ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ପୁଣି ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏ ନେଇ ଭିଡିଓ ବାର୍ତ୍ତାରେ ସୂଚନା ଦେଇଛନ୍ତି ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର । ଆକ୍ରାନ୍ତ ଦୁଇ ବ୍ୟକ୍ତି ମହାରାଷ୍ଟ୍ର ଫେରନ୍ତା BSF ଯବାନ ବୋଲି ଜଣାପଡିଛି l ସେମାନେ ମହାରାଷ୍ଟ୍ରରୁ ଆସି...
ପୁରୀ: ବହୁଦିନର ଦାବି ପରେ ଭୁବନେଶ୍ୱରରୁ ପୁରୀ ଜିଲ୍ଲାକୁ ଆଜିଠୁ ଆରମ୍ଭ ହେଲା ମୋ ବସ ସେବା । ପିପିଲି ବିଧାୟକ ପ୍ରଦୀପ ମହାରଥୀ ଏହାର ଉଦଘାଟନ କରିବା ସହ ମୋ ବସରେ ବସିଥିଲେ। ଏହି ବସ୍ ପିପିଲି ଯିବା ରାସ୍ତାରେ ଦାଣ୍ଡମୁକୁନ୍ଦପୁରରେ ଷ୍ଟପେଜ ରହିବ। ଏହାକୁ ନେଇ...
ପାରଳାଖେମୁଣ୍ଡି: ବ୍ୟାଙ୍କ ପରିସରକୁ ପ୍ରବେଶ କଲା କରୋନା। ପାରଳାଖେମୁଣ୍ଡି ଜିଲ୍ଲାର ଜଣେ ବ୍ୟାଙ୍କ ମ୍ୟାନେଜର କରୋନା ଆକ୍ରାନ୍ତ ହୋଇଛନ୍ତି। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଷ୍ଟେଟ୍ ବ୍ୟାଙ୍କ ମୁଖ୍ୟ ଶାଖାର ମ୍ୟାନେଜର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମ୍ୟାନେଜର ପଜିଟିଭ୍ ଚିହ୍ନଟ ପରେ ବ୍ୟାଙ୍କକୁ ସିଲ୍ କରିଛି ଜିଲ୍ଲା ପ୍ରଶାସନ।...
ବାଲେଶ୍ୱର: ବାଲେଶ୍ୱର ଅଙ୍ଗାରଗଡ଼ିଆ ଠାରେ ରେଳ ଫ୍ଲାଏ ଓଭର ବ୍ରିଜ କାମ ହେଉଥିବା ସ୍ଥାନରେ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ସୋନା ସୋରେନ । ସେ ଟ୍ରାକ୍ଟରରେ ଏକ କଂକ୍ରିଟ ପିଲାରକୁ ନେଇ ଅନ୍ୟ ସ୍ଥାନକୁ ଯାଉଥିବା ବେଳେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି...
ସୋର: ବାପାଙ୍କ ଜୀବନ ବଞ୍ଚାଇବା ପାଇଁ ଯାଉଥିଲେ ଡାକ୍ତରଖାନା। ବାଟରେ ଚାଲିଗଲା ପୁଅର ଜୀବନ। ଏମିତି ଏକ ଦୁଃଖଦ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ମଇତାପୁର ଗାଁରେ। ଗତକାଲି ମଇତାପୁର ଗାଁର ଭାଗିରଥୀ ବେହେରାଙ୍କୁ ସାପ କାମୁଡ଼ି ଦେଇଥିଲା। ଗୁରୁତର ଅବସ୍ଥାରେ ପୁଅ ମନୋଜ...
ସମ୍ବଲପୁର: ପାରମ୍ପରିକ ପୂଜାର୍ଚ୍ଚନା ପରେ ଖୋଲିଛି ହୀରାକୁଦ ଡ୍ୟାମ୍ ଗେଟ୍। ନିଷ୍କାସିତ ହୋଇଛି ଚଳିତବର୍ଷର ପ୍ରଥମ ବନ୍ୟାଜଳ । ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା। ପରେ ପରେ ଆଉ ୪ଟି ଗେଟ୍ ଖୋଲିଲା। ବର୍ତ୍ତମାନ ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି...
ପ୍ରକୃତରେ ଅଣ୍ଡାର ଫଣ୍ଡା କେହି ଆଜିଯାଏ ଖୋଲି ପାରି ନାହାନ୍ତି । ଅଣ୍ଡାକୁ ନେଇ ଅନେକ ପ୍ରଶ୍ନ ମନରେ। ଯେମିତି-ଆଗ ଅଣ୍ଡାର ସୃଷ୍ଟି ନା କୁକୁଡାର ? ଅଣ୍ଡା ପ୍ରସ୍ତୁତ ନେଇ ମଧ୍ୟ ପରୀକ୍ଷା ନିରୀକ୍ଷା ଚାଲିଛି । ଯେମିତି ଅଣ୍ଡାକୁ କେତେ ପ୍ରକାର ଟେଷ୍ଟରେ ଖାଇହେବ..ସିଝା..ଝୋଳ, ଓମ୍ଲେଟ..ଇତ୍ୟାଦି...
ପୁରୀ : ଆଜି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଅବଢ଼ା ଲାଗି ହେବ। ଲୋକେ ବରାଦ ଦେଇ ଅବଢ଼ା ନେଇ ଯିବା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ଚାଲିଛି। ଏନେଇ ଖୁବଶୀଘ୍ର ଚୂଡାନ୍ତ ନିଷ୍ପତ୍ତି ନିଆଯିବ। ପୁରୀ ଉପଜିଲ୍ଲାପାଳ, ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀ ଏନେଇ ମହାସୁଆର, ସୁଆର ସେବାୟତଙ୍କ ସହ ଆଲୋଚନା...
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୨୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟିନ କେନ୍ଦ୍ରର ହୋଇଥିବାବେଳେ ୩୬ ଲୋକାଲ୍ କେସ୍ ରହିଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା...
ନୂଆଦିଲ୍ଲୀ: ପୁଣି ଚୀନ ତାର ଅସଲ ରୂପ ଦେଖାଇଛି। ଗୋଟେପଟେ ସୀମାନ୍ତରେ ଉତ୍ତେଜନା ହ୍ରାସ କରିବା ପାଇଁ ଆଲୋଚନା କରୁଥିବାବେଳେ ଅନ୍ୟପଟେ ସେନାର ଛାଉଣୀ କରିଛି। ଏଲଏସିର ଗଲଓ୍ୱାନ ଘାଟିରେ ଚୀନ ବହୁ ସଂଖ୍ୟାରେ ସେନା ଛାଉଣୀ କରିଥିବା ସୂଚନା ମିଳିଛି। ସାଟେଲାଇଟ୍ ଚିତ୍ର ଅନୁସାରେ ପାଟ୍ରୋଲ ପଏଣ୍ଟ...
ନୂଆଦିଲ୍ଲୀ:ଆୟକର ଦାତାଙ୍କ ପାଇଁ ଖୁସି ଖବର। ବୃଦ୍ଧି ପାଇଲା ଆୟକର ରିଟର୍ଣ୍ଣ ଦାଖଲର ସମୟସୀମା। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହିି ଅନୁସାରେ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦାଖଲର ସମୟ ସୀମା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି...
ଜମ୍ମୁ-କାଶ୍ମୀର: ଜାମ୍ମୁ ଓ କାଶ୍ମୀରରେ ଜାରି ରହିଛି ସେନାର ଆତଙ୍କୀ ନିପାତ ଅଭିଯାନ। ଉତ୍ତର କାଶ୍ମୀରର ସୋପୋର ହର୍ଦ୍ଦସିଭା ଗ୍ରାମରେ ଆତଙ୍କବାଦୀଙ୍କ ଗତିବିଧି ନେଇ ପୋଲିସ ସୂଚନା ମିଳିବା ପରେ ଅପରେସନ ଆରମ୍ଭ କରିଛି ସୁରକ୍ଷାବଳ । ଉଭୟ ସେନା ଏବଂ ସିଆରପିଏଫ୍ ପକ୍ଷରୁ ଏହି ଅପରେସନକୁ ରୂପ...
ହୀରାକୁଦ: ଆଜି ଖୋଲିବ ହୀରାକୁଦ ଜଳଭଣ୍ଡର ଗେଟ୍। ସକାଳ ୧୦ଟା ପରେ ଯେ କୌଣସି ମୁହୂର୍ତ୍ତରେ ଗେଟ୍ ଖୋଲିବ ବୋଲି ସୂଚନା ଦିଆଯାଇଛି। ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବଢିଚାଲଛି। ହୀରାକୁଦ ଜଳଭଣ୍ଡାରରେ ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ୬୧୬ ଫୁଟ ଜଳ ରହିଛି।...
ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କୁ କରୋନା ବିପଦ ! ହସ୍ପିଟାଲ ଜରିଆରେ ସଂକ୍ରମଣର ଆକ୍ରାନ୍ତ ହେଉଛନ୍ତି କରୋନା ଯୋଦ୍ଧା। ଏହି ଦୁଇଟି ଘଟଣା ଏବେ ରାଜ୍ୟରେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ମହାମାରୀ କରୋନା ମୁକାବିଲାର ଆଗ ଧାଡ଼ିର ଯୋଦ୍ଧା ଅନେକ ଡାକ୍ତର, ନର୍ସ ନିଜ କୋଭିଡ୍ରେ ଆକ୍ରାନ୍ତ ହେଉଛନ୍ତି।...