• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

well
ପୁଣି ଜଣେ ନିଖୋଜ ନାବାଳିକା ମୃତ; କୂଅ ଭିତରୁ ମିଳିଲା ଶବ

ସେମିଳିଗୁଡ଼ା: ପରୀ, ବିଷ୍ଣୁପ୍ରିୟା, ସ୍ୱାତୀଙ୍କ ନିଖୋଜ ଏବଂ ମୃତ୍ୟୁ ଦୁଃଖ ମନରୁ ଲିଭିନି। ପୁଣି ଜଣେ ନିଖୋଜ ନାବାଳିକାଙ୍କ ମୃତଦେହ କୂଅ ଭିତରୁ ଉଦ୍ଧାରକରାଯାଇଛି।  ଘଟଣା ଘଟିଛି କୋରାପୁଟ ସିମିଳିଗୁଡ଼ା ଥାନା ଚୋରିମାଳିଗଡ଼ାରେ। ଏହି ଗାଁର ଏକ କୂଅରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ସନ୍ଧ୍ୟାରୁ ନାବାଳିକା...

biden
ନୂଆ ରାଷ୍ଟ୍ରପତି ଭାବେ ଜୋ ବାଇଡେନଙ୍କ ନାଁ ଘୋଷଣା କଲା ଇଲେକ୍ଟୋରାଲ କଲେଜ

ୱାଶିଂଟନ:ଆନୁଷ୍ଠାନିକ ଭାବେ ଜୋ ବାଇଡେନଙ୍କୁ  ଆମେରିକାର ନୂଆ ରାଷ୍ଟ୍ରପତି ଘୋଷଣା କରିଛି  ଇଲେକ୍ଟୋରାଲ କଲେଜ ।   ଗତମାସରେ ହୋଇଥିବା ନିର୍ବାଚନରେ ବାଇଡେନ୍ ୩୦୬ ଇଲେକ୍ଟୋରାଲ ଭୋଟ ପାଇ ବିଜୟୀ ହୋଇଥିଲେ । ରାଷ୍ଟ୍ରପତି ଟ୍ରମ୍ପଙ୍କୁ ମିଳିଥିଲା ମାତ୍ର ୨୩୨ ଇଲେକ୍ଟୋରାଲ ଭୋଟ୍। ଟ୍ରମ୍ପ ପୂର୍ବରୁ ନିର୍ବାଚନକୁ ନେଇ ଅସନ୍ତୋଷ...

corona
ନୂଆ ପ୍ରକାରର କରୋନା ଭୂତାଣୁ ଠାବ; ସଂକ୍ରମଣ ବଢିବାରୁ ଲକ୍‌ଡାଉନ ଘୋଷଣା

ଲଣ୍ଡନ :ବ୍ରିଟେନ୍‌ରେ ପୁଣି କରୋନା ଭୟଙ୍କର ରୂପ ନେଉଛି। କାହିଁକି ଫେରିଲା ଏହି କରୋନା ? ଏ ଦିଗରେ ଗବେଷକମାନେ ଅନୁଧ୍ୟାନ କରିବା ପରେ କାରଣ ଜାଣିବାକୁ ପାଇଛନ୍ତି। ଏକ ନୂଆ ପ୍ରକାର କରୋନା ଭାଇରାସ ସେଠାରେ ବ୍ୟାପିଥିବା ସେମାନେ ଜାଣିବାକୁ ପାଇଛନ୍ତି। ଏହି ଭାଇରସ ବ୍ରିଟେନ ଓ...

swati
ସ୍ୱାତୀର ବାପାଙ୍କୁ ପିଟିଲେ ଉତ୍ତ୍ୟକ୍ତ ଲୋକେ

ନୟାଗଡ଼: ଗତ ଶୁକ୍ରବାର ଠାରୁ ନିଖୋଜ ଥିବା ନୟାଗଡ଼ ଜିଲ୍ଲା ବଧିପାଟଣା ଗାଁର ୩ ବର୍ଷର ଝିଅ ସ୍ୱାତୀର ଶବ ଆଜି ଉଦ୍ଧାର କରାଯାଇଛି। ଗାଁ ନିକଟ ଏକ ପୋଖରୀରୁ କୁନି ଝିଅ ସ୍ୱାତୀର ଶବ ମିଳିବା ପରେ ବାପା-ମା’ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ଝିଅକୁ ହରାଇ ଭାଙ୍ଗି...

lpg
ପୁଣି ମହଙ୍ଗା ହେଲା LPG ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ:ପୁଣି ବଢିଲା ଏଲପିଜି ଦାମ୍‌। ୧୪.୨ କିଲୋ ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ ୫୦ ଟଙ୍କା ବୃଦ୍ଧି ପାଇଛି। ସେହିପରି  ୫ କିଲ ସିଲିଣ୍ଡରର ଦାମ ୧୮ ଟଙ୍କା ବଢିଛି। ସେହିପରି ୧୯ କିଲ ସିଲିଣ୍ଡରର ଦାମ ୩୬.୫୦ ପଇସା ବୃଦ୍ଧି ପାଇଛି। ଦେଶର ସବୁଠାରୁ ବଡ ତୈଳ...

coronavirus
ଆଖି ବୁଜିଲେ ୪ କରୋନା ରୋଗୀ

ଭୁବନେଶ୍ୱର:ରାଜ୍ୟରେ ୨୪ ଘଣ୍ଟାରେ ପୁଣି ଆଖି ବୁଜିଲେ ୪ ଜଣ କରୋନା ରୋଗୀ। ଏମାନଙ୍କ ମଧ୍ୟରେ ଅଛନ୍ତି ଜଣେ ୪୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା୧,୮୧୫ ଛୁଇଁଛି। ଆଜି ମୃତକଙ୍କ ମଧ୍ୟରେ ମୟୂରଭଞ୍ଜରୁ ୨ଜଣ ଥିବାବେଳେ ଜଣେ ସମ୍ବଲପୁରରୁ ଏବଂ ଅନ୍ୟଜଣେ ଜଗତସିଂହପୁରରୁ...

corona
୪ ଜିଲ୍ଲାରୁ କରୋନା ଗାଏବ, ତଥାପି ୩୦୦ ରୋଗୀ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୦୦କରୋନା ରୋଗୀ। କ୍ୱାରେଣ୍ଟିନ ସେଣ୍ଟରର ୧୭୪ ରୋଗୀ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି ୧୨୬।  ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଆଜି ୪ଟି ଜିଲ୍ଲାରେ କରୋନା ଆକ୍ରାନ୍ତ...

child
ମା’ କୋଳରୁ ହଜିଗଲା ୧୨ ଦିନର ଶିଶୁପୁତ୍ର

ଅନୁଗୁଳ: ମାଆ କୋଳରୁ ନିଖୋଜ ହୋଇଯାଇଛି ନବଜାତ ଶିଶୁ। ୧୨  ଦିନର ଶିଶୁକୁ ନ ପାଇ କାନ୍ଦି କାନ୍ଦି ଅଧୀର ହେଉଛନ୍ତି ମା’। ଅନେକ ଜାଗାରେ ଖୋଜିଲେଣି  ବାପା-ମା’ । ଇତି ମଧ୍ୟରେ ଦୁଇ ଦିନ ବିତି ଗଲାଣି।  କୁନି ପୁଅକୁ ପାଉ ନାହାନ୍ତି ବାପା-ମା’। ଘଟଣା ଘଟିଛି...

mla
୨ ଦିନିଆ ରିମାଣ୍ଡରେ ଯିବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱ:  ରିମାଣ୍ଡରେ ଯିବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ।  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ ଏସଆଇଟି। ଏଥିପାଇଁ ଅନୁମତି ଦେଇଛନ୍ତି ଭୁବନେଶ୍ୱର SDJM କୋର୍ଟ। ଟାଟା ନାଁରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ସହ ଠକେଇ କରିଥିବା...

gst-1
ପାନ ଦୋକାନୀଙ୍କୁ ୧୦୦ କୋଟିର GST ଠକେଇ ନୋଟିସ

ରାଉରକେଲା: ରାଉରକେଲାରେ ପୁଣି GST ଠକେଇ ଅଭିଯୋଗ। ଏବେ ଜଣେ ପାନ ଦୋକାନୀଙ୍କୁ GST ଠକେଇ ନେଇ ନୋଟିସ କରାଯାଇଛି । କୋଏଲନଗରର ଏଇ ପାନ ଦୋକାନୀଙ୍କ ନାଁ କାର୍ତ୍ତିକ କମିଲା। ଏତେ ଟଙ୍କାର GST ନୋଟିସ ପାଇବା ପରେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି କାର୍ତ୍ତିକ। ଲକ୍ଷେ ବା ଦୁଇ...

jamtara
ଫୋନକଲ୍‌କୁ ସାବଧାନ ! ବ୍ୟାଙ୍କ କର୍ମଚାରୀ କହି ଏମିତି ଲୁଟି ନେଉଛନ୍ତି ଆକାଉଣ୍ଟ

ଭୁବନେଶ୍ୱର: ବ୍ୟାଙ୍କ କର୍ମଚାରୀଙ୍କ ପକ୍ଷରୁ ଯଦି  ଫୋନ କଲ୍ ଆସୁଛି ତେବେ ସାବଧାନ !  କାରଣ ଏମାନ ହୁଏତ ନକଲି ହୋଇପାରନ୍ତି। ଏହି ନକଲି ବ୍ୟାଙ୍କ କର୍ମଚାରୀମାନେ ନୂଆ ଟେକ୍‌ନିକ୍‌ ଅପଣେଇ ଆପଣଙ୍କ ଆଙ୍କାଉଣ୍ଟରୁ ଲୁଟି ନେଉଛନ୍ତି ଲକ୍ଷାଧିକ ଟଙ୍କା ! ଏ ନେଇ ସତର୍କ କରାଇ ଦେଇଛି...

vigilance
ସହକାରୀ ଯନ୍ତ୍ରୀଙ୍କ ଘରୁ ମିଳିଲା ଏତେ ସମ୍ପତ୍ତି !

ସୁନ୍ଦରଗଡ଼:  ଭିଜିଲାନ୍ସ ଜାଲରେ ସହକାରୀ ପଡିଛନ୍ତି ଯନ୍ତ୍ରୀ। ସୁନ୍ଦରଗଡ଼ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରୁଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନାରାୟଣ ପ୍ରଧାନଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି ।...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।