟ ହେଉଥାଏ ସେ ସୁଖ କ’ଣ ସତରେ ମିଳେ ? ଯଦି ମିଳେନି ତେବେ ମଣିଷ କାହିଁକି ଏମିତି ଧାଏ ? ଯଦି ମିଳେନି ତେବେ କେତେଦିନ ଏମିତି...
୨୮ ସେପ୍ଟେମ୍ବର ୧୯୪୨। ସାରା ଭାରତକୁ ଦୋହଲାଇ ଦେଇଥିଲା ଭଦ୍ରକ ବାସୁଦେବପୁରର ଇରମ୍। ଇଂରେଜଙ୍କ ବିରୋଧରେ ସ୍ୱର ଉଠାଇଥିବା ଓଡ଼ିଆ ପୁଅ ନିଜ ମାଟି ମାଆ ପାଇଁ ଜୀବନ ଉତ୍ସର୍ଗ କରି ଦେଇଥିଲେ।
କିଛି କାମ ଦୁଃସାଧ୍ୟ ନୁହେଁ। କିଛି ରାସ୍ତା ଅପହଞ୍ଚ ନୁହେଁ। କମଲା ନେଗିଙ୍କୁ ଦେଖିଲେ ଏକଥା ସହଜରେ ଜଣେ କହି ପାରିବ। ଏହି ବୟସ୍କା ମହିଳା ଜଣକ ଖାଲି ଯୁଗଯୁଗରୁ ଚଳିଆସୁଥିବା ପ୍ରଥାକୁ ଭାଙ୍ଗି ଦେଇ ନାହାନ୍ତି ବରଂ ପୁରୁଷଙ୍କୁ ମଧ୍ୟ ସେମାନଙ୍କ ଇଲାକାରୁ ହଟାଇ ଦେଇଛନ୍ତି।
କାହିଁକି ଏ ହାଇ ସିକ୍ୟୁରିଟି ନମ୍ବର। ଏହି ନମ୍ବର ଲଗାଇଲେ କି ସୁବିଧା ମିଳିବ ? ଏହାକୁ ନେଇ କାହିଁକି ପରିବହନ ବିଭାଗର ଏତେ ତନାଘନା ? ଏମିତି ଅନେକ ପ୍ରଶ୍ନ ଗାଡି ମାଲିକ ଏବଂ ଚାଳକଙ୍କ ମନରେ । ଏସବୁ ଭିତରେ HSRPକୁ ନେଇ ପୂର୍ବତନ ସାଂସଦ...
ବିଗ୍ ବସ୍-୧୬ରେ ସଲମାନଙ୍କ ଚାର୍ଜକୁ ନେଇ ଅନେକ କଥା ଶୁଣିବାକୁ ମିଳୁଛି। ସଲମାନ ଏହି ସୋ ପାଇଁ କୁଆଡେ ୧୦୦୦ କୋଟି ଦାବି କରୁଥିବା କୁହାଯାଉଛି। ସଲମାନ ଏହି ପ୍ରେସ୍ ମିଟ୍ରେ ଏହାର ସତ୍ୟତା ସାମ୍ନାକୁ ଆଣିଛନ୍ତି।
ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ପୁଣି ବଢିଲା ଟେନସନ୍ । ନମ୍ବର ପ୍ଲେଟ ମାମଲାକୁ ନେଇ ପରିବହନ ବିଭାଗ ଠାରୁ ଜବାବ ମାଗିଛନ୍ତି ହାଇକୋର୍ଟ। ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ସମୟସୀମା ବୃଦ୍ଧି କରିହେବ କି ନାହିଁ ସେ ବିଷୟରେ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।
ନୂଆ ପାସ୍ପୋର୍ଟ ପାଇଁ ଆବେଦନ କରୁଛନ୍ତି ? ସେଥିପାଇଁ ପୋଲିସ କ୍ଲିୟରାନ୍ସ ସାର୍ଟିଫିକେଟ ମିଳିବାରେ ସମସ୍ୟା ହେଉଛି କି ? ତେବେ ଆପଣଙ୍କ ପାଇଁ ରହିଛି ଏକ ଖୁସି ଖବର । ଏଣିକି ସହଜରେ ମିଳିପାରିବ ପୋଲିସ କ୍ଲିୟରାନ୍ସ ସାର୍ଟିଫିକେଟ। ଆପଣ ପୋଷ୍ଟ ଅଫିସ ପାସପୋର୍ଟ ସେବାକେନ୍ଦ୍ରରେ (POPSKs)...
ଲତାଜୀଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାର୍ଦ୍ଦିକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଅଯୋଧ୍ୟାର ସରଯୂ ନଦୀ ଘାଟରେ ନିର୍ମାଣାଧୀନ ୪୦ ଫୁଟର ବୀଣାର ପ୍ରତିକୃତିଙ୍କୁ ଲତାଙ୍କ ସ୍ମୃତିରେ ଉତ୍ସର୍ଗୀକୃତ କରିଛନ୍ତି ପ୍ରଧାନମନ୍ତ୍ରୀ । ପାଖାପାଖି ୧୪ ଟନ ଓଜନର ବୀଣାକୁ ସ୍ଥାପନ କରିବା ପାଇଁ କ୍ରେନ୍ର ସହାୟତା ନିଆଯାଇଥିଲା। ଏବେ...
ଏମାନଙ୍କ ନିରୀହ ଆଖି କହେ ଯନ୍ତ୍ରଣାର କଥା । ଏମାନଙ୍କ ପେଟର ଭୋକ ଆଉ କାମର ଚାପ ଭିତରେ ହଜି ଯାଏ ବାଲ୍ୟ ଜୀବନର ଚପଳତା। ଏମାନେ ଜାଣନ୍ତିନି ଇଚ୍ଛା କାହାକୁ କହନ୍ତି। ଏମାନେ ବୁଝନ୍ତିନି ସ୍ୱପ୍ନର ରଙ୍ଗ କେମିତି। ଧୂଳିଖେଳୁ ଥିବା ପିଲା ଏଠି କାଦୁଅମାଟିରେ ଦେଖନ୍ତି...
ଏବେ ବିବାହ ମଣ୍ଡପ ପହଞ୍ଚି ଯିବ ଆପଣଙ୍କ ଘର ପାଖରେ । ଯେମିତି ଆକର୍ଷଣୀୟ ସେମିତି ଅତ୍ୟାଧୁନିକ। ମାନେ ବାହା ବେଦୀଠାରୁ ଆରମ୍ଭ କରି ରିସେପସନ ହଲ, ଡାଇନିଂ ହଲ ସବୁ ଏହି ମଣ୍ଡପରେ ରହିଛି। । ବିବାହ ମଣ୍ଡପ ଟ୍ରକ୍ରେ ଆସିବ ଆଉ ଲାଗିବ ଆପଣଙ୍କ ଘର ସାମ୍ନାରେ ।
ଭାରତରେ ତିଆରି ହେବ ଆଇଫୋନ। ଆଇ ଫୋନ-୧୪ ମଡେଲର ପ୍ରଡକ୍ସନ ଭାରତରେ ପ୍ରଥମ ଥର ପାଇଁ ସମାନ ବର୍ଷ ଏବଂ ସମାନ ଦିନରେ ହେବ ବୋଲି କମ୍ପାନୀ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆଇ ଫୋନର ବିଶ୍ୱସ୍ତ ମାନୁଫାକ୍ଚରିଙ୍ଗ ପାର୍ଟନର ଫକ୍ସକମ୍ ଏହି ମଡେଲ ଭାରତରେ ପ୍ରସ୍ତୁତ କରିବ। ଚେନ୍ନାଇର ଶ୍ରୀପେରୁମ୍ବୁଦୁରରେ...
ସୁପ୍ରିମକୋର୍ଟ ପାଇଁ ଆଜି ଏକ ଐତିହାସିକ ଦିନ। ଆଜିଠାରୁ ସାଧାରଣ ଲୋକ ସୁପ୍ରିମକୋର୍ଟଙ୍କ ଶୁଣାଣିର ସିଧା ପ୍ରସାରଣ ଦେଖି ପାରିବେ। କାରଣ ଆଜିଠାରୁ ସାମ୍ବିଧାନିକ ମାମଲାର ଲାଇଭ ଷ୍ଟ୍ରିମିଂ ହେବ। ଶୁଣାଣିର ସିଧା ପ୍ରସାରଣ ପାଇଁ ବ୍ୟବସ୍ଥା କରାଯାଇଛି। ଏହି ମାମଲା ମଧ୍ୟରେ ରହିଛି EWS ସଂରକ୍ଷଣ, ମହାରାଷ୍ଟ୍ର ଶିବସେନା ବିବାଦ, ଦିଲ୍ଲୀ-କେନ୍ଦ୍ର...
ପଦାରେ ପଡିଯାଇଛି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ହାଇଡ୍ରାମା। ଦଳୀୟ ବିଧାୟକମାନେ ଇସ୍ତଫା ଦେଇ ଯେପରି ଅଡୁଆ ସ୍ଥିତି ସୃଷ୍ଟି କଲେ ତାହାକୁ ନେଇ କଂଗ୍ରେସ ହାଇ କମାଣ୍ଡ କ୍ଷୁବ୍ଧ ହୋଇଛନ୍ତି। ଏହା ପରେ ଜାତୀୟ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଗେହଲଟ ନିର୍ବାଚନ ଲଢି...
ପରିଶ୍ରମର ମୂଲ୍ୟ କେବେ ବ୍ୟର୍ଥ ଯାଏ ନାହିଁ। ଦିନେ ନା ଦିନେ ତାହାର ଫଳ ତୁମକୁ ମିଳିଥାଏ । ନିଜର ଉଦ୍ୟମ, ନିଷ୍ଠା ଉପରେ ଭରସା ଥିବା ବ୍ୟକ୍ତି ନିଜ ରାସ୍ତା ନିଜେ ତିଆରି କରିଥାଏ। ଏଥିପାଇଁ ସେ ସମୟ, ସୁଯୋଗକୁ ଅପେକ୍ଷା କରି ନ ଥାଏ। ବେଳେବେଳେ...