ଭୁବନେଶ୍ୱର: ରାଜ୍ୟରେ ଆଉ ୧୦୨ କରୋନା ପଜିଟିଭ ଆଜି ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ ଆକ୍ରାନ୍ତଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟିନ୍...
ନୂଆଦିଲ୍ଲୀ: ଦେଶରେ ଦ୍ରୁତଗତିରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ମଙ୍ଗଳବାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଛୁଇଁଲା। ସକାଳ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୧,୧୩୯ରେ ପହଞ୍ଚିଛି ।ତେବେ ଏମାନଙ୍କ ମଧ୍ୟମରୁ ୩୬ ହଜାର ୮୨୪ ଜଣ ସୁସ୍ଥ ହୋଇ ଫେରିଥିବାବେଳେ ୩୦୨୯ ଜଣଙ୍କ ମୃତ୍ୟୁ ହୋଇଛି...
ବାଲେଶ୍ୱର/ଟାଙ୍ଗି: ବାଲେଶ୍ୱର ଜିଲ୍ଲାର ୨ଟି ସ୍ଥାନରେ ଦୁର୍ଘଟଣା ଘଟି ଜଣେ ପ୍ରବାସୀଙ୍କ ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖନ୍ତାପଡ଼ା ଉଳିଆପାଟଣାରେ ଟ୍ରକ ପଛରୁ ଟ୍ରକ ଧକ୍କା ଦେବାରୁ ଜଣେ ପ୍ରବାସୀଙ୍କର...
ଭୁବନେଶ୍ୱର: ଦୁର୍ବଳ ହେଉଛି ମହାବାତ୍ୟା ଅମ୍ପନ। ଧୀରେ ଧୀରେ ଶକ୍ତି ହରାଉଛି ବୋଲି ସୂଚନା ଦେଇଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଆଇଏମ୍ଡି ଡିଜି ଦେଇଥିବା ସୂଚନା ଅନୁସାରେ ମହାବାତ୍ୟା ଅମ୍ପନ ୬ ଘଣ୍ଟାରେ ଏକ୍ସଟ୍ରିମ୍ଲି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ। ଏହାର ପ୍ରଭାବ ପ୍ରଥମେ ଜଗତସିଂହପୁର,...
ରେଢାଖୋଲ: ମଦ ନିଶାରେ ମଣିଷକୁ ରାକ୍ଷସ ପାଲଟିଯାଏ। ହଜିଯାଏ ମଣିଷ ପଣିଆ। ଭୁଲିଯାଏ ସ଼ମ୍ପର୍କର ମୋହ। ମଦ ନିଶାରେ କିପରି ପୁଅ ନିଜର ବୁଢୀ ମା’କୁ ପିଟି ପିଟି ହତ୍ୟା କରିଛି ତାହାର ଉଦାହରଣ ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲାରେ। ଅନୁଗୁଳ ଜିଲ୍ଲା କିଶୋରନଗର ଥାନା,ଉଷକାପାଲୀ ପଞ୍ଚାୟତର ସାହାଜଵାହାଳ...
ଭୁବନେଶ୍ୱର: ଲକଡାଉନ ପାଇଁ ରାଜ୍ୟରେ ଗାଡ଼ି ଚଳାଚଳ ନେଇ ଥିବା କଟକଣା ପ୍ରତ୍ୟାହାର କରି ନିଆଯାଇଛି । ଚତୁର୍ଥ ପର୍ଯ୍ୟାୟ ଲକଡାଉନରେ ଏହି କଟକଣା ପ୍ରତ୍ୟାହାର ହୋଇଛି ବୋଲି ଭୁବନେଶ୍ୱର-କଟକ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଟ୍ୱିଟ୍ କରି ଜଣାଇଛନ୍ତି । ରାଜ୍ୟରେ ସମସ୍ତ ପ୍ରକାର ସରକାରୀ, ବେସରକାରୀ...
ଭୁବନେଶ୍ୱର: ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ମହାବାତ୍ୟା ଅମ୍ପନ । ଦୀଘା ଠାରୁ ୭୨୦ କିଲୋ ମିଟର ଦୂରରେ ଥିବାବେଳେ ପାରାଦୀପଠାରୁ ୫୭୦ କିଲୋମିଟର ଦୂରରେ ରହିଛି। ତେବେ ଓଡ଼ିଶା ଉପକୂଳ ଦେଇ ଦେଇ ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାଟିଆ ଦ୍ୱୀପ ମଧ୍ୟରେ ଥିବା ସୁନ୍ଦରବନରେ...
ଭୁବନେଶ୍ୱର: ମାଡି ଆସୁଛି ମହାବାତ୍ୟା ଅମ୍ପନ୍ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏବେ ପାରାଦୀପଠାରୁ ୫୭୦ କିଲୋମିଟର ଦୂରରେ ରହିଛି। ସେହିପରି ଦୀଘା ଠାରୁ ୭୨୦ କିଲୋ ମିଟର ଦୂରରେ ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ରେ ଏ ନେଇ ସୂଚନା...
ନୂଆଦିଲ୍ଲୀ:ଦୀର୍ଘ ଦିନ ଧରି କରୋନା ସହ ମହାଯୁଦ୍ଧ ଚାଲିଛି। ହେଲେ କିଛି ଲାଭ ମିଳୁନି। ଏବେ କରୋନା ସହ ବଞ୍ଚିବା ପାଇଁ ମଣିଷ ପ୍ରସ୍ତୁତ ହୋଇଗଲାଣି। ସେଥିପାଇଁ ସାନିଟାଇଜର, ମାସ୍କକୁ ଜୀବନର ଏକ ଅତ୍ୟାବଶ୍ୟକ ସାମଗ୍ରୀ ବୋଲି ଗ୍ରହଣ କରି ନେଇଛି। କରୋନା ଭାକ୍ସିନ ଏ ପର୍ଯ୍ୟନ୍ତ ବାହାରିନାହିଁ।...
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ସକାଳେ ରାଜ୍ୟରେ ନୂଆ ୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଛି ଯାହା ପ୍ରଶାସନର ଚିନ୍ତା ବଢାଇ ଦେଇଛି। ତେବେ ଏପରି ପରିସ୍ଥିତିରେ...
ନୂଆଦିଲ୍ଲୀ: ଜୁଲାଇ ୧ରୁ ହେବ CBSE ଦ୍ୱାଦଶ ଶ୍ରେଣୀ ବାକି ରହି ଯାଇଥିବା ପରୀକ୍ଷା। ଏ ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଜୁଲାଇ୧ରେ ହୋମ୍ ସାଇନ୍ସରୁ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡ଼ିଛି। ତେବେ ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କ ପାଇଁ ଗାଇଡଲାଇନ ଜାରି କରିଛି CBSE । ସବୁ...
ୱାଶିଂଟନ୍: ଆମେରିକାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଭୟଙ୍କର ଭାବେ ବଢୁଥିବାବେଳେ ଏହାକୁ ନିୟନ୍ତ୍ରଣ କରାଯାଇ ପାରୁନାହିଁ। ଏପରି ପରିସ୍ଥିତିରେ ଟ୍ରମ୍ପ ପ୍ରଶାସନ କଡ଼ା ସମାଲୋଚନାର ଶିକାର ହେଉଛି। ଏ ନେଇ ଟ୍ରମ୍ପ ପୂର୍ବତନ ରାଷ୍ଟ୍ରପତି ବରାକ୍ ଓବାମାଙ୍କୁ ଟାର୍ଗେଟ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କୁ ଜଣେ...