କିଏ କହେ ପ୍ରେମ ତ୍ୟାଗରେ। କିଏ କହେ ଭୋଗରେ। କିଏ ପ୍ରେମ ପାଇଁ ଜୀବନ ଦେଇଦିଏ , କିଏ ପ୍ରେମ ପାଇଁ ଜୀବନ ନେଇଯାଏ। ପୁରାଣରୁ ଇତିହାସ ଯାଏ, ଇତିହାସରୁ ବର୍ତ୍ତମାନ ଯାଏ ଅନେକ କାହାଣୀ ପ୍ରେମର ଏମିତି ଭିନ୍ନ ଭିନ୍ନ ସଂଜ୍ଞା ନିର୍ଦ୍ଧାରଣ କରି ଆସିଛନ୍ତି। ହେଲେ...
ବାହାଘରଟିଏ କରୁଥିଲେ ଟଙ୍କା କେଉଁବାଟେ ଖର୍ଚ୍ଚ ହୋଇଯାଏ ଜଣାପଡେନି। ହିସାବ ଟିକିଏ ଭୁଲଭାଲ ହୋଇଗଲେ ସବୁ ବ୍ୟବସ୍ଥା ବିଗିଡ଼ି ଯିବ। ବିଶେଷକରି ଯଦି ଭୋଜି ପ୍ଲେଟ୍ରେ ଅବ୍ୟବସ୍ଥା ଦେଖାଦିଏ ତେବେ ତ କଥା ସରିଲା। ବଦନାମ ହିଁ ବଦନାମ୍। କାରଣ ଆମନ୍ତ୍ରିତ ଅତିଥି ଭୋଜି ନ ଖାଇ ଫେରିଯିବେ।...
ଓଡ଼ିଆରେ ଗୋଟିଏ ଢଗ ରହିଛି-‘ଆଜି ଯେ ରାଜେନ୍ଦ୍ରାସନେ କାଲି ସେ ଫକୀର’ ଅର୍ଥାତ ଆଜି ଯିଏ ରାଜ ସିଂହାସନରେ ବସିଛି ହୁଏତ କାଲି ସେ ଭିକାରୀ ସାଜିପାରେ। କାରଣ ଜୀବନକୁ ନେଇ କିଛି ବି ଆକଳନ କରିବା ଅସମ୍ଭବ। ଏଇ ମୁହୂର୍ତ୍ତ ପରେ କ’ଣ ଘଟିବ ତାହା କହିବା...
ମହାଳୟରେ ପିତୃପୁରୁଷଙ୍କୁ ପିଣ୍ଡଦାନ ପାଇଁ ଯାଉଥିବାବେଳେ ଭୟଙ୍କର ନୌକା ଦୁର୍ଘଟଣାରେ ୨୪ ଜଣ ଲୋକଙ୍କର ଜୀବନ ଯାଇଛି। ଆହୁରି ଅନେକ ଶ୍ରଦ୍ଧାଳୁଙ୍କର ଏ ଯାଏ ପତ୍ତା ମିଳୁନି। ଏପରି ଛାତିଥରା ଘଟଣା ଘଟିଛି ବାଂଲାଦେଶର ପଞ୍ଚାଗର ଜିଲ୍ଲାର କରତୋୟା ନଦୀରେ।
ଆଜି ଆକାଶରେ ଦେଖିବାକୁ ମିଳିବ ବିରଳ ମହାଜାଗତିକ ଦୃଶ୍ୟ। ଆଜି ପୃଥିବୀର ସବୁଠାରୁ ନିକଟତର ହେବ ବୃହସ୍ପତି । ସାରା ବିଶ୍ୱବାସୀ ଖାଲି ଆଖିରେ ଏହି ବିରଳ ଦୃଶ୍ୟକୁ ଦେଖିପାରିବେ। ୫୯ ବର୍ଷ ପରେ ଆଜି ରାତିରେ ଏପରି ଦୃଶ୍ୟ ଦେଖିବାକୁ ମିଳିବ। ବୃହସ୍ପତି ପୃଥିବୀଠାରୁ ୫୯, ୦୬,...
ସ୍ୱାମୀ ତାଙ୍କର କୋମାରେ ଅଛନ୍ତି। ନିଶ୍ଚୟ ବଞ୍ଚିବେ। ସେଥିପାଇଁ ପତ୍ନୀ ସ୍ୱାମୀଙ୍କ ମୃତ ଶରୀରକୁ ସାଇତି ରଖିଛନ୍ତି ଏବଂ ଗଙ୍ଗାଜଳ ଛିଞ୍ଚୁଛନ୍ତି। ଦିନେ ନୁହେଁ କି ୨ ଦିନ ନୁହେଁ, ଦୀର୍ଘ ୧୮ ମାସ କାଳ ଏମିତି ସାଇତି ରଖିଛନ୍ତି ସ୍ୱାମୀଙ୍କ ଶବକୁ। ଏମିତି ଆଶ୍ଚର୍ଯ୍ୟ କରିଦେବା ପରି ଖବର...
ୟୁକ୍ରେନ-ରଷିଆ ଯୁଦ୍ଧ ଶେଷ ହୋଇ ନ ଥିବାବେଳେ ପୁଟିନଙ୍କ ଆଣବିକ ଯୁଦ୍ଧ ଧମକ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି। ସତରେ ଯଦି ଆଣବିକ ଯୁଦ୍ଧ ହୁଏ ତେବେ କ’ଣ ହେବ ସ୍ଥିତି ? ଅବଶ୍ୟ ଯୁଦ୍ଧ ବିଧ୍ୱସ୍ତ ହିରୋସୀମା ଆଉ ନାଗାସାକିର ସ୍ଥିତି ଦେଖିବା ପରେ ଏପରି...
ଅସ୍ତ୍ରୋପଚାର ସମୟରେ ପେଟରେ ଭୁଲ୍ରେ ଛୁଞ୍ଚି, କଇଞ୍ଚି ରହିଯିବା, ଗଜକନା ରହିଯିବା, ଯନ୍ତ୍ରଣା ହେବା ପରେ ଏକ୍ସ-ରେରୁ ଜଣାପଡିବା ଏବଂ ପୁଣି ଅସ୍ତ୍ରୋପଚାର ପରେ ଏହାକୁ ବାହାର କରିବା ପରି ଘଟଣା ଆପଣ ଅନେକ ଶୁଣିଥିବେ। ହେଲେ ଏମିତି ଏକ ଘଟଣା ଏବେ ସାମ୍ନାକୁ ଆସିଛି ଯାହା ଶୁଣିଲେ ଆପଣ...
ଉତ୍ତର ପ୍ରଦେଶରେ ବର୍ଷା ବିତ୍ପାତ। ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିବା ଫଳରେ ଜନଜୀବନକୁ ବିପର୍ଯ୍ୟସ୍ତ କରି ଦେଇଛି। ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ କାନ୍ଥ ପଡି ଏବଂ ବଜ୍ରପାତ ଘଟି ଅତି କମ୍ରେ ୧୦ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏପରି ହୃଦୟ ବିଦାରକ...
ଜନତାଙ୍କ ସେବା କରିବା ନେତା, ମନ୍ତ୍ରୀଙ୍କର ଧର୍ମ ବୋଲି ସେମାନେ ଖୁବ ପ୍ରଚାର ପ୍ରସାର କରିଥାନ୍ତି । ହେଲେ ଏମିତି ପ୍ରଚାର ପ୍ରସାର ଭିତରେ ନିଜ ସେବା ସହ ନିଜ ଖାନଦାନିର ସେବା କେମିତି କରିଥାନ୍ତି ତାହା ସମସ୍ତେ ଜାଣନ୍ତି। କିନ୍ତୁ ଏ ନେତାଙ୍କୁ ଦେଖନ୍ତୁ ତ ଥରେ...
ଜାତିସଂଘ ମହାସଭାର ୭୭ ତମ ସମ୍ମିଳନୀରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ଶରୀଫ ଦେଇଥିବା ଭାରତ ବିରୋଧୀ ବୟାନର ମୁହଁତୋଡ ଜବାବ ଦେଇଛି ଭାରତ । ଚିରାଚରିତ ଅଭ୍ୟାସବଶତଃ ବିଶ୍ୱମଞ୍ଚରେ ପାକିସ୍ତାନ ପୁଣି ଉଗାଳିଥିଲା ଭାରତ ବିରୋଧୀ ମନ୍ତବ୍ୟ। ହେଲେ ଭାରତ ପକ୍ଷରୁ ଏହାର କଡା ଜବାବ ଦିଆଯାଇଛି।
ମୋ ଡେଥ ସାର୍ଟିଫିକେଟ ହଜି ଯାଇଛି। ୨୦୨୨ ସେପ୍ଟେମ୍ବର ୭ ତାରିଖ ସକାଳ ୧୦ଟା ସମୟରେ ଏହା ଲମ୍ଡିଙ୍ଗ ବଜାରରେ ହଜିଯାଇଛି।’ ଆଶ୍ଚର୍ଯ୍ୟ ହଉଛନ୍ତି କି ? ଏକଥା ଆମେ କହୁନୁ। ଏମିତି ବିଜ୍ଞାପନ ଭାଇରାଲ ହୋଇଛି ସୋସିଆଲ ମିଡ଼ିଆରେ ।
ରୁଷିଆ-ୟୁକ୍ରେନ ଥମିବାର ନାଁ ଧରୁନି। ଏମିତି ସ୍ଥିତିରେ ଆଣବିକ ଅସ୍ତ୍ର ପ୍ରୟୋଗ କରିବ ବୋଲି ରୁଷ ରାଷ୍ଟ୍ରପତି ପୁଟିନ ଧମକ ଦେବା ପରେ ସ୍ଥିତି ଆହୁରି ଗମ୍ଭୀର ହୋଇଯାଇଛି। ଯଦି ଆଣିବକ ଯୁଦ୍ଧ ହୁଏ ମଣିଷ କେମିତି ଏଥିରୁ ନିଜକୁ ସୁରକ୍ଷିତ ରଖି ପାରିବ ? କ’ଣ କଲେ ଆଣବିକ ବିସ୍ଫୋରଣର...
ବାପା-ମା’ଙ୍କର ସ୍ୱପ୍ନ, ପିଲାଟି ତାଙ୍କର ଭଲ ପାଠ ପଢିବ । ଟପ୍ପର ହେବ । କାରଣ ଭଲ ପାଠ ପଢି ଟପ୍ପର ନ ହେଲେ ଭଲ ଚାକିରିଟିଏ ଯେ ମିଳିବ ନି ! ଆଉ ଭଲ ଚାକିରିଟିଏ ନ ମିଳିଲେ ଭବିଷ୍ୟତ ତ ପୂରା ଅନ୍ଧାର ହିଁ ଅନ୍ଧାର । ହେଲେ...
ଗୁଗୁଲ୍ ତା’ର ୟୁଜର୍ସଙ୍କ ତଥ୍ୟ ସୁରକ୍ଷିତ ରଖିବା ପାଇଁ ସବୁବେଳେ ଚେଷ୍ଟା କରି ଆସୁଛି। ଯଦି ଗୁଗୁଲ୍ରେ ଆପଣଙ୍କର ବ୍ୟକ୍ତିଗତ ତଥ୍ୟ କିଛି ରହିଛି ତେବେ ଜଣେ ଚାହିଁଲେ ସହଜରେ ପାଇପାରିବ। ହେଲେ ୟୁଜର୍ସଙ୍କର ଏହି ତଥ୍ୟକୁ ଗୁପ୍ତ ରଖିବା ପାଇଁ ଗୁଗୁଲର ଏକ ନୂଆ ଟୁଲ ଆସୁଛି।...
ସୁନ୍ଦର ଦିଶିବା ପାଇଁ କିଏ ବା ନ ଚାହେଁ ? ହେଲେ ଯାହାର ଚେହେରା ଯେମିତି ସେ ସେମିତି ହିଁ ଦିଶିବ। ତଥାପି ସୁନ୍ଦର, ଆଉ ସ୍ମାର୍ଟ ଦିଶିବା ପାଇଁ ସମସ୍ତେ ନିଜ ଉପାର୍ଜନର ବେଶ୍ କିଛି ଭାଗ ନିଶ୍ଚୟ ବଜେଟ୍ରେ ରଖୁଥିବେ। ପାର୍ଲର ଫିସ, କସ୍ମେଟିକ୍ ରେଟ...
ୟୁଜର୍ସଙ୍କ ପ୍ରାଇଭେସି ରକ୍ଷା ପାଇଁ ହ୍ୱାଟ୍ସଅପ୍ ସବୁବେଳେ ଚେଷ୍ଟା କରିଆସୁଛି। ୟୁଜର୍ସ ଫ୍ରେଣ୍ଡଲି ହେବା ପାଇଁ ହ୍ୱାଟସ୍ଅପ ପ୍ରତି ମାସରେ କିଛି କିଛି ନୂଆ ଫିଚର ନେଇ ଆସୁଛି। ଏହି ସେପ୍ଟି ଫିଚର ମଧ୍ୟରୁ ଗୋଟିଏ ହେଉଛି ବ୍ଲକ ଅପ୍ସନ। ହ୍ୱାଟ୍ସଅପରେ ଆପଣ ଯେ କୌଣସି ନମ୍ବରକୁ ଚାହିଁଲେ ବ୍ଲକ କରିପାରିବେ।...
ଆଉ ନାହାନ୍ତି ରାଜୁ ଶ୍ରୀବାସ୍ତବ । ଟିଭି ପରଦାରେ ହେଉ ବା ଫିଲ୍ମରେ କମେଡି କିଙ୍ଗଙ୍କ କମେଡି ଆଉ ଦର୍ଶକଙ୍କୁ ହସେଇବନି । ମାତ୍ର ୫୮ ବୟସରେ ପରଲୋକ ହୋଇଯାଇଛି ରାଜୁ ଶ୍ରୀବାସ୍ତବଙ୍କର । ଅଗଷ୍ଟ ୧୦ ତାରଖରେ କାର୍ଡିଆକ ଆରେଷ୍ଟ ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିଛି ଦିନ...
ରାସ୍ତାରେ ଟ୍ରାଫିକ ଜାମରେ ଥରେ ଯିଏ ଫସିଥିବ ସେ ଜାଣିଥିବ ଏମିତି ଫସିବାର କଷ୍ଟ। ଯେତେ କଷ୍ଟ ହେଲେ ବି ବଡ ବଡ ସହରରେ ଏମିତି ଟ୍ରାଫିକରେ ଫସିବାକୁ ସମସ୍ତେ ବାଧ୍ୟ। କିନ୍ତୁ ଏହି ବିରକ୍ତିକର ଟ୍ରାଫିକ ଜାମ ବେଳେବେଳେ ଏକ ମଧୁର ସ୍ମୃତି ହୋଇ ରହିଯାଏ। ଟ୍ରାଫିକ୍...
ଶ୍ରୀମନ୍ଦିର ଚାରିପାଖରେ ମଧ୍ୟରେ ପୁଣି ହେବ ନିର୍ମାଣ କାର୍ଯ୍ୟ। ଏହି ନିର୍ମାଣ ଲାଗି ଏନଏମ୍ଏର ସ୍ପଷ୍ଟ ନିର୍ଦ୍ଦେଶ ଆସିଛି । ଶ୍ରୀମନ୍ଦିରଠାରୁ ଶହେ ମିଟର ଦୂରରେ ଏହି ନିର୍ମାଣକାର୍ଯ୍ୟ ହେବ। ଏଠାରେ ନିର୍ମାଣ କରାଯିବ ଶ୍ରୀ ଜଗନ୍ନାଥ ଅଭ୍ୟର୍ଥନା କକ୍ଷ। ତେବେ ପ୍ରଶ୍ନ ଉଠୁଛି କେଉଁଠି ନିର୍ମାଣ ହେବ ଏହି ରିସେପ୍ସନ ସେଣ୍ଟର ? ପୂର୍ବରୁ...