• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

electicity
ଏଣିକି ଅନ୍ଧାରରେ ରହିବେନି ଟୁଇନ୍‌ ସିଟିବାସୀ

ଭୁବନେଶ୍ୱର:  ଟୁଇନ୍ ସିଟିରେ ଦୂର ହେବ ବିଦ୍ୟୁତ୍‌ ସମସ୍ୟା। ଏଣିକି  ଭୁବନେଶ୍ୱର ଓ କଟକବାସୀ ପାଇବେ ନିରବଚ୍ଛିନ୍ନ ବିଦ୍ୟୁତ ସେବା।  ପ୍ରାକୃତିକ ବିପର୍ଯ୍ୟୟ ପ୍ରତିରୋଧୀ ଭୂତଳ ବିଦ୍ୟୁତ୍ ସେବା ଯୋଜନାରେ ୨୪ ଘଣ୍ଟିଆ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ପାଇଁ ୧୬୦୦ କୋଟିର ବ୍ୟୟ ଅଟକଳ କରାଯାଇଛି । ଡିସେମ୍ବର...

sunabesha
ଆଜି ଶ୍ରୀଜୀଉଙ୍କ ଅଧରପଣା ନୀତି

ପୁରୀ: ଦିନକ ପରେ ଶ୍ରୀମନ୍ଦିର ଫେରିବେ ଶ୍ରୀଜିଉ। ଜନ୍ମବେଦୀରୁ ଲୀଳାଖେଳା ସାରି ଏବେ ସିଂହଦ୍ୱାରରେ ଅପେକ୍ଷା କରିଛନ୍ତି। ଗତକାଲି ସୁନାବେଶ ପରେ ଆଜି  ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ଅଧରପଣା ନୀତି । ତିନି ରଥ ଉପରେ ବିରାଜିତ ବଳଭଦ୍ର, ସୁଭଦ୍ରା ଓ ଜଗନ୍ନାଥଙ୍କ ବିଗ୍ରହ ସାମ୍ନାରେ ଏହି...

igh
ରାଉରକେଲା ଆଇଜିଏଚ୍‌ରେ ରୋଗୀଙ୍କୁ କରୋନା, ଡାକ୍ତର, କର୍ମଚାରୀ କ୍ୱାରେଣ୍ଟିନରେ

ରାଉରକେଲା: ରାଉରକେଲା ଆଇଜିଏଚ୍‌(Ispat General Hospital)ରେ ପଶିଲା କରୋନା।  ହସ୍ପିଟାଲରେ ଚିକିତ୍ସାଧୀନ ଜଣେ ରୋଗୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ଜଣେ ଡାକ୍ତରଙ୍କ ସହ ୬ କର୍ମଚାରୀଙ୍କୁ କ୍ୱାରେଣ୍ଟିନ ପଠାଯାଇଛି । ହସ୍ପିଟାଲ  କିଛି ଅଂଶକୁ ଆଇସୋଲେସନ୍ ଘୋଷଣା କରାଯାଇଛି।  ସଂପୃକ୍ତ ରୋଗୀଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ହସ୍ପିଟାଲକୁ...

shot-down
ସପ୍ତାହାନ୍ତ ଶଟ୍‌ଡାଉନ୍‌ ତାଲିକାରେ ସାମିଲ୍‌ ହେଲା ଏସବୁ ଜିଲ୍ଲା

ଭୁବନେଶ୍ୱର: ୧୦ଟି ଜିଲ୍ଲାରେ ଶନିବାର ଓ ରବିବାର ସଟଡାଉନ ନେଇ ପୂର୍ବରୁ ସରକାର ଘୋଷଣା କରିଥିବା ବେଳେ ଏବେ ଏହି ତାଲିକାରେ ଯୋଡି ହୋଇଛି ଆଉ କିଛି ଜିଲ୍ଲା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ସପ୍ତାହାନ୍ତ ସଟ୍‌ଡାଉନ ପାଳନ ପାଇଁ ସମ୍ପୃକ୍ତ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି...

saroj khan
ପରଲୋକରେ ବଲିଉଡର କୋରିଓଗ୍ରାଫର ସରୋଜ ଖାନ୍

ମୁମ୍ବାଇ: ଆଉ ନାହାନ୍ତି ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନ୍ (Saroj Khan) । ୭୨ ବର୍ଷ ବୟସରେ ସରୋଜଙ୍କର ମୁମ୍ବାଇରେ ହୃଦ୍‌ଘାତରେ  ପରଲୋକ ହୋଇଯାଇଛି ।  ଶ୍ୱାସକ୍ରିୟାରେ ସମସ୍ୟା ଯୋଗୁଁ ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି...

up
ଅପରାଧୀଙ୍କ ଗୁଳିରେ ୮ ପୋଲିସ କର୍ମଚାରୀ ସହିଦ

ଲକ୍ଷ୍ନୌ: ଅପରାଧୀଙ୍କ ଗୁଳିରେ ୮ ପୋଲିସ କର୍ମଚାରୀ ସହିଦ ହୋଇଛନ୍ତି। ଏମିତି ଖବର ମିଳିଛି ଉତ୍ତରପ୍ରଦେଶ କାନପୁରରେ । ମୋଷ୍ଟଓ୍ୱାଣ୍ଟେଡ୍ ଅପରାଧୀଙ୍କ ସହ ଗୁଳିବିନିମୟ ବେଳେ ସହିଦ ହୋଇଛନ୍ତି । କାନପୁର ଧୌବେପୁର ଥାନା ବେକରୁ ଗାଁ  ପାଖରେ ଘଟିଥିଲା ଏହି ଗୁଳି ବିନିମୟ। ଗତକାଲି ମଧ୍ୟରାତ୍ରିରେ କାନପୁର...

gold price
କମିଲା ସୁନା, ରୂପା ଦର

ନୂଆଦିଲ୍ଲୀ: କମିଲା ସୁନା ଦର। ଗୁରୁବାର ଘରୋଇ ବଜାରରେ ସୁନାଦର ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଗୁରୁବାର ସକାଳେ ସୁନା ଦରରେ ୦.୨୪ ପ୍ରତିଶତ ହ୍ରାସ ପାଇଛି। ଅର୍ଥାତ୍‌ ୧୧୭ ଟଙ୍କା ହ୍ରାସ ପାଇ ସୁନା ଦର ପ୍ରତି ୧୦ ଗ୍ରାମକୁ  ୪୮, ୧୫୦ ଟଙ୍କା ରହିଛି। ସୁନା...

corona-virus-w
DSPଙ୍କ ପରିବାରର ୪ କରୋନା ଆକ୍ରାନ୍ତ

କଟକ: କଟକ ଗ୍ରାମାଞ୍ଚଳ ଜିଲ୍ଲାର ଜଣେ ପୋଲିସ DSPଙ୍କ ପରିବାରର ଆଉ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। DSPଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କର ପିରବାର ସଦସ୍ୟଙ୍କ ନମୂନା ପରୀକ୍ଷା କରାଯାଇଥିଲା। ଏଥିସହିତ ଆଠଗଡ଼ ଉପଖଣ୍ଡ ଅଞ୍ଚଳରୁ ଆଉ ୧୭ କରୋନା ପଜିଟିଭ ଚିହ୍ନଟ...

river
ପୂଜା ଫୁଲ ନଦୀରେ ପକାଇବାକୁ ଯାଇ ଭାସିଗଲା କୁନିପୁଅ

ବାଲେଶ୍ୱର:ଠାକୁର ପୂଜା  ବାସି ଫୁଲକୁ ପାଣିରେ ପକାଇବା ପାଇଁ  ମା’ଙ୍କ ସାଙ୍ଗରେ ନଦୀକୁ ଯାଇଥିଲା କୁନି ପୁଅ । ହେଲେ ଆଉ ଘରକୁ ଫେରିଲେନି। ନଦୀରେ ଭାସୁଥିବା କୁନି ପୁଅର ଚପଲ ଦେଖି ଡାକ ପକାଇଲେ ମା’। ଗାଁ ଲୋକ ଆସି ବହୁ ଖୋଜାଖୋଜି କଲେ। ହେଲେ ପୁଅ...

bapa pua
ଥାନାରେ ବାପ-ପୁଅଙ୍କ ହତ୍ୟା ମାମଲାରେ ୫ ପୋଲିସ ଗିରଫ

ଚେନ୍ନାଇ: ତାମିଲନାଡୁ ତୁଟିକୋରିନରେ ପୋଲିସ ହେପାଜତରେ ବାପ (ପି ଜୟରାଜ )-ପୁଅ (ଫୋନିକ୍ସ) ମୃତ୍ୟୁ ଘଟଣାରେ ୫ ଜଣ ପୁଲିସ କର୍ମଚାରୀ ଗିରଫ ହୋଇଛନ୍ତି। ଏଥିସହିତ ଅନ୍ୟ ତିନି ପୁଲିସ କର୍ମୀଙ୍କ ବିରୋଧରେ ମଧ୍ୟ ହତ୍ୟା ମାମଲା ରୁଜୁ ହୋଇଛି। ତାମିଲନାଡୁ କ୍ରାଇମବ୍ରାଞ୍ଚ  ସବ୍-ଇନ୍ସପେକ୍ଟର ବାଲ କ୍ରିଷନ୍,  କନଷ୍ଟେବଳ...

lokseba bhawan
ଲୋକସେବା ଭବନ ପ୍ରବେଶ ମନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବେକାବୁ ହେଲାଣି। ଆକ୍ରାନ୍ତଙ୍କ ସହ ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି। ସବୁଠାରୁ ବେଶି ଚିନ୍ତାର ବିଷୟ ହୋଇଛି ଲୋକାଲ କେସ୍‌। ଏହାକୁ ଦୃଷ୍ଟିରେ ରଖି ଲୋକସେବା ଭବନ, ଖାରବେଳ ଭବନ, କୃଷି ଭବନ ଓ ରାଜୀବ ଭବନରେ ସାଧାରଣ...

corona-virus-w
ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର: କରୋନା ନେଲା ଆଉ ୨ ଜୀବନ।  ଆଜି ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

covid
୧୯ ଜିଲ୍ଲାରୁ ୨୨୯ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟର ୧୯ ଜିଲ୍ଲାରୁ ଆଉ ୨୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ଥିଲେ ୧୯୩ ଜଣ। , ଲୋକାଲ୍ କେସ୍‌ ୩୬ଜଣ ଥିବା ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ...

ganjam-1
ଏଇ ଜିଲ୍ଲାରେ ଗାଡ଼ି ଚଳାଚଳ ମନା

ବ୍ରହ୍ମପୁର:  ଗଂଜାମ ଜିଲ୍ଲାରେ ଭୟଙ୍କର ରୂପ ନେଲାଣି କରୋନା।  ଦ୍ରୁତ ଗତିରେ ବଢି ଚାଲିଛି କରୋନା। ସଂକ୍ରମଣକୁ ନଜରରେ ରଖି ଜୁଲାଇ ୩୧ ପର୍ଯ୍ୟନ୍ତ ଗାଡି ଚଳାଚଳକୁ ମନା କରାଯାଇଛି। ଜୁଲାଇ ୧ରୁ ୩୧ ପର୍ଯ୍ୟନ୍ତ କଟକଣା ନେଇ ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ତେବେ ଏହି...

111
ଦେଶରେ ୬ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ:ଦେଶରେ ବେକାବୁ ସ୍ଥିତିରେ ପହଞ୍ଚିଲାଣି କରୋନା। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ଟପିଲା । ଗତ ୨୪ ଘଣ୍ଟାରେ ୧୯ ହଜାର ୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୪ ଜଣଙ୍କ ମୃତ୍ୟୁ ହୋଇଛି ଏଥିସହ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪...

murder
ଜମି ନେଇଗଲା ଜୀବନ

କେନ୍ଦ୍ରାପଡ଼ା: ଜମି ନେଲା ଜୀବନ। ଗାଁ ଦାଣ୍ଡରେ ଜଣେ ବୃଦ୍ଧଙ୍କୁ ପିିଟି ପିଟି ହତ୍ୟା କରିଦେଲେ। ଏପରି  ଘଟଣା ଘଟିଛି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳରେ। ମୃତକ ହେଉଛନ୍ତି ଧରଣୀଧର ଦାସ । ସୁରଞ୍ଜନ ମଣ୍ଡଳ ଏବଂ ଧରଣୀଧରଙ୍କ ମଧ୍ୟରେ ପୂର୍ବରୁ ଜମିଜମା ବିବାଦ ଲାଗି ରହିଥିଲା। ଗତକାଲି ସଂଧ୍ୟାରେ...

Suna_Vesha_
ସୁନାବେଶ 2020: ସୁନାବେଶରେ ରୂପା କାହିଁକି ?

ପୁରୀ: ବଡ଼ ଦେଉଳରେ ବାରମାସରେ ତେର ପର୍ବ। କେତେ ରୂପରେ, କେତେ ବେଶରେ ସଜେଇ ହୁଅନ୍ତି ଠାକୁର। ସବୁ ସେଇ ଭକ୍ତଙ୍କ ପାଇଁ। ଆଜି ରଥ ଉପରେ ତିନି ଠାକୁରଙ୍କ ବେଶ ହେବ ସୁନାରେ। ମହଣ ମହଣ ସୁନାରେ ବିମଣ୍ଡିତ ହୋଇ ଠାକୁର ଦିଶିବେ ରାଜା ପରି। ଭକ୍ତ...

online
ସବୁ ୟୁନିଭର୍ସିଟିରେ ଆରମ୍ଭ ହେବ ଅନ୍‌ଲାଇନ୍‌ କ୍ଲାସ

ଭୁବନେଶ୍ୱର:ସବୁ ୟୁନିଭର୍ସିଟିରେ ହେବ ଅନ୍‌ ଲାଇନ୍‌ କ୍ଲାସ। ତୁରନ୍ତ କ୍ଲାସ ଆରମ୍ଭ କରିବାକୁ ସବୁ  କୁଳସଚିବ ଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି ଉଚ୍ଚ ଶିକ୍ଷା ସଚବ। ଜୁଲାଇ ୧୩ରୁ ସବୁ ଶିକ୍ଷାନୁଷ୍ଠାନରେ ଅନ୍ଲାଇନ୍ କ୍ଲାସ୍ ଆରମ୍ଭ କରିବାକୁ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି ।...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।