• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by

cm
ଡାକ୍ତର, ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବଢୁଥିବା କରୋନାସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। କରୋନା ମୁକାବିଲା ପାଇଁ ସମସ୍ତ  ଘରୋଇ ଓ ସରକାରୀ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ‌ ନିଜ ଜୀବନକୁ ବାଜି ଲଗେଇ ଲଢୁଛନ୍ତି। ମୁଖ୍ୟମନ୍ତ୍ରୀ ଏଇ ଯୋଦ୍ଧା ମାନଙ୍କ ପାଇଁ ଏକ ବଡ...

jajpur0099
୩ ଡାକ୍ତରଙ୍କ ସହ ୧୯ ଜଣ ନର୍ସ ରହିଲେ କ୍ୱାରେଣ୍ଟିନରେ

ଭୁବନେଶ୍ୱର: କ୍ୱାରେଣ୍ଟିନ୍‌ରେ ଗଲେ ଯାଜପୁର ଜିଲ୍ଲାର ୩ ଜଣ ଡାକ୍ତର। ଯାଜପୁର ଜିଲ୍ଲାପାଳ ରଂଜନ କୁମାର ଦାସ ଏନେଇ ସୂଚନା ଦେଇଛନ୍ତି॥ ଡାକ୍ତରଙ୍କ ସହ ୧୯ ଜଣ ନର୍ସଙ୍କୁ ବି କ୍ୱାରେଣ୍ଟିନରେ ରଖାଯାଇଛି। କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବାରୁ ଏମାନଙ୍କୁ କ୍ୱାରେଣ୍ଟିନ୍‌ରେ ରଖାଯାଇଛି। ସେ କହିଛନ୍ତି,“ ଗତକାଲି ଯାଜପୁରରେ...

fisherman
୫ ଦିନର ସମୁଦ୍ରଯାତ୍ରା ପରେ ଚେନ୍ନାଇରୁ ଫେରିଲେ ୧୦ ଓଡ଼ିଆ ମତ୍ସ୍ୟଜୀବୀ

ଭୁବନେଶ୍ୱର: ୫ ଦିନର କଷ୍ଟ ସାଧ୍ୟ ସମୁଦ୍ର ଯାତ୍ରା। ଭୋକ, ଉପାସରେ ୫ ଦିନର ଯାତ୍ରା ପରେ ନିଜ ଗାଁରେ ଏବେ ଆସି ପହଞ୍ଚିଛନ୍ତି ୨୭ ଜଣ ମତ୍ସଜୀବୀ। ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମା ଶ୍ରୀକାକୁଲ୍ଲମ୍ ଜିଲ୍ଲାର ସମୁଦ୍ରକୂଳରେ ଆସି ଲାଗିଛି ଏମାନଙ୍କ ଡଙ୍ଗା। ୨୭ ଜଣ ମତ୍ସଜୀବୀ ଚେନ୍ନାଇରୁ ଆନ୍ଧ୍ରପ୍ରଦେଶ...

team
୩ ଜିଲ୍ଲାର କରୋନା ସ୍ଥିତି ସମୀକ୍ଷା କରିବେ ଷ୍ଟେଟ୍‌ ରାପିଡ ରେସ୍‌ପନ୍ସ ଟିମ୍‌

ଭୁବନେଶ୍ୱର: ଭଦ୍ରକ, ବାଲେଶ୍ୱର, ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଦବେଗଜନକ ଭାବେ ବୃଦ୍ଧି ପାଉଛି । ଗତ ଦୁଇ ଦିନ ଭିତରେ ୧୮ଟି ପଜିଟିଭ୍ ବାହାରିଥିବାରୁ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି । ପରିସ୍ଥିତିର ଅନୁଧ୍ୟାନ ପାଇଁ ୩ଟି ଷ୍ଟେଟ ରାପିଡ ରେସପନ୍ସ ଟିମ ଗଠନ ହୋଇଛି...

trump
ଆମେରିକାରେ ବିଦେଶୀ ନାଗରିକଙ୍କ ରହିବା ନେଇ ଟ୍ରମ୍ପ କଲେ ବଡ ଘୋଷଣା 

ୱାଶିଂଟନ: ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଟ୍ରମ୍ପ ସରକାର ନେଇଛନ୍ତି ଏକ ବଡ ନିଷ୍ପତ୍ତି । କୌଣସି ବିଦେଶୀ ନାଗରିକ  ଆମେରିକାରେ ବସବାସ କରିପାରିବେ ନାହିଁ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି। ଏକ  ଟ୍ୱିଟବାର୍ତ୍ତାରେ ଟ୍ରମ୍ପ କହିଛନ୍ତି   “ବର୍ତ୍ତମାନ ଆମେରିକା ଅଦୃଶ୍ୟ ଶତ୍ରୁ ସହ ଲଢ଼େଇ...

rapid
ଆମେରିକା: ଗୋଟିଏ ଦିନରେ ଗଲା ୧୪୩୩ ଜୀବନ

ୱାଶିଂଟନ: ଆମେରିକାରେ କରୋନା ସ୍ଥିତି ଜଟିଳ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୪୩୩ ଜଣ ଲୋକ କରୋନାରେ ପ୍ରାଣ ହରାଇଛନ୍ତି। ଗତ କିଛି ଦିନ ଧରି ଏଠାରେ ମୃତ୍ୟୁ ସଂଖ୍ୟା ୨ ହଜାରରୁ ଅଧିକ ଥିଲା। ଗତ କାଲିର ମୃତ୍ୟୁ ସଂଖ୍ୟା ଯଦିଓ ସାମାନ୍ୟ କମ୍‌...

king-ping
ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ଉତ୍ତର କୋରିଆ ଶାସକ କିମ୍‌ ଜୋଙ୍ଗ !

ନୂଆଦିଲ୍ଲୀ:ଉତ୍ତର କୋରିଆ ଡିକ୍ଟେଟର କିମ୍‌ ଜୋଙ୍ଗ ଉନ୍‌ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ଏବେ ସେ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି। କୁହାଯାଉଛି, ତାଙ୍କର କାଡିଓ ଭାସ୍କୁଲାର(cardiovascular)  ସମସ୍ୟା ରହିଛି। ଆମେରିକା ଟିଭି ଚ୍ୟାନେଲ ସିଏନଏନ ରିପୋର୍ଟ ଅନୁଯାୟୀ  କିମ୍‌ ଜୋଙ୍ଗଙ୍କର ସର୍ଜରୀ କରାଯାଇଥିଲା। ହେଲେ ଏହା ପରେ ତାଙ୍କର...

icard
ସରକାରୀ କର୍ମଚାରୀଙ୍କ ପାଇଁ ଆଇକାର୍ଡ ବାଧ୍ୟତାମୂଳକ

ଭୁବନେଶ୍ୱର: ରାଜ୍ୟ ତଥା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ନିୟମ କଡାକଡି କଲେ ପୋଲିସ କମିଶନର। ରାଜ୍ୟ ତଥା କେନ୍ଦ୍ର କର୍ମଚାରୀ ଅଫିସକୁ  ଆସିବାବେଳେ ଆଇକାର୍ଡ ବାଧ୍ୟତାମୂଳକ। ଏ ସମ୍ପର୍କରେ ଟ୍ୱିଟ କରି ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ । ଆଜିଠାରୁ ରାଜ୍ୟ ସରକାର ଅଫିସ୍ ସକାଳୁଆ...

odisha
କୋହଳ ହେଲା ନିୟମ; ଲକ୍‌ଡାଉନରେ ବି ଚାଲିବ ନିର୍ମାଣ କାମ

ଭୁବନେଶ୍ୱର:ଭୁବନେଶ୍ୱରରେ ନିର୍ମାଣ କାର୍ଯ୍ୟ ପାଇଁ କୋହଳ ହେଲା ନିୟମ।  କଣ୍ଟେନମେଣ୍ଟ୍ ଜୋନ ସତ୍ତ୍ୱେ ରାଜଧାନୀରେ ନିର୍ମାଣ ଚାଲୁ ରଖିବା ପାଇଁ ନିୟମ କୋହଳ କରିବା ପାଇଁ ବିଏମସି ନିଷ୍ପତ୍ତି ନେଇଛି।  ଲକଡାଉନ୍ ପିିରିୟଡ ମେ’ ୩ ତାରିଖ ଯାଏଁ ବଳବତ୍ତର ଥିଲେ ବି ନିର୍ମାଣ କାମ ପାଇଁ କିଛି...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।