• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

trump
G-7 ସମ୍ମିଳନୀ ପାଇଁ ମୋଦିଙ୍କୁ ଆମନ୍ତ୍ରଣ କଲେ ଟ୍ରମ୍ପ

ନୂଆଦିଲ୍ଲୀ: G-7 ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ । G-7 ସମ୍ମିଳନୀ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଟ୍ରମ୍ପ ଟେଲିଫୋନ୍ ଯୋଗେ ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି । ଏଥିସହ ଚୀନ୍-ଭାରତ ସୀମା ବିବାଦ ଏବଂ ଉଭୟ ଦେଶରେ କରୋନା...

vacc
ଶେଷରେ ରାୟଗଡ଼ା ଛୁଇଁଲା କରୋନା

ଭୁବନେଶ୍ୱର:ରାୟଗଡ଼ା ଛୁଇଁଲା କରୋନା। ଓଡ଼ିଶାର ୨୯ ଜିଲ୍ଲା କରୋନା ଆକ୍ରାନ୍ତ ହୋଇଥିବାବେଳେ ଏକମାତ୍ର ଜିଲ୍ଲା ରାୟଗଡ଼ାରେ ପହଞ୍ଚି ନ ଥିଲା କରୋନା। ହେଲେ ଆଜି ରାୟଗଡ଼ାରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି...

jais
ସୁରକ୍ଷାକର୍ମୀଙ୍କ ଗୁଳିରେ ଜୈଶ୍‌ ଟପ୍‌ କମାଣ୍ଡର ସମେତ ୩ ଆତଙ୍କୀ ନିପାତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ଆଜି ଏକ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି । ପୁଲଓ୍ୱାମା କଙ୍ଗନ ଅଞ୍ଚଳରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ସୁରକ୍ଷାକର୍ମୀ ମସୁଦ୍ ଅଜହରର ନିକଟତମ ତଥା ଜେଶ୍‌ର ଟପ୍‌ କମାଣ୍ଡରକୁ ନିପାତ କରି ଦେଇଛନ୍ତି। ସୁରକ୍ଷାକର୍ମୀଙ୍କ କହିବା ଅନୁଯାୟୀ, କଙ୍ଗନ ଅଞ୍ଚଳରେ ଆତଙ୍କବାଦୀ...

court
‘ବିନା ଅନୁମତିରେ ପତ୍ନୀଙ୍କ ଫୋନ କଲ୍ ରେକର୍ଡିଂ କରିବା ଅପରାଧ’

ଚଣ୍ଡିଗଡ଼: ପଞ୍ଜାବ ଏବଂ ହରିଆଣା ହାଇକୋର୍ଟ ସୋମବାର ଏକ ଘରୋଇ ମାମଲାର ରାୟ ଶୁଣାଇ ସ୍ପଷ୍ଟ କରିଛନ୍ତି, ସ୍ୱାମୀ  ସ୍ତ୍ରୀର  ଫୋନ୍‌ କଲ ବିନା ଅନୁମତିରେ ରେକର୍ଡି କରିପାରିବ ନାହିଁ। ହାଇକୋର୍ଟରେ ପାରବାରିକ ବିବାଦର ଶୁଣାଣି ବେଳେ ଜଣେ ସ୍ୱାମୀ ତାଙ୍କ ପତ୍ନୀଙ୍କ ଫୋନ ରେକର୍ଡିଂ ଶୁଣାଇଥିଲେ। ଏହି...

୧୧୧୧୧
ଭାରତୀୟ ସେନାଙ୍କ ଅଭ୍ୟାସ ଇଲାକାରେ ସ୍ଥିତି ମଜବୁତ୍‌ କଲା ଚୀନ୍

ନୂଆଦିଲ୍ଲୀ:ଲଦାଖରେ ଚୀନ-ଭାରତ ଉତ୍ତେଜନା ଦିନକୁ ଦିନ ବଢିବାରେ ଲାଗିଛି । ଭାରତୀୟ ସେନାର କିଛି ଯବାନ କରୋନା ସଂକ୍ରମିତ ହେବା ପରେ ନିୟନ୍ତ୍ରଣ ରେଖା ପାଖରେ ମାର୍ଚ୍ଚରେ ଆରମ୍ଭ ହେବାକୁ ଥିବା ଅଭ୍ୟାସକୁ କିଛି ସମୟ ପାଇ ଘୁଞ୍ଚାଇ ଦେଇଥିଲା ଭାରତ। ଏହାର ଫାଇଦା ନେଇ ଚୀନ ସେନା...

moon
ଆକାଶରୁ ଏକ ମାସ ଧରି ନିଖୋଜ ହୋଇଯାଇଥିଲା ଜହ୍ନ

ନୂଆଦିଲ୍ଲୀ: ଏମିତି ଏକ ସମୟ ଥିଲା, ଆକାଶରୁ ଜହ୍ନ ନିଖୋଜ ହୋଇଗଲା। ଦିନେ ଗଲା, ଦୁଇଦିନ ଗଲା…ଜହ୍ନ ଆସିଲାନି। ଭାଳେଣି ପଡ଼ିଗଲା ଲୋକଙ୍କ ଭିତରେ। କି ବିପର୍ଯ୍ୟୟ ଆସିଲା ? ଏମିତି ଆଶଙ୍କା ଭିତରେ ଏକମାସ ବିତିଗଲା। ହେଲେ ନିଖୋଜ ଜହ୍ନର ଠିକଣା ମିଳିଲାନି। ଏହା କୌଣସି ଗପ...

loctus
ରାଜ୍ୟ ସରକାରଙ୍କୁ ଘାରିଲାଣି ପଙ୍ଗପାଳ ଚିନ୍ତା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଘାରିଲାଣି ପଙ୍ଗପାଳ ଚିନ୍ତା। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ପଙ୍ଗପାଳ ସମସ୍ୟା ନେଇ ଆଜି ଆଲୋଚନା ହୋଇଛି। ଏହାର ମୁକାବିଲା ନେଇ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଙ୍ଗପାଳ ଏବେ ଛତିଶଗଡ଼ରୁ ମଧ୍ୟପ୍ରଦେଶ ଆଡ଼େ ମୁହାଁଇଥିବା କୃଷି...

modi.JPG-1111
ଓଡ଼ିଶାରେ ସବୁଠାରୁ ଅଧିକ ଲୋକପ୍ରିୟ ମୋଦି

ନୂଆଦିଲ୍ଲୀ: କରୋନା ବିପତ୍ତି ଭିତରେ ବି ଦେଶରେ ବଢ଼ି ଚାଲିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା । ବିଶେଷ କରି ଅଣ-ବିଜେପି ଶାସିତ ରାଜ୍ୟ ମାନଙ୍କରେ ଏହି ଗ୍ରାଫ୍ ସବୁଠୁ ଉଚ୍ଚରେ । ତାଲିକାର ଶୀର୍ଷରେ ରହିଛି ଓଡ଼ିଶା । ବର୍ତ୍ତମାନ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟ କଳାପରେ...

Capture
ପୁଅକୁ ପିଟି ପିଟି ହତ୍ୟା କଲେ ବାପା

ଉମରକୋଟ: ଯେଉଁ ପୁଅର ହାତ ଧରି ଦିନେ ଚାଲି ଶିଖାଇ ଥିଲେ ସେଇ ପୁଅକୁ ପିଟି ପିଟି ହତ୍ୟା କରିଦେଲା ବାପା। ଏଭଳି  ଅଭିଯୋଗ ଆସିଛି ନବରଙ୍ଗପୁର ଜିଲ୍ଲାରୁ। ରାଇଘର ଥାନା ସରଗୁଲି ଗାଁର ଅମଲ ବସୁ। ୧୦ ବର୍ଷ ତଳେ ପ୍ରଥମ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହି...

river
ଆଈର ହାତ ଧରି ନଦୀ ପାର ହେଉଥିଲା ୪ ବର୍ଷର ନାତୁଣୀ, ଭାସିଗଲା

ରାଉରକେଲା: ଆଈର ହାତ ଧରି ନଦୀ ପାର ହେଉଥିଲା। କେମିତି କେଜାଣି ହାତ ଖସିଗଲା ଆଉ ଭରା ନଦୀର ସୂଅରେ ଭାସିଗଲା ୪ ବର୍ଷର କୁନି ଝିଅ। ଏମିତି ଏକ ଦୁଃଖଦ ଘଟଣା ଘଟିଛି ରାଉରକେଲାରେ। ରାଉରକେଲାର ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ସମରଝୋଲା ଗାଁର ଜଣେ ବୟସ୍କା...

batya
୧୨ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେଇପାରେ ‘ନିସର୍ଗ’

ନୂଆଦିଲ୍ଲୀ: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସାଇକ୍ଲୋନିକ୍ ଷ୍ଟର୍ମ ବା ବାତ୍ୟାର ରୂପ ନେଇପାରେ ନିସର୍ଗ । ଏହାର ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହି ସମୟରେ ୯୦ରୁ ୧୧୫ କିମି ବେଗରେ...

bron
ରାଜଧାନୀରୁ ଜବତ ହେଲା ବିପୁଳ ଧଳା ଜହର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଜବତ ହୋଇଛି ବିପୁଳ ପରିମାଣର ଧଳା ଜହର। କ୍ରାଇମବ୍ରାଞ୍ଚ ଏସଟିଏଫ ଖଣ୍ଡଗିରି ଛକରୁ ଏହାକୁ ଜବତ କରିଛି। ଜବତ ବ୍ରାଉନସୁଗରର ଦାମ ୧ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ୨ ଜଣ ବ୍ୟକ୍ତି ବାଇକ୍‌ରେ ବ୍ରାଉନସୁଗର ନେଇ ଯାଉଥିଲା।   ଖବର ପାଇ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।