ଇୟରଫୋନକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ସେହବାଜ ଶରିଫଙ୍କୁ ରୁଷ ରାଷ୍ଟ୍ରପତି ଭ୍ଲାଦିମାର ପୁଟିନଙ୍କ ସାମ୍ନାରେ ବେଶ ହଟହଟା ହେବାକୁ ପଡ଼ିଛି। ବହୁ ଚେଷ୍ଟା କରି ବି କାନରେ ଇୟରଫୋନ ଲଗାଇ ପାରିଲେନି ପାକ ପ୍ରଧାନମନ୍ତ୍ରୀ। ଶରିଫଙ୍କର ଏପରି ଅବସ୍ଥା ଦେଖି ପୁଟିନ୍ ନିଜ ହସକୁ ରୋକି ପାରି ନ...
ପୁଣି ଉପରକୁ ଉଠିଲେ ଗୌତମ ଆଦାନୀ। ଏସିଆ ମହାଦେଶର ସବୁଠୁ ବଡ଼ ଧନୀ ବୋଲାଉଥିବା ଗୌତମ ଆଦାନୀ ଜୁଲାଇରେ ପ୍ରକାଶିତ ବିଶ୍ୱ ଧନୀ ତାଲିକାର ୪ ନମ୍ବର ସ୍ଥାନରେ ଥିଲେ। ଏବେ ଆମାଜନ୍ ପ୍ରତିଷ୍ଠାତା ଜେବ୍ ବେଜସଙ୍କୁ କାଟି ବିଶ୍ୱର ୨ୟ ଧନୀ ବ୍ୟକ୍ତିର ମାନ୍ୟତା ପାଇଛନ୍ତି।
କୋଭିଡ ଯାଇଛି। ଜୀବନ ଯାତ୍ରା ସ୍ୱାଭାବିକ ହୋଇଛି। ହେଲେ କୋଭିଡ ତାର ଯେଉଁ ପ୍ରଭାବ ଛାଡ଼ି ଯାଇଛି ତାହା ଏବେ ଘରେ ଘରେ ମୁଣ୍ଡ ବିନ୍ଧାର କାରଣ ହୋଇଛି। କୋଭିଡ ସମୟରେ ଅନଲାଇନ କ୍ଲାସ କରିବା ପରେ ଛୋଟ ପିଲାମାନେ ଏପରି ଭାବେ ମୋବାଇଲ ଅଭ୍ୟସ୍ତ ହୋଇ ଯାଇଛନ୍ତି...
ବିବାହ ନାଁରେ ଅନେକ ଠକେଇ ବିଷୟରେ ଆପଣ ଶୁଣିଥିବେ। ମନ ପସନ୍ଦର ଜୀବନସାଥୀଟିଏ ପାଇବା ପାଇଁ କିଏ କେତେ ପ୍ରକାର ମିଛ କହିଥାଏ। କିଏ ମିଛରେ ଦରମା ବଢାଇଥାଏ ତ କିଏ ଶିକ୍ଷାଗତ ଯୋଗ୍ୟତାର ମିଛ ତାଲିକା ଦେଇଥାଏ। କିଏ ପୁଣି ଜମିବାଡ଼ି ଘର ଦ୍ୱାର ଏପରିକି...
୨୦୨୪ ନିର୍ବାଚନରେ ବିଜେପି ହଟିବ । କେନ୍ଦ୍ରରେ ବିରୋଧୀ କ୍ଷମତାକୁ ଆସିବ। ଏ ନେଇ ଅଣ୍ଟା ଭିଡିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ତଥା ଜନତା ଦଳ ୟୁନାଇଟେଡ (JDU) ମୁଖ୍ୟ ନୀତିଶ କୁମାର। ସେଥିପାଇଁ ନିର୍ବାଚନ ପୂର୍ବରୁ ପ୍ରତିଶ୍ରୁତି ଦେଇଛନ୍ତି ନୀତିଶ କୁମାର ।
ଅନ୍ତିମ ଯାତ୍ରାରେ ବାହାରିଥିବା ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ କଫିନ ଶେଷରେ ବୁଧବାର ପହଞ୍ଚିଥିଲା ଲଣ୍ଡନର ବକିଂ ହୋମ ପ୍ୟାଲେସ୍ରେ । ସେଠାରୁ ୱେଷ୍ଟମିଷ୍ଟର ହଲ୍କୁ ନିଆଯାଇଥିଲା ମହାରାଣୀଙ୍କ କଫିନକୁ। ଏହି ସମୟରେ ଘଟିଥିଲା ଏକ ଅଜବ ଘଟଣା ଯାହା କିଛି ସମୟ ପାଇଁ ଉପସ୍ଥିତ ଲୋକଙ୍କୁ ବ୍ୟତିବ୍ୟସ୍ତ କରି ଦେଇଥିଲା...
ସେ ଥିଲେ ଜଣେ ସିରିଏଲ କିଲର। ବୟସ ମାତ୍ର ୧୮ ହେଲେ ଅଜବ ଥିଲା ତାଙ୍କ କାରନାମା। ବିନା କାରଣରେ ଚାରି ଚାରି ଜଣ ସିକ୍ୟୁରିଟି ଗାର୍ଡଙ୍କୁ ସେ ହତ୍ୟା କରିଥିଲେ। ସେ ଯେତେବେଳେ ଜେଲକୁ ଆସିଲେ ତାଙ୍କୁ ଦେଖି କଏଦୀ ବି ଡରିଲେ । ତାଙ୍କ ସହ...
୫ଟି ଭାଷାର ୨୬୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିବା ସାଉଥ୍ ଲେଡି ସୁପରଷ୍ଟାର ରାମୟା କ୍ରିଷ୍ଣନଙ୍କର ଆଜି ଜନ୍ମଦିନ। ୫୨ ବର୍ଷରେ ପାଦ ଦେଇଛନ୍ତି ରାମୟା। ତେଲ୍ଗୁ, କନ୍ନଡ, ମାଲାୟଲମ ଏବଂ ହୀନ୍ଦି ଫିଲ୍ମରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ମନରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରି ପାରିଛନ୍ତି। ଖାଲି...
‘ମୋ ସ୍ୱାମୀ ପ୍ରେମିକା ସହ କୁଆଡେ ଫେରାର ହୋଇ ଯାଇଛନ୍ତି। ତାଙ୍କୁ କେହି ହେଲେ ଖୋଜି ଆଣ। ଯିଏ ତାଙ୍କ ବିଷୟରେ ସୂଚନା ଦେବ ତାକୁ ପୁରସ୍କାର ମିଳିବ।’ ନିଖୋଜ ସ୍ୱାମୀଙ୍କୁ ଖୋଜି ଆଣିବା ପାଇଁ ସୋଶିଆଲ ମିଡିଆରେ ଏମିତି ପୋଷ୍ଟ କରିଛନ୍ତି ଜଣେ ପତ୍ନୀ। ଏମିତି ପୋଷ୍ଟ...
ପୁଣି ଥରେ ପଦାରେ ପଡ଼ିଛି ପାକିସ୍ତାନର ଆତଙ୍କବାଦୀ ଚେହେରା। କିପରି ଆତଙ୍କବାଦୀଙ୍କୁ ପୃଷ୍ଟପୋଷକତା ଦେଉଛି ପାକ୍ ତାର ଗୋଟି ଗୋଟି କଥା କ୍ୟାମେରା ସମ୍ମୁଖରେ ବଖାଣିଛି ଉରୀ ସେରରୁ ଧରାପଡ଼ିଥିବା ୧୯ ବର୍ଷିୟ ଆତଙ୍କବାଦୀ ଅଲି ବାବର।
ବୁଧବାର ଅର୍ଥାତ୍ ସେପ୍ଟେମ୍ବର ୨୯, ୨୦୨୧ରେ ପୁଣି ବଢିଛି ସୁନା ଦର । ଅଳ୍ପ ହେଲେ ବି ସୁନା ଦରରେ ସାମାନ୍ୟ ବୃଦ୍ଧି ଘଟିଛି। ତେବେ ରୂପା ଦରରେ ସାମାନ୍ୟ ହ୍ରାସ ଘଟିଥିବା ପରିଲକ୍ଷିତ ହୋଇଛି।
ପଞ୍ଜାବ କଂଗ୍ରେସରେ ହଟଚମଟ । ପ୍ରଥମେ ପିସିସି ସଭାପତି ପଦରୁ ଅଚାନକ ନବଜୋତ ସିଂ ସିଦ୍ଧୁଙ୍କ ଇସ୍ତଫା ଓ ପରେ ପରେ କୋଷାଧ୍ୟକ୍ଷ ଏବଂ ୨ ନୂଆ ମନ୍ତ୍ରୀ ପଦ ଛାଡିବା ପରେ ରାଜ୍ୟ କଂଗ୍ରେସରେ ହଇଚଇ ସୃଷ୍ଟି ହୋଇଛି।
ପିପିଲି ଉପନିର୍ବାଚନରେ କୋଭିଡ ଆକ୍ରାନ୍ତ ଘରେ ଥାଇ ଭୋଟ ଦେଇପାରିବେ । ପ୍ରଶାସନ ପକ୍ଷରୁ ଏହି ବ୍ୟବସ୍ଥା କରାଯାଇଛି ।
ଆଜି ଅର୍ଥାତ ମଙ୍ଗଳବାର ସୁନା ଦର ବୃଦ୍ଧି ପାଇଛି। ଆଜି ୨୪ କାରେଟ ୧୦ଗ୍ରାମ ଓଜନର ସୁନା ଦର ୪୬, ୨୮୦ ରହିଛି। ପୂର୍ବ ଦର ତୁଳନାରେ ୪୦ ଟଙ୍କା ବୃଦ୍ଧି ଘଟିଥିବା ଜଣାଯାଇଛି।
କୋଭାକ୍ସିନକୁ ମଞ୍ଜୁରୀ ଦେବାରେ ବିଳମ୍ବ କରୁଛି WHO। ଫଳରେ ଭାରତ ବାୟୋଟେକର କୋଭାକ୍ସିନ ନେଇଥିବା ଭାରତୀୟ ବିଶେଷ କରି ଛାତ୍ରମାନେ ବିଦେଶ ଯିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।
ଦିଲ୍ଲୀ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇ ଫେବ୍ରୁଆରୀ ୨୦୨୦ରେ ଦିଲ୍ଲୀରେ ହୋଇଥିବା ଦଙ୍ଗା ପୂର୍ବ ପ୍ରାୟୋଜିତ ବୋଲି କହିଛନ୍ତି। ଏକ ସୁଚିନ୍ତିତ ଉପାୟରେ ଏହାକୁ ଦଙ୍ଗା ରୂପ ଦିଆଯାଇଛି। କୌଣସି ଘଟଣାର ପ୍ରତିକ୍ରିୟା ସ୍ୱରୂପ ଏହି ଦଙ୍ଗା ହୋଇନାହିଁ ବୋଲି କୋର୍ଟ ନିଜ ରାୟରେ କହିଛନ୍ତି।
ତଳମୁହାଁ ହେଉଛି କରୋନା ଗ୍ରାଫ୍। ଧୀରେ ଧୀରେ ରାଜ୍ୟରୁ ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ହେଁ ଗତକାଲି ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୫୪୫ ଜଣ ପଜିଟିଭ।
ଆଫଗାନିସ୍ତାନ କ୍ଷମତା ହାସଲ କରିବା ପରେ ତାଲିବାନ ଶରିଆ ଆଇନକୁ କଡାକଡି କରିବାରେ ଲାଗିଛି। ପୂର୍ବତନ ସରକାରରେ ଥିବା ଲୋକ, ଆମେରିକାକୁ ସହାୟତା କରୁଥିବା ବ୍ୟକ୍ତି ଏବଂ ନାଶନାଲ ରେସିଷ୍ଟେଣ୍ଟ ଫୋର୍ସ ସଦସ୍ୟଙ୍କୁ ଖୋଜି ଖୋଜି ମୃତ୍ୟୁ ଦଣ୍ଡ ଦେଉଛି ତାଲିବାନ ସେନା ।
ଆଜି ୨୦୨୧ ମସିହା, ସେପ୍ଟେମ୍ବର ମାସ ୨୮ ତାରିଖ, ମଙ୍ଗଳବାର। ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟ କଣ ରହିଛି ।
ରାଷ୍ଟ୍ରପତି ବାଇଡେନ ସୋମବାର ଭାକ୍ସିନର ତୃତୀୟ ଡୋଜ ନେଇଛନ୍ତି। ଏପରିକି ଭାକ୍ସିନ ନେବାକୁ ରାଜି ହେଉ ନ ଥିବା ବ୍ୟକ୍ତିଙ୍କୁ ସମାଲୋଚନା କରି କହିଛନ୍ତି, ଯେଉଁମାନେ ଭାକ୍ସିନ ନେଉ ନାହାନ୍ତି ସେମାନେ ଆମେରିକାର କ୍ଷତି କରୁଛନ୍ତି।