ନୂଆଦିଲ୍ଲୀ:ଉତ୍ତର କୋରିଆ ଡିକ୍ଟେଟର କିମ୍ ଜୋଙ୍ଗ ଉନ୍ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ଏବେ ସେ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି। କୁହାଯାଉଛି, ତାଙ୍କର କାଡିଓ ଭାସ୍କୁଲାର(cardiovascular) ସମସ୍ୟା ରହିଛି। ଆମେରିକା ଟିଭି ଚ୍ୟାନେଲ ସିଏନଏନ ରିପୋର୍ଟ ଅନୁଯାୟୀ କିମ୍ ଜୋଙ୍ଗଙ୍କର ସର୍ଜରୀ କରାଯାଇଥିଲା। ହେଲେ ଏହା ପରେ ତାଙ୍କର...
ଭୁବନେଶ୍ୱର: ରାଜ୍ୟ ତଥା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ନିୟମ କଡାକଡି କଲେ ପୋଲିସ କମିଶନର। ରାଜ୍ୟ ତଥା କେନ୍ଦ୍ର କର୍ମଚାରୀ ଅଫିସକୁ ଆସିବାବେଳେ ଆଇକାର୍ଡ ବାଧ୍ୟତାମୂଳକ। ଏ ସମ୍ପର୍କରେ ଟ୍ୱିଟ କରି ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ । ଆଜିଠାରୁ ରାଜ୍ୟ ସରକାର ଅଫିସ୍ ସକାଳୁଆ...
ଭୁବନେଶ୍ୱର:ଭୁବନେଶ୍ୱରରେ ନିର୍ମାଣ କାର୍ଯ୍ୟ ପାଇଁ କୋହଳ ହେଲା ନିୟମ। କଣ୍ଟେନମେଣ୍ଟ୍ ଜୋନ ସତ୍ତ୍ୱେ ରାଜଧାନୀରେ ନିର୍ମାଣ ଚାଲୁ ରଖିବା ପାଇଁ ନିୟମ କୋହଳ କରିବା ପାଇଁ ବିଏମସି ନିଷ୍ପତ୍ତି ନେଇଛି। ଲକଡାଉନ୍ ପିିରିୟଡ ମେ’ ୩ ତାରିଖ ଯାଏଁ ବଳବତ୍ତର ଥିଲେ ବି ନିର୍ମାଣ କାମ ପାଇଁ କିଛି...
ଭୁବନେଶ୍ୱର: ବାଲେଶ୍ୱରରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ଜିଲ୍ଲାରୁ ୨ ବର୍ଷର ଶିଶୁ ସମେତ ୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବାବେଳେ ଆଜି ପୁଣି ୫ ପଜିଟିଭ ଏହି ଜିଲ୍ଲାରୁ ଚିହ୍ନଟ କରାଯାଇଛି। ପୂର୍ବରୁ ଆଉ ଜଣେ ଆକ୍ରାନ୍ତ ଏହି ଜିଲ୍ଲାରୁ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ...
ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ ସାଇଟ୍ରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଲା। ୨୬ ଘଣ୍ଟା ମଧ୍ୟରେ ୧୮ ଜଣ ଆକ୍ରାନ୍ତଙ୍କୁ...
ଯାଜପୁର: ଲକ୍ ଡାଉନ କଟକଣା ଭାଙ୍ଗି ବଡ଼ଚଣା IIC ଦୀପକ ଜେନା ଶ୍ରୀମନ୍ଦିରରେ ପ୍ରବେଶ କରିବା ପ୍ରସଙ୍ଗ ଏବେ ନୂଆ ମୋଡ ନେଇଛି। ନିଲମ୍ବିତ ଆଇଆଇସି କିପରି ଶ୍ରୀମନ୍ଦିର ଯାଇଥିଲେ ସେ ନେଇ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ନିଲମ୍ବିତ ଆଇଆଇସି ଯେଉଁ ଗାଡ଼ିରେ ପୁରୀ ଯାଇଥିଲେ ତାହା ଥିଲା...
ବାଲେଶ୍ୱର: ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୭ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୨ ବର୍ଷର ଶିଶୁ ଅଛନ୍ତି। ଏହି ୨ ବର୍ଷର ଶିଶୁ ଜଣକ ବାଲେଶ୍ୱର ଜିଲ୍ଲାର ବୋଲି ଜଣାପଡ଼ିଛି। ଏ ନେଇ ବାଲେଶ୍ୱର ଜିଲ୍ଲାପାଳ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏହି ଆକ୍ରାନ୍ତଙ୍କ ଘର ନୀଳଗିରି...
ଭଦ୍ରକ: ଆଜି ଭଦ୍ରକରୁ ୫ ଜଣ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯିବା ପରେ ପ୍ରଶାସନ ପକ୍ଷରୁ ତନଘନା ଆରମ୍ଭ ହୋଇଛି। ଆକ୍ରାନ୍ତଙ୍କର ଟ୍ରାଭେଲ ହ୍ରିଷ୍ଟ୍ରି ଖୋଜି ବାହାର କରିବା ସହ ଏମାନଙ୍କର ସଂସ୍ପର୍ଶରେ କିଏ କିଏ ଆସିଛନ୍ତି ସେ ନେଇ ଯାଞ୍ଚ କରାଯାଉଛି। ଭଦ୍ରକର ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ...
ନୂଆଦିଲ୍ଲୀ: ଲକ୍ଡାଉନ ଗାଇଡଲାଇନ୍ ଖିଲାପ ନେଇ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ କଡ଼ା ଚିଠି ଲେଖିଛନ୍ତି କେନ୍ଦ୍ର ଗୃହ ସଚିବ । ବିପର୍ଯ୍ୟୟ ପରିଚାଳନା ଆଇନ ମୁତାବକ ସମସ୍ତ ରାଜ୍ୟ ଲକଡାଉନ୍ କଟକଣା ମାନିବାକୁ ବାଧ୍ୟ ବୋଲି ସେ ଚିଠିରେ ଦର୍ଶାଇଛନ୍ତି...
ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଖଣ୍ଡିଦେଉଳି-ବିରୁଳିଗଡ଼ ରାସ୍ତାରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକ୍ ଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୯ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି...