• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

prasaba-jantrana
ବଫର୍‌ ଜୋନ୍‌ରୁ ଆସିଥିଲେ ବୋଲି ଗର୍ଭବତୀଙ୍କୁ ଡାକ୍ତରଖାନାରୁ ବାହାର କରିଦେଲେ

ପାରଳାଖେମୁଣ୍ଡି: ଜନନୀ ଯନ୍ତ୍ରଣାର ଆଉ ଏକ ଦୃଶ୍ୟ। କେତେବେଳେ ଦୁର୍ଗମ ରାସ୍ତା ତ କେତେବେଳେ ଆମ୍ବୁଲାନ୍ସ ସମସ୍ୟା ଗର୍ଭବତୀଙ୍କ ପାଇଁ ଥିଲା ବାଧକ । ହେଲେ ଏବେ ବାଧକ ସାଜି ଠିଆ ହୋଇଛି କରୋନା । ବଫର ଜୋନରୁ ଆସିଥିବାରୁ  ଜଣେ ଆସନ୍ନ ପ୍ରସବାଙ୍କୁ ଡାକ୍ତରଖାନାରୁ ବହାର କରିଦେଲେ...

china-1111
ଚୀନର ଯୁଦ୍ଧ ପ୍ରସ୍ତୁତି; ପ୍ରଶିକ୍ଷଣ ବଢାଇବା ପାଇଁ ସେନାକୁ ନିର୍ଦ୍ଦେଶ

ବେଜିଂ: କରୋନା ଯୁଦ୍ଧ ପାଇଁ ସାରା ବିଶ୍ୱ ଆଜି ଲଢୁଥିବାବେଳେ ଚୀନ କିନ୍ତୁ ସୀମାନ୍ତରେ ଯୁଦ୍ଧ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛି ।  ଯେ କୌଣସି ମୁହୂର୍ତ୍ତରେ ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ ରାଷ୍ଟ୍ରପତି ଶୀ ଜିନ୍‌ପିଙ୍ଗ ସେନାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଦୃଢତାର ସହ...

sitalsasthi
ଆଜି ଶିବ ବିବାହ, ସମ୍ବଲପୁରରେ ନିରାଡ଼ମ୍ବରରେ ପାଳନ ହେଉଛି ଶୀତଳଷଷ୍ଠୀ

ସମ୍ବଲପୁର:ଆଜି ଦେବ ଦେବ ମହାଦେବଙ୍କ ବିବାହ। ମା’ ପାର୍ବତୀଙ୍କ ହାତ ଧରିବେ ପ୍ରଭୁ। ଆଜି ରାତିରେ ବିଭିନ୍ନ ଶିବାଳୟରୁ ଭୋଲାବାବା ବରବେଶ ସାଜି ବିବାହ ଶୋଭାଯାତ୍ରାରେ ବାହାରିବେ। ବାଜା, ବାଣ ସହ ବରଯାତ୍ରୀଙ୍କୁ ସାଙ୍ଗରେ ଧରି କନ୍ୟା ଘରକୁ ଯିବେ। ସେଠାରେ ରୀତିନୀତିରେ ସମ୍ପନ୍ନ ହେବ ବିବାହ। ସମ୍ବଲପୁର...

lockown worker
ପ୍ରବାସୀ ଶ୍ରମିକଙ୍କ ସୁବିଧା ପାଇଁ କି ପଦକ୍ଷେପ ନେଇଛ ଜଣାଅ-ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:ଲକଡାଉନ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶାକୁ ଦେଖି ଉଦବେଗ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ । ଏହି ପ୍ରସଙ୍ଗରେ କେନ୍ଦ୍ର ଓ ରାଜ୍ୟ କି କି ପଦକ୍ଷେପ ଗ୍ରହଣ କରିଛନ୍ତି ତାର ସବିଶେଷ ରିପୋର୍ଟ ମାଗିଛନ୍ତି ସୁପ୍ରିମକୋର୍ଟ। ଆସନ୍ତାକାଲି ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସର୍ବୋଚ୍ଚକୋର୍ଟରେ ଗୁରୁବାର...

corona
ମେ’ରେ କରୋନା ପ୍ରକୋପ: ଦେଶରେ ୨୬ ଦିନରେ ୧ ଲକ୍ଷ ୧୬ ଆକ୍ରାନ୍ତ

ଭାରତ: ହୁ ହୁ ହୋଇ ବଢିବାରେ ଲାଗିଛନ୍ତି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ୬୩୮୭ ନୂଆ ମାମଲା ସାମ୍ନାକୁ ଆସିଛିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।  ଏବେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪ ହଜାର ୩୩୭କୁ ବୃଦ୍ଧି ପାଇଥିବାବେଳେ...

otv
ରାଜ୍ୟରେ ଆଉ ୭୬ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର:ଆଜି ରାଜ୍ୟରେ ଆଉ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୫୯୩କୁ ବୃଦ୍ଧି ପାଇଛି। ଏ ନେଇ  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ନୂଆ ଚିହ୍ନଟ ୭୬ଙ୍କ ମଧ୍ୟରୁ ୭୪ ଜଣ କ୍ୱାରେଣ୍ଟିନ...

transgormer-1
୩୦ ଫୁଟ୍‌ ଟ୍ରାନ୍ସଫର୍ମର ଉପରକୁ କାହିଁକି ଚଢ଼ିଥିଲା ୮ ବର୍ଷର ଶିଶୁ

ଯାଜପୁରରୋଡ: ୮ ବର୍ଷର ପିଲାଟିଏ। ଜାଣେନି କ’ଣ ଭୁଲ..କ’ଣ ଠିକ। ୩୦ ଫୁଟ ଉଚ୍ଚରେ ବସି ରାଜରାସ୍ତାରେ ଧାଉଁଧିବା ଗାଡ଼ିକୁ ଦେଖିବା, ସହରର ଦୃଶ୍ୟ ଉପଭୋଗ କରିବା ଖୁବ୍‌ ମଜା ଲାଗୁଥିଲା। ତାର କୌତୁହଳୀ ମନ ତାକୁ ଟାଣି ନେଉଥିଲା ୩୦ ଫୁଟ ଉଚ୍ଚ ଟ୍ରାନ୍ସଫର୍ମର ଉପରକୁ। ହେଲେ ...

attack
ଗର୍ଭବତୀ ସ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲେ, ପିଟିଲେ ସୁରକ୍ଷାକର୍ମୀ

ଭୁବନେଶ୍ୱର: କ୍ୱାରେଣ୍ଟିନ୍ ସେଣ୍ଟରରେ ଯୁବକଙ୍କୁ ମାଡ଼ ଅଭିଯୋଗ। ଗର୍ଭବତୀ ସ୍ତ୍ରୀଙ୍କୁ ଭେଟିବାକୁ ଯାଇ ଆକ୍ରମଣର ଶିକାର ହେଲେ ଯୁବକ । ଏପରି ଅଭିଯୋଗ ଆସିଛି ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ତୋଡଙ୍ଗା ପଞ୍ଚାୟତ କ୍ୱାରେଣ୍ଟିନ୍ ସେଣ୍ଟରରୁ। ଅଭିଯୋଗରୁ ଜଣାଯାଇଛି, ଉଭୟେ ସ୍ୱାମୀ-ସ୍ତ୍ରୀ କିଛି ଦିନ ତଳେ ଦିଲ୍ଲୀରୁ ଗାଁକୁ...

1
କରୋନା ପାଇଁ....ସ୍ୱାମୀ-ସ୍ତ୍ରୀର ପରିଚୟ ପାଇଲେ ପ୍ରେମୀଯୁଗଳ

ପୁରୀ: କରୋନା ଯେତେ ଦୁଃଖଦ ଅନୁଭୂତି ଆଣୁନା କାହିଁକି, ସୌରଭ-ପିଙ୍କିଙ୍କ ପାଇଁ କିନ୍ତୁ ସ୍ମରଣୀୟ ହୋଇ ରହିବ। ତାଙ୍କ ପ୍ରେମକୁ ଦିନେ ପରିବାର ଲୋକେ ଏଡାଇ ଦେଲେ। ପ୍ରେମକୁ ସଫଳ କରିବା ପାଇଁ ଉପାୟ ନ ପାଇ ଉଭୟେ ସମାଜ ଆଖିରୁ ଲୁଚି ଲୁଚି ପଳାଇଥିଲେ। ହେଲେ ଆଜି...

cloroquine
କରୋନା ପାଇଁ ଆଗକୁ ଅଧିକ ସତର୍କ ରହିବାକୁ ପଡ଼ିବ-WHO

ନୂଆଦିଲ୍ଲୀ: ବିଶ୍ୱରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁଁ ଅଧିକ ଜୀବନହାନି ଆଶଙ୍କା ରହିଛି । ଏପରି  ଆଶଙ୍କା କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ  WHO। ବର୍ତ୍ତମାନ ହାତଗଣତି କିଛି ଦେଶ କରୋନା କବଳରୁ ମୁକୁଳିବାକୁ ଚେଷ୍ଟା କରୁଛନ୍ତି। ଅନେକ ବିତ୍ତଶାଳୀ ରାଷ୍ଟ୍ର ଏବେ ବି ସଂକ୍ରମଣ ସହ...

rkl
କଣ୍ଟେନମେଣ୍ଟ ଜୋନ୍ ପ୍ରତ୍ୟାହାର ଦାବିରେ ପୋଲିସ ଉପରକୁ ଟେକାପଥର ମାଡ଼

ରାଉରକେଲା: କଣ୍ଟେନମେଣ୍ଟ ଜୋନ୍ ପ୍ରତ୍ୟାହାରକୁ ନେଇ ରାଉରକେଲାରେ ପୋଲିସ ଓ ସାଧାରଣ ଜନତା ମୁହାଁମୁହିଁ ହୋଇଛନ୍ତି। ରାସ୍ତା ଉପରେ ଉଭୟ ପୋଲିସ-ଜନତା ଧସ୍ତାଧସ୍ତି ହୋଇଛନ୍ତି।  ଫଳରେ ରାଉରକେଲା ମୁଖ୍ୟ ରାସ୍ତାରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ରାସ୍ତା ଉପରେ ଟାୟାର ଜାଳି ପ୍ରତିବାଦ ଜଣାଇଥିବା ବେଳେ ପୁଲିସ୍‌...

corona
୨୯ ଜିଲ୍ଲାକୁ ବ୍ୟାପିଲା କରୋନା, ଆଜି ପୁଣି ୭୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର:ରାଜ୍ୟରେ ଆଉ ୭୯ କରୋନା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ ଛୁଇଁଛି । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ସୋନପୁରକୁ ପଶିଛି କରୋନା। ରାୟଗଡ଼ାକୁ ଛାଡ଼ି ଆଜି ସମସ୍ତ ୨୯ ଜିଲ୍ଲାକୁ ବ୍ୟାପିଲା...

modi-pak
ପାକ୍‌ ପ୍ରଧାନମନ୍ତ୍ରୀଙ୍କୁ ଇଦ୍‌ ମୁବାରକ ଜଣାଇଲେନି ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅବୁଧାବିର ବଲି ଅହଦ (କ୍ରାଉନପ୍ରିନ୍ସ) ଶେଖ ମହମ୍ମଦ ବିନ୍‌ ଜାୟଦ ଅଲ ନାହୟାନ ଏବଂ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶଖେ ହସିନାଙ୍କୁ ଇଦ୍‌ ମୁବାରକ ଜଣାଇଥିଲେ । ଏଥିସହିତ କରୋନା ଭାଇରସ୍‌ ମହାମାରୀର ସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ । ମୋଦି...

Untitled-4
ପୁଣି ପ୍ରବାସୀଙ୍କୁ ନେଇ ଆସୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ: ୩ ଗୁରୁତର

ଭବାନୀପାଟଣା: ପୁଣି ଦୁର୍ଘଟଣାଗ୍ରସ୍ତ ହେଲା ପ୍ରବାସୀଙ୍କ ବସ୍ । ଭବାନୀପାଟଣାରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଂଜାମ ଯାଉଥିବା ବେଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । କନ୍ଧମାଳ ତୁମୁଡିବନ୍ଧ ୫୯ ନମ୍ବର ଜାତୀୟ ରାଜପଥ ମୁଣ୍ଡିଗଡ ନିକଟରେ ଘଟିଛି ଦୁର୍ଘଟଣା । ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା...

bhadrakh-1
ମାସ୍କ ପିନ୍ଧି ନ ଥିଲେ ବୋଲି ଗୋଡ଼େଇ ଗୋଡ଼େଇ ପିଟିଲା ପୋଲିସ

ଭଦ୍ରକ: ପୁଣି ସାମ୍ନାକୁ ଆସିଲା ପୋଲିସର ବର୍ବରତା । ରାସ୍ତା ଉପରେ ଜଣେ ବ୍ୟକ୍ତିଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟୁଛନ୍ତି ପୋଲିସ କର୍ମୀ । ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ଚାରି ପାଞ୍ଚ ଜଣ ପୋଲିସ କର୍ମୀ ମିଶି ଜଣେ ବ୍ୟକ୍ତିଙ୍କୁ ପିଟି ଚାଲିଛନ୍ତି । ବନ୍ତ ଥାନା ନିକଟରେ ଜଣେ...

police
ବର୍ଷେ ତଳେ ନକ୍ସଲ ସଂଗଠନ ଛାଡ଼ିଥିଲେ, ହେଲେ ଆତ୍ମହତ୍ୟା କଲେ

ଫୁଲବାଣୀ: ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ। ଅନ୍ୟମାନଙ୍କ ପରି ସେ ବି ଘର ସଂସାର କରିବେ। ପରିବାରର ହସଖୁସି ଭିତରେ ନିଜକୁ ସାମିଲ କରି ଶାନ୍ତିରେ  ବଞ୍ଚିବେ। ସେଥିପାଇଁ ନକ୍ସଲଙ୍କ ହାତ ଛାଡ଼ି ଦେଇଥିଲେ। ଗତବର୍ଷ ମାର୍ଚ୍ଚ ୨୯ ତାରିଖରେ ନକ୍ସଲ ସଂଗଠନ ଛାଡ଼ି ପୋଲିସ ପାଖରେ ଆତ୍ମସମର୍ପଣ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।