ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରର ସୋପିଆନ ଜିଲ୍ଲାରେ ପୁଣି ଏନକାଉଣ୍ଟର ହୋଇଛି। ସୋପିଆନ୍ ସୁଗୋ ଅଞ୍ଚଳରେ ଯବାନଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି। ଏନ୍କାଉଣ୍ଟର ପରେ ପୋଲିସ ଓ ସୁରକ୍ଷାକର୍ମୀ ମିଳିତ ଭାବେ ଅପରେସନ ଚଳାଇଛନ୍ତି...
ନୂଆଦିଲ୍ଲୀ: କ୍ରମାଗତ ୪ର୍ଥ ଦିନ ପାଇଁ ପୁଣି ବୃଦ୍ଧି ପାଇଛି ପେଟ୍ରୋଲ, ଡିଜେଲ ଦର। ମଙ୍ଗଳବାର ବର୍ଦ୍ଧିତ ଦର ଘୋଷଣା ପରେ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପ୍ରତି ୫୪ ପଇସା ବୃଦ୍ଧି ପାଇଥିବାବେଳେ ଡିଜେଲ ୫୮ ପଇସା ବୃଦ୍ଧି ଘଟିଛି। ଆଜି ୪ର୍ଥ ଦିନରେ ପୁଣି ପେଟ୍ରୋଲ...
ନୂଆଦିଲ୍ଲୀ: ଦିଲ୍ଲୀବାସୀଙ୍କ ପାଇଁ ସରକାରୀ ହସ୍ପିଟାଲରେ ବେଡ୍ ସଂରକ୍ଷଣକୁ ନେଇ ଉପ ରାଜ୍ୟପାଳ ଓ ଦିଲ୍ଲୀ ସରକାରଙ୍କ ବିବାଦ ତେଜିବାରେ ଲାଗିଛି । ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଦିଲ୍ଲୀବାସୀଙ୍କ ପାଇଁ ୧୦ ହଜାର ବେଡ୍ ସଂରକ୍ଷଣ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ । ତେବେ ସରକାରଙ୍କ...
ପୁରୀ: ପୁରୀରେ କରୋନା ସଂକ୍ରମଣକୁ ରୋକିବା ପାଇଁ ନିଆଯାଉଛି କାର୍ଯ୍ୟାନୁଷ୍ଠାନ। ଆଗକୁ ଆସୁଛି ରଥଯାତ୍ରା। ତେଣୁ କରୋନାକୁ ଦୃଷ୍ଟିରେ ରଖି ପୁରୀରେ ସେବାୟତଙ୍କୁ ଦିଆଯାଉଛି ହୋମିଓପାଥି ଔଷଧ। କରୋନା ସଂକ୍ରମଣ ଏଡ଼ାଇବା ପାଇଁ ପ୍ରତିଷେଧକ ସ୍ୱରୂପ ଶ୍ରୀମନ୍ଦିର ସେବାୟତମାନଙ୍କୁ ହୋମିଓପାଥି ଔଷଧ ଦିଆଯାଉଛି । ଏହି ଔଷଧ ଶ୍ରୀମନ୍ଦିର...
ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାର୍ଚ୍ଚ ମାସରୁ ସ୍କୁଲ ଛୁଟି କରାଯାଇଛି। ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ତେବେ ଅଗଷ୍ଟ ମାସରେ ବି ସ୍କୁଲ ଖୋଲିବ କି ନାହିଁ ସେ ନେଇ ସନ୍ଦେହ ଦେଖା ଦେଇଛି। ତେଣୁ ପିଲାମାନେ କିପରି ପାଠ...
ଯାଜପୁର: ବିଚ୍ ରାସ୍ତାରେ ଜଣେ ମହିଳାଙ୍କୁ ଅମାନୁଷିକ ମାଡ଼। ମାଡ ଆଉ କେହି ନୁହେଁ, ନିଜ ଦେଢଶୁର ମାରୁଛନ୍ତି। ଏହାର ଏକ ଭିଡିଓ ଭାଇରାଲ ହୋଇଛି। ଘଟଣାଟି ଯାଜପୁର ଜିଲ୍ଲା ନୂଆପାଟଣା ଗାଁର ବୋଲି ଜଣାଯାଇଛି। ତେବେ ସବୁଠାରୁ ଦୁଃଖର ବିଷୟ ଏହା ଯେ, ଘଟଣାସ୍ଥଳରେ ଏତେ ଲୋକ...
ନୂଆଦିଲ୍ଲୀ: କରୋନା ଲକ୍ଡାଉନ ଯୋଗୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଥିବା ପ୍ରବାସୀଙ୍କ ପାଇଁ କୋହଳ ମନୋଭାବ ପୋଷଣ କରିଛନ୍ତି ସୁପ୍ରିମ୍କୋର୍ଟ। ପ୍ରବାସୀଙ୍କ ସମସ୍ୟାକୁ ଦେଖିବା ପରେ ଆଜି ସେମାନଙ୍କ ସପକ୍ଷରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି କୋର୍ଟ । ଏହି ପରିପ୍ରେକ୍ଷୀରେ ଲକ୍ ଡାଉନ୍ ନିୟମ ଉଲ୍ଲଂଘନ କରିଥିବା ପ୍ରବାସୀ ଶ୍ରମିକମାନଙ୍କ...
ନୂଆଦିଲ୍ଲୀ: କରୋନା ଭାଇରସ ଦେଶବାସୀଙ୍କ ନିଦ ହଜେଇ ଦେଇଛି। ଦେଶରେ ଗତ ୨୪ ଘଣ୍ଟାରେ ୩୩୧ ଜୀବନ ନେଇଛି କରୋନା । ଏଥିସହ ୯ ହଜାର ୯୮୭ଟି ନୂଆ ମାମଲା ସାମ୍ନାକୁ ଆସିଛି । ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟାକୁ ଦେଖିଲେ ଏହା ସର୍ବାଧିକ ଅଟେ। ତେବେ ରାଜଧାନୀ...
ନୂଆଦିଲ୍ଲୀ: କ୍ରମାଗତ ୩ ୟ ଦିନ ପାଇଁ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ, ଡିଜେଲ ଦର। ମଙ୍ଗଳବାର ବର୍ଦ୍ଧିତ ଦର ଘୋଷଣା କରାଯାଇଛି। ଗତ ତିନି ଦିନ ଭିତରେ ପେଟ୍ରୋଲ ୧.୭୪ ଟଙ୍କା ଏବଂ ଡିଜେଲ୍ ୧.୭୮ ଟଙ୍କା ବୃଦ୍ଧି ପାଇଛି। ଦର ବୃଦ୍ଧି ପରେ ଜଧାନୀ ଦିଲ୍ଲୀରେ...
ନୂଆଦିଲ୍ଲୀ: ବିଶ୍ୱରେ ଦିନକୁ ଦିନ ନୂଆ ରେକର୍ଡ ପାର୍ କରୁଛି ମହାମାରୀ କରୋନା । ବର୍ତ୍ତମାନ ସୁଦ୍ଧା ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮ ହଜାର ପାର କରିଛି । ସେହିଭଳି ଆକ୍ରାନ୍ତଙ୍କ ସଂଖ୍ୟା ୭୧ ଲକ୍ଷ ୯୩ ହଜାର ଟପିଛି । ସାରା ବିଶ୍ୱରେ...
‘ବନ୍ଦେ ଉତ୍କଳ ଜନନୀ ….’ ଖାଲି ଏକ ସଂଗୀତର ଝଙ୍କାର ନୁହେଁ, ଏକ ଜାତିର ସ୍ୱାଭିମାନର ମହ୍ଲାର। କୋଟି କୋଟି ଓଡ଼ିଆଙ୍କ ଅସ୍ତିତ୍ୱର ଇସ୍ତାହାର । ମାଟିରୁ ଆକାଶ ଆଉ ପାଣିରୁ ପବନ.. ସମସ୍ତଙ୍କୁ ଏକତାର ଡ଼ୋରରେ ବାନ୍ଧି ରଖିବାର ଏକ ପବିତ୍ର ମନ୍ତ୍ରଧ୍ୱନି । ଏହାର ପ୍ରତିଟି...
ନୂଆଦିଲ୍ଲୀ:କରୋନା ସ୍ଥିତି ସୁଧୁରି ନ ଥିଲେ ହେଁ ଦୀର୍ଘଦିନ ଧରି ଲକ୍ଡାଉନ ପରେ ଦେଶରେ ସ୍ୱାଭାବିକ ଅବସ୍ଥା ଧୀରେ ଧୀରେ ଫେରୁଛି। ଅଜିଠୁ ଧର୍ମାନୁଷ୍ଠାନ ଖୋଲିଥିବାବେଳେ ସର୍ତ୍ତମୂଳକ ଭାବେ କିଛି ରେଷ୍ଟୁରାଣ୍ଟ ଓ ହୋଟେଲ ଖୋଲିଛି। ତେବେ ସ୍କୁଲ, କଲେଜ କେବେ ଖୋଲିବ ସେ ନେଇ ସ୍ପଷ୍ଟ ହୋଇ...
ବାରିପଦା: ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅଞ୍ଚଳର ଜଡ଼ିଦା ଗାଁରେ ଜଣେ ମାନସିକ ଅନଗ୍ରସର ଯୁବକଙ୍କ ଉପରକୁ ଏସିଡ଼ ମାଡ ହୋଇଛି। ତାଙ୍କର ଅବସ୍ଥା ଗୁରୁତର ଅଛି। ତାଙ୍କୁ ଉଦଳା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏପରି ଅମାନବୀୟ ଘଟଣାକୁ ସାଧାରଣରେ ତୀବ୍ର ନିନ୍ଦା କରାଯାଇଛି। ଉଦଳା ଅଞ୍ଚଳର...
ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ପଜିଟିଭଙ୍କ ମଧ୍ୟରୁ ଭୁବନେଶ୍ୱରର ଜଣେ ଅଛନ୍ତି। ଆକ୍ରାନ୍ତ ଜଣକ ଡମଣା ଅଞ୍ଚଳର ଜଣେ ୨୫ ବର୍ଷୀୟ ଯୁବକ । ଏ ନେଇବିଏମ୍ସି ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି। ସେ ମୁମ୍ବାଇରୁ ଫେରିଥିଲେ। ମୁମ୍ବାଇରୁ ଫେରିବା ପରେ ହୋମ୍...
ଭୁବନେଶ୍ୱର: ଉତ୍ତର ଓ ପଶ୍ଚିମ ଭାରତରେ ଧ୍ୱଂସଲୀଳା ରଚିଥିବା ପାକିସ୍ତାନୀ ପଙ୍ଗପାଳ ଦଳ ଓଡ଼ିଶା ଆସିବେ କି ନାହିଁ ତାହା ଆଉ ୪, ୫ ଦିନ ପରେ ଜଣାପଡ଼ିବ । ତେବେ ସେମାନଙ୍କ ଗତିବିଧି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି । ଏହାସହ ଆଜି ସକାଳେ କେନ୍ଦ୍ରୀୟ...
ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ। ସେମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ହୋମିଓପାଥି ଔଷଧ ଦିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ଆସନ୍ତାକାଲିଠାରୁ ନୀଳାଦ୍ରି ଭକ୍ତ ନିବାସରେ ଆୟୋଜିତ ଏକ ଶିବିର ଔଷଧ ବଣ୍ଟନ କରାଯିବାର କାର୍ଯ୍ୟକ୍ରମ ରହିଛି। କରୋନା ସ୍ଥିତି ରାଜ୍ୟରେ...