• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

COVASILD
ଫାଇଜର ପରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମାଗିଲା କୋଭାସିଲ୍‌ଡ

ନୂଆଦିଲ୍ଲୀ: କୋଭିସିଲ୍‌ଡର ଜରୁରୀକାଳୀନ ବ୍ୟବହାର ପାଇଁ ସେରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ DCGIର ଅନୁମତି ମାଗିଛି । ଫାଇଜର୍ ପରେ କୋଭିସିଲ୍‌ଡ ଏପରି ଜରୁରୀ କାଳୀନ ଅନୁମତି ମାଗିବାରେ ଦ୍ୱିତୀୟ ଟିକା ସଂସ୍ଥା । ଅକ୍ସଫୋର୍ଡ ୟୁନିଭର୍ସିଟି ଓ ବ୍ରିଟେନର ଔଷଧ କମ୍ପାନି ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ କରାଯାଉଥିବା...

batat-bnd
ଆସନ୍ତାକାଲି ଭାରତବନ୍ଦ; କ’ଣ ବନ୍ଦ ରହିବ, କ’ଣ ଖୋଲିବ ?

ନୂଆଦିଲ୍ଲୀ: କେନ୍ଦ୍ର ଲାଗୁ କରିଥିବା ନୂଆ କୃଷି ଆଇନକୁ ବିରୋଧ କରି କୃଷକମାନେ ଡିସେମ୍ବର ୮ ତାରିଖ ଭାରତ ବନ୍ଦ ଡାକରା ଦେଇଛନ୍ତି। କୃଷି ଆଇନ ପ୍ରତ୍ୟାହାର ଦାବିରେ ଦୀର୍ଘ ୧୧ ଦିନ ଧରି ଚାଷୀ ଦିଲ୍ଲୀ ସୀମାରେ ଆନ୍ଦୋଳନ ଜାରି ରଖିଛନ୍ତି। ଆଲୋଚନା ପରେ ବି କୌଣସି...

petrol
ପୁଣି ବଢିଲା ତୈଳଦର , ଜାଣନ୍ତୁ କେଉଁ ସହରରେ କେତେ ରହିଛି ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ: କ୍ରମାଗତ ଭାବେ ବଢି ଚାଲିଛି ପେଟ୍ରୋଲ, ଡିଜେଲ ଦର। ସୋମବାର ୬ଷ୍ଠ ଦିନରେ ପେଟ୍ରୋଲ ଦର ୩୦ ପଇସା ଏବଂ ଡିଜେଲ ଦର ୨୬ ପଇସା ବୃଦ୍ଧି ପାଇଛି। ରବିବାର ପ୍ରେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଆମେରିକା ରାଷ୍ଟ୍ରପତି ନିର୍ବାଚନ ଏବଂ ଅନ୍ୟ କେତେକ ଦେଶରେ...

COVID-19
ଆଜି କରୋନାରେ ଓଡ଼ିଶାରେ ୧୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ରେ ପହଞ୍ଚିଛି। ବରଗଡ, ବଲାଙ୍ଗୀର ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏ କରୋନା ରୋଗୀ...

12344
ବୈଜୟନ୍ତଙ୍କ ଟ୍ୱିଟରେ କୌଣସି ଅପମାନ ସୂଚକ କଥା ନାହିଁ -ପୃଥ୍ୱୀରାଜ

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ଟ୍ୱିଟ୍‌  ନେଇ ଦେଖାଦେଇଥିବା ବିବାଦ ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ । ଟ୍ୱିଟରେ କୌଣସି ଅପମାନ ସୂଚକ କଥା ନାହିଁ । ଯେଉଁମାନେ ରାଜନୀତି କରୁଛନ୍ତି ସେମାନେ ଶାଳୀନତା ରକ୍ଷା କରିିବା କଥା ।...

nawaj sarif
ପାକିସ୍ତାନରେ ତେଜୁଛି ବିରୋଧୀଙ୍କ ସ୍ୱର: କବାଟ ଭାଙ୍ଗି ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଉଠାଇ ନେଲା‌ ପୋଲିସ

ଇସ୍‌ଲାମବାଦ:ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ସରକାରଙ୍କ ପାଇଁ ବଢୁଛି ଅଡୁଆ। କରାଚୀରେ ବିରୋଧୀ ଦଳ ଗତକାଲି ଇମ୍ରାନ ସରକାରଙ୍କ ବିରୋଧରେ ଶକ୍ତି ପ୍ରଦର୍ଶନ କରିଥିବାବେଳେ ଆଜି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଗିରଫ କରିଛି ସ୍ଥାନୀୟ ପୋଲିସ। କରାଚିରେ ରହୁଥିବା ନଓ୍ୱାଜ ସରିଫଙ୍କ ଜ୍ୱାଇଁ କ୍ୟାପଟେନ୍...

assam
ମିଜୋରାମ-ଆସାମ ସୀମାନ୍ତରେ ବଢୁଛି ଉତ୍ତେଜନା, କଡ଼ାକଡ଼ି ହେଲା ସୁରକ୍ଷା ବ୍ୟବସ୍ଥା

ଗୁଆହାଟୀ: ମିଜୋରାମ ସୀମାରେ ଦେଖା ଦେଇଥିବା ଉତ୍ତେଜନା ଉଗ୍ରରୂପ ନେଉଛି। ଗତକାଲି ମିଜୋରାମର କୋଲସିବ ଜିଲ୍ଲା ଓ ଆସାମର କଚର ଜିଲ୍ଲାର ବାସିନ୍ଦାଙ୍କ ମଧ୍ୟରେ କୌଣସି କାରଣରୁ ପାଟିତୁଣ୍ଡ ହୋଇଥିଲା। ପରେ ଏହା ଉଗ୍ରରୂପ ନେଇଥିଲ॥ ଉଭୟପକ୍ଷ ପରସ୍ପରର ଘର ପୋଡିଦେବା ସହ ଆକ୍ରମଣ କରିଥିଲେ । ଏଥିରେ...

daud
କେରଳ ସୁନା ସ୍ମଗଲିଂ ସହ ରହିଛି ଆତଙ୍କୀ ଲିଙ୍କ୍‌-NIA

ଥିରୁଅନନ୍ତପୁରମ‌: କେରଳ ସୁନା ସ୍ମଗଲିଂ ମାମଲାରେ ରହିଛି ଆତଙ୍କୀ ଲିଙ୍କ୍। ମୋଷ୍ଟ ୱାଣ୍ଟେଣ୍ଡ ଆତଙ୍କବାଦୀ ଦାଉଦ୍ ଇବ୍ରାହିମଙ୍କ ସହ ରହିଛି ସୁନା ସ୍ମଗଲିଂରେ ସାମିଲ ଥିବା ଅଭିଯୁକ୍ତଙ୍କ ସମ୍ପର୍କ। ଆଜି ଏନେଇ ସ୍ପେଶାଲ୍ କୋର୍ଟକୁ ଜଣାଇଛି ଜାତୀୟ ତଦନ୍ତକାରୀ ସଂସ୍ଥା-NIA। ଅଭିଯୁକ୍ତ କେ.ଟି. ରମେଶ ଏବଂ ସରାଫୁଦ୍ଦିନଙ୍କର ସିଧାସଳଖ...

lockdown
ବଢୁଛି କରୋନା କୋପ; ଏହି ଦେଶରେ ପୁଣି ଲାଗିଲା କର୍ଫ୍ୟୁ

ପ୍ୟାରିସ:କରୋନା ସଂକ୍ରମଣ ରୋକିବାକୁ ଫ୍ରାନସର ପ୍ୟାରିସ ସମେତ ବିଭିନ୍ନ ସହରରେ ପୁଣି କର୍ଫ୍ୟୁ  ଜାରି କରାଯାଇଛି । ଆସନ୍ତା ଶନିବାର ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କଟକଣା ଲାଗୁ କରାଯିବା । ୪ ସପ୍ତାହ ପାଇଁ ଏହି କଟକଣା ରହିବ ବୋଲି ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନ୍...

Former Cricketer Yashpal Sharma
‌ଆଖି ବୁଜିଲେ ୱାର୍ଲଡ କପ୍‌ ବିଜେତା କ୍ରିକେଟର ଯଶପାଲ ଶର୍ମା

ଆଉ ନାହାନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଯଶପାଲ ଶର୍ମା। ମଙ୍ଗଳବାର ହୃଦଘାତରେ ତାଙ୍କର ପରଲୋକ ହୋଇଯାଇଛି । କ୍ରିକେଟର ଯଶପାଲଙ୍କ ମୃତ୍ୟୁ ଖବର ତାଙ୍କର ପରିବାର ସୂତ୍ରରୁ ଦିଆଯାଇଛି।

Untitled-3
ରାଜସ୍ଥାନ ରାଜନୀତି; ଦୁଇ କଂଗ୍ରେସ ବିଧାୟକ ପ୍ରାଥମିକ ସଦସ୍ୟରୁ ନିଲମ୍ବିତ

ଜୟପୁର: ରାଜସ୍ଥାନରେ ସଚିନ ପାଇଲଟଙ୍କ ବିଦ୍ରୋହକୁ ନେଇ ଛକାପଞ୍ଛା ଲାଗି ରହିଛି। ଏପରି ପରିସ୍ଥିତିରେ ଏଆଇସିସି ପକ୍ଷରୁ ଦୁଇ କଂଗ୍ରେସ ବିଧାୟକଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବିତ କରାଯାଇଛି । ଏହି ବିଧାୟକ ହେଲେ ଭଁଅର ଲାଲ ଶର୍ମା ଓ ବିଶବେନ୍ଦ୍ର ସିଂ। ଦଳ ବିରୋଧୀ କାର୍ଯ୍ୟରେ...

rajnath-singh
‘ ଦୁନିଆର କୌଣସି ଶକ୍ତି ଭାରତର ଇଞ୍ଚେ ବି ଜମି ଛୁଇଁ ପାରିବେନି’

ଶ୍ରୀନଗର: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ୨ ଦିନିଆ ଗସ୍ତରେ ଯାଇ ଆଜି ଲେହରେ ପହଞ୍ଚିଛନ୍ତି। ସେଠାରେ  ଭାରତୀୟ ସେନାର ଯାବାନମାନଙ୍କୁ ସମ୍ବୋଧିତ କରି ଯବାନଙ୍କ ମନୋବଳ ବଢାଇବା ସହ ଚୀନ୍‌କୁ ଦୃଢ ବାର୍ତ୍ତା ଦେଇଛନ୍ତି। ଲେହର ଲୁକୁଙ୍ଗ ଆଉଟପୋଷ୍ଟରେ ସୈନିକଙ୍କୁ ସମ୍ବୋଧିତ କରୁଥିବାବେଳେ ପ୍ରତିରକ୍ଷା ମନ୍ତ୍ରୀ ସ୍ପଷ୍ଟ ଭାବରେ...

DCP-Sagarika-
କଭି ଅଲବିଦା ନା କହନା....ବିଦାୟ ଉତ୍ସବରେ ଏମିତି କହି ଭାବପ୍ରବଣ କଲେ ଲେଡି ସିଂହମ୍‌

ସୁନ୍ଦରଗଡ଼: ଏକ ଭାବପ୍ରବଣ ପରିବେଶରେ ଭୁବନେଶ୍ୱର ଟ୍ରାଫିକ୍ ଡିସିପି ସାଗରିକା ନାଥଙ୍କୁ ପୁଲିସ ସେବା ଭବନରେ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ପୂର୍ବରୁ କୋରାପୁଟ ଜୟପୁରରେ ଏସଡ଼ିପିଓ ଭାବେ କାର୍ଯ୍ୟ କରିଥିବା ସାଗରିକା ୨୦୧୯ ଅଗଷ୍ଟ ମାସରେ ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଇଥିଲେ। ଲେଡି ସିଂହମ୍‌ ଅଫିସର ଭାବେ...

00001
କୁକୁର ସହ ଲଢି ସାନ ଭଉଣୀକୁ ବଞ୍ଚାଇଲା ୬ ବର୍ଷର ଶିଶୁ

ଭାଇ ଭଉଣୀର ଅନାବିଳ ଭଲ ପାଇବାର ଏକ ଦୃଶ୍ୟ। ଛୋଟ ହେଲେ ବି କୁନି ଭଉଣୀକୁ ମରଣ ମୁହଁରୁ ଛଡ଼ାଇ ଆଣିବା ପାଇଁ ୬ ବର୍ଷର ଭାଇ କୁକୁର ସହ ଲଢୁଛି। ମୁହାଁମୁହିଁ ସ୍ଥିତି।  ଶେଷରେ ଜିତି ଯାଇଛି ଭାଇ। ମୁହଁରେ ଅନେକ କ୍ଷତ । ତଥାପି ସେ...

coronavirus-india
ଦେଶରେ ଅଣାୟତ୍ତ କରୋନା ସ୍ଥିତି: ୧୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ ହୋଇପଡ଼ିଲାଣି କରୋନା ସ୍ଥିତି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନୂଆ ରେକର୍ଡ କରୁଛି।  ଆଜି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ପାର କରିଛି। ସେହିପରି  ମୃତକଙ୍କ ସଂଖ୍ୟା ୨୫ ହଜାର ୬୦୨କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ସର୍ବାଧିକ ୩୪ ହଜାର...

doctor
ଡାକ୍ତରଙ୍କ ପାଇଁ କାଳ କରୋନା; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ

ନୂଆଦିଲ୍ଲୀ: ଦେଶରେ କୋଭିଡ-୧୯ ମୁକାବିଲାରେ ନିୟୋଜିତ ୯୦ରୁ ଅଧିକ ଡାକ୍ତରଙ୍କ ଜୀବନ ଗଲାଣି । ଇଣ୍ଡିଆନ ମେଡିକାଲ ଆସୋସିଏସନ ପକ୍ଷରୁ ଏହି ତଥ୍ୟ ପ୍ରକାଶିତ ହୋଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ଏହି ରିପୋର୍ଟ ଅନୁଯାୟୀ,  ଭାରତରେ କୋଭିଡ-୧୯ ଡ୍ୟୁଟି କରୁଥିବା ୯୩ ଜଣ...

rajnatha
ଲଦାଖରେ ଭାରତୀୟ ସେନାଙ୍କ ମନୋବଳ ବଢାଇଲେ ପ୍ରତିରକ୍ଷା ମନ୍ତ୍ରୀ

ଜମ୍ମୁକାଶ୍ମୀର: ଆଜିଠୁ ଦୁଇ ଦିନିଆ ଲଦାଖ ଗସ୍ତରେ ଯାଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ।  ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଜେନେରାଲ ବିପିନ ରାୱତ୍ ଓ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍ଏମ୍ ନରଓ୍ୱାଣେ ମଧ୍ୟ ତାଙ୍କ ସହ ଏହି ଗସ୍ତରେ ସାମିଲ ହୋଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ...

air
ଭାରତରୁ ଏଇ ଦୁଇ ଦେଶକୁ ଆଜିଠୁ ଉଡ଼ିବ ବିମାନ

ନୂଆଦିଲ୍ଲୀ: ପ୍ରାୟ ୯୦ ଦିନ ପରେ ଆନ୍ତର୍ଜାତୀୟ ବିମାନ ଉଡ଼ାଣ ଆରମ୍ଭ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ଫ୍ରାନ୍ସ ଏବଂ ଆମେରିକା ସହିତ ଏକ ଦ୍ୱିପାକ୍ଷିକ ଚୁକ୍ତି ସ୍ୱାକ୍ଷରିତ ହୋଇଛି | ଏହି ଅନୁଯାୟୀ, ବର୍ତ୍ତମାନ ଏହି ଦେଶଗୁଡିକ ଶୁକ୍ରବାର ଅର୍ଥାତ୍‌ ଆଜିଠାରୁ ଆନ୍ତର୍ଜାତୀୟ ବିମାନ ସେବା...

aaaaa
କୁଲଗାମରେ ଏନକାଉଣ୍ଟର: ୨ ଆତଙ୍କୀ ନିପାତ

ଶ୍ରୀନଗର: ଜାମ୍ମୁ କାଶ୍ମୀରର କୁଲଗାମରେ ଭାରତୀୟ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ  ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କୀ ଆକ୍ରମଣରେ ୩ ଭାରତୀୟ ସେନା ଆହତ ହୋଇଛନ୍ତି। ଭାରତୀୟ ସୁରକ୍ଷା ବାହିନୀ ତଥାପି କିଛି ଆତଙ୍କବାଦୀଙ୍କୁ ଘେରି ରହିଛନ୍ତି। ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ...

bridge
ଭାସିଗଲା ୨୬୪ କୋଟି ଟଙ୍କାର ବ୍ରିଜ୍

ଛପରା: ବିହାରରେ ବର୍ଷା ବିତ୍ପାତ ନିଦ ହଜାଇ ଦେଇଛି। ହେଲେ ବନ୍ୟାକୁ ନେଇ ବିହାର ଯେତିକି ଚର୍ଚ୍ଚାକୁ ଆସିନି ତାଠାରୁ ବେଶୀ ଚର୍ଚ୍ଚାକୁ ଆସିଛି ଏହି ପୋଲ ପାଇଁ। ପ୍ରଳୟଙ୍କରୀ ବନ୍ୟାରେ ପୋଲଟିଏ ଭାସି ଯାଇଛି। ତେବେ ଚର୍ଚ୍ଚା ଏଥିପାଇଁ ଯେ, ୨୯ ଦିନର ଏହି ପୋଲଟି ପାଇଁ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।