• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

america
କୋଭିଡ-୧୯: ରାଜ୍ୟରେ ମହିଳାଙ୍କ ତୁଳନାରେ ପୁରୁଷ ବେଶି ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି । ଗତକାଲି ଆଉ ୫ ଜଣ କରୋନା ପଜିଟିଭ ଚିହ୍ନଟ ପରେ ଏହି ସଂଖ୍ୟା ବୃଦ୍ଧି ପାଇଛି। ଗତକାଲି ୫୬୪ ଜଣଙ୍କ ସାମ୍ପଲ ଟେଷ୍ଟରୁ ହୋଇଥିଲା। ସେମାନଙ୍କ ମଧ୍ୟରୁ ୫ଜଣଙ୍କ ରିପୋର୍ଟ ପଜିଟିଭ ଆସିଥିବା ଗତକାଲି ସୂଚନା ଦେଇଥିଲେ...

Untitled-1
ଆଜି ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ

ଭୁବନେଶ୍ୱର:ଆଜି ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ। ଆକାଶରେ ଚନ୍ଦ୍ର କ୍ରମାନ୍ୱୟରେ ବୃହଷ୍ପତି, ଶନି ଓ ମଙ୍ଗଳ ଗ୍ରହର ଖୁବ ପାଖରେ ରହିବ।  ଏହି ଦୃଶ୍ୟ ଆସନ୍ତାକାଲି ଅର୍ଥାତ୍‌ ୧୬, ୧୭ ଏବଂ ୨୫ ଓ ୨୭ ତାରିଖ ମଧ୍ୟ ଦୃଶ୍ୟ ହେବ। ଏହି ତିନିଟ ଗ୍ରହ ଏପ୍ରିଲ...

EFJeABQUwAEFVeY
ଏଥର ବିନା ଭକ୍ତରେ ହେବ ଚନ୍ଦନ ଯାତ

ପୁରୀ: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି। ପରିସ୍ଥିତିକୁ ଦେଖି ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ଘୋଷଣା କରିସାରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ୨ୟ ପର୍ଯ୍ୟାୟ ଲକଡାଉନର ଗାଇଡଲାଇନ ମଧ୍ୟ ଜାରି କରାଯାଇଛି। ଏହି ଗାଇଡ ଲାଇନ ଅନୁଯାୟୀ, ଧାର୍ମିକ, ସାଂସ୍କୃତିକ କାର୍ଯ...

guideline
ଜାରି ହେଲା ନୂଆ ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ବନ୍ଦ ରହିବ, କ’ଣ ଖୋଲା ରହିବ

ନୂଆଦିଲ୍ଲୀ:ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ଘୋଷଣା ପରେ ଜାରି ହୋଇଛି ଗାଇଡ ଲାଇନ୍। କରୋନା ମୁକାବିଲାକୁ ନେଇ କଟକଣା କଡାକଡି କରାଯାଇଛି। ଗତକାଲି ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧନ କରି ଲକ୍‌ଡାଉନ ଅବଧି ବଢାଇବା ସମୟରେ ଏ ନେଇ ସୂଚନା ଦେଇଥିଲେ। ଆଜି ଜାରି ହୋଇଥିବା ଗାଇଡ ଲାଇନରେ ମୋଦି ଦେଇଥିବା...

bbsr
ଭୁବନେଶ୍ୱର: କରୋନା ନିୟନ୍ତ୍ରଣ ପାଇଁ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ବିଶେଷକରି କରି ଭୁବନେଶ୍ୱରରେ କରୋନା ସ୍ଥିତି ସବୁଠାରୁ ଖରାପ। ରାଜ୍ୟରେ ମୋଟ ୬୦ ଆକ୍ରାନ୍ତଙ୍କୁ ଚିହ୍ନଟ କରା ଯାଇଥିବାବେଳେ କେବଳ  ଭୁବନେଶ୍ୱରରେ ଅଛନ୍ତି ୪୬। ଏହାକୁ ଦଷ୍ଟିରେ ରଖି  ଭୁବନେଶ୍ୱର ମହାନଗର ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି ରାଜ୍ୟ...

trump
WHOକୁ ପାଣ୍ଠି ଯୋଗାଣ ସ୍ଥଗିତ ରଖିବ ଆମେରିକା

ୱାଶଂଟନ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଉପରେ କଟକଣା ଲଗାଇଛି ଆମେରିକା। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଚୀନ୍‌କୁ ସମର୍ଥନ କରୁଥିବା ଅଭିଯୋଗ ଆଣିବା ପରେ ଏବେ ଏହି ସଂଗଠନକୁ ପାଣ୍ଠି ଯୋଗାଣ ସ୍ଥଗିତ ରଖିବ ବୋଲି ଆମେରିକା ଘୋଷଣା କରିଛି।  ଏ ନେଇ ଆମେରିକା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ରାଷ୍ଟ୍ରପତି...

oitv
ରାଜ୍ୟର ଆଉ ୨ ହସ୍‌ପିଟାଲରେ ହେବ କୋଭିଡ୍-୧୯ ପରୀକ୍ଷା

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ନମୁନା ପରୀକ୍ଷା ଉପରେ ଗୁରୁତ୍ୱ ଦେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଆଉ ୨ଟି ହସ୍ପିଟାଲରେ କରୋନା ଟେଷ୍ଟ ଆରମ୍ଭ ହୋଇଛି। ଏହି ଦୁଇଟି ହସ୍ପିଟାଲ ହେଲା ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ ଓ ଭୁବନେଶ୍ୱର ଇନଷ୍ଟିଚ୍ୟୁଟ...

pic_1586774388-(1)
ବାହାରେ ଛେପ ପକାଇଲେ ଗଣିବେ ଫାଇନ

ବ୍ରହ୍ମପୁର: କରୋନା ଭାଇରସର ମୁକାବିଲା ପାଇଁ ୨ୟ ପର୍ଯ୍ୟାୟ ଲକ୍‌ଡାଉନ ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲି ଦେଶବାସୀଙ୍କୁ ସମ୍ବୋଧନ କରି ମେ’ ୩ ତାରିଖ ପର୍ଯ୍ୟନ୍ତ ଏହି ଲକ୍‌ଡାଉନ ଅବଧି ବୃଦ୍ଧି କରିଛନ୍ତି। ଏଥିସହିତ ଆଗାମୀ ଏକ ସପ୍ତାହ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି। ତେଣୁ...

f-3
ବଦଳିଲା ମୋଦିଙ୍କ ଟ୍ୱିଟର୍ ପ୍ରୋଫାଇଲ ଫଟୋ

ନୂଆଦିଲ୍ଲୀ: ବଦଳିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋସିଆଲ୍ ମିଡିଆ ଫଟୋ । ମୋଦି  ତାଙ୍କ ଟ୍ୱିଟର୍ ଆକାଉଣ୍ଟ ପ୍ରୋଫାଇଲ ଫଟୋକୁ ଆଜି ବଦଳାଇ଼ଛନ୍ତି। ମୋଦି ଏଥିରେ କାନ୍ଧରେ ପକାଇଥିବା ଗାମୁଛାରେ ନାକ ଓ ପାଟିକୁ ଢାଙ୍କିଥିବା ଦେଖିବାକୁ ମିିଳିଛି। କରୋନା କବଳରୁ ବର୍ତ୍ତିବାକୁ ଦେଶବାସୀଙ୍କୁ ମାସ୍କ ପିନ୍ଧିବାକୁ ସଚେତନ...

cm-meeting
ଭିଡିଓ କନ୍‌ଫରେନ୍ସିଂରେ କରୋନା ସ୍ଥିତି ସମୀକ୍ଷା କଲେ ନବୀନ

ଭୁବନେଶ୍ୱର:ରାଜ୍ୟରେ କରୋନା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂରେ  ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି, ଚାଷୀଙ୍କ ସମସ୍ୟା ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ନେଇ ବରିଷ୍ଠ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।